Browsing Category

Politics

All politics-related news information will be uploaded here in daily besis

ବିଜେପିକୁ ଟାର୍ଗେଟ କରିଥିଲେ ବିରୋଧୀ

ଲୋକସଭା ନିର୍ବାଚନରେ ଉତ୍ତରପ୍ରଦେଶରେ ପରାଜୟକୁ ଗ୍ରହଣ କରିବା ବିଜେପି ପାଇଁ କଷ୍ଟସାଧ୍ୟ ହୋଇପଡ଼ିଛି। ରାଜ୍ୟରେ ପରାଜୟ ପରେ ସମୀକ୍ଷା ବୈଠକ ମଧ୍ୟ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ବିଜେପି ସଭାପତି ଭୁପେନ୍ଦ୍ର ଚୌଧୁରୀ ଜାତୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟି ପରାଜୟ ରିପୋର୍ଟ ମଧ୍ୟ ତାଙ୍କ…

ଆକ୍ସନମୋଡକୁ ଆସିଛନ୍ତି ଶିଳ୍ପମନ୍ତ୍ରୀ ,ଦାୟିତ୍ୱ ନେବା ପରେ ଇଡକୋକୁ ରିପୋର୍ଟ ତଲବ କରିଛନ୍ତି

ଆକ୍ସନମୋଡକୁ ଆସିଛନ୍ତି ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ । ଦାୟିତ୍ୱ ନେବା ପରେ ଇଡକୋକୁ ରିପୋର୍ଟ ତଲବ କରିଛନ୍ତି ଶିଳ୍ପମନ୍ତ୍ରୀ ।  ରାଜ୍ୟରେ ଶିଳ୍ପକ୍ଷେତ୍ରର ଷ୍ଟାଟସ୍ କଣ ? ରାଜ୍ୟରେ ଶିଳ୍ପ ପାଇଁ କେତେ ଜମି ବିକାଶ କରାଯାଇଛି ? କେତେ ଭିତ୍ତିଭୂମି ବିକାଶ ହୋଇଛି ? କେଉଁ ସଂସ୍ଥାକୁ କେତେ…

ଇଣ୍ଡିଆ ମେଣ୍ଟକୁ ଅଫର ଦେଲା ଜେଡିୟୁ!

ଭାରତୀୟ ଜନତା ପାର୍ଟିକୁ ଲୋକ ସଭା ନିର୍ବାଚନ ୨୦୨୪ରେ ଆଶା ଠାରୁ କମ ଆସନ ପାଇବା ପରେ ସମଗ୍ର ରାଜନୈତିକ ଜଗତରେ ଚର୍ଚ୍ଚା ଦେଖାଦେଇଛି।ଏହି ବିଷୟରେ ବିଭିନ୍ନ ପ୍ରକାରର ବିବୃତ୍ତି ମଧ୍ୟ ଦିଆଯାଉଛି। ଏହି କ୍ରମରେ ଭାଜପାର ସହଯୋଗୀ ଜେଡିୟୁ ଏଭଳି ଏକ ବିବୃତ୍ତି ଦେଇଛି ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ…

କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳି ମାଡ

କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳି ମାଡ କରିଛନ୍ତି ଅସନ୍ତୁଷ୍ଟ ଯୁବକ  । ମୁହଁରେ ମୁଖା ପିନ୍ଧି ଆସି କାଳିମାଡ କରିଥିବା ଭିଡିଓରେ ଦେଖିବାକୁ ମିଳିଛି । କାଳିମାଡ କରିବା ସହ ପିସିସି ସଭାପତିଙ୍କ ବିରୋଧରେ ନାରା ବାଜି କରିଥିବା ମଧ୍ୟ ଦେଖିବାକୁ ମିଳିଛି । ତେବେ…

ଲୋକସଭା କାମଚଳା ବାଚସ୍ପତି ଭାବେ ନିଯୁକ୍ତ ହେଲେ ଭର୍ତ୍ତୃହରି

ଭର୍ତ୍ତୃହରି ମହତାବ ଲୋକସଭାର କାମଚଳା ବାଚସ୍ପତି ଭାବେ ନିଯୁକ୍ତ ହୋଇଛନ୍ତି । କାମଚଳା ବାଚସ୍ପତି ଭାବେ ଭର୍ତ୍ତୃହରିଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି ଦ୍ରୌପଦି ମୁର୍ମୁ । ଲୋକସଭାକୁ ଲଗାତାର ସାତ ଥର  ନିର୍ବାଚିତ ହୋଇଛନ୍ତି ଭର୍ତ୍ତୃହରି ।

ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି ହେଲେ ରଣପୁର ବିଧାୟିକା ସୁରମା ପାଢୀ

ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି ହେଲେ ରଣପୁର ବିଧାୟିକା ସୁରମା ପାଢୀ । ସର୍ବସମ୍ମତି କ୍ରମେ ସୁରମା ପାଢୀ ବାଚସ୍ପତି ନିର୍ବାଚିତ ହୋଇଛନ୍ତି । ଏନେଇ ଘୋଷଣା କରିଛନ୍ତି କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ବାଚସ୍ପତି ଭାବେ ଦାୟିତ୍ୱ ନେବା ପରେ ମୁଖ୍ୟମନ୍ତ୍ରୀଙ୍କ ସମେତ ସବୁ ଦଳର…

ସରିଲା ବିଜେଡି ବିଧାୟକ ଦଳ ବୈଠକ ,ବିରୋଧୀ ଦଳ ନେତା ହେଲେ ନବୀନ

ବୁଧବାର ଅପରାହ୍ନରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିଥିଲା। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ବିରୋଧୀ ଦଳ ନେତା ଭାବେ ନବୀନଙ୍କୁ ହିଁ ଚୟନ କରାଯାଇଛି। ନବୀନ ପ୍ରଥମ ଥର ବିରୋଧୀ ଦଳ ନେତା ହୋଇଛନ୍ତି। ୫ ଥର ମୁଖ୍ୟମନ୍ତ୍ରୀ ରହିବା ପରେ ସେ…

ଆଜି ବିଜେଡି ବିଧାୟକ ଦଳ ବୈଠକ ବସିବ

ବିଜେଡି ବିଧାୟକ ଦଳ ବୈଠକ ବୁଧବାର ଅପରାହ୍ନ ସାଢେ ୪ଟା ସମୟରେ ଶଙ୍ଖ ଭବନଠାରେ ଅନୁଷ୍ଠିତ ହେବ। ଏଥିରେ ଦଳର ସମସ୍ତ ୫୧ ବିଧାୟକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସମସ୍ତଙ୍କ ଉପସ୍ଥିତିରେ କାହାକୁ ବିରୋଧୀ ଦଳ ନେତା କରାଯିବ ସେନେଇ ସ୍ଥିର କରାଯିବ। ତେବେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ…

ବିଧାୟକ ଭାବେ ଶପଥ ନେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓଡ଼ିଶା ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି। ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବିଧାନସଭାରେ ପହଞ୍ଚିଛନ୍ତି। ଯାହା ପରେ ନବୀନ ବିଧାୟକ ଭାବେ ଶପଥ ଗ୍ରହଣ କରିଛନ୍ତି।୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ବିଧାୟକମାନେ…

ଆଜି ଶପଥ ନେବେ ନିବ ନିର୍ବାଚିତ ବିଧାୟକ

ମଙ୍ଗଳବାର ଏବଂ ବୁଧବାର ବିଧାନସଭାରେ ୧୪୭ ବିଧାୟକ ଶପଥ ଗ୍ରହଣ କରିବେ । କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ ବିଧାୟକଙ୍କୁ ଶପଥ ପାଠ କରାଇବେ ।ଏହାପରେ ୨୦ରେ ରହିଛି ବାଚସ୍ପତି ନିର୍ବାଚନ । ଏହାପୂର୍ବରୁ ପୋଲିସ ଡିଜି ଅରୁଣ ଷଡଙ୍ଗୀ ବିଧାନସଭାର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି…