Trending
- ରାହୁଲ, ସୋନିଆଙ୍କ ସହ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ
- ଗୋଟିଏ ଦିନରେ ବିଜେଡି ସମର୍ଥିତ ୩ ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଲେ
- ଲକ୍ଷ୍ନୌରେ ମେଜର ଜେନେରାଲ ସୈୟଦ ତକି ଆବ୍ବାସ ରିଜଭୀଙ୍କ ଦେହାନ୍ତ
- ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼, ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା
- ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଆଡକୁ ଗତି କରୁଛି ବାତ୍ୟା ‘ଦିତ୍ୱାହ’
- ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ
- ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିବସ: ମନ୍ଦିର ଅନୁଦାନ ବୃଦ୍ଧି ସହ ଅଙ୍ଗନବାଡ଼ି ଗୃହ ପ୍ରସଙ୍ଗରେ ଆଲୋଚନା
- ବିଧାନସଭାରେ ବଙ୍ଗାଳି କଟାକ୍ଷ: ‘ଓଡ଼ିଆ ଅସ୍ମିତା’ ପ୍ରଶ୍ନ ଘେରରେ ଗୃହ
- ଆଜି ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିନ
- ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
Browsing Category
Politics
All politics-related news information will be uploaded here in daily besis
ଛାତ୍ର ସଂସଦ ନିର୍ବାଚନକୁ ନେଇ ତେଜୁଛି ବିବାଦ
ଭୁବନେଶ୍ବର: ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟ କ୍ୟାମ୍ପସରେ ଚଳିତବର୍ଷ ନିର୍ବାଚନ ନ କରିବାକୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ପରେ ଛାତ୍ର ସଙ୍ଗଠନ ପ୍ରତିବାଦ ଆରମ୍ଭ କରିଛନ୍ତି। ଛାତ୍ର କଂଗ୍ରେସ ପରେ ଆଜି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ନିର୍ବାଚନ ଦାବିରେ ଉତ୍କଳ ବିଶ୍ୱବିଦ୍ୟାଳୟ…
ଖଲ୍ଲିକୋଟରେ ବାଜି ମାରିଲା ବିଜେପି,କେନ୍ଦ୍ରାପଡ଼ାରେ ବିଜେଡି
ଭୁବନେଶ୍ବର: ପୁଣି ଦେଖାଗଲା ବିଜେପି ବିଜେଡ଼ି ଟକ୍କର | ବିଜେଡ଼ି ହାତରୁ ଆସନ ଛଡାଇନେଲା ବିଜେପି | ବିଜେଡି କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦ ସଭାପତି ପଦବି ବଜାୟ ରଖିବାରେ ସଫଳ ହୋଇଥିଲେ କିନ୍ତୁ ଖଲ୍ଲିକୋଟ ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ଛଡାଇନେଇଛି ବିଜେପି। ତେବେ ବିଜେଡି ସମର୍ଥିତ…
ମୈଦାନରେ ବିଜେପି-ବିଜେଡି ମୁହାଁମୁହିଁ
ପୁଣି ନିର୍ବାଚନ ମୈଦାନରେ ବିଜେପି-ବିଜେଡି ମୁହାଁମୁହିଁ ହେଉଛନ୍ତି । ଉପନିର୍ବାଚନ ହେବାକୁ ଥିବା ସମସ୍ତ ୬ ବ୍ଲକ୍ ବିଜେଡି ପାଖରେ ଥିଲା । କିନ୍ତୁ ଏବେ ସ୍ଥିତି ବଦଳିଛି। ତେଣୁ ଉଭୟ ବିଜେପି ଏବଂ ବିଜେଡି ପାଇଁ ଉପନିର୍ବାଚନ ସମ୍ମାନର ପ୍ରଶ୍ନ ପାଲଟିଛି। ସବୁଠି ଛକାପଞ୍ଝା ସ୍ଥିତି ଲାଗି…
ବିଧାନସଭା ଆରମ୍ଭରୁ ହଟ୍ଟଗୋଳ
ଆଜି ବିଧାନସଭା ଆରମ୍ଭରୁ ହଟ୍ଟଗୋଳ ହେବାରୁ ବାଚସ୍ପତି ସୁରମା ପାଢ଼ୀ ସାଢ଼େ ୧୧ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ଗଞ୍ଜାମର ଚିକିଟି ମଦ ମୃତ୍ୟୁ ପ୍ରସଙ୍ଗରେ ବିଜେଡି ହୋ-ହଲ୍ଲା କରିଥିବା ବେଳେ ଇଡି ପ୍ରସଙ୍ଗରେ ବିରୋଧୀ କଂଗ୍ରେସ ମଧ୍ୟ ହଟ୍ଟଗୋଳ କରିଥିଲା। ଉଭୟ ଦଳ ବାଚସ୍ପତିଙ୍କ…
ଆଜି ୩ ପଞ୍ଚାୟତ ସମିତି ଅଧ୍ୟକ୍ଷ ଏବଂ ଗୋଟିଏ ପଞ୍ଚାୟତ ସମିତି ଉପାଧ୍ୟକ୍ଷଙ୍କ ପାଇଁ ହେବ ଭୋଟିଂ
ସାଧାରଣ ନିର୍ବାଚନ ପରେ ପୁଣି ଉଷ୍ମ ହୋଇଛି ଗାଁ ରାଜନୀତି। ଆଜି ୩ ପଞ୍ଚାୟତ ସମିତି ଅଧ୍ୟକ୍ଷ ଏବଂ ଗୋଟିଏ ପଞ୍ଚାୟତ ସମିତି ଉପାଧ୍ୟକ୍ଷଙ୍କ ପାଇଁ ହେବ ଭୋଟିଂ। ଖଲ୍ଲିକୋଟ, ରାଇଘର ଓ ଭାପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ପାଇଁ ଆଜି ନିର୍ବାଚନ ହେବ । ସେହିପରି ହରଭଙ୍ଗା ପଞ୍ଚାୟତ ସମିତି ଉପାଧ୍ୟକ୍ଷ…
ତେଜିଲା ରାଜନୀତି
ପୁଣିଥରେ ଯିବେ ରାଜ୍ୟସଭା। ଏଥର କିନ୍ତୁ ବିଜେଡି ନୁହଁ, ବିଜେପିରୁ ଯିବେ। ମମତା ମହାନ୍ତ ଆଜି ଦିନ ପ୍ରାୟ ସାଢ଼େ ୧୧ଟା ବେଳେ ବିଧାନସଭାରେ ପହଂଚି ନାମାଙ୍କନ ଦାଖଲ କରିଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟ ପାଲ ସିଂହ…
ଆଜିଠୁ ଆରମ୍ଭ ହେବ ବିଧାନସଭା ଅଧିବେଶନ
ପୁଣି ଆରମ୍ଭ ହେବାକୁ ଯାଉଛି ବିଧାନସଭା ଅଧିବେଶନ । ଚଳିତ ବିଧାନସଭାର ଏହା ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ହେବ । ଆଜିଠୁ ଆରମ୍ଭ ହୋଇ ଏହି ଅଧିବେଶନ ସେପ୍ଟେମ୍ବର ୧୩ ତାରିଖ ଯାଏଁ ଚାଲିବ । ସେପଟେ ସେପ୍ଟେମ୍ବର ୧୦ ତାରିଖରେ ଆଗତ ହେବାକୁ ଯାଉଛି ବ୍ୟୟମଞ୍ଜୁର ବିଲ ।ଏହାବାଦ ବିଧାନସଭାର ଦ୍ୱିତୀୟ…
ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ବିରୋଧରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନଙ୍କ
ଝାଡ଼ଖଣ୍ଡ: ଝାଡ଼ଖଣ୍ଡ ରାଜନୀତିରେ ବଡ଼ ହଲଚଲ। ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନଙ୍କ ଦିଲ୍ଲୀ ଗସ୍ତ ଏହି ରାଜନୈତିକ ହଲଚଲକୁ ଅଧିକ ତୀବ୍ର କରିଛି। ଚର୍ଚ୍ଚା ହେଉଛି, ଜେଏମଏମ୍ ଛାଡ଼ି ଆଜି ବିଜେପିରେ ଯୋଗ ଦେଇପାରନ୍ତି ଚମ୍ପାଇ ସୋରେନ୍। ନିଜ ସମସ୍ତ ସୋସିଆଲ ମିଡ଼ିଆ ପ୍ଲାଟଫର୍ମରୁ ଜେଏମଏମକୁ…
ବିଜେପିରେ ମିଶିପାରନ୍ତି ଚମ୍ପେଇ ସୋରେନ୍
ଝାଡ଼ଖଣ୍ଡରେ କିଛି ଦିନ ପରେ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ ଦିଲ୍ଲୀରେ ସୋରେନଙ୍କ ଉପସ୍ଥିତି ହଟଚମଟ ବଢାଇଛି।ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଏମ୍ଏମ୍ ନେତା ଚମ୍ପାଇ ସୋରେନ୍ ବିଜେପିରେ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଛି । ଏୟାର ଇଣ୍ଡିଆ ବିମାନଯୋଗେ କୋଲକାତା ଦେଇ ଦିଲ୍ଲୀ…
ଚାଉଳ ସହ ମିଳିବ ଗହମ
ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସିଖବର । ଏଣିକି ରାସନକାର୍ଡରେ ପୂର୍ବଭଳି ମିଳୁଥିବା ଗହମ ପୁଣିଥରେ ଚଉଳ ସହ ମିଳିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରିଛନ୍ତି । ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ ମନ୍ତ୍ରୀ…