Trending
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Browsing Category
Politics
All politics-related news information will be uploaded here in daily besis
ପୁଣି ଗୃହକାର୍ଯ୍ୟ ଚଳାଇ ଦେଲେନି ବିରୋଧୀ, ପୂର୍ବାହ୍ନ ୧୧.୩୦ ପର୍ୟ୍ୟନ୍ତ ଗୃହକୁ ମୁଲତବି ଘୋଷଣା
ପୁଣି ଗୃହକାର୍ଯ୍ୟ ଚଳାଇ ଦେଲେନି ବିରୋଧୀ । ଆଜି ଗୃହକାର୍ଯ୍ୟ ଆରମ୍ଭରୁ ହଟ୍ଟଗୋଳ ଆରମ୍ଭ କରି ଦେଇଥିଲେ ବିଜେଡି ସଦସ୍ୟ । ସେପଟେ ଜୟପୁର ବିଧାୟକ ତାରା ପ୍ରସାଦ ବାହୀନିପତିଙ୍କ ଉପରୁ ନିଲମ୍ବନ ହଟାଇବାକୁ ଦାବି କରିଛି କଂଗ୍ରେସ । ଏଣୁ ପ୍ରଶ୍ନକାଳକୁ ବୟକଟ କରିଛି କଂଗ୍ରେସ । ତାରା…
ବିଧାନସଭାରେ ସାମ୍ବାଦିକଙ୍କୁ ମୋବାଇଲ୍ ମନା, ପ୍ରଶ୍ନକାଳକୁ ବୟକଟ୍ କଲେ ଗଣମାଧ୍ୟମ ପ୍ରତିନିଧି
ବିଧାନସଭାରେ ସାମ୍ବାଦିକଙ୍କୁ ମୋବାଇଲ୍ ମନା । ବିଧାନସଭା ପ୍ରଶ୍ନକାଳରେ ଯେତେବେଳେ ମନ୍ତ୍ରୀମାନେ ବିଧାୟକମାନଙ୍କର ପ୍ରଶ୍ନର ଉତ୍ତର ରଖୁଛନ୍ତି, ସେହି ସମୟରେ ସାମ୍ବାଦିକଙ୍କ ଉପରେ ଲାଗିଛି କଟକଣା । ଗତକାଲିର ଘଟଣା ପରେ, ବୁଧବାର ସାମ୍ବାଦିକମାନେ ଯେତେବେଳେ ବିଧାନସଭା ପ୍ରଶ୍ନକାଳକୁ ପ୍ରସାରଣ…
ବିଧାନସଭାରେ ଜୟନାରାୟଣ-ତାରା ହାତାହାତି
ବଜେଟ ଅଧିବେଶନର ତୃତୀୟ ଦିନରେ ମଧ୍ୟ ବିରୋଧୀଙ୍କ ହଙ୍ଗାମା । ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ କଂଗ୍ରେସ ଓ ବିଜେଡି ବିଧାୟକ ଗୃହର ମଧ୍ୟ ଭାଗକୁ ଆସି ହଟ୍ଟଗୋଳ କରିଛନ୍ତି । ନାରୀ ନିର୍ଯାତନା ପ୍ରସଙ୍ଗକୁ ନେଇ କଂଗ୍ରେସ ବିଧାୟକ ହାତରେ ପ୍ଲାକାର୍ଡ ଧରି ନାରାବାଜି କରିଛନ୍ତି । କଂଗ୍ରେସ ବିଧାୟତ…
ଜୟ ନାରାୟଣ ମିଶ୍ରଙ୍କ ବୟାନ ଗ୍ରହଣୀୟ ନୁହେଁ
ଜୟନାରାୟଣଙ୍କ ବିବାଦୀୟ ବୟାନକୁ ନେଇ ଭିନ୍ନ ଭିନ୍ନ ରାଜନୈତିକ ଦଳ ପ୍ରତିକ୍ରିୟା ରଖିଛନ୍ତି । ତେବେ କେବଳ ସମ୍ବଲପୁରରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇନାହିଁ ସାରା ରାଜ୍ୟରେ ଏନେଇ ଆଲୋଚନା ଚାଲିଛି । ଜୟନାରାୟଣ ମିଶ୍ର ବିବାଦୀୟ ବୟାନ ଦେବା ତାଙ୍କ ଅଭ୍ୟାସ ବୋଲି ବିଜେଡି କହିଛି ।…
ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ ପରଲୋକ
ଆଉ ନାହାଁନ୍ତି ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ । ଭୁବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ପରଲୋକ ଘଟିଛି । ଅନନ୍ତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ଦାସ ଜଣେ ଲୋକ ପ୍ରିୟ ଜନ ନେତା ଓ…
୧୦ରୁ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ କଂଗ୍ରେସ
୧୦ରୁ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ କଂଗ୍ରେସ। ରାଜ୍ୟରେ ମହିଳାଙ୍କ ପ୍ରତି ଅତ୍ୟାଚାର ପ୍ରତିବାଦରେ ପ୍ରତିବାଦ କରାଯିବ। ଏନେଇ କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକ ସୂଚନା ଦେଇଛନ୍ତି। ସବୁ ଜିଲାପାଳ ଏବଂ ଭୁବନେଶ୍ୱର ଏଡିଏମ୍ ଅଫିସ ଆଗରେ ବିକ୍ଷୋପ କରିବ।
ବିଜେଡି ଓ କଂଗ୍ରେସ ବିଧାୟକମାନେ…
ରାଜ୍ୟରେ ବିଦ୍ୟୁତ୍ ଦର ଯଦି ୧ ପଇସା ବୃଦ୍ଧି ହେବ ତାହାଲେ ରାଜ୍ୟବ୍ୟାପୀ ଆନ୍ଦୋଳନ କରାଯିବ – କଂଗ୍ରେସ
ରାଜ୍ୟରେ ବିଦ୍ୟୁତ୍ ଦର ଯଦି ୧ ପଇସା ବୃଦ୍ଧି ହେବ ତାହାଲେ ରାଜ୍ୟବ୍ୟାପୀ ଆନ୍ଦୋଳନ କରାଯିବ। ସାଧାରଣ ବିଦ୍ୟୁତ୍ ଉପଭୋକ୍ତାଙ୍କ ସ୍ବାର୍ଥ ରକ୍ଷା ପାଇଁ କଂଗ୍ରେସ ପ୍ରତିଶ୍ରୁତିବଦ୍ଧ। ଯେଉଁ ଅଣ ବିଜେପି ଦଳ ବିଦ୍ୟୁତ୍ ଉପଭୋକ୍ତାଙ୍କ ପାଇଁ ଲଢ଼େଇ କରିବେ ସେମାନଙ୍କ ସହଯୋଗରେ ଆନ୍ଦୋଳନକୁ…
ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ନାଁରେ ବାଜିପାରେ ମୋହର, ସନ୍ଧ୍ୟାରେ ବସିବ ବିଜେପି ବିଧାୟକ ଦଳର ବୈଠକ
ହଟୁନି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ସସପେନ୍ସ । ଆଜି ମୁଖ୍ୟମନ୍ତ୍ରୀ ନାଁରେ ବାଜିପାରେ ମୋହର। ସନ୍ଧ୍ୟାରେ ବିଜେପି ବିଧାୟକ ଦଳର ବୈଠକ ବସିବ। ଏଥିରେ କିଏ ମୁଖ୍ୟମନ୍ତ୍ରୀ ହେବେ, ସ୍ଥିର ହେବାର ଖୁବ୍ ସମ୍ଭାବନା ରହିଛି । ଶପଥଗ୍ରହଣ ସମାରୋହ ଦିଲ୍ଲୀର ରାମଲୀଳା ମୈଦାନରେ ହେବ । ଏଥିପାଇଁ ମଞ୍ଚକୁ…
ଆଜି କଂଗ୍ରେସର ପୁରୀ ଅଭିମୁଖେ ବିଶାଳ ପଦଯାତ୍ରା
ଆଜି କଂଗ୍ରେସର ବିଶାଳ ପଦଯାତ୍ରା । ନୂଆ ପିସିସି ସଭାପତି ଭକ୍ତ ଦାସ ପହଞ୍ଚିବା ପରେ ପଦଯାତ୍ରା ଆରମ୍ଭ ହେବ । ଭୁବନେଶ୍ବରରୁ ପୁରୀ ୬୦ କିଲୋମିଟରର ପଦଯାତ୍ରା ପାଇଁ ରାଜଧାନୀରେ ପହଞ୍ଚି ସାରିଛନ୍ତି କଂଗ୍ରେସ କର୍ମୀ ।ଭକ୍ତ ଦାସ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚୁ ପହଞ୍ଚୁ ପୁରୀ ଅଭିମୁଖେ…
ବିଭିନ୍ନ ଜିଲ୍ଲାରେ ସଭାପତିଙ୍କ ନାମ ଘୋଷଣା କରିଛି ବିଜେପି
ତୃଣମୂଳ ସ୍ତରରେ ସଙ୍ଗଠନକୁ ସୁଦୃଢ଼ କରିବା ପାଇଁ ଭାରତୀୟ ଜନତା ପାର୍ଟିର ଓଡ଼ିଶା ଶାଖା ବିଭିନ୍ନ ଜିଲ୍ଲାରେ ସଭାପତିଙ୍କ ନାମ ଘୋଷଣା କରିଛି । ପୂର୍ବରୁ କିଛି ଜିଲ୍ଲାରେ ସଭାପତିଙ୍କ ନାମ ଘୋଷଣା କରିସାରିଥିବା ବେଳେ ରବିବାର ଆଉ ୧୩ଟି ଜିଲ୍ଲାର ସଭାପତିଙ୍କ ନାଁ ଘୋଷଣା ହୋଇଛି । ଦଳ ପକ୍ଷରୁ…