Trending
- କାଳ ବୈଶାଖି ପରେ ରାଜ୍ୟରେ ଉପରମୁହାଁ ପାରଦ
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
Browsing Category
Politics
All politics-related news information will be uploaded here in daily besis
ଧର୍ମେନ୍ଦ୍ରଙ୍କ ଘରକୁ ଘେରାଉ କଲେ ଛାତ୍ର
ନିଟ ଅନିୟମିତତା ନେଇ ଜାତୀୟ ରାଜନୀତିରୁ ରାଜ୍ୟ ରାଜନୀତି ସରଗରମ ରହିଛି। ଏହାରି ଭିତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପରୀକ୍ଷା ତ୍ରୁଟି ନେଇ ସମାଲୋଚନା କରାଯାଉଛି। ତେବେ ମଙ୍ଗଳବାର ଛାତ୍ର କଂଗ୍ରେସ ଧର୍ମେନ୍ଦ୍ରଙ୍କ ଭୁବନେଶ୍ୱର ବାସଭବନକୁ ଘେରାଉ କରିଛି।ଛାତ୍ର…
ରାହୁଲଙ୍କ ପୋଷ୍ଟର ବିବାଦ: ମାଷ୍ଟରକ୍ୟାଣ୍ଟିନ ଠାରେ ହଙ୍ଗାମା
ରାହୁଲଙ୍କ ପୋଷ୍ଟରରେ ଗୋବର ମାଡ଼ କଲେ ବିଜେପି ଯୁବମୋର୍ଚ୍ଚା କର୍ମୀ, ପ୍ରତିବାଦରେ ତାତିଲା ଯୁବ ଓ ଛାତ୍ର କଂଗ୍ରେସ, ମାଷ୍ଟରକ୍ୟାଣ୍ଟିନ ଠାରେ ହଙ୍ଗାମା କଲା । ସ୍ଥିତି ଏପରି ହୋଇଛି ଯେ, ସ୍ପରସ୍ପରକୁ ପଥର ଫିଙ୍ଗାଫିଙ୍ଗି ମଧ୍ୟ କରିବାକୁ ପଛାଇନାହାନ୍ତି । ମାଷ୍ଟରକ୍ୟାଣ୍ଟିନ୍ ଛକରେ…
କେନ୍ଦ୍ର ସରକାରଙ୍କୁ ଘେରିଲେ ବିଜେଡି ଏମ୍ପି
ବିଜେଡି ରାଜ୍ୟ ସଭା ସଦସ୍ୟ ଶୁଭାଶିଷ ଖୁଣ୍ଟିଆ ରାଜ୍ୟ ସଭାରେ ଓଡ଼ିଶା ପ୍ରତି କେନ୍ଦ୍ର ଅବହେଳା ପ୍ରସଙ୍ଗ ଉଠାଇଛନ୍ତି। ସୋମବାର ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ଭାଗ ନେଇ ସେ କହିଛନ୍ତି, ସ୍ବାଧୀନତା ପରଠାରୁ ଓଡ଼ିଶା କେନ୍ଦ୍ର ଉଦାସୀନତାର ଫଳ ଭୋଗୁଛି।…
ରାହୁଲ-ମୋଦୀ ମୁହାଁମୁହିଁ
ଲୋକସଭାରେ ଆଜି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟକୁ ନେଇ ପ୍ରବଳ ହଟ୍ଟଗୋଳ ହୋଇଛି। ରାହୁଲ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁହାଁମୁହିଁ ହୋଇଛନ୍ତି। ଧର୍ମ ଓ ସମ୍ବିଧାନ ସଂପର୍କରେ ମନ୍ତବ୍ୟକୁ ନେଇ ରାହୁଲଙ୍କ ମୁକାବିଲା ଲାଗି ପ୍ରଧାନମନ୍ତ୍ରୀ ମୋଦୀ, ସ୍ବରାଷ୍ଟ୍ର…
ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଆଜିଠୁ ଦିନ ୧୧ଟାରୁ ଆରମ୍ଭ ହେବ ଅଭିଯୋଗର ଶୁଣାଣି
ଆଜିଠୁ ବସିବ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଜନତା ଦରବାର, ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ନିୟମିତ ଚାଲିବ ଅଭିଯୋଗର ଶୁଣାଣି । ସମସ୍ୟା ଶୁଣିବା ସହ ସମାଧାନ ଦିଗରେ ପଦକ୍ଷେପ ନେବେ ରାଜ୍ୟ ସରକାର । ଭୁବନେଶ୍ୱର ୟୁନିଟ୍-୫ରେ ଥିବା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଆଜିଠୁ ଜନଶୁଣାଣି…
ମୁଖ୍ୟମନ୍ତ୍ରୀଙ୍କୁ ଜଗନ୍ନାଥ’ଙ୍କ ସହ ତୁଳନା କଲେ ଧର୍ମେନ୍ଦ୍ର
ଓଡ଼ିଶାରେ ଭାରତୀୟ ଜନତା ପାର୍ଟି ଦ୍ୱାରା ଆୟୋଜିତ ଏକ ସମାରୋହରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ବିବାଦୀୟ ବିବୃତ୍ତି ଦେଇଛନ୍ତି। ସେ ଓଡିଶା ମୁଖ୍ୟମନ୍ତ୍ରୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କୁ ଭଗବାନ ଜଗନ୍ନାଥ, ଭଗବାନ ବଳଭଦ୍ର ଏବଂ ଦେବୀ ସୁଭଦ୍ରାଙ୍କ ସହ ତୁଳନା…
୩ ଦିନିଆ ଦିଲ୍ଲୀ ଗସ୍ତ ସାରି ଭୁବନେଶ୍ଵରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଦିଲ୍ଲୀ ଗସ୍ତ ସାରି ଭୁବନେଶ୍ଵରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏଥିସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡା ମଧ୍ୟ ଭୁବନେଶ୍ଵରରେ ପହଞ୍ଚିଛନ୍ତି। ୩ ଦିନିଆ ଦିଲ୍ଲୀ ଗସ୍ତ ବେଳେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ ବିଭିନ୍ନ କେନ୍ଦ୍ରମନ୍ତ୍ରୀଙ୍କୁ…
ରାଜ୍ୟବାସୀଙ୍କୁ ଡବଲ୍ ଇଂଜିନ୍ ସରକାରର ପ୍ରଥମ ଭେଟି: ଦାସବର୍ମା
ଆନ୍ତର୍ଜାତିକ ବିମାନବନ୍ଦରର ଘରୋଇକରଣକୁ ବିରୋଧ କରିଛି ବିଜେଡି। ଦଳର ମୁଖପାତ୍ର ତଥା ସାଧାରଣ ସମ୍ପାଦକ ସଞ୍ଜୟ କୁମାର ଦାସବର୍ମା କହିଛନ୍ତି, ବିମାନବନ୍ଦରର ଘରୋଇକରଣ ଖବର ରାଜ୍ୟବାସୀଙ୍କୁ ଆଶ୍ଚର୍ଯ୍ୟ କରିଛି। କାରଣ ଦ୍ୱିତୀୟ ପର୍ଯ୍ୟାୟରେ ଘରୋଇକରଣ ହେବାକୁ ଥିବା ବିଜୁ ପଟ୍ଟନାୟକ…
ଟ୍ରିପଲ୍ ଇଞ୍ଜିନ ସରକାରରେ ମହାନଦୀ ସମସ୍ୟା ସମାଧାନ ହେଉ
ଆଜି ଶଙ୍ଖ ଭବନରେ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର କହିଲେ, ମହାନଦୀ ଓଡିଶାର ୧୬ ଜିଲ୍ଲାର ଲୋକଙ୍କ ଜୀବନଧାରା। ହେଲେ ଏହା ଉପରେ ଛତିଶଗଡ଼ ମନମାନି କରିଆସୁଛି। ହୀରାକୁଦର ଉପମୁଣ୍ଡରେ ଛତିଶଗଡ଼ ସରକାର ଓ ତଳମୁଣ୍ଡରେ ଓଡ଼ିଶା କେତେ ପାଣି ବ୍ୟବହାର କରିବ,…
ମନୋଜ ଆହୁଜା ନୂଆ ଶାସନ ସଚିବ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ମନୋଜ ଆହୁଜାଙ୍କୁ ବଡ଼ ଦାୟିତ଼୍ବ ଦେଇଛନ୍ତି ରାଜ୍ୟ ସରକାର । ସେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।
ସୂଚନା ଥାଉକି, ରାଜ୍ୟର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ଆସନ୍ତା ଜୁନ୍ ୩୦ରେ ଶେଷ…