Trending
- ରାହୁଲ, ସୋନିଆଙ୍କ ସହ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ
- ଗୋଟିଏ ଦିନରେ ବିଜେଡି ସମର୍ଥିତ ୩ ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଲେ
- ଲକ୍ଷ୍ନୌରେ ମେଜର ଜେନେରାଲ ସୈୟଦ ତକି ଆବ୍ବାସ ରିଜଭୀଙ୍କ ଦେହାନ୍ତ
- ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼, ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା
- ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଆଡକୁ ଗତି କରୁଛି ବାତ୍ୟା ‘ଦିତ୍ୱାହ’
- ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ
- ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିବସ: ମନ୍ଦିର ଅନୁଦାନ ବୃଦ୍ଧି ସହ ଅଙ୍ଗନବାଡ଼ି ଗୃହ ପ୍ରସଙ୍ଗରେ ଆଲୋଚନା
- ବିଧାନସଭାରେ ବଙ୍ଗାଳି କଟାକ୍ଷ: ‘ଓଡ଼ିଆ ଅସ୍ମିତା’ ପ୍ରଶ୍ନ ଘେରରେ ଗୃହ
- ଆଜି ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିନ
- ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
Browsing Category
Politics
All politics-related news information will be uploaded here in daily besis
ଶୂନ ହୋଇଯିବ କି ବିଜେଡି ?
ବିଜେଡିରେ କମ୍ପନ। ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଜିଲ୍ଲା ବିଜେଡିର ବ୍ଲକ ଓ ପଞ୍ଚାୟତ ପ୍ରତିନିଧି। ମୋହନ ମାଝୀଙ୍କ ନିଜ ନିର୍ବାଚନ ମଣ୍ଡଳୀ କେନ୍ଦୁଝର ସଦରର ୧୮ ଜଣ ବିଜେଡି ସମର୍ଥିତ ସମିତି ସଭ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିବା ବେଳେ ବାଂଶପାଳ ବ୍ଲକର ୧୪ ବିଜେଡି ସମର୍ଥିତ ବିଜେଡି ସରପଞ୍ଚ ଓ…
ବିଜେଡି ପରାଜୟ ପାଇଁ ୩ ନେତା ଦାୟୀ
ନିର୍ବାଚନରେ ବିଜେଡିର ପରାଜୟର ପ୍ରାୟ ୨ମାସ ପରେ ଦଳୀୟ କାର୍ଯ୍ୟକ୍ରମର ତଦାରଖ ପାଇଁ ଦେବୀ ମିଶ୍ରଙ୍କ ନେତୃତ୍ୱରେ ବରିଷ୍ଠ ନେତାମାନଙ୍କୁ ନେଇ ୧୫ ଜଣିଆ ସମନ୍ବୟ କମିଟି ଗଠନ କରାଯାଇଛି। ଗୁରୁବାର ଶଙ୍ଖଭବନଠାରେ ଦେବୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏହି କମିଟିର ପ୍ରଥମ ବୈଠକ ବସିଥିଲା। ଏଥିରେ…
ନଭେମ୍ବରରୁ ସାର ରାଜ୍ୟ ଗସ୍ତ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
ନଭେମ୍ବରରୁ ସାର ରାଜ୍ୟ ଗସ୍ତ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳର କର୍ମୀ ଓ ତୃଣମୁଳ ସ୍ତରର ନେତାମାନଙ୍କୁ ଭେଟିବା ପାଇଁ ନବୀନ ପଟ୍ଟନାୟକ ନଭେମ୍ୱର ମାସରୁ ସାରା ରାଜ୍ୟ ଗସ୍ତ କରିବେ । ବିଜେଡି କାର୍ଯ୍ୟାଳୟରେ ଅନୁଷ୍ଠିତ ରାଜ୍ୟସ୍ତରିୟ ସମନ୍ୱୟ କମିଟିରେ ଏହି ନିଷ୍ପତ୍ତି…
ଚିନ୍ତାରେ ମମତା
ବାଂଲାଦେଶରେ ଯେତେବେଳେ ବି ବଡ଼ ରାଜନୈତିକ ସଙ୍କଟ କିମ୍ବା ବିଦ୍ରୋହ ଦେଖାଦେଇଛି, ସେତେବେଳେ ପଶ୍ଚିମବଙ୍ଗ ସରକାର ବିପର୍ଯ୍ୟୟରେ ପଡ଼ିଛନ୍ତି। ବାଂଲାଦେଶର ସଙ୍କଟ ପଶ୍ଚିମବଙ୍ଗର ୨ ମୁଖ୍ୟମନ୍ତ୍ରୀଙ୍କ ଚୌକି ନେଇଯାଇଥିଲା । ସେଠାରେ ସୃଷ୍ଟି ହୋଇଥିବା ସଙ୍କଟ ଯୋଗୁଁ ରାଜ୍ୟକୁ ଜ୍ୟୋତି ବସୁଙ୍କ ଭଳି…
ଭାଙ୍ଗିଲା ବାଂଲାଦେଶ ସଂସଦ
ବାଂଲାଦେଶ ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ଦେଶର ସଂସଦ ଭଙ୍ଗ କରିବା ପାଇଁ ଏକ ଆଦେଶ ଜାରି କରିଛନ୍ତି । ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟର ପ୍ରେସ୍ ଶାଖା ପକ୍ଷରୁ ମଙ୍ଗଳବାର ପଠାଯାଇଥିବା ଏକ ବିଜ୍ଞପ୍ତିରେ ଏହି ସୂଚନା ଦିଆଯାଇଛି । ନୋଟିସରେ କୁହାଯାଇଛି ଯେ ରାଷ୍ଟ୍ରପତି ମହମ୍ମଦ…
ଛିଡୁଛି ବିଜେଡି, ବଢୁଛି ବିଜେପି
ବିଜେପିରେ ମିଶିବେ ବଡ଼ ବିଜେଡି ନେତା । ବିଜେପି ବିଧାୟକଙ୍କ ବିସ୍ଫୋରକ ବୟାନ । ‘ଲାଇନ୍ରେ ଅଛନ୍ତି ଅନେକ ବଡ ନେତା’ ।ଏଭଳି ଏକ ଚର୍ଚ୍ଚା ଏବେ ରାଜ୍ୟ ରାଜନୀତିରେ ଜୋରଦାର ହୋଇଛି । ନିର୍ବାଚନ ପୂର୍ବରୁ ଯଦିଓ କିଛି ବିଜେଡି ନେତା ବିଜେପିରେ ମିଶିଥିଲେ ଏହା ପଛରେ କିନ୍ତୁ ଦଳୀୟ ଟିକେଟ୍…
ବିଧାନସଭା ନିର୍ବାଚନରେ ମାଟି କାମୁଡି ପଡିବ ଭାଜପା
ଚଳିତ ବର୍ଷ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ଅଣ୍ଟା କଷି ସାରିଲେଣି ସବୁ ଦଳ। ଶାସକ ଦଳ ଏବଂ ବିରୋଧୀ ଦଳ ମଧ୍ୟରେ ତୀବ୍ର କଥା କଟାକଟିି ଜାରି ରହିଥିବାବେଳେ ଭେଟେରାନ ନେତାମାନେ ମଧ୍ୟ ପରସ୍ପରକୁ ଭେଟୁଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…
ଯାହା ଘର ଦୁର୍ବଳ ହେବ ସେହି ଘର ଭାଙ୍ଗିଯିବ, ଏଥିରେ କିଛି କହିବାର ନାହିଁ – ସାଂସଦ ଅପରାଜିତା ଷଡଙ୍ଗୀ
ମମତା ମହନ୍ତ ବିଜେଡ଼ି ଛାଡି ବିଜେପିରେ ମିଶିବା ପ୍ରସଙ୍ଗକୁ ନେଇ ଭୁବନେଶ୍ୱର ସାଂସଦଙ୍କ ବଡ଼ ପ୍ରତିକ୍ରିୟା। ସାଂସଦ ଅପରାଜିତା ଷଡଙ୍ଗୀ କହିଛନ୍ତି, ବର୍ତ୍ତମାନ ଟ୍ରେଲର ଦେଖିଛନ୍ତି, ଆଗକୁ ପୁରା ଫିଲ୍ମ ଦେଖିବେ। ଯାହା ଘର ଦୁର୍ବଳ ହେବ ସେହି ଘର ଭାଙ୍ଗିଯିବ, ଏଥିରେ କିଛି କହିବାର ନାହିଁ। ମମତା…
ମମତାଙ୍କ ଦବଙ୍ଗଗିରି ମନ୍ତ୍ରୀ
ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମନ୍ତ୍ରୀଙ୍କ ଦବଙ୍ଗଗିରି କରି ଗାଳିଗୁଲଜ କରୁଥିବାର ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ସେ ଶନିବାର ଜଣେ ମହିଳା ବନ ଅଧିକାରୀଙ୍କୁ ଧମକ ଦେଉଥିବାର ନଜର ଆସିଛନ୍ତି। ଏହାକୁ ନେଇ ରାଜ୍ୟ ଜେଲ୍ ମନ୍ତ୍ରୀ ଅଖିଳ ଗିରି ବିବାଦକୁ…
ସିନ୍ଦେଙ୍କୁ ଭେଟିଲେ ରାଜ୍ ଠାକ୍ରେ
ଚଳିତ ବର୍ଷ ଶେଷରେ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାପୂର୍ବରୁ ନିର୍ବାଚନ ସମ୍ଭାବନାକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଛି। ବିଭିନ୍ନ ରାଜନୈତିକ ଦଳର ସଦସ୍ୟଙ୍କ ମଧ୍ୟରେ କଥାବାର୍ତ୍ତା ଏବଂ ସାକ୍ଷାତ ପ୍ରକ୍ରିୟା ଆରମ୍ଭ ହୋଇଛି।ଏହି ସମୟରେ ମହାରାଷ୍ଟ୍ର ନବନିର୍ମାନ…