Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Politics
All politics-related news information will be uploaded here in daily besis
ଓ୍ଵାକଫ୍ ସଂଶୋଧନ ବିଲକୁ ଜେପିସିର ମଂଜୁରୀ
ସଂସଦର ଯୁଗ୍ମ କମିଟି (ଜେପିସି) ସୋମବାର ଓ୍ଵାକଫ୍ ବିଲରେ ହୋଇଥିବା ପରିବର୍ତ୍ତନକୁ ଅନୁମୋଦନ କରିଛି। ସୋମବାର ବସିଥିବା ଚୂଡ଼ାନ୍ତ ବୈଠକରେ ସମସ୍ତ ୪୪ଟି ସଂଶୋଧନ ଉପରେ ଆଲୋଚନା ହୋଇଥିବା ଜେପିସି ସଭାପତି ଜଗଦମ୍ବିକା ପାଲ କହିଛନ୍ତି। ସେଥିମଧ୍ୟରୁ ଏନଡିଏ ସାଂସଦଙ୍କ ୧୪ଟି ପ୍ରସ୍ତାବକୁ ଅନୁମୋଦନ…
ଏହା କେଜରିୱାଲଙ୍କ ଗ୍ୟାରେଣ୍ଟି, ମୋଦୀଙ୍କ ‘ନକଲି’ ଗ୍ୟାରେଣ୍ଟି ନୁହେଁ – କେଜ୍ରିୱାଲ୍
ଆଗକୁ ହେବାକୁ ଥିବା ଦିଲ୍ଲୀ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିବା ସହ ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ଙ୍କ ନେତୃତ୍ବାଧୀନ ଦଳ ଆମ ଆଦମୀ ପାର୍ଟି (ଆପ୍) ନିର୍ବାଚନୀ ଇସ୍ତାହାର ଘୋଷଣା କରିଛନ୍ତି। ଏହି ଇସ୍ତାହାରରେ କେଜ୍ରିୱାଲ୍ ୧୫ଟି ଗ୍ୟାରେଣ୍ଟି ଉଲ୍ଲେଖ କରିଛନ୍ତି।…
ବିଭିନ୍ନ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କଲା ବିଜେପି
ବିଭିନ୍ନ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କଲା ବିଜେପି । କଟକ ଜିଲ୍ଲା ବିଜେପି ସଭାପତି ହେଲେ ସୁକାନ୍ତ ବିଶ୍ୱାଳ । ଦେବେନ୍ଦ୍ର ନାଥ ତରାଇ ହେଲେ ପୁରୀ ଜିଲ୍ଲା ବିଜେପି ସଭାପତି । ରାହାସ ବିହାରୀ ବେହେରା ହେଲେ ଢେଙ୍କାନାଳ ଜିଲ୍ଲା ବିଜେପି ସଭାପତି । ଗଞ୍ଜାମ ଜିଲ୍ଲା ବିଜେପି ସଭାପତି ହେଲେ…
ପରାକ୍ରମ ଦିବସ: ରାଷ୍ଟ୍ରପତି, ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମବାର୍ଷିକୀରେ ଶ୍ରଦ୍ଧାଞ୍ଜଳି
ଆଜି ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମବାର୍ଷିକୀ ପାଳନ କରାଯାଉଛି। ତାଙ୍କ ଜନ୍ମବାର୍ଷିକୀକୁ ପରାକ୍ରମ ଦିବସ ଭାବରେ ପାଳନ କରାଯାଏ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ନେତା ସୁଭାଷ ଚନ୍ଦ୍ର ବୋଷଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।…
ଆକ୍ସନ ମୋଡରେ ଡୋନାଲ୍ଡ ଟ୍ରମ୍ପ
ଡୋନାଲ୍ଡ ଟ୍ରମ୍ପ ରାଷ୍ଟ୍ରପତି ହେବା ପରେ ଅନେକ ବଡ଼ ନିଷ୍ପତ୍ତି ନେଇଛନ୍ତି । ତାଙ୍କ ନିଷ୍ପତ୍ତିକୁ ନେଇ ସାରା ବିଶ୍ବରେ ଚର୍ଚା ହେଉଛି । ପ୍ରଥମ ଦିନରେ ସେ 78ଟି ନିଷ୍ପତ୍ତିକୁ ବାତିଲ କରିଥିଲେ। ଆମେରିକା-ମେକ୍ସିକୋ ସୀମାରେ ଏକ ଜାତୀୟ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରାଯାଇଛି ।
ଏହା…
ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଜେପି ପ୍ରସ୍ତୁତିରେ ବ୍ୟସ୍ତ, ପ୍ରଧାନମନ୍ତ୍ରୀ ମୋଦି ‘ମେରା ବୁଥ୍ ସବସେ…
ଦିଲ୍ଲୀ ବିଧାନସଭା ନିର୍ବାଚନରେ ୨୭ ବର୍ଷର ମରୁଡ଼ିକୁ ଦୂର କରିବା ପାଇଁ ଭାରତୀୟ ଜନତା ପାର୍ଟି ନିଜର ପୂର୍ଣ୍ଣ ଶକ୍ତି ଖଟାଇ ଦେଇଛି। ଏହି ପରିପ୍ରେକ୍ଷୀରେ, ବିଜେପି ତାର କର୍ମୀମାନଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିବା ପାଇଁ 'ମେରା ବୁଥ୍ ସବୁସେ ମଜବୁତ' ନାରା ଦେଇଛି। ଏହି ସ୍ଲୋଗାନ…
ଆଜି ହୋଇପାରେ ବିଜେପି ଜିଲ୍ଲା ସଭାପତି ତାଲିକା
ତୃଣମୂଳସ୍ତରରେ ବିଜେପି ତା’ର ସାଙ୍ଗଠନିକ ସ୍ଥିତି ସଜାଡିବା ପାଇଁ ପ୍ରୟାସ ଚଳାଇଛି। ତେବେ ଦଳର ଜିଲା ସଭାପତି ତାଲିକା ପ୍ରକାଶରେ ବିଳମ୍ବ ହେଉଥିବା ବେଳେ ରାଜ୍ୟ ସଭାପତି କିଏ ହେବ ତାକୁ ନେଇ କେନ୍ଦ୍ରୀୟ ନେତାଙ୍କ ଅଙ୍କ ଛିଣ୍ଡୁନି। ତେବେ ସୋମବାର ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପ୍ରଭାରୀ…
ଗୁଳିବିଦ୍ଧ ସାର୍ଟ ଓ ରକ୍ତଲଗା ତଉଲିଆ ଗଲା କୁଆଡ଼େ ?
ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲା ଦୁଇ ବର୍ଷ ଭିତରେ ଅନେକ ପ୍ରଶ୍ନ ଉଠିଲାଣି । ଏହି ମାମଲା ପୁଣିଥରେ ଚର୍ଚ୍ଚାର ପରିସରକୁ ଆସିଛି। ତଦନ୍ତରେ ରହିଥିବା ଘଟଣାକୁ କିଏ ଲୁଚାଉଛି କି ? ଏନେଇ ରାଜନୀତି ଜୋର ଧରିଥିବା ବେଳେ ବିଭିନ୍ନ ଛିଦ୍ର ସବୁ ଗୋଟିଏ ପରେ ଗୋଟିଏ ପଦାକୁ ଆସିବାରେ ଲାଗିଛି।…
ଖୋଲିବ କି ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ଫାଇଲ୍ହେ , ବ କି ସିବିଆଇ ତଦନ୍ତ?
ଖୋଲିବ କି ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ଫାଇଲ୍? ଏହି ହାଇପ୍ରୋଫାଇଲ୍ ହତ୍ୟା ମାମଲାର ହେବ କି ସିବିଆଇ ତଦନ୍ତ? ୨୦୨୩ ଜାଜୁଆରୀ ୨୯ ତାରିଖରେ ତତ୍କାଳୀନ ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ମାମଲାର ରହସ୍ୟ ଏଯାଏଁ ଉନ୍ମୋଚିତ ହୋଇପାରିନି। ଏହି ଘଟଣାରେ ଅଭିଯୁକ୍ତ ଗୋପାଳ ଦାସ ଧରାପଡିଛି…
ଦିଲ୍ଲୀ ବିଧାନସଭା ନିର୍ବାଚନ: ମଇଦାନରେ ମୋଟ ୧,୦୪୦ ଜଣ ପ୍ରାର୍ଥୀ
ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ଏବେ ରାଜନୀତି ସରଗରମ ରହିଛି | ବିଶେଷ କରି ଆମ ଆଦମୀ ପାର୍ଟି ବା ଆପ, ବିଜେପି ଓ କଂଗ୍ରେସ ମଧ୍ୟରେ ତୀବ୍ର ଟକ୍କର ହେବାକୁ ଯାଉଛି | ଆଉ ଏହାରି ଭିତରେ ବିଭିନ୍ନ ଦଳର ନେତାଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ମଧ୍ୟ ଜାରି ରହିଛି | ଭୋଟରଙ୍କୁ ନିଜ ଆଡକୁ ଆକୃଷ୍ଟ…