Trending
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ପଶ୍ଚିମବଙ୍ଗରେ ମତଦାନ: ବାଇକ୍ରେ ରାଲି ବ୍ୟାନ୍ କରିବା ସହ, ରାତିର ବାଇକ୍ ଚଳାଇବା ଉପରେ କଟକଣା ଲଗାଇଛନ୍ତି ନିର୍ବାଚନ କମିଶନ
- ନିଜେ ଆଗକୁ ଯାଅ, ଅନ୍ୟମାନଙ୍କୁ ଆଗକୁ ଯିବାକୁ ଦିଅ- ରାଷ୍ଟ୍ରପତି ଦୌପଦ୍ରୀ ମୁର୍ମୁ
- ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଁଚିଛନ୍ତି ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ
- ମେଟ୍ରୋରେ କୌଣସି ପ୍ରକାରର ଶବ୍ଦ କଲେ ୫୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିପାରେ
- ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ଶୁଣାଣି,ପରବର୍ତ୍ତୀ ଶୁଣାଣି ମେ’ ୨ ତାରିଖରେ
- ଜମ୍ମୁରେ ଭୟଙ୍କର ସଡ଼କ ଦୁର୍ଘଟଣା,ଲିଭିଲା ୨୧ ଜଣଙ୍କ ଜୀବନ
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
Browsing Category
Politics
All politics-related news information will be uploaded here in daily besis
ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
ଧର୍ମଶାଳାରେ ଅଧିକାଂଶ ସରପଞ୍ଚ ଓ ସମିତି ସଭ୍ୟ ବିଜେଡି ଛାଡ଼ି ବିଜେପିରେ ସାମିଲ ହେବା ପରେ ଓ ବ୍ଲକ ଅଧ୍ୟକ୍ଷଙ୍କ ଇସ୍ତଫାର ସପ୍ତାହେ ନପୂରୁଣୁ ଆଜି ବଡ଼ଚଣା ବ୍ଲକ୍ର ଅଧ୍ୟକ୍ଷା, ଉପାଧ୍ୟକ୍ଷଙ୍କ ସମେତ ବହୁ ସରପଞ୍ଚ, ସମିତିସଭ୍ୟ ଓ ସହସ୍ରାଧିକ କର୍ମୀ ଇସ୍ତଫା ଦେଇ ବିଜେପିରେ ସାମିଲ ହୋଇଛନ୍ତି।…
ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଏକ ସାକ୍ଷାତକାରରେ ସମ୍ବିଧାନ (୧୩୦ତମ ସଂଶୋଧନ) ବିଲ୍ ୨୦୨୫ ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଥିଲେ। କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ କହିଥିଲେ ଯେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ପଷ୍ଟ ଭାବେ ବିଶ୍ୱାସ…
ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
ରାଜ୍ୟପାଳ ହରିବାବୁ କମ୍ଭମପତି ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ନିକଟରେ ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସିତ ହୋଇ ନବୀନ ଘରକୁ ଫେରିଥିବାବେଳେ ଆଜି ନବୀନ ନିବାସରେ ପହଞ୍ଚିଭେଟିଛନ୍ତି ରାଜ୍ୟପାଳ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ନବୀନଙ୍କୁ ଭେଟି…
ଗଣତନ୍ତ୍ରରେ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ବିଚାର ମନ୍ଥନ ହେଉଛି ସର୍ବୋତ୍ତମ ଉପାୟ
ସ୍ୱାଧୀନତା ସଂଗ୍ରାମୀ ବିଠଲଭାଇ ପଟେଲ କେନ୍ଦ୍ରୀୟ ବିଧାନସଭାର ପ୍ରଥମ ନିର୍ବାଚିତ ଭାରତୀୟ ବାଚସ୍ପତି ହେବାର ୧୦୦ତମ ବାର୍ଷିକୀ ପାଳନ ଅବସରରେ ଦିଲ୍ଲୀ ବିଧାନସଭାରେ ଆୟୋଜିତ ଦୁଇ ଦିନିଆ ଅଖିଳ ଭାରତୀୟ ବାଚସ୍ପତି ସମ୍ମିଳନୀକୁ କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଉଦଘାଟନ…
ଏସ୍ଆଇଆର୍ ବିବାଦ : କଟିଥିବା ଭୋଟର ଅଭିଯୋଗ କରୁନାହାଁନ୍ତି
ବିହାରରେ ରାଜନୈତିକ ଦଳମାନେ ଏସଆଇଆରକୁ ନେଇ ହୋହାଲ୍ଲା କରୁଛନ୍ତି । କିନ୍ତୁ କୈାଣସି ଭୋଟର ଯାହାର ନାମ କଟିଛି ସେମାନେ ଆଜି ପର୍ଯ୍ୟନ୍ତ ଅଭିଯୋଗ କରିନାହାଁନ୍ତି । ଯାହାକୁ ନେଇ ସୁପ୍ରିମକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି । ବିହାରରେ ୧.୬୮ ଲକ୍ଷରୁ ଅଧିକ ବୁଥ୍-ସ୍ତରୀୟ ଏଜେଣ୍ଟ…
ମୋଦି କହିଲେ ଜେଲ୍ରୁ କେହି ନିର୍ଦ୍ଦେଶ ଦେଇପାରିବେନି
ବିହାର ବିଧାନସଭା ନିର୍ବାଚନ ବେଳେ ମୋଦି କହିଛନ୍ତି ନେତାମାନେ ଆଗକୁ ଜେଲରେ ରହି ନିର୍ଦେଶ ଦେଇପାରିବେନି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିହାରରେ ଜନସଭାରେ ଉଦ୍ବୋଧନ ଦେଇ ଏହା କହିଛନ୍ତି। ଏହି ଗସ୍ତ ଅବସରରେ ମୋଦୀ ଆର୍ଜେଡିକୁ କଡ଼ା କଟାକ୍ଷ କରିଛନ୍ତି।
ମୋଦୀ ଆର୍ଜେଡିର…
ପ୍ରାର୍ଥିପତ୍ର ଦାଖଲ କଲେ ସୁଦର୍ଶନ ରେଡ୍ଡୀ
ବିରୋଧୀ ଇଣ୍ଡି ମେଣ୍ଟର ଉପରାଷ୍ଟ୍ରପତି ପ୍ରାର୍ଥୀ ବି ସୁଦର୍ଶନ ରେଡ୍ଡୀ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡ଼ଗେ, ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ଉପସ୍ଥିତିରେ ସୁଦର୍ଶନ ରେଡ୍ଡି ଆଜି ପ୍ରାର୍ଥିପତ୍ର ଦାଖଲ…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନରେ କଥା ହେଲେ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରୋଁ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଫ୍ରାନ୍ସ ରାଷ୍ଟ୍ରପତି ମହାମହିମ ଇମାନୁଏଲ ମାକ୍ରୋଁଙ୍କ ଠାରୁ ଏକ ଫୋନ୍ କଲ୍ ପାଇ ତାଙ୍କ ସହିତ କଥା ହୋଇଛନ୍ତି।
ଦୁଇ ନେତା ୟୁକ୍ରେନ ଏବଂ ପଶ୍ଚିମ ଏସିଆ କ୍ଷେତ୍ରରେ ଦେଖା ଦେଇଥିବା ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ଚାଲିଥିବା ପ୍ରୟାସ…
୧୮ରୁ ବିଧାନସଭାର ମୌସୁମୀ ଅଧିବେଶନ
ସେପ୍ଟେମ୍ବର ୧୮ରେ ମୌସୁମୀ ଅଧିବେଶନ । ୭ଟି କାର୍ଯ୍ୟଦିବସରେ ଆସିବ ବିଲ ଓ ଉଠିବ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ । ନାରୀ ନିର୍ଯାତନା, ଚାଷୀ ଓ ରାଜ୍ୟ ସ୍ବାର୍ଥ ପ୍ରସଙ୍ଗ ବିଜେଡିର ଅସ୍ତ୍ର । ଅନାସ୍ଥା ଆଣି ସରକାରଙ୍କୁ ଘେରିବ କଂଗ୍ରେସ ।
ସ୍ବଳ୍ପକାଳୀନ ଅଧିବେଶନରେ ସରକାରଙ୍କୁ ଘେରିବାକୁ…
ଆମେରିକାକୁ ଆଉ ବିଶ୍ୱାସ କରାଯାଇପାରିବ ନାହିଁ – ଆମେରିକୀୟ ଅର୍ଥନୀତିଜ୍ଞ
ଆମେରିକା ଟାରିଫ ନୀତିକୁ ନେଇ ଟ୍ରମ୍ପଙ୍କୁ ଆମେରିକାରେ ବିରୋଧ । ଅର୍ଥନୀତିଜ୍ଞ ଜେଫ୍ରି ସାକ୍ସ ଆମେରିକାର ଭାରତ ଉପରେ ଟାରିଫ୍ ଲଗାଇବାକୁ ନିଷ୍ପତ୍ତିକୁ ଆମେରିକା ବିଦେଶୀ ନୀତିର ସବୁଠାରୁ ମୂର୍ଖତାପୂର୍ଣ୍ଣ ଚାଲ ବୋଲି ନିନ୍ଦା କରିଛନ୍ତି। ସାକ୍ସ କହିଛନ୍ତି, ଭାରତ ଉପରେ ଟାରିଫ୍ ଆମେରିକା…