Trending
- ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ,କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଘଟିଛି ଘଟଣା।
- ଏସ୍ସିବି ମେଡିକାଲ ବିଲ୍ଡିଙ୍ଗରୁ ଖସିଲା ସିଲିଂ,କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛି ପୂର୍ତ୍ତ ବିଭାଗ
- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୩ଟା ଯାଏଁ ଜନଗଣନା କରିବେନି ଜନଗଣନା ଅଧିକାରୀ
- ପହଲଗାମ ନରସଂହାରକୁ ପୂରିଲା ବର୍ଷେ: ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ, ‘ଅପରେସନ ସିନ୍ଦୂର’ର ସେହି ସଂକଳ୍ପକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
- ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର
- ୨୮ ଫେବୃଆରୀରୁ ୯ ଏଲପିଜି ଓ ୧ ଅଶୋଧିତ ତୈଳ ଜାହାଜ ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରିଛି
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ,ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି
- ‘ଫାଇଟର’ ସିକ୍ସେଲ ଆଣିବା ପାଇଁ ଆଗଧାଡ଼ିର ନିର୍ଦ୍ଦେଶକ ସିଦ୍ଧାର୍ଥ ଆନନ୍ଦଙ୍କର ଯୋଜନା କରିଥିବା ଜଣାପଡ଼ିଛି
Browsing Category
Politics
All politics-related news information will be uploaded here in daily besis
ଓସିଏ ସଭାପତି ପଦରୁ ବବି ଦାସଙ୍କ ଇସ୍ତଫା
ଓସିଏ ସଭାପତି ପଦରୁ ଇସ୍ତଫା ଦେଲେ ବବି ଦାସ । ଇସ୍ତଫା ଦେଇଥିବା ନେଇ ଓସିଏ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି । ଗତ ୨୦୨୨ ମସିହା ଅକ୍ଟୋବର ମାସରେ ଓସିଏର ସଭାପତି ଦାୟିତ୍ୱ ନେଇଥିଲେ ପ୍ରଣବ ପ୍ରକାଶ ଦାସ । ସେ ନିର୍ଦ୍ୱନ୍ଦ୍ୱରେ ଏହି ପଦ ପାଇଁ ନିର୍ବାଚିତ ହୋଇଥିଲେ । ପୂର୍ବରୁ ଏହି ପଦରେ…
ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ
ଆସନ୍ତା କାଲି ଓଡିଶା ଆସିବାର ଥିଲା ଗୃହମନ୍ତ୍ରୀ ଅମିତ୍ ଶାହା । ହେଲେ ତାଙ୍କ ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇଛି । ଏନେଇ ଯାଜପୁର ସାଂସଦ ରବି ନାରାୟଣ ବେହେରା ସୂଚନା ଦେଇଛନ୍ତି । ତାଙ୍କ ସୂଚନା ମୁତାବକ ପୂର୍ବତନ ମନମୋହନ ସିଂଙ୍କ ଦେହାନ୍ତ ପରେ ଏବେ ଦେଶ ଗୋଟିଏ ସପ୍ତାହ ପାଇଁ ଶୋକ ପାଳୁଛି…
ଜାନୁଆରୀ ୨୬ରୁ କଂଗ୍ରେସର ସମ୍ବିଧାନ ବଞ୍ଚାଅ ପଦଯାତ୍ରା
କଂଗ୍ରେସ କରିବ ସମ୍ବିଧାନ ବଞ୍ଚାଅ ଯାତ୍ରା। ଜାନୁଆରୀ ୨୬ରୁ ସମ୍ବିଧାନ ବଞ୍ଚାଅ ପଦଯାତ୍ରା କରିବ କଂଗ୍ରେସ। ସିଡବ୍ଲୁସିର ବୈଠକ ପରେ କଂଗ୍ରେସ ନେତା ଜୟରାମ ରମେଶ ଏନେଇ ସୂଚନା ଦେଇଛନ୍ତି । ସେ କହିଛନ୍ତି, ଭାରତ ଯୋଡ଼ ଯାତ୍ରା ଦଳ ପାଇଁ ସଞ୍ଜିବନୀ ପାଲଟିଥିଲା। ଲୋକଙ୍କ ପାଖରେ ପହଞ୍ଚି…
ନବୀନଙ୍କୁ କଟାକ୍ଷ କଲେ ଧର୍ମେନ୍ଦ୍ର
ନବୀନ ପଟ୍ଟନାୟକଙ୍କ ଭିଡିଓ ବାର୍ତ୍ତାକୁ କଡ଼ା ଭାଷାରେ ସମାଲୋଚନା କରିଛି ବିଜେପି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ତାଙ୍କୁ କିଏ ଲେଖା ଧରାଇ ଦେଇଥିବ ଓ ସେ ଅଜାଣତରେ ପଢ଼ି ଦେଇଥିବେ। ଯିଏ ନିଜ ବାପାଙ୍କ ଜନ୍ମମାଟିରେ ୨୪ ବର୍ଷରେ ପାଣି ଯୋଗାଇ ପାରିଲେ ନାହିଁ, ସିଏ…
ପରାଜୟର କାରଣ କହିଲେ ନବୀନ
ବିଜେଡି ପ୍ରତିଷ୍ଠା ଦିବସରେ ସରକାରଙ୍କ ଉପରେ ବର୍ଷିଲେ ବିରୋଧୀ ଦଳ ନେତା ତଥା ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ ବାର୍ତ୍ତା ଜାରି କରି ନବୀନ କହିଛନ୍ତି, ଦଳ ଗଠନ ବେଳେ କିଛି ନିନ୍ଦୁକ ଯେପରି କହିଥିଲେ ଏହି ଦଳର ଭବିଷ୍ୟତ ନାହିଁ ଏବେ ବି ସେମିତି କହୁଛନ୍ତି ଏ ଦଳ ରହିବ…
ଆଜି ବିଜୁ ଜନତା ଦଳର ୨୮ତମ ପ୍ରତିଷ୍ଠା ଦିବସ
ଆଜି ବିଜୁ ଜନତା ଦଳର ୨୮ତମ ପ୍ରତିଷ୍ଠା ଦିବସ। ଦୀର୍ଘ ୨୪ ବର୍ଷ ଧରି ଶାସନରେ ରହିବା ପରେ ଏଥର ବିରୋଧୀ ଦଳ ଭାବେ ପ୍ରତିଷ୍ଠା ଦିବସ ପାଳିବ ବିଜେଡି । ଦଳୀୟ ନେତା ଓ କର୍ମୀ ମାନଙ୍କୁ ଗୁରୁମନ୍ତ୍ର ଦେବେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ଚଳିତ ଥର ନିର୍ବାଚନମଣ୍ଡଳୀ ସ୍ତରରେ ପ୍ରତିଷ୍ଠା ଦିବସ…
ପଦ୍ମ ଧରିବେ ଛଗନ ଭୁଜବଳ
ମହାରାଷ୍ଟ୍ରରେ ମନ୍ତ୍ରଣାଳୟ ବିଭାଜନ ପରେ ମଧ୍ୟ ରାଜନନୈତିକ ଅସ୍ଥିରତା ଚରମ ସୀମାରେ ରହିଛି। କୌଣସି ବିଭାଗ ନ ପାଇ କ୍ରୋଧିତ ଏନସିପି ନେତା ଛଗନ ଭୁଜବଲ ସୋମବାର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କୁ ଭେଟିଛନ୍ତି। ବୈଠକ ପରେ ତାଙ୍କର ପରବର୍ତ୍ତୀ ପଦକ୍ଷେପ ବିଷୟରେ ଖୁବ୍ ଆଲୋଚନା ହେଉଛି।…
ସଂସଦରେ ଠେଲାପେଲା ଘଟଣାର ତଦନ୍ତ କରିବ କ୍ରାଇମ୍ବ୍ରାଞ୍ଚ
ସଂସଦରେ ଠେଲାପେଲା ଘଟଣାକୁ ନେଇ ସଂସଦରୁ, ପାନ ଦୋକାନ ଚର୍ଚା ହେଉଛି । କିଏ କାହାକୁ ଠେଲିଲା ତାହା ଯେତିକି ଆଲୋଚନା ହେଉନାହିଁ ତାଠୁ ବେଶୀ ଆଲୋଚନା ହେଉଛି ରାହୁଲ ଗାନ୍ଧୀଙ୍କ ଆଚରଣ । ସାଂସଦ ପ୍ରତାପ ଷଡ଼ଙ୍ଗୀ ପଡ଼ିଯିବା ପରେ ସେ କହିଲେ ଯିଏ ଯେମିତି କରିଛି ସେମିତି ଫଳ ପାଇବ । ଏହି ଭିଡିଓ…
ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ଆକ୍ରମଣ ପ୍ରତିବାଦରେ ବିଜେପି ଯୁବମୋର୍ଚ୍ଚାର ବିକ୍ଷୋଭ
ବିଜେପିର ବରିଷ୍ଠ ନେତା ବାଲେଶ୍ୱର ଲୋକସଭାର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ କଂଗ୍ରେସର ତଥାକଥିତ ବା ସ୍ୱଘୋଷିତ ଯୁବନେତା ରାହୁଲ ଗାନ୍ଧୀ ସଂସଦ ସମ୍ମୁଖରେ ଆକ୍ରମଣ କରି ମୁଣ୍ଡ ଫଟେଇ ଲହୁଲୁହାଣ କରିଛନ୍ତି। ଏହା ଅତ୍ୟନ୍ତ ନିନ୍ଦନୀୟ। ଏପରି ହିଂସ୍ର…
୫ ଦିନିଆ ଗସ୍ତରେ ଦିଲ୍ଲୀ ଓ ରାଜସ୍ଥାନ ଯିବେ ମୁଖ୍ୟମନ୍ତ୍ରୀ
ଆସନ୍ତାକାଲି ଠାରୁ ୫ ଦିନିଆ ଗସ୍ତରେ ଦିଲ୍ଲୀ ଓ ରାଜସ୍ଥାନ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ତେବେ କାଲିଠୁ ୨୧ ଯାଏ ରାଜସ୍ଥାନରେ ରହିବେ। ପରେ ଦିଲ୍ଲୀରେ ୫୫ତମ ଜିଏସ୍ଟି ବୈଠକରେ ଯୋଗ ଦେବେ।