Trending
- ବାଲେଶ୍ୱର ଏଫଏମ୍ କଲେଜ ନିଲମ୍ବିତ ପ୍ରିନ୍ସିପାଲ ଦିଲୀପ ଘୋଷ ଗିରଫ
- ଆଜିଠୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତି ମନୋନୀତ
- ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ୪ଦିନ ପରେ ଗଡ଼ିଲା ଘରୋଇ ବସ୍
- ଅପରେସନ୍ ସିନ୍ଦୂର’କୁ ଭାରତ ପାଇଁ ଏକ ଗର୍ବର ମୁହୂର୍ତ୍ତ
- ଡ୍ରାଇଭର ସଂଘକୁ ଆନ୍ଦୋଳନ ପ୍ରତ୍ୟାହାର କରିବାକୁ ଅନୁରୋଧ କଲେ ବିଭାଗୀୟ ମନ୍ତ୍ରୀ
- ସମ୍ବିଧାନ ବଞ୍ଚାଅ ନୁହେଁ କଂଗ୍ରେସ ବଂଚାଅ ଆନ୍ଦୋଳନ: ବିଜେପି
- ବିଜେପିକୁ ଟାର୍ଗେଟ କଲେ ରାହୁଲ
- ଜେଲରୁ ମୁକୁଳିଲେ ଜଗା ପ୍ରଧାନ
Browsing Category
Politics
All politics-related news information will be uploaded here in daily besis
ବିଜେଡିକୁ ଭାଙ୍ଗିବାକୁ ଚାହୁଁଛି ବିଜେପି – ଭି. କେ ପାଣ୍ଡିଆନ
ସାମ୍ୱାଦିକ ସମ୍ମିଳନୀରେ ବିଜେପି ଉପରେ ବର୍ଷିଛନ୍ତି ଭି. କେ ପାଣ୍ଡିଆନ । ବିଜେପିକୁ ଟାର୍ଗେଟ କରି ପାଣ୍ଡିଆନ୍ କହିଛନ୍ତି ବିଜେଡିକୁ ଭାଙ୍ଗିବାକୁ ଚାହୁଁଛି ବିଜେପି । ବିଜେପିର ଟାର୍ଗେଟରେ ରହିଛି ୪୦ ରୁ୫୦ ଆସନ । ବିଜେପି ବିଜେଡିକୁ ଭାଙ୍ଗି ସରକାର କରିବାକୁ ଚାହୁଁଛନ୍ତି ବିଜେପି ନେତା।…
୨୧ରୁ ୨୧ ଆସନ ଜିତିବ ବିଜେପି- ରାଜନାଥ ସିଂ
ରାୟଗଡାରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଜନସଭାକୁ ସମ୍ବୋଧିତ କରି ରାଜନାଥ କହିଛନ୍ତି, ଏଥର ଓଡ଼ିଶାର ମାହୋଲ ବଦଳୁଥିବାର ଦେଖୁଛି । ପୂର୍ବରୁ ପଚାରୁଥିଲୁ କେତେ ଆସନରେ ଜିତିବୁ, ଲୋକ ୭ରୁ ୮ ଆସନ ବୋଲି କହୁଥିଲେ । କିନ୍ତୁ ଏବେ ବିଜେପି…
ବାଲେଶ୍ୱର ଲୋକସଭା ଆସନ ପାଇଁ ସ୍ୱାଧୀନ ସାଂସଦ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ଖାରବେଳ ସ୍ୱାଇଁ
ଶେଷରେ ବାଲେଶ୍ୱର ଲୋକସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଖାରବେଳ ସ୍ୱାଇଁ । ସ୍ୱାଧୀନ ପ୍ରାର୍ଥୀ ଭାବେ ସେ ନାମାଙ୍କନ ଭରିଛନ୍ତି । ପ୍ରାର୍ଥୀପତ୍ର ଦାଖଲ କରିବା ପରେ ସେ ଦାବି କରିଛନ୍ତି ଯେ ୪ ହଜାର ଭୋଟରେ ସେ ବିଜୟୀ ହେବେ । ଖାରବେଳ ସ୍ୱାଇଁ ବିଜେପିରୁ ଟିକେଟ୍ ପାଇଁ ଦାବି…
ବିଜେଡିରେ ସାମିଲ ହେଲେ ଅପରାଜିତାଙ୍କ ବିଶ୍ୱସ୍ତ ଅଖିଳ ପଟ୍ଟନାୟକ
ଳିତ ନିର୍ବାଚନକୁ ନେଇ ରାଜ୍ୟର ରାଜନୀତି ସରଗରମ ରହିଥିବା ବେଳେ ଦଳ ଡିଆଁ ଜାରି ରହିଛି। ଏହି କ୍ରମରେ ବୁଧବାର ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଏଥିରେ ଭାଜପା ନେତା ତଥା ଅଭିନେତା ଅଖିଳ ପଟ୍ଟନାୟକ ଶଙ୍ଖ ଫୁଙ୍କିଛନ୍ତି। ସେ ଭୁବନେଶ୍ୱରର ଏମ୍ପି ପ୍ରାର୍ଥୀ ଅପରାଜିତା…
ପଦ୍ମପୁରରେ ପାଣ୍ଡିଆନଙ୍କ ପ୍ରଚାର ,ବିଜେପିକୁ କଲେ ଟାର୍ଗେଟ
ପଦ୍ମପୁରରେ ବିଜେଡି ପ୍ରାର୍ଥୀଙ୍କ ଭିକେ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର । ଜନସଭାକୁ ସମ୍ବୋଧିତ କରି ପାଣ୍ଡିଆନ କହିଛନ୍ତି, ଏତେ ସଂଖ୍ୟାରେ ଜନସମାବେଶ ଦେଖି ବିରୋଧୀ ଦଳର ସାଂସଦ ପ୍ରାର୍ଥୀଙ୍କ ନିନ୍ଦ ଭାଙ୍ଗିଯାଇଛି । ପଦ୍ମପୁରରେ ବିକାଶ ମୂଳକ କାମର ହିସାବ ଦେବା ସହ ବିରୋଧୀଙ୍କୁ ଟାର୍ଗେଟ…
ପ୍ରେସ୍ମିଟ୍ ଡକାଇଲେ କାର୍ତ୍ତିକ ପାଣ୍ଡିଆନ୍
ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ଭାଜପାର ହେଭିଓ୍ବେଟ୍ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି ମଧ୍ୟ ତାର ଷ୍ଟାର କ୍ୟାମ୍ପେନର୍ଙ୍କ ସହ ପ୍ରଚାର ଜୋରଦାର କରିଛି। ବିଜେଡିର ପ୍ରଚାର ମଙ୍ଗ ଏଥର ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ…
ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି
ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ରାଜ୍ୟର ୬ ଲୋକସଭା ଆସନ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଭୋଟ୍ ଗ୍ରହଣ ହେବ । ଏହା ଅଧୀନରେ ଥିବା ସମସ୍ତ ୪୨ଟି ବିଧାନସଭା…
ବିଜେଡି ଛାଡିବେ ସମୀର ଦାଶ!
ବିଜେଡି ଛାଡିବେ କି ନିମାପଡା ବିଧାୟକ ସମୀର ଦାଶ! ଏନେଇ କଳ୍ପନାଜଳ୍ପନାର ଅନ୍ତ ଘଟୁ ନ ଥିବାବେଳେ ତାଙ୍କ ଟ୍ବିଟ ରାଜ୍ୟ ରାଜନୀତିକୁ ସରଗରମ କରିଛି। ଟିକେଟ୍ ନ ମିଳିବାରୁ ଅସନ୍ତୁଷ୍ଟ ସମୀରଙ୍କ ପରବର୍ତ୍ତୀ ପଦକ୍ଷେପ କ’ଣ ହେବ ତା’ ନେଇ ଗତ କିଛିଦିନ ଧରି ଚର୍ଚ୍ଚା ଲାଗି ରହିଛି। ଆଉ ଏଥିରେ…
କାଲି ଓଡ଼ିଶା ଆସୁଛନ୍ତି ମୋଦୀ
ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାତି ସାଢ଼େ ୯ଟାରେ ଭୁବନେଶ୍ୱର ପହଞ୍ଚିବେ । ଏହା ସହ କାଲି ଭୁବନେଶ୍ୱରରେ ରାତ୍ରୀଯାପନ କରିବା ସହ ସୋମବାର ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ପ୍ରଧାନମନ୍ତ୍ରୀଙ୍କ ସଭା ଆୟୋଜିତ ହେବ । ଏନେଇ ବିଜେପି ରାଜ୍ୟ ଉପସଭାପତି ଗୋଲକ…
ଜୟପୁରରେ ପ୍ରଚାର ବେଳେ ବିରୋଧୀଙ୍କୁ ଟାର୍ଗେଟ କଲେ ନବୀନ ,କହିଲେ , କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବିରୋଧୀ ନେତା ।
କୋରାପୁଟରେ ଆଜି ମାରାଥନ୍ ପ୍ରଚାର କ୍ରମରେ ଜୟପୁରରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ରାଜ୍ୟରେ ଲାଗୁ ହୋଇଥିବା ସମସ୍ତ ସରକାରୀ ଯୋଜନା ସଫଳତା କଥା କହିବା ସହ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି ।ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ…