Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
Browsing Category
Politics
All politics-related news information will be uploaded here in daily besis
ବିଜେପିକୁ ଟାର୍ଗେଟ କଲେ ରାହୁଲ
ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଆଜି ଓଡ଼ିଶାରେ ବିଜେପିକୁ ଟାର୍ଗେଟ କରିଛନ୍ତି । କଂଗ୍ରେସ ପକ୍ଷରୁ ବରମୁଣ୍ଡା ପଡ଼ିଆରେ ଆୟୋଜିତ ‘ସମ୍ବିଧାନ ବଞ୍ଚାଅ ଦେଶ ବଞ୍ଚାଅ’ ମହାସମାବେଶରେ ସେ ଯୋଗ ଦେଇ ରାଜ୍ୟ ସରକାର ଉପରେ ପର୍ଷିଛନ୍ତି ।
ବର୍ତ୍ତମାନର ସରକାର ଓଡ଼ିଶାର ଗରିବ ଲୋକଙ୍କର…
ରାଞ୍ଚି ଗସ୍ତରେ ମୁଖ୍ୟମନ୍ତ୍ରୀ
ଗୁରୁବାର ରାଞ୍ଚିରେ ଅନୁଷ୍ଠିତ ହେବାକୁ ଥିବା ୨୭ତମ ଇଷ୍ଟର୍ଣ୍ଣ ଜୋନାଲ୍ କାଉନସିଲ୍ ବୈଠକରେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଝାଡ଼ଖଣ୍ଡ ଗସ୍ତ କରିଛନ୍ତି। ଆଜି ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଏହି ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନଙ୍କୁ…
ଜେଲରୁ ମୁକୁଳିଲେ ଜଗା ପ୍ରଧାନ
ଭୁବନେଶ୍ବର ମହାନଗର ନିଗମ (ବିଏମ୍ସି)ର ଅତିରକ୍ତ କମିସନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ଗିରଫ ହୋଇଥିବା ଭାରତୀୟ ଜନତା ପାର୍ଟି (ବିଜେପି)ର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ଝାରପଡ଼ା ଜେଲରୁ ବାହାରିଛନ୍ତି। ଜଗା ପ୍ରଧାନ ଜେଲ୍ରୁ ବାହାରିଲା ପରେ ତାଙ୍କ ସମର୍ଥକମାନେ ତାଙ୍କର ସ୍ବାଗତ…
କିଏ ହେବ ରାଜ୍ୟ ବିଜେପି ସଭାପତି,୮ ତାରିଖରେ ନିର୍ବାଚନ ଓ ଫଳାଫଳ ଘୋଷଣା
ରାଜ୍ୟ ବିଜେପି ସଭାପତି କିଏ ହେବ ତାକୁ ନେଇ ଉତ୍କଣ୍ଠା ପ୍ରକାଶ ପାଇଛି। ୮ ତାରିଖରେ ରହିଛି ନିର୍ବାଚନ ଓ ଫଳାଫଳ ଘୋଷଣା। ମନମୋହନ ସାମଲ ପୁଣି ମଙ୍ଗ ଧରିବେ ନା ଆଉ କିଏ ନୂଆ ମଙ୍ଗୁଆଳ ହେବେ ତାକୁ ନେଇ ଚର୍ଚ୍ଚା ଜାରି ରହିଛି। ପ୍ରଥମ ଥର ପାଇଁ ରାଜ୍ୟରେ ଏକାକୀ ସରକାର ଗଢ଼ିବା ପରେ ଦଳର ସଭାପତି…
ମହିଳା ନେତ୍ରୀ ମୀନାକ୍ଷୀ ବାହିନୀପତିଙ୍କୁ ମିଳିଲା ଗୁରୁ ଦାୟିତ୍ୱ,ପ୍ରଦେଶ ମହିଳା କଂଗ୍ରେସର ସଭାପତି ନିଯୁକ୍ତ
ମହିଳା ନେତ୍ରୀ ମୀନାକ୍ଷୀ ବାହିନୀପତିଙ୍କୁ ମିଳିଲା ଗୁରୁ ଦାୟିତ୍ୱ । ପ୍ରଦେଶ ମହିଳା କଂଗ୍ରେସର ସଭାପତି ଦାୟିତ୍ୱ ତାଙ୍କୁ ମିଳିଛି । କଂଗ୍ରେସ ଅଧ୍ୟକ୍ଷ ମଲ୍ଲକାର୍ଜୁନ ଖଡ଼ଗେ ମୀନାକ୍ଷୀ ବାହିନୀପତିଙ୍କୁ ମହିଳା କଂଗ୍ରେସ ସଭାପତି ଦାୟିତ୍ୱ ନ୍ୟସ୍ତ କରିବା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ।…
ବିଏମ୍ସି ଅତିରିକ୍ତ କମିସନରଙ୍କୁ ମାଡ଼ ଘଟଣା ରେ ମୁଖ୍ୟ ଷଡ୍ଯନ୍ତ୍ରକାରୀଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ…
ବିଏମ୍ସି ଅତିରିକ୍ତ କମିସନର ରତ୍ନାକର ସାହୁଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ଘଟଣା ବ୍ରିଟିସ୍ ଅତ୍ୟାଚାରଠାରୁ ବଳିଯାଇଛି। ମୁଖ୍ୟ ଷଡ୍ଯନ୍ତ୍ରକାରୀ ଓ ଆକ୍ରମଣକାରୀଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଅନ୍ତୁ ବୋଲି ବିଜେଡି ପକ୍ଷରୁ ଦାବି କରାଯାଇଛି।…
ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼ ମାଡ଼ିବା ଘଟଣା: ବିଜେପିରୁ ୫ ନିଲମ୍ବିତ
ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସ ଭିତରୁ ଘୋଷାଡି ଆଣି ମାଡ ମାରିବା ଘଟଣାରେ ମଙ୍ଗଳବାର ବିଜେପିରୁ ୫ ଜଣଙ୍କୁ ନିଲମ୍ବନ କରାଯାଇଛି। ଗତକାଲି ଜୁନ ୩୦ ତାରିଖ ଦିନ ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ହିଂସାକାଣ୍ଡରେ ସଂପୃକ୍ତି ଅଭିଯୋଗ ଆଧାରରେ କର୍ପୋରେଟର ଅପରୂପ…
ଭାରତୀୟ ସଭ୍ୟତାକୁ ଓଡ଼ିଶା ସମୃଦ୍ଧ କରିଛି
ଓଡ଼ିଶା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଭୁବନେଶ୍ୱରରେ ରାଜ୍ୟ ସ୍ତରୀୟ ସମାରୋହରେ ପ୍ରଧାନମନ୍ତ୍ରୀ ବଡ଼ କଥା କହିଛନ୍ତି । ଓଡ଼ିଶାରେ ପିଏମ ମୋଦୀ ରାଜ୍ୟକୁ ୧୮,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଅନେକ ବିକାଶମୂଳକ ପ୍ରକଳ୍ପର ଉପହାର ମଧ୍ୟ ଦେଇଥିଲେ। କାର୍ଯ୍ୟକ୍ରମରେ ନିଜ…
ସର୍ଭାଇକାଲ ଆଥ୍ରାଇଟିସ୍ ରୋଗରେ ଆକ୍ରାନ୍ତ ନବୀନ , ଆଜି ଚିକିତ୍ସା ପାଇଁ ଯିବେ ମୁମ୍ବାଇ
ଚିକିତ୍ସା ପାଇଁ ଆଜି ମୁମ୍ବାଇ ଯିବେ ନବୀନ ପଟ୍ଟନାୟକ । ସକାଳ ୧୦ଟାରେ ସର୍ଭାଇକାଲ ଆଥ୍ରାଇଟିସ୍ ଚିକିତ୍ସା ପାଇଁ ମୁମ୍ବାଇ ଯିବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସର୍ଭିକାଲ ଆର୍ଥ୍ରାଇଟିସ୍ରେ ପୀଡ଼ିତ ଅଛନ୍ତି। ଏ ସମ୍ପର୍କରେ ଶ୍ରୀ…
ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦୀ
ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରାହୁଲ ଗାନ୍ଧୀ ଗୁରୁବାର ୫୫ ବର୍ଷ ବୟସରେ ପାଦ ଥାପିଛନ୍ତି। ଏହି ଅବସରରେ ସାରା ଦେଶର କଂଗ୍ରେସ ନେତା ଓ କର୍ମୀଙ୍କ ସମେତ ଅନେକ ବିଶିଷ୍ଟ…