Trending
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
Browsing Category
Politics
All politics-related news information will be uploaded here in daily besis
ଅରିନ୍ଦମ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ
ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଏବଂ ଅତିରିକ୍ତ ସଚିବ ନିଯୁକ୍ତି ପାଇଛନ୍ତି । କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ମିଳିଛି । ସେହିପରି ଜଗତସିଂହପୁର ଜିଲ୍ଲାପାଳ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ…
ବିଧାୟକଙ୍କୁ ଦାୟିତ୍ୱ ବାଣ୍ଟିଛନ୍ତି ନବୀନ
ବିଧାନସଭାର ମୌସୁମୀ ଅଧିବେଶନରେ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବେ ବିରୋଧୀ । ସରକାରଙ୍କ ବିଭିନ୍ନ ବିଭାଗ ଉପରେ ନଜର ରଖିବାକୁ ଦାୟିତ୍ୱ ବାଣ୍ଟିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ବିଧାନସଭାରେ ଦୃଢ଼ ତଥା ସକ୍ରିୟ ବିରୋଧୀ ଦଳ ଭାବରେ ଦାୟିତ୍ୱ ନିର୍ବାହ ପାଇଁ ନବୀନ ପଟନାୟକଙ୍କ…
ଓଡିଶା ଆସିବେ ଜେପି ନଡ୍ଡା
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଓଡିଶା ଗସ୍ତରେ ଆସି ସେ ରାଜ୍ୟ ବିଜେପିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେବା ନେଇ ସୂଚନା ମିଳିଛି । ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟ ବିଜେପିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ବସିବାକୁ ଅଛି । ଏହି ବୈଠକରେ…
ନବୀନଙ୍କ ନାମରେ ଏତଲା
ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନାମରେ ନିଖିଳ ଓଡ଼ିଶା ଠିକାଦାର ମହାସଂଘ ଆସନ୍ତା ୧୮ ତାରିଖ ଦିନ ମଞ୍ଚେଶ୍ବର ଥାନାରେ ଏତଲା ଦେବ। କେବଳ ନବୀନ ନୁହନ୍ତି, ତତ୍କାଳୀନ ମନ୍ତ୍ରୀ ଓ ସଚିବଙ୍କୁ ମିଶାଇ ମୋଟ୍ ୮ ଜଣଙ୍କ ନାମରେ ମିଥ୍ୟା ପ୍ରତିଶ୍ରୁତି ଓ ପ୍ରତାରଣା…
ଆନ୍ଧ୍ରପ୍ରଦେଶରେ ମହିଳାଙ୍କ ପାଇଁ ମାଗଣା ବସ୍ ସେବା ଆରମ୍ଭ
ଆନ୍ଧ୍ରପ୍ରଦେଶରେ ମହିଳାଙ୍କ ପାଇଁ ମାଗଣା ବସ୍ ସେବା ଆରମ୍ଭ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଅଗଷ୍ଟ ୧୫ରୁ ମହିଳାଙ୍କ ପାଇଁ ରାଜ୍ୟ ଟ୍ରାନ୍ସପୋର୍ଟର ବସ୍ଗୁଡ଼ିକରେ ମାଗଣା ଯାତ୍ରା ଲାଗି ଘୋଷଣା କରିଛନ୍ତି।ରିପୋର୍ଟ ମୁତାବକ, ଏହି ଯୋଜନା ଆନ୍ଧ୍ରପ୍ରଦେଶ ରାଜ୍ୟ ସଡ଼କ…
ରାଜ୍ୟପାଳଙ୍କ ପୁଅକୁ ଗିରଫ ଦାବି
ରାଜଭବନ ସମ୍ମୁଖରେ କଂଗ୍ରେସ କର୍ମୀଙ୍କ ଧାରଣା ଓ ନାରାବାଜି । ଯୁବ ଓ ଛାତ୍ର କଂଗ୍ରେସର କର୍ମକର୍ତ୍ତାମାନେ ଆଜି ରାଜଭବନ ସମ୍ମୁଖରେ ରାଜ୍ୟପାଳଙ୍କ ପୁଅକୁ ଗିରଫ କରିବାକୁ ନାରାବାଜି କରିଛନ୍ତି । ରାଜ୍ୟପାଳଙ୍କ ପୁଅ ଲଳିତ କୁମାରଙ୍କ ନାଁରେ ଥାନାରେ ଏତଲା ଦେବା ପରେ କାହିଁକି ତାଙ୍କୁ ଗିରଫ…
ରାଗିଲେ ଲେଖାଶ୍ରୀ କହିଲେ!
ଏଏସ୍ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ଼ ମାରିବା ଘଟଣାରେ ବିଜେଡି ରାଜ୍ୟ ସରକାରଙ୍କୁ ଘେରିଛି। ମଙ୍ଗଳବାର ଲେଖାଶ୍ରୀ ସାମନ୍ତସିଂହାର ଖବରଦାତା ସମ୍ମିଳନୀ କରି ରାଜ୍ୟସରକାରଙ୍କୁ ଘେରିବା ସହିତ ସିଧାସଳଖ ଓଡ଼ିଆ ଅସ୍ମିତା ପ୍ରସଙ୍ଗ ଉଠାଇଛନ୍ତି। ସେ ରାଜ୍ୟପାଳଙ୍କ ପୁଅଙ୍କୁ ତୁରନ୍ତ ଗିରଫ…
ସଂଖ୍ୟାଗରିଷ୍ଠତା ରାଜ୍ୟସଭାରେ ହରାଇଲା
ରାଜ୍ୟସଭାରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ସଂଖ୍ୟାଗରିଷ୍ଠତା ହରାଇବା ସହିତ ବିଜେପି ସାଂସଦଙ୍କ ସଂଖ୍ୟା ୮୬କୁ ହ୍ରାସ ପାଇଛି । ରାଜ୍ୟସଭାକୁ ମନୋନୀତ ହୋଇଥିବା ବିଜେପିର ୪ ସାଂସଦଙ୍କ କାର୍ଯ୍ୟକାଳ ସମାପ୍ତ ହେବା ପରେ ସେମାନେ ଅବସର ଗ୍ରହଣ କରିଛନ୍ତି । ଖାଲି ପଡ଼ିଥିବା ଆସନ ପାଇଁ…
ଆଇପିଏସ କୁଟ୍ଟେଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର
ଆଇପିଏସ ଡିଏସ କୁଟ୍ଟେଙ୍କୁ ରାଜ୍ୟ ଗୃହ ବିଭାଗ ଓଏସଡି ଭାବେ ନିଯୁକ୍ତି ମିଳିଛି। ଏନେଇ ଗୃହ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନିଲମ୍ବନ ଉଠିବା ପରେ କୁଟ୍ଟେଙ୍କୁ ନିଯୁକ୍ତି ଦେଇଛନ୍ତି ସରକାର।ନିର୍ବାଚନ ସମୟରେ କୁଟ୍ଟେଙ୍କୁ ନିଲମ୍ବିତ କରାଯାଇଥିଲା। ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ…
ପପୁ ଯାଦବ କଂଗ୍ରେସକୁ କାହିଁକି ସତର୍କ କରାଇଲେ?
ଆସନ୍ତା ବର୍ଷ ବିହାରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ସମସ୍ତ ରାଜନୈତିକ ଦଳ ଏ ସମ୍ପର୍କରେ ସେମାନଙ୍କର ପ୍ରସ୍ତୁତିକୁ ଜୋରଦାର କରିଛନ୍ତି। ୨୦୨୪ ଲୋକସଭା ନିର୍ବାଚନରେ ଇଣ୍ଡିଆ ଆଲାଇନ୍ସ ବିହାରରେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୋଇଥିଲା ଏବଂ ଏନଡିଏ ଏହାର ବିଜୟ ବଜାୟ ରଖିଥିଲା।…