Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
Browsing Category
Politics
All politics-related news information will be uploaded here in daily besis
ଶ୍ରୀଲଙ୍କାରେ ସରିଛି ମତଦାନ
ଶ୍ରୀଲଙ୍କାରେ ସନ୍ଧ୍ୟା ୪ଟାରେ ଶେଷ ହୋଇଛି ରାଷ୍ଟ୍ରପତି ନିର୍ବାଚନ ପ୍ରକ୍ରିୟା । ଦେଶର ପ୍ରାୟ ୧.୭ କୋଟି ଭୋଟରଙ୍କ ମଧ୍ୟରୁ ପ୍ରାୟ ୭୫% ଭୋଟର ନୂଆ ରାଷ୍ଟ୍ରପତିଙ୍କ ପାଇଁ ମତଦାନ କରିଛନ୍ତି । ତେବେ ବର୍ତ୍ତମାନ ମତଗଣନା ଜାରି ରହିଥିବା ବେଳେ ରବିବାର ଏହାର ଫଳାଫଳ ଘୋଷଣା ହୋଇପାରେ ବୋଲି ଆଶା…
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ
ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ତଥା ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ ଶନିବାର ଶପଥ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ଅରବିନ୍ଦ କେଜରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆତିଶୀଙ୍କ ନାମରେ ମୁଖ୍ୟମନ୍ତ୍ରୀ ହେବାର ମୋହର ବାଜିଥିଲା।
ସୂଚନାଯୋଗ୍ୟ, ଆମ ଆଦମୀ ପାର୍ଟି…
ଆଜି ଶପଥ ନେବେ ଆତିଶୀ
ଆଜି ଦିଲ୍ଲୀ ପାଇବ ନୂଆ ମୁଖ୍ୟମନ୍ତ୍ରୀ । ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ହେବେ ଆତିଶୀ ମର୍ଲେନା । ଦିଲ୍ଲୀର ମନୋନିତ ମୁଖ୍ୟମନ୍ତ୍ରୀ ଆଜି ସନ୍ଧ୍ୟା 4ଟା 30ରେ ଶପଥ ନେବେ । ଏହାସହିତ ଆଜି 5ଜଣ କ୍ୟାବିନେଟ ମନ୍ତ୍ରୀ ମଧ୍ୟ ଶପଥ ନେବେ । ସୌରଭ ଭରଦ୍ବାଜ, ଗୋପାଳ ରାୟ, କୈଳାସ ଗେହଲଟ,…
୧୦ ବର୍ଷରେ ଓଡ଼ିଶାକୁ ଅବହେଳା କରିଛି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ଶାସନ କାଳରେ ଓଡ଼ିଶାର ବିକାଶକୁ ଅଗ୍ରାଧିକାର ଦେଇଥିବା ନେଇ ଆଜି କହିଥିଲେ। ଏହାକୁ ଖଣ୍ଡନ କରିଛି ବିଜେଡି। ଦଳର ବରିଷ୍ଠ ନେତା ସଞ୍ଜୟ ଦାସବର୍ମା ଏକ ସାମ୍ବାଦିକ ସମ୍ମିଳନୀରେ କହିଥିଲେ, ଦୀର୍ଘ ଦୁଇ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଧରି ଆମ ଦଳ ଓଡ଼ିଶାକୁ…
ନିର୍ବାଚନୀ ସଂକଳ୍ପକୁ ବାସ୍ତବ ରୂପ ଦେବା କାର୍ଯ୍ୟ ଆରମ୍ଭ ହୋଇସାରିଛି : ମନମୋହନ ସାମଲ
ଦୀର୍ଘ ୬୦ ବର୍ଷ ପରେ ଯଶ୍ୱସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ମାତ୍ର ନେତା ଯିଏକି ଲଗାତାର ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି । ଏକ ଅକିଂଚନ ଓ କ୍ଷୁଦ୍ର ଗ୍ରାମରେ ଜନ୍ମ ନେଇ ବିଶ୍ୱର ସବୁଠୁ ବଡ ଗଣତାନ୍ତ୍ରୀକ ରାଷ୍ଟ୍ର ଭାରତବର୍ଷର ନେତୃତ୍ୱ…
ବଢିଲା ପୁଲିସ ଡିଜି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ
ପୋଲିସ ଡିଜି ଯୋଗେଶ ବାହାଦୂର (ଓ୍ବାଇବି) ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ିଛି। ରାଜ୍ୟ ସରକାର ୨୦୨୬ ପର୍ଯ୍ୟନ୍ତ ତାଙ୍କର କାର୍ଯ୍ୟକାଳ ବଢ଼ାଇଛନ୍ତି। ତେବେ ଏହି କାର୍ଯ୍ୟକାଳକୁ ସରକାର ୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ବଢ଼ାଇଛନ୍ତି। ଖୁରାନିଆ ଅଗଷ୍ଟ ୧୬ରେ ରାଜ୍ୟ ପୋଲିସ ମୁଖ୍ୟାଳୟରେ ନୂତନ ପୋଲିସ…
କଶ୍ମୀରରେ ପ୍ରଥମ ପର୍ଯ୍ୟାୟ ମତଦାନ
ଦୀର୍ଘ ୧୦ ବର୍ଷ ପରେ ଜମ୍ମୁ-କଶ୍ମୀରରେ ପ୍ରଥମ ଥର ପାଇଁ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ବୁଧବାର ପ୍ରଥମ ପର୍ଯ୍ୟାୟରେ ୭ ଜିଲାର ୨୪ ଆସନରେ ଭୋଟଗ୍ରହଣ କରାଯିବ। ଏହି ପର୍ଯ୍ୟାୟରେ ୨୩ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର ୨୧୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ସେମାନଙ୍କ ମଧ୍ୟରୁ…
ଆଜି ପ୍ରଥମଥର ଓଡ଼ିଶାରେ ଜନ୍ମଦିନ ପାଳିବେ ପ୍ରଧାନମନ୍ତ୍ରୀ
ନିର୍ବାଚନ ପ୍ରଚାରବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିଶ୍ରୁତି ଦେଇଥିଲେ ଓଡ଼ିଶାରେ ବିଜେପି ସରକାର ହେଲେ ‘ସୁଭଦ୍ରା’ ଯୋଜନା ଆରମ୍ଭ ହେବ। ମହିଳାଙ୍କୁ ୫୦ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ। ଆସନ୍ତାକାଲି (ମଙ୍ଗଳବାର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜର ଜନ୍ମଦିନ ଅବସରରେ…
ଆଜି ଉପରାଜ୍ୟପାଳଙ୍କୁ ଭେଟିବେ କେଜ୍ରିଓ୍ବାଲ୍
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଆଜି (ମଙ୍ଗଳବାର) ଉପରାଜ୍ୟପାଳ ଭି.କେ.ସାକ୍ସେନାଙ୍କୁ ଭେଟିବେ ବୋଲି ଜଣାପଡିଛି। ଅପରାହ୍ଣ ୪ଟା ୩୦ରେ ଭେଟିବା ପାଇଁ କେଜ୍ରିଓ୍ବାଲ ଉପରାଜ୍ୟପାଳଙ୍କ ଅନୁମତି ଲୋଡିଛନ୍ତି। ସୂଚନାଯୋଗ୍ୟ ଅବକାରୀ ଦୁର୍ନୀତି ମାମଲାରେ ସୁପ୍ରିମକୋର୍ଟଙ୍କ ତରଫରୁ ଜାମିନ…
ଇତିହାସର ପୁନରାବୃତ୍ତି
୨୬ ବର୍ଷ ପୁରୁଣା ଇତିହାସର ପୁଣିଥରେ ଦିଲ୍ଲୀରେ ପୁନରାବୃତ୍ତି ହେବାକୁ ଯାଉଛି। ୧୯୯୮ରେ ଦୁର୍ନୀତି ଅଭିଯୋଗରେ ସାହିବ ସିଂ ବର୍ମାଙ୍କ ଇସ୍ତଫା ପରେ ସୁଷମା ସ୍ୱରାଜଙ୍କୁ ମୁଖ୍ୟମନ୍ତ୍ରୀ କରାଯାଇଥିଲା। ବର୍ତ୍ତମାନ କେଜ୍ରିୱାଲଙ୍କ ଇସ୍ତଫା ଘୋଷଣା ପରେ ରାଜଧାନୀରେ ପୁଣିଥରେ ଏଭଳି ଘଟଣା ଘଟିବାକୁ…