Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Politics
All politics-related news information will be uploaded here in daily besis
୨୦୨୫ ବିହାର ବିଧାନସଭା ନିର୍ବାଚନ- ତେଜସ୍ୱୀ ଯାଦବ ବିରୋଧୀ ମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ
୨୦୨୫ ବିହାର ବିଧାନସଭା ନିର୍ବାଚନ ପାଇଁ ଆରଜେଡି ନେତା ତେଜସ୍ୱୀ ଯାଦବ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ । ମତଦାନ ଏବଂ ଫଳାଫଳ ଘୋଷଣା ପୂର୍ବରୁ ଶେଷରେ ମେଣ୍ଟ ଦଳମାନେ ତାଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ସ୍ବୀକାର କରିଛନ୍ତି । ବିହାର ନିର୍ବାଚନ ତାରିଖ ଘୋଷଣା ପରେ କିଏ…
ନଭେମ୍ବର ୪ ତାରିଖରେ ଜେଏନୟୁ ନିର୍ବାଚନ
ସାରା ଭାରତର ଛାତ୍ର ରାଜନୀତିରେ ଗୁରତ୍ୱ ବହନ କରୁଥିବା ଜବାହରଲାଲ ନେହରୁ ବିଶ୍ୱବିଦ୍ୟାଳୟର ଛାତ୍ର ସଂଘ ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି । ବିଶ୍ୱବିଦ୍ୟାଳୟର ନିର୍ବାଚନ ସମିତି ତରଫରୁ ତାରିଖ ଘୋଷଣା କରାଯାଇଛି । ଦୀର୍ଘଦିନର ଅପେକ୍ଷା ପରେ ଜାରି ହୋଇଥିବା ନୋଟିସରେ ସ୍ପଷ୍ଟ ହୋଇଛି କି,…
ପୀତବାସ ପଣ୍ଡା ହତ୍ୟା, ହୋଇଥିଲା ୫୦ ଲକ୍ଷ ଟଙ୍କାର ଡିଲ୍
୧୫ ଦିନ ପରେ ପୀତବାସ ପଣ୍ଡା ହତ୍ୟା ମାମଲାର ଖୁଲାସା ହୋଇଛି । ରାଜନୈତିକ ଶତ୍ରୁତାରୁ ମର୍ଡର ହୋଇଥିବା ତଦନ୍ତ ପରେ ପୋଲିସ କହିଛି । ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ବଡ଼ ଖୁଲାସା କରିଛନ୍ତି ବ୍ରହ୍ମପୁର ଏସ୍ପି । ସେ କହିଛନ୍ତି ଯେ ହତ୍ୟା ପାଇଁ ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା…
ନୂଆପଡା ବିଧାନସଭା ଉପ ନିର୍ବାଚନ, ସରିଲା ନାମାଙ୍କନ, ଆଜିଠୁ ଜମିବ ପ୍ରଚାର
ସରିଲା ନାମାଙ୍କନ, ଆଜିଠୁ ନୂଆପଡ଼ାରେ ଜମିବ ପ୍ରଚାର। ନୂଆପଡା ବିଧାନସଭା ଉପ ନିର୍ବାଚନ ପାଇଁ ସୋମବାର ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ଥିଲା । ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେମାନେ ହେଲେ ବିଜୁ ଜନତା ଦଳର ସ୍ନେହାଙ୍ଗିନୀ ଛୁରିଆ, ଭାରତୀୟ ଜନତା ଦଳର ଜୟ…
ନାମାଙ୍କନ ଦାଖଲ କଲେ ସ୍ନେହାଙ୍ଗିନୀ ଛୁରିଆ
ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ଶେଷ ଦିନ ଥିବା ବେଳେ ସୋମବାର ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ ନାମାଙ୍କନ ଭରିଛନ୍ତି। ୧୮ରେ ପ୍ରାର୍ଥୀପତ୍ର ଦାଖଲ କରିଥିଲେ ଉଭୟ ଭାଜପା ଓ କଂଗ୍ରେସ। ଭାଜପାରୁ ଜୟ ଢୋଲକିଆ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ କଂଗ୍ରେସରୁ ଘାସିରାମ ମାଝୀ…
ନିଜର ପ୍ରାର୍ଥୀପତ୍ର ଦାଖଲ କଲେ ବିଜେପି ପ୍ରାର୍ଥୀ ଜୟଢୋଲକିଆ
ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ ଶୋଭାଯାତ୍ରାରେ ଆସି ବିଜେପି ପ୍ରାର୍ଥୀ ଦିବଙ୍ଗତ ବିଧାୟକରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟଢୋଲକିଆ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ତାଙ୍କ ସହ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, କଳାହାଣ୍ଡି ସାଂସଦ ମାଳବିକା ଦେଓ, ପୂର୍ବତନ ରାଜ୍ୟ ବିଜେପି…
ନିର୍ବାଚନ ପ୍ରଚାର ପାଇଁ ବିଜେପି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି
ନୂଆପଡ଼ା ଉପନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି । ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ଉପନିର୍ବାଚନରେ ବିଜୟୀ ହେବାକୁ କଳ ବଳ କୌଶଳ ସବୁ ଲଗାଇ ଦେଇଛନ୍ତି । କାରଣ ଏହି ଉପନିର୍ବାଚନ ଆଗାମୀ ପଞ୍ଚାୟତ ନିର୍ବାଚନରେ ରାଜନୈତିକ ଦଳମାନଙ୍କର ଭାଗ୍ୟ ନିର୍ଦ୍ଧାରଣ କରିବ ବୋଲି ରାଜନୈତିକ…
କାହିଁକି ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କଲା ବିଜେଡ଼ି
ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ ସ୍ନେହାଙ୍ଗିନୀଙ୍କ ଉପରେ ଦଳ ଭରସା କରିଛି। ସ୍ନେହାଙ୍ଗିନୀ ଛୁରିଆ ଶିକ୍ଷକତାରୁ ରାଜନୀତିକୁ ଆସିଥିଲେ। ୨୦୧୪ରେ ନବୀନଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିଲେ। ହସ୍ତତନ୍ତ, ବୟନଶିଳ୍ପ ବିଭାଗ ପାଇଥିଲେ। ସମ୍ବଲପୁର ବିଶ୍ବବିଦ୍ୟାଳୟରୁ ରାଜନୀତି…
ସ୍ନେହାଙ୍ଗିନୀ ଛୁରିଆ ହେବେ ବିଜେଡି ପ୍ରାର୍ଥୀ
ସ୍ନେହାଙ୍ଗିନୀ ଛୁରିଆ ହେବେ ବିଜେଡି ପ୍ରାର୍ଥୀ। ନୂଆପଡ଼ା ଉପନିର୍ବାଚନ ପାଇଁ ସରପ୍ରାଇଜ କାର୍ଡ ଖେଳିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳର ପୁରୁଖା ନେତା, ବେଶ ଅଭିଜ୍ଞ ରାଜନେତା ସ୍ନେହାଙ୍ଗିନୀ ଛୁରିଆଙ୍କୁ ଭରସା କରିଛି ବିଜେଡି। ଦଳର ସଭାପତି ଏକ ଗୁରୁତ୍ବପୂର୍ଣ୍ଣ ବୈଠକ…
ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କଲା ବିଜେପି
ଦିବଙ୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିଛି ବିଜେପି । ପୂର୍ବରୁ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ଖୁବ ଶୀଘ୍ର ବିଜେଡି ମଧ୍ୟ ନିଜ ପ୍ରାର୍ଥୀ ଘୋଷଣା କରିବ ବୋଲି ଜଣାପଡ଼ିଛି । ସୂଚନାଯୋଗ୍ୟ ଯେ, ନିକଟରେ ଜୟ ବିଜେପିରେ…