Trending
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
Browsing Category
Politics
All politics-related news information will be uploaded here in daily besis
ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
ଜନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ । ଜିଲ୍ଲାପାଳଙ୍କ ସହ ବୈଠକ ପରେ ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ ସୂଚନା ଦେଇଛନ୍ତି । ଆସନ୍ତା ୩୧ ସୁଦ୍ଧା ସର୍ଭେ ପାଇଁ ଟିମ୍ ଗଠନ କରାଯିବ । ଅକ୍ଟୋବରରୁ ଡୋର୍ ଟୁ ଡୋର ସର୍ଭେ ଆରମ୍ଭ ହେବ । ୧୦ ଫେବ୍ରୁଆରୀ ସୁଦ୍ଧା…
ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ । ନୂଆ ଆଇନ ଅନୁଯାୟୀ, ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ ବେଳେ ଉଦ୍ଦେଶ୍ୟମୂଳକ ଭାବେ ବାଧା ସୃଷ୍ଟି କଲେ କିମ୍ବା ଏହାକୁ ଅପମାନିତ କଲେ ତାହା ଏକ ଦଣ୍ଡନୀୟ ଅପରାଧ ଭାବେ ଗଣା ହେବ । ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ପାଇଁ ଆସୁଛି ମେଗା ବିଲ । UGC ଏବଂ…
ଏପ୍ରିଲ କିମ୍ବା ମେ’ ରେ ହେବ ଉଭୟ ପଞ୍ଚାୟତ ଏବଂ ପୌର ନିର୍ବାଚନ
ପୌରାଞ୍ଚଳ ଅଧ୍ୟକ୍ଷ ପଦ ପାଇଁ ପ୍ରକାଶ ପାଇଲା ସଂରକ୍ଷଣ ତାଲିକା । ଏନେଇ ରାଜ୍ୟ ନିର୍ବାଚନ ଆୟୋଗ ମଧ୍ୟ ପ୍ରସ୍ତୁତି ଆରମ୍ଭ କରିଛି । ରାଜ୍ୟ ନିର୍ବାଚନ ଆୟୋଗଙ୍କ ସଚିବ ସୂଚନା ଦେଇ କହିଛନ୍ତି, ପୌରାଞ୍ଚଳ ପାଇଁ ୧୨ ହଜାର EVM ଅଛି । ଆଉ ୬ ହଜାର ନୂଆ EVM ଅର୍ଡର କରାହୋଇଛି । ସଂରକ୍ଷଣ ତାଲିକା…
ପୂର୍ବତନ ମନ୍ତ୍ରୀ ପ୍ରଫୁଲ ସାମଲ ଅସୁସ୍ଥ,ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି
ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ବିଜୁ ଶ୍ରମିକ ସାମୁଖ୍ୟର ସଭାପତି ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ ସାମଲ ଅସୁସ୍ଥ । ଅସୁସ୍ଥତା କାରଣରୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଆଇସିୟୁରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି ।
ପ୍ରଫୁଲ୍ଲଙ୍କ ଉତ୍ତମ ସ୍ବାସ୍ଥ୍ୟ ଓ…
ମହାପ୍ରଭୁଙ୍କ ନୀତିକାନ୍ତି ଏବଂ ରଥଟଣା ସଠିକ୍ ସମୟରେ ନହେବା ଦୁର୍ଭାଗ୍ୟଜନକ- ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା…
ମହାପ୍ରଭୁଙ୍କ ଘୋଷଯାତ୍ରାରେ ରଥଟଣା ବିଳମ୍ବ ହେବା ପ୍ରସଙ୍ଗକୁ ନେଇ ଶାସକ ଦଳ ଉପରେ ବର୍ଷିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ। ଏହି ସମ୍ବେଦନଶୀଳ ପ୍ରସଙ୍ଗରେ ସରକାରଙ୍କୁ ଘେରିବା ସହ ରଥଯାତ୍ରା ପରିଚାଳନାରେ ବ୍ୟାପକ ତ୍ରୁଟି ହୋଇଥିବା ସେ ଅଭିଯୋଗ କରିଛନ୍ତି। ମହାପ୍ରଭୁଙ୍କ…
ବିଜେଡିରୁ ଇସ୍ତଫା ଦେଲେ ବେଲପାହାଡ ପୌରପରିଷଦ ଉପାଧ୍ୟକ୍ଷା ରୀନା ସୁନା ସମେତ ୯ ଜଣ କାଉନସିଲର
ବିଜେଡିରୁ ଇସ୍ତଫା ଦେଲେ ବେଲପାହାଡ ପୌରପରିଷଦ ଉପାଧ୍ୟକ୍ଷା ରୀନା ସୁନା ଓ ବେଲପାହାଡର ୯ ଜଣ କାଉନସିଲର । ଏହାସହ ଝାରସୁଗୁଡା ଜିଲ୍ଲା ସାମାଜିକ ଗଣମାଧ୍ୟମ ସଂଯୋଜକ ତୌଷିଫ ଆଲାମ ମଧ୍ୟ ଇସ୍ତଫା ଦେଇଛନ୍ତି । ନିଜ ଇସ୍ତଫା ପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇବୁ ବୋଲି…
ଆମରଣ ଅନଶନ ବେଳେ ଅସୁସ୍ଥ ହେଲେ ଚାମେଲି ଓଝା,କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହେଲେ ଚାମେଲି
ଆମରଣ ଅନଶନ ବେଳେ ଅସୁସ୍ଥ ହେଲେ ଚାମେଲି ଓଝା । କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହେଲେ ଚାମେଲି। ଆମରଣ ଅନଶନରେ ବସିଥିବା ସମୟରେ ହଠାତ୍ ଅସୁସ୍ଥ ହୋଇପଡ଼ିଛନ୍ତି ।ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…
ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଲେ
ବରିଷ୍ଠ ନେତା ତଥା ଚୌଦ୍ବାର-କଟକ ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ ରବିବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ଭୁବନେଶ୍ବରସ୍ଥିତ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପ୍ରଭାତ ବିଶ୍ଵାଳ ନିଜର ଶହଶହ ସମର୍ଥକଙ୍କ ସହିତ ବିଜେପିରେ ସାମିଲ ହୋଇଛନ୍ତି।…
ଏପ୍ରିଲରୁ ମେ’ ମାସ ମଧ୍ୟରେ ହେବ ପଂଚାୟତ ନିର୍ବାଚନ
ଏଥର ସାମାନ୍ୟ ବିଳମ୍ବ ହେବ ପଂଚାୟତ ନିର୍ବାଚନ । ଏପ୍ରିଲରୁ ମେ’ ମାସ ମଧ୍ୟରେ ହେବ ପଂଚାୟତ ନିର୍ବାଚନ । ‘ରାଜ୍ୟରେ ଏସ୍ଆଇଆର୍ କାର୍ଯ୍ୟ ଚାଲିରହିଥିବାରୁ ତାହା ସରୁ ସରୁ ସାମାନ୍ୟ ବିଳମ୍ବ ହେବ । SIR କାର୍ଯ୍ୟ ଶେଷ ନହେବା ପର୍ଯ୍ୟନ୍ତ ନିର୍ବାଚନ କରାଇବା ସମ୍ଭବ ହେବନି । ୨୦୨୭ ମାର୍ଚ୍ଚ…
ପଞ୍ଚାୟତ ଏବଂ ପୌର ନିର୍ବାଚନ ପାଇଁ ପ୍ରାକ୍-ପ୍ରସ୍ତୁତି,୨୧ ତାରିଖରେ ରାଜ୍ୟ ନିର୍ବାଚନ କମିଶନଙ୍କ ଅଧ୍ୟକ୍ଷତାରେ ହେବ…
ରାଜ୍ୟରେ ୨୦୨୭ ମସିହାରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ଏବଂ ପୌର ନିର୍ବାଚନ ପାଇଁ ପ୍ରାକ୍-ପ୍ରସ୍ତୁତି । ଆସନ୍ତା ଜୁଲାଇ ୨୧ ତାରିଖରେ ରାଜ୍ୟ ନିର୍ବାଚନ କମିଶନଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ଭିଡିଓ କନଫରେନ୍ସରେ ଅନୁଷ୍ଠିତ ହେବ । ଏ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ…