Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Politics
All politics-related news information will be uploaded here in daily besis
ନବୀନଙ୍କୁ କଟାକ୍ଷ କଲେ ଧର୍ମେନ୍ଦ୍ର
ନବୀନ ପଟ୍ଟନାୟକଙ୍କ ଭିଡିଓ ବାର୍ତ୍ତାକୁ କଡ଼ା ଭାଷାରେ ସମାଲୋଚନା କରିଛି ବିଜେପି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ତାଙ୍କୁ କିଏ ଲେଖା ଧରାଇ ଦେଇଥିବ ଓ ସେ ଅଜାଣତରେ ପଢ଼ି ଦେଇଥିବେ। ଯିଏ ନିଜ ବାପାଙ୍କ ଜନ୍ମମାଟିରେ ୨୪ ବର୍ଷରେ ପାଣି ଯୋଗାଇ ପାରିଲେ ନାହିଁ, ସିଏ…
ପରାଜୟର କାରଣ କହିଲେ ନବୀନ
ବିଜେଡି ପ୍ରତିଷ୍ଠା ଦିବସରେ ସରକାରଙ୍କ ଉପରେ ବର୍ଷିଲେ ବିରୋଧୀ ଦଳ ନେତା ତଥା ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ ବାର୍ତ୍ତା ଜାରି କରି ନବୀନ କହିଛନ୍ତି, ଦଳ ଗଠନ ବେଳେ କିଛି ନିନ୍ଦୁକ ଯେପରି କହିଥିଲେ ଏହି ଦଳର ଭବିଷ୍ୟତ ନାହିଁ ଏବେ ବି ସେମିତି କହୁଛନ୍ତି ଏ ଦଳ ରହିବ…
ଆଜି ବିଜୁ ଜନତା ଦଳର ୨୮ତମ ପ୍ରତିଷ୍ଠା ଦିବସ
ଆଜି ବିଜୁ ଜନତା ଦଳର ୨୮ତମ ପ୍ରତିଷ୍ଠା ଦିବସ। ଦୀର୍ଘ ୨୪ ବର୍ଷ ଧରି ଶାସନରେ ରହିବା ପରେ ଏଥର ବିରୋଧୀ ଦଳ ଭାବେ ପ୍ରତିଷ୍ଠା ଦିବସ ପାଳିବ ବିଜେଡି । ଦଳୀୟ ନେତା ଓ କର୍ମୀ ମାନଙ୍କୁ ଗୁରୁମନ୍ତ୍ର ଦେବେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ଚଳିତ ଥର ନିର୍ବାଚନମଣ୍ଡଳୀ ସ୍ତରରେ ପ୍ରତିଷ୍ଠା ଦିବସ…
ପଦ୍ମ ଧରିବେ ଛଗନ ଭୁଜବଳ
ମହାରାଷ୍ଟ୍ରରେ ମନ୍ତ୍ରଣାଳୟ ବିଭାଜନ ପରେ ମଧ୍ୟ ରାଜନନୈତିକ ଅସ୍ଥିରତା ଚରମ ସୀମାରେ ରହିଛି। କୌଣସି ବିଭାଗ ନ ପାଇ କ୍ରୋଧିତ ଏନସିପି ନେତା ଛଗନ ଭୁଜବଲ ସୋମବାର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କୁ ଭେଟିଛନ୍ତି। ବୈଠକ ପରେ ତାଙ୍କର ପରବର୍ତ୍ତୀ ପଦକ୍ଷେପ ବିଷୟରେ ଖୁବ୍ ଆଲୋଚନା ହେଉଛି।…
ସଂସଦରେ ଠେଲାପେଲା ଘଟଣାର ତଦନ୍ତ କରିବ କ୍ରାଇମ୍ବ୍ରାଞ୍ଚ
ସଂସଦରେ ଠେଲାପେଲା ଘଟଣାକୁ ନେଇ ସଂସଦରୁ, ପାନ ଦୋକାନ ଚର୍ଚା ହେଉଛି । କିଏ କାହାକୁ ଠେଲିଲା ତାହା ଯେତିକି ଆଲୋଚନା ହେଉନାହିଁ ତାଠୁ ବେଶୀ ଆଲୋଚନା ହେଉଛି ରାହୁଲ ଗାନ୍ଧୀଙ୍କ ଆଚରଣ । ସାଂସଦ ପ୍ରତାପ ଷଡ଼ଙ୍ଗୀ ପଡ଼ିଯିବା ପରେ ସେ କହିଲେ ଯିଏ ଯେମିତି କରିଛି ସେମିତି ଫଳ ପାଇବ । ଏହି ଭିଡିଓ…
ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ଆକ୍ରମଣ ପ୍ରତିବାଦରେ ବିଜେପି ଯୁବମୋର୍ଚ୍ଚାର ବିକ୍ଷୋଭ
ବିଜେପିର ବରିଷ୍ଠ ନେତା ବାଲେଶ୍ୱର ଲୋକସଭାର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ କଂଗ୍ରେସର ତଥାକଥିତ ବା ସ୍ୱଘୋଷିତ ଯୁବନେତା ରାହୁଲ ଗାନ୍ଧୀ ସଂସଦ ସମ୍ମୁଖରେ ଆକ୍ରମଣ କରି ମୁଣ୍ଡ ଫଟେଇ ଲହୁଲୁହାଣ କରିଛନ୍ତି। ଏହା ଅତ୍ୟନ୍ତ ନିନ୍ଦନୀୟ। ଏପରି ହିଂସ୍ର…
୫ ଦିନିଆ ଗସ୍ତରେ ଦିଲ୍ଲୀ ଓ ରାଜସ୍ଥାନ ଯିବେ ମୁଖ୍ୟମନ୍ତ୍ରୀ
ଆସନ୍ତାକାଲି ଠାରୁ ୫ ଦିନିଆ ଗସ୍ତରେ ଦିଲ୍ଲୀ ଓ ରାଜସ୍ଥାନ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ତେବେ କାଲିଠୁ ୨୧ ଯାଏ ରାଜସ୍ଥାନରେ ରହିବେ। ପରେ ଦିଲ୍ଲୀରେ ୫୫ତମ ଜିଏସ୍ଟି ବୈଠକରେ ଯୋଗ ଦେବେ।
ଫଡନାଭିସ କ୍ୟାବିନେଟ ସମ୍ପ୍ରସାରଣ , ଶପଥ ନେଲେ ମନ୍ତ୍ରୀ
ରବିବାର ଫଡନାଭିସ କ୍ୟାବିନେଟ ସମ୍ପ୍ରସାରଣ କରାଯାଇଥିଲା । ବିଜେପି, ଏନସିପି ଓ ଶିବସେନାର ବିଧାୟକମାନେ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସ, ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଓ ଅଜିତ ପାଓ୍ବାରଙ୍କ ଉପସ୍ଥିତିରେ ରାଜ୍ୟପାଳ ସିପି ରାଧାକୃଷ୍ଣନ ମନ୍ତ୍ରୀମାନଙ୍କୁ…
ମହାନଦୀ ଓଡ଼ିଶାରେ ଲୀନ ହେଇଯିବ – ପ୍ରସନ୍ନ ଆଚାର୍ଯ୍ୟ
ମହାନଦୀକୁ ନେଇ ସାଙ୍ଘାତିକ ବୟାନ ଦେଇଛନ୍ତି ବିଜେଡି ନେତା ପ୍ରସନ୍ନା ଆଚାର୍ଯ୍ୟ । ଗତକାଲି ଟ୍ରିବ୍ୟୁନାଲର ଅଧ୍ୟକ୍ଷ ନିଯୁକ୍ତ ହେବା ପରେ ମହାନଦୀ ଓଡ଼ିଶାରେ ଲୀନ ହେଇଯିବ ବୋଲି କହିଛନ୍ତି ପ୍ରସନ୍ନ ଆଚାର୍ଯ୍ୟ । ସେ କହିଛନ୍ତି ଟ୍ରିବ୍ୟୁନାଲ ପରିବର୍ତ୍ତନ ହେବା ଯୋଗୁଁ ପୁଣି ମୂଳରୁ ଶୁଣାଣି…
ଲାଲ କୃଷ୍ଣ ଆଡଭାନୀ ଆପୋଲୋ ହସ୍ପିଟାଲରେ ଭର୍ତ୍ତି
ଅସୁସ୍ଥ ହୋଇ ଚିକିତ୍ସିତ ହେଉଛନ୍ତି ଆଡ଼ଭାନୀ । ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି ବିଜେପି ନେତା ଲାଲକୃଷ୍ଣ ଆଡଭାନୀ। ଗତକାଲି ବିଳମ୍ବିତ ରାତିରେ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହେବା ପରେ ବିଜେପି ନେତା ଲାଲ କୃଷ୍ଣ ଆଡଭାନୀଙ୍କୁ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗତ ମାସରେ…