Browsing Category

Politics

All politics-related news information will be uploaded here in daily besis

ରାଇରଙ୍ଗପୁର ବିଜେଡିର ପ୍ରଚାର ,ଭୋଟ୍ ମାଗିଲେ ମୁଖ୍ୟମନ୍ତ୍ରୀ ଓ ଭିକେ ପାଣ୍ଡିଆନ୍

ରାଇରଙ୍ଗପୁରରେ ବିଜେଡିର ପ୍ରଚାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେଡିର ଦୁଇ ନମ୍ବର ଷ୍ଟାର ପ୍ରଚାରକ ଭିକେ ପାଣ୍ଡିଆନ୍ ରାଇରଙ୍ଗପୁରରେ ପ୍ରଚାର କରିଛନ୍ତି । ଭିକେ ପାଣ୍ଡିଆନ୍ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ବିଶାଳ ହୃଦୟରେ ସବୁଠୁ ଭଲ ଜାଗାରେ ଆଦିବାସୀ ଭାଇ ଭଉଣୀମାନଙ୍କୁ…

୨୫ରେ ଓଡ଼ିଶା ଆସିବେ ସ୍ମୃତି ଇରାନୀ

ପାରାଦୀପ ନିର୍ବାଚନମଣ୍ଡଳୀରେ ଭାଜପା ତା’ର ସ୍ଥିତିକୁ ସୁଦୃଢ କରୁଥିବା ବେଳେ ଭିନ୍ନ ଦଳରୁ ଭିନ୍ନ ଦଳରୁ ବହୁ ସମର୍ଥକ ଭାଜପାରେ ସାମିଲ ହୋଇଛନ୍ତି। ଏହି ନୂତନ ସଦସ୍ୟ ଏବେ ଉତ୍ସାହିତ ଥିବା ବେଳେ ଦଳରେ ଯୋଶ ଭରିବାକୁ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ଅସନ୍ତା ୨୫ ତାରିଖ (ଶନିବାର) ସକାଳ ୯ଟାରେ…

ଆସନ୍ତାକାଲି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ

ଆସନ୍ତାକାଲି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ । ରାଜ୍ୟର ୬ ଲୋକସଭା ଆସନ ଓ ୪୨ ବିଧାନସଭା ଆସନରେ ବଡ଼ ବଡ଼ ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର । ସମ୍ବଲପୁର, ଭୁବନେଶ୍ୱର, କଟକ, କେନ୍ଦୁଝର, ଢେଙ୍କାନାଳ ଓ ପୁରୀ ଭଳି ହାଇପ୍ରୋଫାଇଲ ଆସନରେ ଭୋଟ୍ ପଡିବାକୁ ଯାଉଛି । ଯାହା ବଡ ବଡ…

ଚତୁର୍ଥ ପର୍ଯ୍ୟାୟରେ ୩୪୯ ପ୍ରାର୍ଥୀ ,ଶୁଭାସିନୀ ଜେନା ସବୁଠୁ ଧନୀ ପ୍ରାର୍ଥୀ ।

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ରହିଛନ୍ତି ୩୪୯ପ୍ରାର୍ଥୀ । ଏମାନଙ୍କ ମଧ୍ୟରୁ ୮୮ଜଣଙ୍କ ନାରେ ରହିଛି ଜଘନ୍ୟ ଅପରାଧିକ ମାମଲା । ୧୭ଜଣ ପ୍ରାର୍ଥୀଙ୍କ ନାରେ ହତ୍ୟା ଉଦ୍ୟମ ମାମଲା ରହିଥିବା ବେଳେ ୨ଜଣଙ୍କ ନାରେ ଦୁଷ୍କର୍ମ ମାମଲା ରହିଛି । ସେହିପରି ୩୪୯ପ୍ରାର୍ଥୀଙ୍କ ମଧ୍ୟରୁ ୧୨୧ଜଣ କୋଟିପତି…

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରସ୍ତୁତି ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସାମ୍ବାଦିକ ସମ୍ମିଳନୀ

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ସନ୍ଧ୍ୟାରେ ପ୍ରଚାର ସରୁଛି । ସନ୍ଧ୍ୟା ୬ଟାରେ ପ୍ରଚାର ଶେଷ ହେବ।  ତୃତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରସ୍ତୁତି ପାଇଁ ସିଇଓ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ବୁଥ ଗୁଡିକ ସନ୍ଧ୍ୟା ପର୍ଯ୍ୟନ୍ତ ଖୋଲା ରହିବା ସହ ଶାନ୍ତିଶୃଙ୍ଖଳାରେ ମତଦାନ…

ବିଜେପି ବାହାରୁ ବଡ ବଡ ନେତାଙ୍କୁ ଆଣି ମୁଖ୍ୟମନ୍ତ୍ରୀଙ୍କୁ ଅସମ୍ମାନ କରୁଛନ୍ତି – ଭି.କେ ପାଣ୍ଡିଆନ୍

ନିମାପଡାପେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ବିଜେଡିର ଷ୍ଟାର୍ ପ୍ରଚାରକ ଭି.କେ ପାଣ୍ଡିଆନ୍ । ସଭାମଞ୍ଚରୁ ବିରୋଧୀଙ୍କୁ କଲେ ଟାର୍ଗେଟ୍ । କହିଲେ, ଏତେ ବଡ ଜନ ସମୁଦ୍ର ଦେଖି ବିରୋଧୀଙ୍କ ନିଦ ହଜିଯାଇଥିବ । ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତା ଦେଖି ବିରୋଧୀଙ୍କ ମୁଣ୍ଡ କାମ କରୁନି ।…

ବାଣପୁରରୁ ବିଜେଡିକୁ ବାଣ ମାରିଲେ ଯୋଗୀ ଆଦିତ୍ୟନାଥ

ବାଣପୁରରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପ୍ରଚାର । ବିଶାଳ ଜନସଭାକୁ ସମ୍ବୋଧିତ କରି ଯୋଗୀ ଆଦିତ୍ୟନାଥ କହିଛନ୍ତି, ପୁରୀ ବିନା ଭାରତର ସନାତନ ପରମ୍ପରାର କଳ୍ପନା କରାଯାଇପାରିବ ନାହିଁ । ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଆଣି ଜମି ମାଫିଆ, ବାଲି ମାଫିଆ, ଜଙ୍ଗଲ ମାଫିଆଙ୍କୁ…

୩ୟ ପର୍ଯ୍ୟାୟ ମତଦାନ ପାଇଁ ଆଜି ସରିବ ପ୍ରଚାର

ଓଡ଼ିଶାର ତୃତୀୟ ପର୍ଯ୍ୟାୟ ଏବଂ ସାମଗ୍ରିକ ଭାବେ ଦେଶର ଷଷ୍ଠ ପର୍ଯ୍ୟାୟ ମତଦାନ ମେ’ ୨୫ରେ ଅନୁଷ୍ଠିତ ହେବ। ପ୍ରାର୍ଥୀମାନେ ଜୋରଦାର ପ୍ରଚାର କରୁଥିବା ବେଳେ ଆଜି (ଗୁରୁବାର) ସନ୍ଧ୍ୟା ୫ଟାରେ ପ୍ରଚାର ସରିବ। ଏହି ପର୍ଯ୍ୟାୟରେ ପୁରୀ, ଭୁବନେଶ୍ବର, କଟକ, କେନ୍ଦୁଝର, ସମ୍ବଲପୁର ଏବଂ ଢେଙ୍କାନାଳ…

ଆଜି ପୁଣିଥରେ ରାଜଧାନୀରେ ରୋଡ ସୋ’କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ରାଜ୍ୟରେ ଆଉ ଦୁଇଟି ପର୍ଯ୍ୟାୟ ମତଦାନ ବାକି ରହିଛି । ଚତୁର୍ଥ ପର୍ଯ୍ୟାୟ ମତଦାନ ୨୫ ତାରିଖ ଶନିବାର ଅନୁଷ୍ଠିତ ହେବ । ଏହାରି ଭିତରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣିଥରେ ରାଜଧାନୀରେ ରୋଡ ସୋ’ କରିଛନ୍ତି । ରେଣ୍ଟାଲ କଲୋନୀ ଓମଫେଡ୍ ଛଳରୁ ଏହି ରୋଡ ସୋ’ ଆରମ୍ଭ ହୋଇଛି । ଏହି ରୋଡ…

୨୯ରେ ବାଲେଶ୍ୱର ଓ କେନ୍ଦ୍ରାପଡାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ମୋଦୀ

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପୁଣିଥରେ କର୍ମୀଙ୍କ ମନରେ ଜୋଶ ଭରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ ।  ଆସନ୍ତା ୨୯ ତାରିଖରେ ପ୍ରଧାନମନ୍ତ୍ରୀ ମୋଦୀ ଓଡ଼ିଶା ଆସିବେ । ପ୍ରଥମେ ବାଲେଶ୍ୱର ଓ ପରେ କେନ୍ଦ୍ରାପଡା ସଂସଦୀୟ କ୍ଷେତ୍ରରେ ସମାବେଶ କରିବେ । ଚଳିତ…