Trending
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
Browsing Category
Politics
All politics-related news information will be uploaded here in daily besis
ଆସନ୍ତାକାଲିର ସଭା ଭାରତ ଇତିହାସରେ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇରହିବ : ମନମୋହନ ସାମଲ
ଆସନ୍ତାକାଲି ୨୦ ଜୁନ୍ରେ ଦେଶର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଓ ଭାରତବର୍ଷର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ବିଜେପି ସରକାରଙ୍କ ୨ ବର୍ଷ ପୂର୍ତି କାର୍ଯ୍ୟକ୍ରମରେ ଯୋଗଦେବାକୁ ମୟୁରଭଞ୍ଜ ଜିଲ୍ଲା ଗସ୍ତରେ ଆସୁଛନ୍ତି । ଉଭୟେ ରାଇରଙ୍ଗପୁରଠାରେ…
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ନିଜ ଜନ୍ମମାଟି ରାଇରଙ୍ଗପୁରରେ ପହଞ୍ଚିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ…
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି କ୍ରମରେ ରାଷ୍ଟ୍ରପତି ପ୍ରଥମେ ନିଜ ଜନ୍ମମାଟି ରାଇରଙ୍ଗପୁରରେ ପହଞ୍ଚିଛନ୍ତି। ଅବଶ୍ୟ ପ୍ରତିକୂଳ ପାଗ ଯୋଗୁ ଏଠାରେ ପହଞ୍ଚିବାରେ ବିଳମ୍ବ ହୋଇଥିଲା। ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ପଶ୍ଚିମବଙ୍ଗର…
ନ୍ୟାୟ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରାପଡା ଜିଲ୍ଲାର ତିଖିରି ଗ୍ରାମ ପଞ୍ଚାୟତ ସରପଞ୍ଚ ଚାମେଲି ,
କେନ୍ଦ୍ରାପଡା ଜିଲ୍ଲାର ତିଖିରି ଗ୍ରାମ ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କ ଗିରଫ ଏବଂ ପୋଲିସ ନିର୍ଯାତନା ଘଟଣା ଏବେ ଓଡ଼ିଶା ହାଇକୋର୍ଟରେ ପହଞ୍ଚିଛି । ଚାମେଲି ଓଝାଙ୍କୁ ମିଥ୍ୟା ମାମଲାରେ ଫସାଇ ଗିରଫ କରାଯାଇଥିବା ଓ ଥାନାରେ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ନେଇ ସାମାଜିକ ସଂଗଠନ ‘ଭାରତୀୟ…
ବିଧାନସଭା ନିର୍ବାଚନର ଫଳାଫଳକୁ ଚ୍ୟାଲେଞ୍ଜ କରି କୋଲକାତା ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେTMC ମୁଖ୍ୟ ତଥା ପୂର୍ବତନ…
ପଶ୍ଚିମବଙ୍ଗ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ତୃଣମୂଳ କଂଗ୍ରେସ (TMC) ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିକଟରେ ଶେଷ ହୋଇଥିବା ବିଧାନସଭା ନିର୍ବାଚନର ଫଳାଫଳକୁ ଚ୍ୟାଲେଞ୍ଜ କରି କୋଲକାତା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଭବାନୀପୁର ବିଧାନସଭା ଆସନରୁ…
ଏବେ ମୁଣ୍ଡପିଛା ୧୦ କେଜି ଚାଉଳ ମିଳିବ
ରାଜ୍ୟର ଗରିବ, ଅସହାୟମାନଙ୍କୁ ଏବେ ମୁଣ୍ଡପିଛା ୧୦ କେଜି ଚାଉଳ ମିଳିବ। ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଏଭଳି ବଡ଼ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ। ଏଥିପାଇଁ ‘ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା’ର ଶୁଭାରମ୍ଭ କରାଯାଇଛି। ଏହି ଯୋଜନାରେ ରାସନ କାର୍ଡଧାରୀ…
୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି। ରାଜ୍ୟର ପର୍ଯ୍ୟଟନ, ଭିତ୍ତିଭୂମି ବିକାଶ, ରାଜସ୍ୱ ପ୍ରଶାସନ ଓ ଜଳସମ୍ପଦ କ୍ଷେତ୍ରରେ ଏହି ପ୍ରସ୍ତାବଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ…
ନିର୍ଦ୍ଵନ୍ଦ୍ଵରେ ରାଜ୍ୟସଭାକୁ ନିର୍ବାଚିତ ହେଲେ ଦେବାଶିଷ ସାମନ୍ତରାୟ
ନିକଟରେ ବିଜେଡି ଛାଡ଼ି ବିଜେପିରେ ମିଶିଥିବା ବରିଷ୍ଠ ନେତା ଦେବାଶିଷ ସାମନ୍ତରାୟ ନିର୍ଦ୍ଵନ୍ଦ୍ଵରେ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି। ବିଜେପି ପ୍ରାର୍ଥୀ ଭାବେ ସେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ ହୋଇଛନ୍ତି। ଜୁନ ୫ରେ ବିଜେପିର ପ୍ରାର୍ଥୀ ଭାବେ ଦେବାଶିଷ ନାମାଙ୍କନ ପତ୍ର ଦାଖଲ କରିଥିଲେ।…
ଆଇଏଏସ୍ ଅଧିକାରୀ ସୁଜାତା ଆର୍. କାର୍ତ୍ତିକେୟନ ବିଜେଡିରେ ଯୋଗଦାନ ପ୍ରାୟ ନିଶ୍ଚିତ – ବରିଷ୍ଠ ନେତା ମନ୍ମଥ…
ବିଜୁ ଜନତା ଦଳ ରେ ଖୁବ୍ଶୀଘ୍ର ପୂର୍ବତନ ଆଇଏଏସ୍ ଅଧିକାରୀ ସୁଜାତା ଆର୍. କାର୍ତ୍ତିକେୟନ (ପାଣ୍ଡିଆନ) ଯୋଗଦେବେ ବୋଲି ଦଳର ବରିଷ୍ଠ ନେତା ମନ୍ମଥ ରାଉତରାୟ ଏକ ବଡ଼ ଏବଂ ବିସ୍ଫୋରକ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ କରିଛନ୍ତି ଯେ, ସୁଜାତାଙ୍କ ବିଜେଡିରେ ଯୋଗଦାନ ପ୍ରାୟ ନିଶ୍ଚିତ ଏବଂ ଏହା “ଶତ…
ଦଳର ବିପର୍ଯ୍ୟସ୍ଥ ଅବସ୍ଥା ସମୟରେ ଦିଲ୍ଲୀରେ ସୋନିଆ ଗାନ୍ଧୀଙ୍କୁ ଭେଟିଲେ ଟିଏମସି ସୁପ୍ରିମୋ ମମତା ବାନାର୍ଜୀ
ଦଳର ବିପର୍ଯ୍ୟସ୍ଥ ଅବସ୍ଥା ସମୟରେ ଦିଲ୍ଲୀରେ ସୋନିଆ ଗାନ୍ଧୀଙ୍କୁ ଭେଟିଲେ ଟିଏମସି ସୁପ୍ରିମୋ ମମତା ବାନାର୍ଜୀ। ମଙ୍ଗଳବାର ଦିଲ୍ଲୀରେ ସୋନିଆଙ୍କ ବାସଭବନରେ ହୋଇଥିବା ବୈଠକରେ, ଦୁଇ ନେତ୍ରୀ ଇଣ୍ଡି ମେଣ୍ଟ ବୈଠକ ପରେ କଂଗ୍ରେସ ଏବଂ ତୃଣମୂଳ କଂଗ୍ରେସ ମଧ୍ୟରେ ସମନ୍ୱୟ ରକ୍ଷା କରି ରଣନୀତି…
ଚର୍ଚ୍ଚାରେ ଥିବା ଖାନ୍ ସାରଙ୍କ ବିରୋଧରେ ୨ କୋଟି ଟଙ୍କାର ମାନହାନି ମାମଲା ରୁଜୁ କଲେ ନ୍ୟୁଜ୍ ଆଙ୍କର ଅଞ୍ଜନା ଓମ୍…
ଏବେ ସାରା ଦେଶରେ ଚର୍ଚ୍ଚାରେ ଥିବା ଖାନ୍ ସାରଙ୍କ ବିରୋଧରେ ଜଣାଶୁଣା ନ୍ୟୁଜ୍ ଆଙ୍କର ଅଞ୍ଜନା ଓମ୍ କଶ୍ୟପଙ୍କ ମକଦ୍ଦମା । ଜଣାଶୁଣା ବରିଷ୍ଠ ସାମ୍ବାଦିକା ଅଞ୍ଜନା ଓମ୍ କଶ୍ୟପ୍ ଏବଂ ଟିଭି ଟୁଡେ ନେଟୱର୍କ (ଆଜ୍ ତକ୍ ) ପକ୍ଷରୁ ଲୋକପ୍ରିୟ ୟୁଟ୍ୟୁବର ତଥା ଶିକ୍ଷକ ‘ଖାନ୍ ସାର୍’ ଓରଫ ଫୈଜଲ୍…