Trending
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Browsing Category
Politics
All politics-related news information will be uploaded here in daily besis
ସ୍ୱାଧୀନତା ଦିବସ, କିଏ କେଉଁଠି ପତାକା ଉତ୍ତୋଳନ କରିବେ ଜାଣନ୍ତୁ..
ସ୍ୱାଧୀନତା ଦିବସ ଶୁକ୍ରବାର । ଏହି ଅବସରରେ ରାଜଧାନୀ ଭୁବନେଶ୍ୱର ସମେତ ଅନ୍ୟ ସ୍ଥାନରେ କିଏ କେଉଁଠି ପତାକା ଉତ୍ତୋଳନ କରିବେ ଜାଣନ୍ତୁ..
ଭୁବନେଶ୍ୱରରେ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, କଟକରେ ଉପମୁଖ୍ୟମନ୍ତ୍ରୀ…
ଭୋଟ ଚୋରି ପ୍ରସଙ୍ଗରେ ବିରୋଧୀଙ୍କ ପଦଯାତ୍ରା
ଭୋଟ ଚୋରି ପ୍ରସଙ୍ଗକୁ ନେଇ ରାଜନୀତି ଜୋର ଧରିଛି । ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଭୋଟର ତାଲିକାରେ ଅନିୟମିତତା ସମ୍ପର୍କରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ନିର୍ବାଚନ କମିଶନ କାର୍ଯ୍ୟାଳୟ ବାହାରେ ଦିଲ୍ଲୀ ପୋଲିସ ସହିତ ଅର୍ଦ୍ଧସାମରିକ ବାହିନୀର କର୍ମଚାରୀମାନଙ୍କୁ ମୂତୟନ…
ସୁପ୍ରିମକୋର୍ଟରେ ନିର୍ବାଚନ କମିଶନଙ୍କ ସାନି ସତ୍ୟପାଠ ଦାଖଲ
ବିହାର ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ ପ୍ରସଙ୍ଗକୁ ନେଇ ସୁପ୍ରିମକୋର୍ଟରେ ନିର୍ବାଚନ କମିଶନଙ୍କ ସାନି ସତ୍ୟପାଠ ଦାଖଲ କରିଛନ୍ତି । ବ୍ୟକ୍ତିବିଶେଷଙ୍କୁ ନଜଣାଇ ଭୋଟର ତାଲିକାରୁ ତାଙ୍କ ନାମ ବାଦ୍ ପକାଯିବ ନାହିଁ ବୋଲି କହିଛନ୍ତି ଇସିଆଇ।
ଇସିଆଇ କହିଛନ୍ତି ତାଲିକାରୁ ବାଦ୍ ପଡିବା…
ପ୍ରଧାନମନ୍ତ୍ରୀ ବାରାଣସୀରେ ପ୍ରାୟ ୨୨୦୦ କୋଟି ଟଙ୍କାର ଅନେକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୨ ତାରିଖ ପୂର୍ବାହ୍ନ ୧୧ଟା ସମୟରେ ଉତ୍ତର ପ୍ରଦେଶର ବାରାଣସୀରେ ପ୍ରାୟ ୨୨୦୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦଘାଟନ କରିବେ। ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ।
ଏହି…
କର୍ପୋରେଟର ଅମରେଶ ଜେନାଙ୍କୁ ଦଳରୁ ନିଲମ୍ବନ କଲା ବିଜେଡି
କର୍ପୋରେଟର ଅମରେଶ ଜେନାଙ୍କୁ ଦଳରୁ ନିଲମ୍ବନ କଲା ବିଜେଡି। ଗିରଫ ପରେ କର୍ପୋରେଟର ଅମରେଶ ଜେନା ଦଳରୁ ନିଲମ୍ବିତ ହୋଇଛନ୍ତି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ତାଙ୍କୁ ନିଲମ୍ବିତ କରାଯାଇଥିବା ନେଇ ଦଳ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଯୁବତୀଙ୍କୁ ଦୁଷ୍କର୍ମ…
୧୦ ସରପଞ୍ଚ ବିଜେପିରେ ମିଶିଲେ
ଝାରସୁଗୁଡ଼ା ଜିଲ୍ଲାର ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳ (ବିଜେଡି)କୁ ବଡ଼ ଧକ୍କା ଲାଗିଛି। ଲଖନପୁର ବ୍ଲକର ୧୦ ଜଣ ବିଜେଡି ସମର୍ଥିତ ସରପଞ୍ଚ ଭାରତୀୟ ଜନତା ପାର୍ଟି (ବିଜେପି)ରେ ଯୋଗ ଦେଇଛନ୍ତି। ଏହା ବ୍ରଜରାଜନଗରରେ ବିଜେପିର ସ୍ଥାନୀୟ ସଂଗଠନକୁ ଆହୁରି ମଜଭୂତ କରିଛି।…
ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
ଓଡ଼ିଶାରେ ରାଜ୍ୟ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ ଏବେ ଜୋରଦାର ଚର୍ଚ୍ଚା ଚାଲିଛି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବୟାନ ପରେ ଏହି ଚର୍ଚ୍ଚା ଆହୁରି ଜୋର ଧରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ ଓ…
ବିଜେଡି ମା’ ଓ ଭଉଣୀଙ୍କ ସୁରକ୍ଷା ପାଇଁ ସ୍ବର ଉଠାଇବା ଜାରି ରଖିବ ନବୀନ
ରାଜ୍ୟର ବିଭିନ୍ନ ସ୍ଥାନରୁ ମହିଳାଙ୍କୁ ନେଇ ଆସିଥିବା ଅଭାବନୀୟ ଘଟଣା ପ୍ରସଙ୍ଗରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ଷୋଭ ପ୍ରକାଶ କରିଛନ୍ତି। ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକ କହିଛନ୍ତି ଯାଜପୁରରେ ଦୁଷ୍କର୍ମ ଗଜତସିଂହପୁର ମାଲକାନଗିରିରେ ଗଣଦୁଷ୍କର୍ମ ଓ ପୁରୀରେ ଯୌନ…
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟପାଳଙ୍କୁ ହଠାତ ଭେଟିଲେ କାହିଁକି ?
ରାଜ୍ୟ ସରକାର ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ନେଇ ଚର୍ଚ୍ଚା ଚାଲିଥିବା ଭିତରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟପାଳଙ୍କୁ ହଠାତ ଭେଟିଛନ୍ତି । ରାଜଭବନରେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ ଭେଟିବା ପରେ ଚର୍ଚ୍ଚା ଜୋର ଧରିଛି । ଏହା ଏକ ସୌଜନ୍ୟମୂଳକ ସାକ୍ଷାତକାର ବୋଲି କୁହାଯାଉଥିବା ବେଳେ…
ଆମେ ସରକାରଙ୍କ ଗୁଣ୍ଡାଗିରି ନେଇ ଭୟଭୀତ ହେବୁ ନାହିଁ -କଂଗ୍ରେସ
ଫକୀର ମୋହନ ସ୍ୱୟଂଶାସିତ କଲେଜର ଜଣେ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ରାଜ୍ୟ ସରକାରଙ୍କ ବିରୋଧରେ ଓଡ଼ିଶା ବନ୍ଦ ପାଳନ କରୁଥିବା ୮ଟି ରାଜନୈତିକ ଦଳର ନେତା ଏବଂ କର୍ମୀଙ୍କୁ ପୁଲିସ ଟେକି ନେଇ ଭ୍ୟାନ୍ରେ ବସାଇ ଅଟକ ରଖିଛି। ଓଡ଼ିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର ଲଲ୍ଲୁଙ୍କ ସମେତ ବିରୋଧୀ ନେତା…