Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
Politics
All politics-related news information will be uploaded here in daily besis
ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବିଜେପିର ୪୦ଷ୍ଟାର ପ୍ରଚାରକ
ଝାରଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଆଜି ବିଜେପି ଷ୍ଟାର ପ୍ରଚାର ତାଲିକା ଜାରି କରିଛି। ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅମିତ ଶାହ, ଜେ.ପି ନଡ୍ଡା, ରାଜନାଥ ସିଂହ ସମେତ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…
ପ୍ରଚାର ଆରମ୍ଭ କଲେ ପ୍ରିୟଙ୍କା
ନିର୍ବାଚନ ଲଢ଼ିବେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରା । ଏଥିନିମନ୍ତେ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ୱାୟନାଡ ଲୋକସଭା ସିଟ୍ ପାଇଁ ହେବାକୁ ଥିବା ଉପନିର୍ବାଚନ ନିମନ୍ତେ ଆଜି ନାମାଙ୍କନ ଦାଖଲ କରିଛନ୍ତି ପ୍ରିୟଙ୍କା ଗାନ୍ଧି ଭଦ୍ରା ।
ପ୍ରିୟଙ୍କାଙ୍କ ନାମାଙ୍କନ ଦାଖଲ…
ମହାରାଷ୍ଟ୍ର ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି
ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ବିଜେପି ନିଜର ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଏଥିରେ ଦଳ ୯୯ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ନାଗପୁର ଦକ୍ଷିଣ-ପଶ୍ଚିମରୁ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ ଏବଂ କାମାଥୀ ବିଧାନସଭା ଆସନରୁ ଦଳର ରାଜ୍ୟ ସଭାପତି ଚନ୍ଦ୍ରଶେଖର…
ରଘୁବର ଦାସଙ୍କ ବୋହୂ ପୂର୍ଣ୍ଣିମା ଦାସ ସାହୁଙ୍କୁ ଜାମସେଦପୁର ଇଷ୍ଟରୁ ବିଜେପି ଟିକେଟ
ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବିଜେପି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏହି ତାଲିକାରେ ମୋଟ ୬୬ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ରହିଛି। ବିଜେପି ରାଜ୍ୟର ୮୧ଟି ଆସନରୁ ୬୮ଟିରେ ଲଢ଼ିବ ଓ ସହଯୋଗୀଙ୍କ ପାଇଁ ବାକି ଆସନ ଛାଡ଼ିବାକୁ ନେଇଛି। ଏହି କ୍ରମରେ ଦଳ ଆଜି ୬୬ଟି…
ଏନଡ଼ିଏ ଏକ ସାମ୍ବାଦିକ ସମ୍ମିଳନୀ କରି ଆସନ ଘୋଷଣା କରିଛି
ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଏନ୍ଡିଏ ତାର ଆସନ ବୁଝାମଣା ଚୂଡ଼ାନ୍ତ କରିଛି । ୮୧ ଆସନ ବିଶିଷ୍ଟ ଝାରଖଣ୍ଡ ବିଧାନସଭାରେ ବିଜେପି ୬୮ ଆସନରେ ଲଢିବ ।
ଅଲ୍ ଝାରଖଣ୍ଡ ଷ୍ଟୁଡେଣ୍ଟ୍ସ ୟୁନିଅନ୍ ୧୦, ଜେଡିୟୁ ୨, ଏଲ୍ଜେପି ଗୋଟିଏ ଆସନରେ ନିର୍ବାଚନ ଲଢ଼ିବେ । ହିମନ୍ତ ବିଶ୍ବଶର୍ମା ଏବଂ…
ହମାସର ପଣବନ୍ଦୀଙ୍କୁ ନଛାଡିଲେ ପରିଣାମ ଭୟାବହ ହେବ: ଚେତାବନି ଦେଲା ଇସ୍ରାଏଲ
ଆମେ ଶାନ୍ତି ଚାହୁଁ । ଯୁଦ୍ଧ ବନ୍ଦ କରିବାକୁ ଚାହୁଁ । କିନ୍ତୁ ହମାସକୁ ଆମ କଥା ମାନିବାକୁ ପଡ଼ିବ । ପଣବନ୍ଦୀଙ୍କୁ ଛାଡିଲେ ଯୁଦ୍ଧ ବନ୍ଦ କାଲି ହୋଇଯିବ ବୋଲି କହିଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ । ଗାଜାକୁ ନିୟନ୍ତ୍ରଣ କରୁଥିବା ଆତଙ୍କବାଦୀ ସଂଗଠନ ହମାସ ମୁଖ୍ୟ ତଥା ଅକ୍ଟୋବର ୭ ଆକ୍ରମଣର…
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି। ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନିକ କାର୍ଯ୍ୟ ଓ ନେତୃତ୍ବ ସଂପର୍କରେ ଏକ ବିସ୍ତୃତ ରିପୋର୍ଟ ପ୍ରଦାନ କରିବା ପାଇଁ କୁହାଯାଇଛି। ମିନାକ୍ଷୀ…
ହରିୟାଣାରେ ସାଇନି ସରକାର
ହରିୟାଣା ନୂଆ ମୁଖ୍ୟମନ୍ତ୍ରୀ ନାଏବ ସିଂ ସାଇନି ନେଲେ ଶପଥ । ଶପଥ ପାଠ କରାଇଲେ ରାଜ୍ୟପାଳ । ବିଧାନସଭା ନିର୍ବାଚନରେ ବଡ଼ ବିଜୟ ପରେ ପରେ ନାଏବ ସିଂ ସାଇନି ପୁଣିଥରେ ହରିୟାଣାର ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଶପଥ ସମାରୋହରେ ଯୋଗଦେବା ପାଇଁ ବିଭିନ୍ନ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ…
କଂଗ୍ରେସ ନେତାଙ୍କ ନାମରେ କାହିଁକି ଭରତପୁର ଥାନାରେ ଦାୟର ହେଲା ମାମଲା ?
ଭୁବନେଶ୍ବର: କଂଗ୍ରେସ ପ୍ରଭାରୀ ଅଜୟ କୁମାର, ପୂର୍ବତନ ପିସିସି ସଭାପତି ଶରତ ପଟ୍ଟନାୟକ ଓ କଂଗ୍ରେସ ନେତା ବିଶ୍ୱରଂଜନ ମହାନ୍ତିଙ୍କ ନାରେ ଭରତପୁର ଥାନାରେ ମାମଲା ହୋଇଛି । ନିର୍ବାଚନ ପ୍ରଚାର ସମୟରେ ବକେୟା ଟଙ୍କାକୁ ନେଇ ରାଜ୍ୟ କଂଗ୍ରେସର ୩ ଜଣଙ୍କ ନାମରେ ଥାନାରେ ମାମଲା ରୁଜୁ ହୋଇଛି।…
ବିଜେଡିର ପରାଜୟ ପାଇଁ ଦୋଷ ଦେବାର ଅଛି ତାଙ୍କୁ ଦିଅ
ଭୁବନେଶ୍ବର: ଅମର ଶତପଥୀ ଓ ପ୍ରସନ୍ନ ପାଟଶାଣୀଙ୍କ ବିସ୍ପୋରକ ବୟାନ ଉପରେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ‘ପାଣ୍ଡିଆନ ଆମ ନେତା ନୁହନ୍ତି। ବିଜେଡିର ପରାଜୟ ପାଇଁ ଦୋଷ ଦେବାର ଅଛି ତ ନବୀନ ପଟ୍ଟନାୟକଙ୍କୁ ଦିଅ। ପ୍ରସନ୍ନ ପାଟ୍ଟଶାଣୀ ଏଥର ଟିକେଟ…