Browsing Category

Politics

All politics-related news information will be uploaded here in daily besis

ଶଙ୍ଖ ଛାଡି ପଦ୍ମ ଧରିଲେ ୪ନେତା

ମାଲାକନଗିରି ଜିଲାର ୪ଜଣ ବିଜେଡି ନେତା ଦଳ ଛାଡି ଭାଜପାରେ ସାମିଲ ହୋଇଛନ୍ତି। ବିଜେଡି ନେତା ତଥା ପରାମର୍ଶଦାତା କେଶବ ଚନ୍ଦ୍ର ନାୟକ, ବିଜେଡିର ପୂର୍ବତନ ରାଜ୍ୟ କାର୍ଯ୍ୟାକାରିଣୀ ସଦସ୍ୟ ହିମାଂଶୁ ସାମଲ, ବିଜେଡି ଜିଲା ସମ୍ପାଦକ ଇ. ଭେଙ୍କଟ ରାଓ, ଯୁବ ବିଜେଡି ସମ୍ପାଦକ ପ୍ରଶାନ୍ତ କୁମାର…

ମହାରାଷ୍ଟ୍ରରେ ମହାୟୁତିିକୁ ବଡ ସଫଳତା: କିଏ ହେବେ ମୁଖ୍ୟମନ୍ତ୍ରୀ

ମହାରାଷ୍ଟ୍ର ବିଧାନସଭାର ପ୍ରାରମ୍ଭିକ ଧାରାରେ ଭାଜପା ନେତୃତ୍ୱାଧୀନ ମହାଗଠବନ୍ଧନ ସଂଖ୍ୟାଗରିଷ୍ଠତା ଅତିକ୍ରମ କରିଛି। ଖବର ଲେଖାଯିବା ପର୍ଯ୍ୟନ୍ତ, ମହାୟୁତି ୨୧୭ଟି ଆସନରେ ଆଗୁଆ ଥିବା ବେଳେ କଂଗ୍ରେସ ନେତୃତ୍ୱାଧୀନ ଏମଭିଏ ୫୮ ଏବଂ ଅନ୍ୟମାନେ ୧୩ ଆସନରେ ଆଗରେ ଅଛନ୍ତି। ପ୍ରଧାନମନ୍ତ୍ରୀ…

ଝାଡ଼ଖଣ୍ଡରେ ବହୁ ଆଗରେ ଇଣ୍ଡି ମେଣ୍ଟ , ଜେଏମଏମ- କଂଗ୍ରେସ ପୁଣି ଗଢ଼ିବ ସରକାର

ଝାଡ଼ଖଣ୍ଡରେ ଏଥର କଂଗ୍ରେସ ଏବଂ ଜେଏମଏମ୍ ମେଣ୍ଟର ବିପୁଳ ବିଜୟ ହେବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏବଂ ତାଙ୍କ ସ୍ତ୍ରୀ କଳ୍ପନା ସୋରେନଙ୍କୁ ଝାଡ଼ଖଣ୍ଡବାସୀ ପୁଣି ପସନ୍ଦ କରିଛନ୍ତି ।  ସୁମାର ଗୋଣ୍ଡେୟ ବିଧାନସଭା ଆସନରେ ବହୁ ରାଉଣ୍ଡ ଆଗରେ ଅଛନ୍ତି କଳ୍ପନା । ତାଙ୍କ…

ଝାଡଖଣ୍ଡରୁ ଆସିଲା ପ୍ରାରମ୍ଭିକ ଟ୍ରେଣ୍ଡ, ୨ଟିରେ ଏନଡିଏ ଓ ଗୋଟିଏରେ ଇଣ୍ଡିମେଣ୍ଟ ଆଗରେ

 ଝାଡଖଣ୍ଡରୁ ଆସିଲା ପ୍ରାରମ୍ଭିକ ଟ୍ରେଣ୍ଡ । ଖୋଲିଛି ପୋଷ୍ଟାଲ ବାଲାଟ , ପ୍ରାରମ୍ଭିକ ଟ୍ରେଣ୍ଡ ଖୋଲିବା ପରେ ୨ଟିରେ ଏନଡିଏ ଓ ଗୋଟିଏରେ ଇଣ୍ଡିମେଣ୍ଟ ଆଗରେ ରହିଛି  । ଝାଡଖଣ୍ଡରେ ୨ଟି ପଯ୍ୟାୟରେ ହୋଇଥିଲା ମତଦାନ  ,ବର୍ତ୍ତମାନ ପୋଷ୍ଟାଲ ବାଲାଟ ଖୋଲିବା ପରେ ପ୍ରାରମ୍ଭିକ ଟ୍ରେଣ୍ଡ ଆରମ୍ଭ…

ବିଧାୟକଙ୍କୁ ଆକ୍ରମଣ ମାମଲା: ୧୦ ଜଣଙ୍କୁ ବାନ୍ଧିଲା ପୁଲିସ୍‌

ବିଧାୟକଙ୍କୁ ଆକ୍ରମଣ ମାମଲାରେ ୧୦ ଜଣଙ୍କୁ ବାନ୍ଧିଲା ପୁଲିସ୍‌। ଗତକାଲି ଏତଲା ଆଧାରରେ ପୁଲିସ୍‌ ୧୦ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ବୁଧବାର ସନ୍ଧ୍ୟା ବେଳେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁ ଯାଜପୁର ଜିଲ୍ଲାପାଳଙ୍କ ଅଫିସରେ ହେବାକୁ ଥିବା ବୈଠକରେ ଯୋଗଦେବା ପାଇଁ ଯାଉଥିଲେ। ତେବେ…

ଇଣ୍ଡିଆ ମେଣ୍ଟ ଝାଡ଼ଖଣ୍ଡରେ ଗାଦିଚ୍ୟୁତ ହେବ !

ଝାଡ଼ଖଣ୍ଡରେ  ବିଜେପି ନେତୃତ୍ୱାଧୀନ ଏନଡିଏ କ୍ଷମତାକୁ ଫେରିବ। ଅଧିକାଂଶ ଏକଜିଟ ପୋଲ ବିଜେପି ସରକାର ଗଠନ କରିବ ବୋଲି କହିଛନ୍ତି । ଇଣ୍ଡିଆ ମେଂଟ ଏଠି ଫେଲ ମାରିବ । ହେମନ୍ତଙ୍କ ସରକାର ଗାଦିଚ୍ୟୁତ ହେବ ବୋଲି ଅଧିକାଂଶ ଏକଜିଟ ପୋଲ ଦାବି କରିଛି । ଟାଇମ୍ସ ନାଓଁ-ଜେଭିସି ପକ୍ଷରୁ…

ମହାରାଷ୍ଟ୍ରରେ ବିଜେପି ମେଣ୍ଟ ଗଢ଼ିବ ସରକାର !

ମହାରାଷ୍ଟ୍ରରେ ବିଜେପି ମେଣ୍ଟ ଗଢ଼ିପାରେ ସରକାର । ଅଧିକାଂଶ ଏକଜିଟ ପୋଲ ବିଜେପି ମେଂଟ ସରକାର ଗଢ଼ିବ ବୋଲି କହିଛନ୍ତି । ମହାୟୁତି ପୁଣି ମହାରାଷ୍ଟ୍ରରେ ସରକାର ଗଢ଼ିବ ବୋଲି ବିଭିନ୍ନ ସଂସ୍ଥା କହିଛନ୍ତି । ମାଟ୍ରିଜ କରିଥିବା ଏକଜିଟ ପୋଲରେ କୁହାଯାଇଛି ଯେ ବିଜେପି ମେଣ୍ଟ ମହାରାଷ୍ଟ୍ରରେ…

ଝାଡ଼ଖଣ୍ଡ , ମହାରାଷ୍ଟ୍ର ମତଦାନ ଆରମ୍ଭ: ବିଜେପି, କଂଗ୍ରେସ ଉପରେ ନଜର

୨୮୮ ଆସନ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭାରେ ଏଥର କିଏ ମାରିବ ବାଜି?  । ବିଜେପି ଅଧିକ ଆସନ ପାଇବ କି କଂଗ୍ରେସ ଅଧିକ ଆସନ ପାଇବ? କିଏ ହେବ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ? ଏସବୁ ପ୍ରଶ୍ନ ଭିତରେ ଚାଲିଛି ମହାରାଷ୍ଟ୍ରରେ ମତଦାନ । ସେହିପରି  ଝାଡ଼ଖଣ୍ଡ ବିଧାନସଭାର ୮୧ ଆସନ ମଧ୍ୟରୁ ଅବଶିଷ୍ଟ…

ବିଜେପିରେ ସାମିଲ ହେଲେ ଦିଲ୍ଲୀର ପୂର୍ବତନ ମନ୍ତ୍ରୀ କୈଳାସ ଗେହଲଟ୍

ବିଜେପିରେ ସାମିଲ ହେଲେ ଦିଲ୍ଲୀର ପୂର୍ବତନ ମନ୍ତ୍ରୀ କୈଳାସ ଗେହଲଟ୍ । କେନ୍ଦ୍ରମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କ ଉପସ୍ଥିତିରେ ସେ ବିଜେପିରେ ମିଶିଛନ୍ତି । କୈଳାସ ଗେହଲୋଟ୍ ଦିଲ୍ଲୀରୁ ଦୁଇ ଥର ବିଧାୟକ ହେବା ସହ ଆପର ବଡ ଚେହେରା ଥିଲେ। ଗୁରୁତ୍ବପୂର୍ଣ୍ଣ ବିଭାଗ ମଧ୍ୟ ସମ୍ଭାଳିଛନ୍ତି। …

ବିଜେପିର ବରିଷ୍ଠ ନେତା ସମୀର ଦେ ଙ୍କ ପରଲୋକ

ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ ପରଲୋକ ଘଟିଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ବିଶିଷ୍ଟ ବ୍ୟକ୍ତିମାନେ ଗଭୀର ଶୋକ ପ୍ରକାଶ କରିଛନ୍ତି । କଟକର ଏକ ଘରୋଇ ହସ୍ପିଟାଲରେ ସମୀର ଦେଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ…