Trending
- ପହଲଗାମ ନରସଂହାରକୁ ପୂରିଲା ବର୍ଷେ: ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ, ‘ଅପରେସନ ସିନ୍ଦୂର’ର ସେହି ସଂକଳ୍ପକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
- ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର
- ୨୮ ଫେବୃଆରୀରୁ ୯ ଏଲପିଜି ଓ ୧ ଅଶୋଧିତ ତୈଳ ଜାହାଜ ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରିଛି
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ,ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି
- ‘ଫାଇଟର’ ସିକ୍ସେଲ ଆଣିବା ପାଇଁ ଆଗଧାଡ଼ିର ନିର୍ଦ୍ଦେଶକ ସିଦ୍ଧାର୍ଥ ଆନନ୍ଦଙ୍କର ଯୋଜନା କରିଥିବା ଜଣାପଡ଼ିଛି
- ପଶ୍ଚିମବଙ୍ଗରେ ମତଦାନ: ବାଇକ୍ରେ ରାଲି ବ୍ୟାନ୍ କରିବା ସହ, ରାତିର ବାଇକ୍ ଚଳାଇବା ଉପରେ କଟକଣା ଲଗାଇଛନ୍ତି ନିର୍ବାଚନ କମିଶନ
- ନିଜେ ଆଗକୁ ଯାଅ, ଅନ୍ୟମାନଙ୍କୁ ଆଗକୁ ଯିବାକୁ ଦିଅ- ରାଷ୍ଟ୍ରପତି ଦୌପଦ୍ରୀ ମୁର୍ମୁ
- ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଁଚିଛନ୍ତି ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ
Browsing Category
Politics
All politics-related news information will be uploaded here in daily besis
ବିଡ଼ିଓ-ସିଡ଼ିଓଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଲେ ତାଗିଦ
ମୁଖ୍ୟମନ୍ତ୍ରୀ କହିଛନ୍ତି, ସେକାଳ ପଖାଳ ଆଉ ନାହିଁ। ଆପଣଙ୍କୁ ଯଥେଷ୍ଟ କ୍ଷମତା ଦିଆଯାଇଛି। କାହା ଚାପରେ କାମ କରିବେନି। ଲୋକଙ୍କ ପାଇଁ କାମ କରିବେ। ମୋ ଛୋଟ ବ୍ରେନରେ ସବୁ ସେଭ୍ ହୋଇ ରହିଛି। ଯଦି ପୁରୁଣା ଅଭ୍ୟାସ ରଖିବେ, କିଏ କ୍ଷମା ଦେବ ଆପଣଙ୍କୁ। ମୁଁ କିନ୍ତୁ କ୍ଷମା ଦେବିନି। ଆମ ଲାଇନରେ…
ଭୁବନେଶ୍ବର ବିଜେଡିର ନୂଆ ସଭାପତି ହେଲେ ଅଶୋକ ଚନ୍ଦ୍ର ପଣ୍ଡା।
ଆଉ ୬ଟି ସାଂଗଠନିକ ଜିଲ୍ଲାର ସଭାପତିଙ୍କ ନାମ ଘୋଷଣା କରିଛି ବିଜେଡି। ଭୁବନେଶ୍ବର ବିଜେଡିର ନୂଆ ସଭାପତି ହେଲେ ଅଶୋକ ଚନ୍ଦ୍ର ପଣ୍ଡା। ସେହିପରି ଆଶିଷ ଚକ୍ରବର୍ତ୍ତୀ କେନ୍ଦୁଝର, ସରୋଜ ମେହେର ବଲାଙ୍ଗୀର, ରୋହିତ ପୂଜାରୀ ସମ୍ବଲପୁର ଓ ଦେବାଶିଷ ମାରାଣ୍ଡି ମୟୂରଭଞ୍ଜ-୨ ସାଂଗଠନିକ ଜିଲ୍ଲାର…
ନିର୍ବାଚନ ସମୟରେ ଆତଙ୍କବାଦୀ ଆକ୍ରମଣ କାହିଁକି ହେଉଛି – ପିସିସି ସଭାପତି ଭକ୍ତଚରଣ ଦାସ
ପହଲଗାମ ଆକ୍ରମଣ ଘଟଣାକୁ ନେଇ ପିସିସି ସଭାପତି ଭକ୍ତଚରଣ ଦାସ ସରକାରଙ୍କୁ ଘେରିବା ସହିତ ପ୍ରଶ୍ନ ଉଠାଇଛନ୍ତି। ଭାରତ ମାଟିରେ ଆତଙ୍କବାଦୀଙ୍କ ହିନ୍ଦୁ ଶବ୍ଦ ବ୍ୟବହାର କରିବାକୁ ନେଇ ସେ ପ୍ରଶ୍ନ ଉଠାଇଛନ୍ତି। ସେ ପ୍ରଶ୍ନ କରିଛନ୍ତି ଆତଙ୍କବାଦୀ କାହିଁକି ହିନ୍ଦୁ ଶବ୍ଦ ବ୍ୟବହାର କଲେ ? କିଏ…
ଆସନ୍ତାକାଲି ରାଜ୍ୟ କଂଗ୍ରେସ ତରଫରୁ ସମ୍ବିଧାନ ବଞ୍ଚାଅ ଅଭିଯାନ କାର୍ଯ୍ୟକ୍ରମ
କେନ୍ଦ୍ର ଏବଂ ରାଜ୍ୟରେ ବିଜେପି ସରକାର। କିନ୍ତୁ କେହି ସମ୍ବିଧାନ ମାନୁନାହାନ୍ତି। ଏଥିପାଇଁ ଆସନ୍ତାକାଲି ରାଜ୍ୟ କଂଗ୍ରେସ ତରଫରୁ ସମ୍ବିଧାନ ବଞ୍ଚାଅ ଅଭିଯାନ କାର୍ଯ୍ୟକ୍ରମ କରାଯିବ। ଆଜି ଏନେଇ ସୂଚନା ଦେଇଛନ୍ତି ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ।
ସମ୍ବିଧାନ ବଞ୍ଚାଅ ଅଭିଯାନ…
୧୨୧ତମ ମନ୍ କୀ ବାତ୍ କାର୍ଯ୍ୟକ୍ରମ – ପହଲଗାଓଁ ଆତଙ୍କବାଦୀ ଆକ୍ରମଣର ପୀଡ଼ିତଙ୍କ ପରିବାରକୁ ନିଶ୍ଚୟ ନ୍ୟାୟ…
ପହଲଗାଓଁ ଆତଙ୍କବାଦୀ ଆକ୍ରମଣର ପୀଡ଼ିତଙ୍କ ପରିବାରକୁ ନିଶ୍ଚୟ ନ୍ୟାୟ ମିଳିବ। ଘଟଣା ପାଇଁ ଦାୟୀ ଆତଙ୍କବାଦୀ ଏବଂ ଏହା ପଛରେ ଥିବା ମାଷ୍ଟରମାଇଣ୍ଡକୁ କଠୋର ଜବାବ ଦିଆଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ୧୨୧ତମ ମନ୍ କୀ ବାତ୍ କାର୍ଯ୍ୟକ୍ରମରେ ଭାରତୀୟମାନଙ୍କୁ ସମ୍ବୋଧିତ କରି…
ଯେତିକି ସମୟରେ ଲୋକେ ମରିଛନ୍ତି ସେତିକି ସମୟରେ କାହାର ଧର୍ମ ପଚାରି ହେବନାହିଁ ବୋଲି ବିବାଦୀୟ ମନ୍ତବ୍ୟ ଦେଇଛନ୍ତି…
ପୁଣିଥରେ ବିବାଦୀୟ ବୟାନ ଦେଇ ଚର୍ଚ୍ଚାକୁ ଆସିଛନ୍ତି ବିଜେଡି ସାଂସଦ ସୁଲତା ଦେଓ । ପହଲଗାମରେ ଆତଙ୍କବାଦୀଙ୍କ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଥିବା ଲୋକଙ୍କୁ ଉପହାସ କରିଛନ୍ତି ସୁଲତା । ଯେତିକି ସମୟରେ ଲୋକେ ମରିଛନ୍ତି ସେତିକି ସମୟରେ କାହାର ଧର୍ମ ପଚାରି ହେବନାହିଁ ବୋଲି ବିବାଦୀୟ…
୧୮ଟି ଜିଲ୍ଲା ପାଇଁ ସଭାପତିଙ୍କ ନାମ ଘୋଷଣା କରିଛି ବିଜେଡ଼ି
ସାଧାରଣ ନିର୍ବାଚନ-୨୦୨୪ରେ ଶୋଚନୀୟ ପରାଜୟ ପରେ ବିଜୁ ଜନତା ଦଳ (ବିଜେଡି) ନିଜର ସଂଗଠନକୁ ଶକ୍ତିଶାଳୀ କରିବାକୁ ଅଣ୍ଟା ଭିଡ଼ିଛି। ଏଥି ପାଇଁ ବିଜେଡିର ସାଂଗଠନିକ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଯାଇଥିବା ବେଳେ ମଙ୍ଗଳବାର ୧୮ଟି ଜିଲ୍ଲା ପାଇଁ ସଭାପତିଙ୍କ ନାମ ଘୋଷଣା ହୋଇଛି। ଏହି…
ଶାନ୍ତି ବଜାୟ ରଖିବାକୁ ମମତାଙ୍କ ନିବେଦନ
ପଶ୍ଚିମବଙ୍ଗର କେତେକ ଜିଲ୍ଲାରେ ଗତ କିଛି ଦିନ ଧରି ୱାକଫ ସଂଶୋଧନ ଆଇନ ବିରୋଧରେ ହିଂସାତ୍ମକ ପ୍ରତିବାଦ ଚାଲିଛି। ଏଥିପାଇଁ ଭାରତୀୟ ଜନତା ପାର୍ଟି (ବିଜେପି) ରାଜ୍ୟ ମୁଖ୍ୟମନ୍ତ୍ରୀ ଏବଂ ଟିଏମସି ମୁଖ୍ୟ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରୁଛି। ଏହି ସମୟରେ, ମୁର୍ଶିଦାବାଦ ଜିଲ୍ଲାରେ…
ଆମ୍ବେଦକରଙ୍କ ଜୟନ୍ତୀ ଉପଲକ୍ଷେ ପଦଯାତ୍ରା
ଭାରତୀୟ ସମ୍ବିଧାନର ପ୍ରମୁଖ ବିନ୍ଧାଣି ଡ. ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ ପାଳନ ପରିପ୍ରେକ୍ଷୀରେ ରବିବାର ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଏକ ପଦଯାତ୍ରାର ଆୟୋଜନ କରାଯାଇଥିଲା। ବିଭାଗୀୟ ପ୍ରମୁଖ ଶାସନ ସଚିବ ଭାସ୍କର ଜ୍ୟୋତି ଶର୍ମା, ନିର୍ଦେଶକ ଦୀପଙ୍କର ମହାପାତ୍ର, ଅତିରିକ୍ତ…
ସରକାର ରାଜନୈତିକ ହିଂସାକୁ ପ୍ରୋତ୍ସାହିତ ନ କରି ତୁରନ୍ତ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ – ନବୀନ
ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡି ଉପରେ ଆକ୍ରମଣକୁ ନେଇ କଡା ପ୍ରତିକ୍ରିୟା ଦେଇଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ | ସେ ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ଲେଖିଛନ୍ତି ଯେ ଧର୍ମଶାଳାର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ଯୁବ ନେତା ପ୍ରଣବ…