Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
Politics
All politics-related news information will be uploaded here in daily besis
ନିରବ ଅବଧି ସମୟରେ ନୂଆପଡ଼ାରେ ନିୟମର ଉଲ୍ଲଂଘନ କରିଛି ବିଜେପି – ନବୀନ
ନୂଆପଡ଼ା ଉପନିର୍ବାଚନ ପାଇଁ ଆସନ୍ତାକାଲି ଭୋଟିଂ। ନଭେମ୍ବର ୯ରେ ପ୍ରଚାର ଥମିବା ସହ ମତଦାନ ପାଇଁ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଏହା ମଧ୍ୟରେ ରାଜ୍ୟରେ ବିଜେପି ସରକାର ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ…
ନୂଆପଡ଼ା ଉପନିର୍ବାଚନ ପାଇଁ ସରିଲା ପ୍ରଚାର,ନ୍ଧ୍ୟା ୪ ଟାରୁ ଆରମ୍ଭ ହୋଇଛି ସାଇଲେନ୍ସ ପିରିୟଡ
ନୂଆପଡ଼ା ଉପନିର୍ବାଚନ ପାଇଁ ସରିଲା ପ୍ରଚାର । ଆସନ୍ତା ୧୧ ତାରିଖରେ ପଡିବ ଭୋଟ୍ । କିଛି ଦିନ ଧରି ଏହି ଉପ ନିର୍ବାଚନ ନୂଆପଡାବାସୀଙ୍କୁ ଦେଉଛି ନୂଆ ଅନୁଭୂତି । ସକାଳ ହେଲେ ମାଳ ମାଳ ନେତା ଆଉ ସେମାନଙ୍କ ମାରାଥନ ପ୍ରଚାର । ଯେଉଁ ଗାଁର ରାସ୍ତାରେ ଦିନେ ଗୋଟିଏ ଗାଡି କାଁ ଭାଁ ଦେଖା ଯାଉଥିଲା…
ଡବଲ ଇଞ୍ଜିନ ସରକାର ଡବଳ ବିକାଶ କରିବ ବୋଲି କହିଥିଲା, କିନ୍ତୁ ଲୋକଙ୍କୁ ଡବଲ ଧୋକା ଦେଇଛି – ନବୀନ
ବିଜେପି ସରକାର ମିଥ୍ୟା ପ୍ରଚାର କରୁଛି। ଡବଲ ଇଞ୍ଜିନ ସରକାର ଡବଳ ବିକାଶ କରିବ ବୋଲି କହିଥିଲା, କିନ୍ତୁ ଲୋକଙ୍କୁ ଡବଲ ଧୋକା ଦେଇଛି। ନୂଆପଡ଼ା ଉପନିର୍ବାଚନ ପାଇଁ ଶୁକ୍ରବାର ନିର୍ବଚାନୀ ପ୍ରଚାର ବେଳେ ଏଭଳି କହିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।
ପ୍ରଚାର ସଭାରେ ଜନସାଧାରଣଙ୍କୁ…
ନବୀନଙ୍କ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ନୂଆପଡ଼ାର ବିକାଶ ପାଇଁ ମୋତେ ଏଠାକୁ ଆସିବାକୁ ପଡ଼ିଛି। ପୂର୍ବରୁ କେବେ ଏତେ ଜନସମାଗମ କେହି ଦେଖି ନ ଥିଲେ। ନୂଆପଡ଼ାର ବିକାଶ ପାଇଁ ୧ ହଜାର ୪ ଶହ କୋଟିର ପ୍ରତିଶ୍ରୁତି ଦେଇ ସାରିଛି। ଜୟ ଢୋଲକିଆ ନିର୍ବାଚିତ ହେଲେ ଆପଣଙ୍କ ଦାବି ଉପସ୍ଥାପନ କରିପାରିବେ ବୋଲି ନୂଆପଡ଼ାରେ କହିଛନ୍ତି…
ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି । ୧୮ଟି ଜିଲାରେ ୧୨୧ଟି ଆସନରେ ଭୋଟ ଗ୍ରହଣ କରାଯାଉଛି । ୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର । ଆଜି ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ଚାଲିବ । ମତଦାନ ପାଇଁ…
ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
ପାଟନା: ନଭେମ୍ବର ୬ ତାରିଖରେ ହେବାକୁ ଥିବା ବିହାର ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ପ୍ରଚାର ଶେଷ ହୋଇଛି। ଏହି ୧୨୧ଟି ଆସନରେ ଏନଡିଏ ଏବଂ ମହାଗଠବନ୍ଧନ ମଧ୍ୟରେ ଲଢ଼େଇ ତୀବ୍ର ହେଉଛି । ଉଭୟ ମେଣ୍ଟର ପ୍ରଚାର ମୁଖ୍ୟତଃ ତିନୋଟି ମୁଖ୍ୟ ପ୍ରସଙ୍ଗ ଉପରେ କେନ୍ଦ୍ରିତ ରହିଛି । …
ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଭାଜପା ମୁଖପାତ୍ର ଅନିଲ ବିଶ୍ବାଳ
ସୋସିଆଲ ମିଡିଆରେ ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଭାଜପା ମୁଖପାତ୍ର ଅନିଲ ବିଶ୍ବାଳ। ସେ ଫେସବୁକ ପୋଷ୍ଟରେ ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କରିଛନ୍ତି। ସେ କହିଛନ୍ତି ଆପଣଙ୍କୁ ଲୋକେ ୨୪ ବର୍ଷ ନିରଙ୍କୁଶ କ୍ଷମତା ପ୍ରଦାନ କରିଛନ୍ତି।ଏହାର ପ୍ରତିବଦଳରେ ଲୋକେ ପାଇଲେ କଣ? ଗୋଟିଏ ଶୀତଳ…
ବିଜେପି ଆଗରୁ ଭୋଟ୍ ଚୋରି କରି ସରକାର କରିଥିଲେ, ଆଉ ଏବେ ପ୍ରାର୍ଥୀ ଚୋରି – ବିଜେଡି ସୁପ୍ରିମୋ ନବୀନ…
ନୂଆପଡ଼ା ଉପନିର୍ବାଚନ ପ୍ରଚାରରେ ଆସି ବିଜେପି ଉପରେ ବର୍ଷିଛନ୍ତି ନବୀନ ପଟ୍ଟନାୟକ । ଆୟୋଜିତ ଏକ ସଭାରେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋହନ ସରକାରଙ୍କୁ କଡ଼ା ଟାର୍ଗେଟ୍ କରିଛନ୍ତି । ନବୀନ କହିଛନ୍ତି, ୧୬ ମାସର ଭାଜପା ସରକାର କାମରେ ଜିରୋ। ମିଶନ…
ବିଜେଡିକୁ ଜୋରଦାର୍ ଝଟକା। ପଦ୍ମ ଧରିଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ
ବିଜେଡିକୁ ଜୋରଦାର୍ ଝଟକା। ପଦ୍ମ ଧରିଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ। ଏ ନେଇ ସେ ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଏବଂ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବ ରେ ମନମୋହନଙ୍କ ଉପସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି। ଅମର ଦଳର ସୁପ୍ରିମୋ…
ସୁଜାତା ଆର୍ କାର୍ତ୍ତିକେୟନଙ୍କୁ ଶକ୍ତି ନାନୀ ଉପାଖ୍ୟାନ ଦେଲେ – ଶ୍ରୀମୟୀ ମିଶ୍ର
ନାଆଁ ନ ନେଇ ଇସାରାରେ ପୁଣି ଭି.କେ ପାଣ୍ଡିଆନଙ୍କୁ କଟାକ୍ଷ କରିଛନ୍ତି ବହୁଚର୍ଚ୍ଚିତା ଶ୍ରୀମୟୀ ମିଶ୍ର। ଏଥର ଭି.କେ ପାଣ୍ଡିଆନଙ୍କ ପତ୍ନୀ ସୁଜାତା ଆର୍ କାର୍ତ୍ତିକେୟନଙ୍କୁ ବି ଧୋଇଛନ୍ତି ସେ। ବିଜେଡି ସଭାପତି ନବୀନ ପଟ୍ଟନାୟକ ନୂଆପଡ଼ା ଗସ୍ତରେ ଯିବା ପୂର୍ବରୁ ଆଜି ଏହି ବାଣଛାଡ଼ି ବିଜେଡିକୁ…