Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Politics
All politics-related news information will be uploaded here in daily besis
କେଉଁ କାରଣ ପାଇଁ ତୃତୀୟ ଥର ଜିତିଲା ବିଜେପି ?
ହରିୟାଣାରେ କାହିଁକି ଜିତିଲା ବିଜେପି? ହରିୟାଣାରେ ବିଜେପିର ହ୍ୟାଟ୍ରିକ ବିଜୟ ସମସ୍ତଙ୍କୁ ବିସ୍ମିତ କରିଛି । ହିନ୍ଦୀ ବେଲ୍ଟରେ ପୁଣି ଥରେ ସରକାର ଗଢିବାକୁ ଯାଉଛି ଭାରତୀୟ ଜନତା ପାର୍ଟି । ତେବେ କଂଗ୍ରେସ କାହିଁକି ଜିତୁ ଜିତୁ ହାରିଗଲା ତାହା ଉପରେ ଚର୍ଚା ଚାଲିଛି
ମୋଦିଙ୍କ…
ବଦଳିଗଲା ଟ୍ରେଣ୍ଟ ହରିୟାଣାରେ ଖେଳ କରିଦେଲା କି ବିଜେପି ?
ନୂଆଦିଲ୍ଲୀ: ହରିୟାଣାରେ କିଏ ସରକାର ଗଠନ କରିବ? ପ୍ରଥମ ପର୍ଯ୍ୟାୟରେ କଂଗ୍ରେସ ଆଗରେ ଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ବିଜେପି ଆଗରେ ରହିଛି । ତେବେ କୁହାଯାଉଛି ବିଜେପି ଏଠି ସରକାର କରିବ । ଏକଜିଟ ପୋଲ ଯାହା କହୁଥିଲା ଏବେ ବିପରିତ ଦେଖାଯାଉଛି । ପ୍ରଥମେ କଂଗ୍ରେସ ଥିଲା ଆଗରେ ।…
ହରିୟାଣା ନିର୍ବାଚନ ଫଳାଫଳ: ପ୍ରାରମ୍ଭିକ ଟ୍ରେଣ୍ଟରେ କିଏ ଆଗରେ?
ନୂଆଦିଲ୍ଲୀ: ହରିୟାଣା ଓ ଜମ୍ମୁ ଓ କଶ୍ମୀରରେ ହୋଇଥିବା ନିର୍ବାଚନର ଭୋଟ ଗଣତି ପ୍ରାରମ୍ଭିକ ଟ୍ରେଣ୍ଡ ସାମ୍ନାକୁ ଆସିଛି। ଏଥିରେ ହରିୟାଣା କଂଗ୍ରେସ ଆଗରେ ରହିଛି। ଅପରପକ୍ଷରେ ଜମ୍ମୁ ଓ କଶ୍ମୀରରେ ବିଜେପି ଓ ଇଣ୍ଡି ମେଣ୍ଟ ମଧ୍ୟରେ କଡ଼ା ଟକ୍କର ଚାଲିଛି। ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ…
ଓଡିଶା କଂଗ୍ରେସ କମିଟି ସଭାପତି ଚୟନ ପ୍ରକ୍ରିୟାକୁ ନେଇ ପୁଣିଥରେ ହଲ୍ଚଲ୍
କିଛିଦିନର ବ୍ୟବଧାନ ପରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ପାଇଁ ଚୟନ ପ୍ରକ୍ରିୟାକୁ ନେଇ ପୁଣିଥରେ ହଲ୍ଚଲ୍ ଆରମ୍ଭ ହୋଇଛି। ଫୋନ୍ ଜରିଆରେ କଂଗ୍ରେସ କର୍ମୀଙ୍କଠାରୁ ମତାମତ ସଂଗ୍ରହ କରାଯାଉଥିବା ଚର୍ଚ୍ଚା ଚାଲିଛି। ସଭାପତି ପାଇଁ ୩ଟି ନାଁ ଓ ଚଳିତ ନିର୍ବାଚନରେ ଦଳର ବିପର୍ଯ୍ୟୟ ପଛର କାରଣ…
ଜମ୍ମୁ-କଶ୍ମୀର ଏବଂ ହରିୟାଣା ବିଧାନସଭା ନିର୍ବାଚନ ଭୋଟ ଗଣତି ଆରମ୍ଭ
ଜମ୍ମୁ-କଶ୍ମୀର ଏବଂ ହରିୟାଣା ବିଧାନସଭା ନିର୍ବାଚନ ଫଳ ଆଜି ଘୋଷଣା ହେବ । ଭୋଟ ଗଣତି ଆରମ୍ଭ ହୋଇଯାଇଛି । ଜମ୍ମୁ-କଶ୍ମୀର ଏବଂ ହରିୟାଣା ବିଧାନସଭାର ୯୦ ଲେଖାଏଁ ଆସନରେ ହୋଇଥିବା ଭୋଟ୍ ଗଣତି ପରେ କିଏ ସରକାର ଗଣିବ ସ୍ପଷ୍ଟ ହେବ। ନିର୍ବାଚନ ଫଳ ଜାଣିବା ପାଇଁ ନାଗରିକମାନଙ୍କ ମଧ୍ୟରେ…
ଜମ୍ମୁ କଶ୍ମୀରରେ କିଏ ଗଢ଼ିବ ସରକାର? ବିଜେପି କି କଂଗ୍ରେସ ରାତି ପାହିବାକୁ ଅପେକ୍ଷା
ଜମ୍ମୁ କଶ୍ମୀର କିଏ ସରକାର ଗଢ଼ିବ ? ବିଜେପି ସରକାର ଗଢ଼ିବ କି କଂଗ୍ରେସ ମେଂଟ ! ତେବେ ନ୍ୟାସନାଲ କନଫରେନ୍ସ ମୁଖ୍ୟ ଫାରୁକ ଅବଦୁଲ୍ଲା ଏକ ବଡ଼ ବୟାନଦେଇଛନ୍ତି। ସେ କହିଛନ୍ତି, ଆମେ କୌଣସି ସମୟରେ ଭାଜପା ସହିତ ଯିବୁ ନାହିଁ। ଏକଜିଟ ପୋଲ ସହ ଜଡିତ ପ୍ରଶ୍ନ ଉପରେ ଜମ୍ମୁ କଶ୍ମୀରର ପୂର୍ବତନ…
ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଜବାବ ଦେଲେ ସମୀର ମହାନ୍ତି
ବିଜେଡି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି କଡ଼ା ଜବାବ ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଚ କରି ଜବରଦସ୍ତ ବର୍ଷିଛନ୍ତି ସମୀର । ସେ କହିଛନ୍ତି, ପରାଜୟ ପରେ ହତୋତ୍ସାହିତ ହୋଇପଡିଛନ୍ତି ବିଜେଡି ନେତା। ଓଡ଼ିଆ ଲୋକଙ୍କ…
କ୍ରିକେଟ ମଇଦାନକୁ ଓହ୍ଲାଇଲେ ଯୋଗୀ
ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅନ୍ଦାଜ ଖୁବ ନିଆରା । ଅନେକ ସମୟରେ ଅନେକ କାରଣ ପାଇଁ ସେ ଚର୍ଚ୍ଚାରେ ରହିଥାନ୍ତି । ଜଟିଳ ସାମାଜିକ ପ୍ରସଙ୍ଗରେ ନିଷ୍ପତ୍ତି ହେଉ କିମ୍ବା ଜନତାଙ୍କ ସୁଖ ଦୁଃଖର ସାଥୀ ଭାବରେ ସେ ରାଜ୍ୟବାସୀଙ୍କ ପାଖରେ ରହିଛନ୍ତି । ଭାରତୀୟ ଜନତା ପାର୍ଟିର…
ଜମ୍ମୁ-କଶ୍ମୀର ଓ ହରିୟାଣା ବିଧାନସଭା ନିର୍ବାଚନ
ଜମ୍ମୁ-କଶ୍ମୀର ଓ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ମତଦାନ ପ୍ରକ୍ରିୟା ଶେଷ ହୋଇଛି ଏବଂ ଉଭୟ ରାଜ୍ୟର ନିର୍ବାଚନ ଫଳାଫଳ ଆସନ୍ତା ୮ ତାରିଖ ଦିନ ଘୋଷଣା ହେବ। ଏହା ପୂର୍ବରୁ ଆଜି ବିଭିନ୍ନ ସଂସ୍ଥାର ଏକ୍ଜିଟ୍ ପୋଲ୍ (ବୁଥ୍ ବାହୁଡ଼ା ମତ) ଜାରି ହୋଇଛି। ୨୦୨୪ ଲୋକସଭା ନିର୍ବାଚନରେ…
ଭୋଟ ପୂର୍ବରୁ କାହିଁକି ସାବିତ୍ରୀ ଜିନ୍ଦଲଙ୍କ ସମେତ ୩ ବଡନେତାଙ୍କୁ ଦଳରୁ ବହିସ୍କାର କଲା ବିଜେପି !
ହରିୟାଣାରେ ଆଜି ବିଧାନସଭା ନିର୍ବାଚନ ଲାଗି ମତଦାନ ଅନୁଷ୍ଠିତ ହେଉଛି। ଅପରପକ୍ଷରେ ଭାଜପା ଚାରିଜଣ ନେତାଙ୍କୁ ଦଳରୁ ବହିଷ୍କାର କରିଛି। ଏହି ଚାରିଜଣ ସ୍ବାଧୀନ ପ୍ରାର୍ଥୀ ଭାବେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଦଳରୁ ବହିଷ୍କୃତ ହୋଇଥିବା ନେତାଙ୍କ ମଧ୍ୟରେ ଭାଜପାର କୁରୁକ୍ଷେତ୍ର ଏମ୍ପି ନବୀନ…