Browsing Category

Politics

All politics-related news information will be uploaded here in daily besis

ନେତା ବାଛିବ ଓଡ଼ିଶା

ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ହେବ। ବରଗଡ଼, ବଲାଙ୍ଗୀର, କନ୍ଧମାଳ, ଆସ୍କା ଓ ସୁନ୍ଦରଗଡ଼ ସଂସଦୀୟ କ୍ଷେତ୍ର ସମେତ ଏହା ଅଧୀନସ୍ଥ ୩୫ଟି ବିଧାନସଭା ଆସନରେ ଥିବା ୭୯,୬୯,୮୮୭ଜଣ ଜଣ ମତଦାତା ସେମାନଙ୍କର ପସନ୍ଦ୍‌ର ନେତା ବାଛିବେ। ନିର୍ବାଚନ ମଇଦାନରେ ମୋଟ୍ ୪୦ଟି ଆସନ ପାଇଁ…

ଓଡ଼ିଶାରେ ନରେନ୍ଦ୍ର ମୋଦୀ , ଭୁବନେଶ୍ୱର ରାଜ୍ୟ ବିଜେପି କାର୍ଯ୍ୟାଳୟରେ ନିର୍ବାଚନ ସ୍ଥିତି ସମୀକ୍ଷା କରିବେ

ଓଡ଼ିଶାରେ ପହଂଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଭୁନେଶ୍ୱରରେ ପହଂଚିବା ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟ ପହଂଚିଛନ୍ତି । ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ଦଳୀୟ କର୍ମକର୍ତାଙ୍କ ସହ ସମୀକ୍ଷା ବୈଠକରେ ସାମିଲ ହୋଇଛନ୍ତି । ବୈଠକ…

ଆସନ୍ତାକାଲି ଓଡିଶାରେ ଅନୁଷ୍ଠିତ ହେବ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ,ଆଇନ ଶୃଙ୍ଖଳାକୁ ନେଇ ସୂଚନା ଦେଇଛନ୍ତି ଡିଜିପି

ଆସନ୍ତାକାଲି ଓଡିଶାରେ ଅନୁଷ୍ଠିତ ହେବ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ । ମତଦାନ ପୂର୍ବରୁ ଆଇନ ଶୃଙ୍ଖଳାକୁ ନେଇ ପ୍ରେସମିଟ କରି ସୂଚନା ଦେଇଛନ୍ତି ଡିଜିପି । ଆଇନଶୃଙ୍ଖଳା ଉପରେ ତୀକ୍ଷଣ ଦୃଷ୍ଟି ରଖିବା ସହ ହିଂସା ଉପରେ ଜିରୋ ଟଲେରେନ୍ସ ନୀତି ଅବଲମ୍ବନ କରାଯାଇଥିବା ଡିଜି ସୂଚନା ଦେଇଛନ୍ତି ।…

ଓଡ଼ିଶା କ୍ୟାମ୍ପ କରି ନିର୍ବାଚନୀ ପ୍ରଚାର କରିବେ ରାହୁଲ

ପୁଣି ଓଡ଼ିଶା ଗସ୍ତରେ ଆସି ପ୍ରଚାର କରିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏଥର ରାହୁଲ ଓଡ଼ିଶାରେ ବଡ଼ ଛାପ ଛାଡିବାକୁ ଯୋଜନା କରିଛନ୍ତି। କେବଳ ରାହୁଲ ନୁହନ୍ତି, ତାଙ୍କ ସହିତ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ମଧ୍ୟ ଓଡ଼ିଶା ଆସିବେ। ମେ ୨୬, ୨୭ ଓ ୨୮ରେ ଲଗାତର ତିନିଦିନ କ୍ୟାମ୍ପ…

ବିଜେପିରେ ମିଶିଲେ ସମୀର ଦାଶ

ବିଜେପିରେ ମିଶିଲେ ନିମାପଡା ବିଧାୟକ ସମୀର ରଞ୍ଜନ ଦାଶ । ଆଜି ବିଜେଡି ଛାଡିଥିଲେ ସମୀର ଦାଶ । ଦଳର ନିଷ୍ପତ୍ତିରେ ଅସନ୍ତୁଷ୍ଟ ହୋଇ ଦଳ ସଭାପତିଙ୍କୁ ଦେଇଥିଲେ ଇସ୍ତଫା ପତ୍ର । ପ୍ରାଥମିକ ସଦସ୍ୟ ପଦରୁ ଦେଇଥିଲେ ଇସ୍ତଫା । ଟିକେଟ ନମିଳିବା ନେଇ ଥିଲେ ଅସନ୍ତୁଷ୍ଟ । ଦଳ ଛାଡିବାର କାରଣ କହିବା…

ବିଜେଡିରୁ ଇସ୍ତଫା ଦେଲେ ସମୀର

ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାସ ବିଜେଡିରୁ ଇସ୍ତଫା ଦେଇଛନ୍ତି । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ସମୀର ଦାସ । ସେ ନିଜ ଇସ୍ତଫା ପତ୍ର ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି । ଏନେଇ ସେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି । ଟିକେଟ…

୪ ପ୍ରାର୍ଥୀଙ୍କ ନାମରେ ହତ୍ୟା

ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୪୨ ବିଧାନସଭା ନିର୍ବାଚନମଣ୍ଡଳୀର ୩୮୩ ବିଧାୟକ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୦ଜଣ ଅର୍ଥାତ ୨୬%ଙ୍କ ନାମରେ ଅପରାଧିକ ମାମଲା ରହିଛି। ୮୬ଜଣଙ୍କ ନାମରେ ଗୁରୁତର ଅପରାଧ ମାମଲା ରହିଥିବା ବେଳେ ୪ ଜଣଙ୍କ ନାମରେ ହତ୍ୟା ମାମଲା…

ଆଜି ଶେଷ ହେଉଛି ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ପ୍ରଚାର

ସୋମବାର ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଆଜି ଶେଷ ହେଉଛି ପ୍ରଚାର । ତିନି ପ୍ରମୁଖ ରାଜନୈତିକ ଦଳ ନିଜ ନିଜ ଷ୍ଟାର ନେତାଙ୍କୁ ଆଣି ୫ ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ୩୫ ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରାଉଛନ୍ତି । ଯାହା ଆଜି ସଂଧ୍ୟାରେ ଶେଷ ହୋଇଯିବ ।ଆସ୍କା,…

ବିଜେପି ଛାଡିଲେ ବିଜୟ

ନିର୍ବାଚନ ପାଇଁ ସାରା ଓଡ଼ିଶା କମ୍ପୁଥିବା ବେଳେ ବିଜେପି ନେଇଛି ଏକ ବଡ଼ ନିଷ୍ପତ୍ତି । ଦଳର ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କୁ ପାର୍ଟିରୁ ବହିଷ୍କୃତ କରିଛି ବିଜେପି । ବିଜୟଙ୍କ ବିରୋଧରେ ଦଳବିରୋଧୀ କାର୍ଯ୍ୟ କରୁଥିବାର ଅଭିଯୋଗ ପରେ ତାଙ୍କୁ ଦଳରୁ ବହିଷ୍କୃତ କରିଛି ଭାରତୀୟ ଜନତା ପାର୍ଟି ।…

ନିର୍ବାଚନୀ ଇସ୍ତାହାରକୁ ନେଇ ବିଜେଡିର ସାମ୍ବାଦିକ ସମ୍ମିଳନୀ

ବିଜେଡି ନିର୍ବାଚନୀ ଇସ୍ତାହାରକୁ ନେଇ ସାମ୍ବାଦିକ ସମ୍ମିଳନୀ । ନବୀନ ପଟ୍ଟନାୟକଙ୍କ ନିର୍ବାଚନୀ ଘୋଷଣା ପତ୍ରରେ ଚାଷୀଙ୍କ ପାଇଁ ସ୍ୱତନ୍ତ୍ର କୃଷି ବଜେଟ୍ ବ୍ୟବସ୍ଥା କରାଯାଇଛି । ବିଗତ ବର୍ଷ ମାନଙ୍କରେ ଚାଷୀ ଓ ଚାଷ ପାଇଁ କଣ କଣ କରାଯାଇଛି, ଏବଂ ୨୪ରେ ପୁଣି ଥରେ ସରକାର ଆସିଲେ କଣ କଣ…