Trending
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
Browsing Category
Politics
All politics-related news information will be uploaded here in daily besis
ସୁଭଦ୍ରା ଯୋଜନାରେ ରାଜ୍ୟର ସମସ୍ତ ମହିଳାଙ୍କୁ ସାମିଲ ନ କଲେ ବିଜେଡି ଆନ୍ଦୋଳନକୁ ଓହ୍ଲାଇବ।
ରାଜ୍ୟ ସରକାର ସୁଭଦ୍ରା ଯୋଜନାରେ ରାଜ୍ୟର ସମସ୍ତ ମହିଳାଙ୍କୁ ସାମିଲ ନ କଲେ ବିଜେଡି ଆନ୍ଦୋଳନକୁ ଓହ୍ଲାଇବ। ସୁଭଦ୍ରା ଯୋଜନାର ଏସ୍ଓପିକୁ ନେଇ ଦଳର ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ଏଭଳି ଚେତାବନୀ ଦେଇଛନ୍ତି। ସୋମବାର ଶଙ୍ଖ ଭବନ ଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ଓଡ଼ିଆ…
ଆଜି ବିଧାନସଭାର ଦ୍ଵାଦଶ ଦିନ
ଆଜି ବିଧାନସଭା ଗୃହ ବେଶ୍ ସରଗରମ ରହିପାରେ। ଗୃହରେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ରହିଛି। ପଞ୍ଚାୟତିରାଜ ଏବଂ ପାନୀୟ ଜଳ , ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ , ଜଙ୍ଗଲ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ , ଗ୍ରାମ୍ୟ ଉନ୍ନୟନ , ସରକାରୀ ଉଦ୍ୟୋଗ , ଶ୍ରମ ବିଭାଗର ପ୍ରଶ୍ନକାଳ ରହିଛି।…
ବିଜେଡ଼ି ମହିଳାମାନଙ୍କୁ ଭୋଟ ବ୍ୟାଙ୍କ ପାଇଁ ବ୍ୟବହାର କରୁଥିଲା – ବିଜେପି ବିଧାୟିକା ଉପାସନା ମହାପାତ୍ର
ସୁଭଦ୍ରା ଯୋଜନାକୁ ନେଇ ସମାଲୋଚନା କରିବାକୁ ନେଇ ବିଜେଡି ଉପରେ ବର୍ଷିଛନ୍ତି ବିଜେପି ବିଧାୟିକା ଉପାସନା ମହାପାତ୍ର। ସେ କହିଛନ୍ତି, ବିଜେଡ଼ି ମହିଳାମାନଙ୍କୁ ଭୋଟ ବ୍ୟାଙ୍କ ପାଇଁ ବ୍ୟବହାର କରୁଥିଲା। ମହିଳାଙ୍କୁ ସଶକ୍ତିକରଣ କରିବା ପାଇଁ ସୁଭଦ୍ରା ଯୋଜନା ଲାଗୁ କରିଛନ୍ତି ମୋହନ ସରକାର।…
୨୪ ବର୍ଷ ମଧ୍ୟରେ ଘଟିଛି ଶହେଟି ହତ୍ୟା
ବିଧାନସଭା ଆରମ୍ଭରେ ସେମବାର ଗୃହରେ ସୁଭଦ୍ରା ଯୋଜନାକୁ ନେଇ ହୋହଲ୍ଲା ହୋଇଛି। ପରେ ଶୂନ୍ୟ କାଳରେ ପ୍ରଦ୍ୟୁମ୍ନ ନାୟକଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଉତ୍ତର ରଖିଛନ୍ତି। ସେ କହିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନଙ୍କ ଅଞ୍ଚଳରେ ଘଟିଛି ଶହେ ହତ୍ୟା। ହିଞ୍ଜିଳି ନିର୍ବାଚନ ମଣ୍ଡଳୀରେ…
ବିଧାନସଭାରେ ସୁଭଦ୍ରା ଝଡ଼
ସୁଭଦ୍ରା ଯୋଜନାରେ ପ୍ରତିଶ୍ରୁତି ପାଳନ ହୋଇ ନ ଥିବା ଅଭିଯୋଗରେ ଏହି ହୋହଲ୍ଲା ହୋଇଛି। ସୁଭଦ୍ରା ଯୋଜନାରେ ସବୁ ମହିଳାଙ୍କୁ ସାମିଲ କରିବାକୁ ଦାବି କରି ପ୍ରଥମେ ଗୃହରେ ବିଜେଡି ସଦସ୍ୟମାନେ ହଟ୍ଟଗୋଳ କରିଥିଲେ। ବାଚସ୍ପତିଙ୍କ ପୋଡ଼ିୟମ ନିକଟରେ ବିଜେଡି ସଦସ୍ୟଙ୍କ ହୋହଲ୍ଲା କରିଥିଲେ । ପରେ…
ଜେଡିୟୁ ମୁଖପାତ୍ର ପଦରୁ କେସି ତ୍ୟାଗିଙ୍କ ଇସ୍ତଫା
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଦଳ ଜେଡିୟୁ(ଜନତା ଦଳ ୟୁନାଇଟେଡ୍)ର ରାଷ୍ଟ୍ରୀୟ ମୁଖପାତ୍ର ପଦରୁ ଇସ୍ତଫା ଦେଇଛନ୍ତି ଦଳର ସାଧାରଣ ସମ୍ପାଦକ କେସି ତ୍ୟାଗି। ଏହାପରେ ରାଜୀବ ରଞ୍ଜନ ପ୍ରସାଦଙ୍କୁ ନୂଆ ମୁଖପାତ୍ର ନିଯୁକ୍ତ କରାଯାଇଛି। ସୂଚନା ଅନୁସାରେ, ଇସ୍ରାଏଲ-ପାଲେଷ୍ଟାଇନ୍…
ଜେଡିୟୁରେ ଫାଟ
ଜେଡିୟୁ ଦଳରେ ଫାଟ ସୃଷ୍ଟି ହୋଇଥିବା ଚର୍ଚ୍ଚା ହେଉଛି। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନିକଟତମ କୁହାଯାଉଥିବା କେସି ତ୍ୟାଗୀ ଜେଡିୟୁ ମୁଖପାତ୍ର ପଦ ଛାଡିଛନ୍ତି। ନୀତୀଶ କୁମାର ରାଜୀବ ରଞ୍ଜନଙ୍କୁ ଦଳର ନୂତନ ଜାତୀୟ ମୁଖପାତ୍ର ନିଯୁକ୍ତ କରିଛନ୍ତି। ତାଙ୍କ ଇସ୍ତଫା ପତ୍ରରେ କେସି…
ଅପପୃଷ୍ଟି ରୋକିବ ସରକାର
୨୦୨୪-୨୫ ଆର୍ଥିକ ବର୍ଷରେ ୯୮ ହଜାର ୬୨୦ ସଂଖ୍ୟକ ଶିଶୁ ଅପପୃଷ୍ଟିର ଶିକାର ହୋଇଛନ୍ତି । ଅପପୃଷ୍ଟି ରୋକିବାକୁ ସରକାର ସବୁ ପ୍ରକାର ପଦକ୍ଷେପ ନେଉଥିବା’, ବିଧାନସଭାରେ ଲିଖିତ ଉତ୍ତର ରଖି କହିଥିଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।ପରିପୂରକ ପୁଷ୍ଟି ଯୋଜନା ମାଧ୍ୟମରେ ଅଙ୍ଗନୱାଡି…
ପଦ୍ମ ଧରିଲେ ଚମ୍ପାଇ ସୋରେନ
ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍ ବିଜେପିରେ ସାମିଲ ହୋଇଛନ୍ତି। ଶୁକ୍ରବାର ରାଞ୍ଚିରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ପଦ୍ମ ଧରିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂହ ଚୌହାନ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମା ଓ ଝାଡ଼ଖଣ୍ଡ ବିଜେପି ସଭାପତି…
ବିଜେଡି ସରକାରଙ୍କ ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ
ବିଜେପି ସରକାର ବିଜେଡି ସରକାରଙ୍କ ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି, ଫାଇନାନ୍ସିଆଲ ଆସିଷ୍ଟାନ୍ସ ଟୁ ୟୁଜି ଆଣ୍ଡ ପିଜି ଷ୍ଟୁଡେଣ୍ଟ କାର୍ଯ୍ୟକ୍ରମ ଆରମ୍ଭ ହେବ। ସରକାର ଚଳିତ…