Browsing Category

Politics

All politics-related news information will be uploaded here in daily besis

ଦ୍ୱିତୀୟ ଥର ପାଇଁ ରୋଡ ସୋ’ କରିଛନ୍ତି ନବୀନ

ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜଧାନୀରେ ରୋଡ ସୋ’ କରିଛନ୍ତି । ହଜାର ହଜାର ସମର୍ଥକଙ୍କ ଗହଣରେ ନବୀନ ପଟ୍ଟନାୟକ ରାଜଧାନୀର ପଳାଶପଲ୍ଲୀରୁ ରୋଡ ସୋ’ ଆରମ୍ଭ କରିଛନ୍ତି । ଭୁବନେଶ୍ୱର ଲୋକସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ ଓ ସ୍ଥାନୀୟ ବିଧାୟକ…

୩ଟା ସୁଦ୍ଧା ୪୮.୯୫ ପ୍ରତିଶତ ମତଦାନ

ରାଜ୍ୟରେ ଅପରାହ୍ଣ ୩ଟା ସୁଦ୍ଧା ୪୮.୯୫ ପ୍ରତିଶତ ମତଦାନ ହୋଇଛି । ବରଗଡରେ ସର୍ବାଧିକ ୫୩.୮୮ ପ୍ରତିଶତ ମତଦାନ ହୋଇଥିବା ବେଳେ ୪୬.୨୩ ପ୍ରତିଶତ ସହ ଆସ୍କାରେ ସବୁଠୁ କମ ଭୋଟିଂ ହୋଇଛି । ସୁନ୍ଦରଗଡରେ ୪୮.୯୬ ପ୍ରତିଶତ, କନ୍ଧମାଳ ୪୮.୯୩ ପ୍ରତିଶତ, ବଲାଙ୍ଗୀରରେ ୪୬.୯୬ ପ୍ରତିଶତ ମତଦାନ ହୋଇଛି ।…

ନିର୍ବାଚନ ସମୟରେ ହତ୍ୟାକାଣ୍ଡ ,ଦୁଇ ଗୋଷ୍ଠୀ ମଧ୍ୟରେ ବଚସା , ଭୁଜାଲି ମାଡରେ ଜଣେ ମୃତ

ସାଧାରଣ ନିର୍ବାଚନ ସମୟରେ ଘଟିଛି ହତ୍ୟାକାଣ୍ଡ । ବରଗଡ ନିକଟ ସଦର ଥାନା ଅନ୍ତର୍ଗତ ସରସରା ଗାଁ ଘଟଣା ସାରା ଜିଲ୍ଲାରେ ଚାଞ୍ଚଲ୍ୟ ଖେଳାଇଦେଇଛି । ବୁଥରେ ଦୁଇ ଗୋଷ୍ଠୀ ମଧ୍ୟରେ ବଚସାରୁ ଜଣେ ଅଟୋ ଡ୍ରାଇଭରକୁ ଏକ ଗୋଷ୍ଠୀ ଭୁଜାଲି ଆକ୍ରମଣ କରି ହତ୍ୟା କରିଛନ୍ତି । ମୃତକଙ୍କ ନାଁ ବିଶ୍ୱନାଥ ମେହେର…

ଓଡ଼ିଶାରେ ପ୍ରଥମଥର ଡବଲ ଇଞ୍ଜିନ ସରକାର ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

ଅନୁଗୋଳ ସଭାରେ ସମ୍ବୋଧିତ କରି ଓଡ଼ିଶାରେ ପ୍ରଥମଥର ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଯାଉଥିବା ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଜେଡି ସରକାରରେ ଓଡ଼ିଶା ବରବାଦ ହୋଇଯାଇଥିଲା ବେଳେ କେବେଳ ଓଡ଼ିଶମାଟିର ପୁଅ ହିଁ ବିକାଶ କରିପାରିବ ବୋଲ ସେ କହିଛନ୍ତି।…

ଆଜି ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ , ଫୋକସରେ ମୁଖ୍ୟମନ୍ତ୍ରୀ ଲଢୁଥିବା ୨ ଆସନ

ଆଜି ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ୫ ଲୋକସଭା ଏବଂ ୩୫ ବିଧାନସଭା ଆସନ ପାଇଁ ନେତା ବାଛିବେ ଜନତା । ମୋଟ୍ ୯୧୪୮ଟି ମତଦାନ କେନ୍ଦ୍ରରେ ୭୯ ହଜାରରୁ ଅଧିକ ମତଦାତା ସେମାନଙ୍କର ପସନ୍ଦର ନେତା ବାଛିବେ । ଦ୍ୱିତୀୟ ପର୍ଯ୍ୟାୟରେ ମୋଟ୍ ୩୦୫ଜଣ ପ୍ରାର୍ଥୀ ମୈଦାନରେ ଅଛନ୍ତି । ୫ଟି ଲୋକସଭା…

ଦିନ ୧୧ଟା ସୁଦ୍ଧା ୨୧.୦୭% ଭୋଟିଙ୍ଗ

ଆଜି ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଦେଉଛି ଓଡିଶା ।ଏଥିପାଇଁ ଭୋଟରଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି ।  ଦିନ ୧୧ଟା ସୁଦ୍ଧା ୨୧.୦୭% ଭୋଟିଙ୍ଗ । ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ମୁତାବକ, ଝାରସୁଗୁଡାରେ ସର୍ବାଧିକ ୨୫.୩୨ ପ୍ରତିଶତ ମତଦାନ ହୋଇଥିବାବେଳେ ବଲାଙ୍ଗୀରରେ ସର୍ବନିମ୍ନ ମତଦାନ…

ପୁରୀରେ ପ୍ରଧାନମନ୍ତ୍ରୀଙ୍କ ଶୋ’ ଆରମ୍ଭ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ପୁରୀରେ ପହଞ୍ଚି ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ବଡ଼ଦାଣ୍ଡରୁ ରୋଡ୍‌ ଶୋ’ ଆରମ୍ଭ କରିଛନ୍ତି। ଏହି ରୋଡ୍‌ ଶୋ’ରେ ହଜାର ହଜାର ଲୋକ ସାମିଲ ହୋଇଛନ୍ତି। ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ରବିବାର…

ନେତା ବାଛିବ ଓଡ଼ିଶା

ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ହେବ। ବରଗଡ଼, ବଲାଙ୍ଗୀର, କନ୍ଧମାଳ, ଆସ୍କା ଓ ସୁନ୍ଦରଗଡ଼ ସଂସଦୀୟ କ୍ଷେତ୍ର ସମେତ ଏହା ଅଧୀନସ୍ଥ ୩୫ଟି ବିଧାନସଭା ଆସନରେ ଥିବା ୭୯,୬୯,୮୮୭ଜଣ ଜଣ ମତଦାତା ସେମାନଙ୍କର ପସନ୍ଦ୍‌ର ନେତା ବାଛିବେ। ନିର୍ବାଚନ ମଇଦାନରେ ମୋଟ୍ ୪୦ଟି ଆସନ ପାଇଁ…

ଓଡ଼ିଶାରେ ନରେନ୍ଦ୍ର ମୋଦୀ , ଭୁବନେଶ୍ୱର ରାଜ୍ୟ ବିଜେପି କାର୍ଯ୍ୟାଳୟରେ ନିର୍ବାଚନ ସ୍ଥିତି ସମୀକ୍ଷା କରିବେ

ଓଡ଼ିଶାରେ ପହଂଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଭୁନେଶ୍ୱରରେ ପହଂଚିବା ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟ ପହଂଚିଛନ୍ତି । ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ଦଳୀୟ କର୍ମକର୍ତାଙ୍କ ସହ ସମୀକ୍ଷା ବୈଠକରେ ସାମିଲ ହୋଇଛନ୍ତି । ବୈଠକ…

ଆସନ୍ତାକାଲି ଓଡିଶାରେ ଅନୁଷ୍ଠିତ ହେବ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ,ଆଇନ ଶୃଙ୍ଖଳାକୁ ନେଇ ସୂଚନା ଦେଇଛନ୍ତି ଡିଜିପି

ଆସନ୍ତାକାଲି ଓଡିଶାରେ ଅନୁଷ୍ଠିତ ହେବ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ । ମତଦାନ ପୂର୍ବରୁ ଆଇନ ଶୃଙ୍ଖଳାକୁ ନେଇ ପ୍ରେସମିଟ କରି ସୂଚନା ଦେଇଛନ୍ତି ଡିଜିପି । ଆଇନଶୃଙ୍ଖଳା ଉପରେ ତୀକ୍ଷଣ ଦୃଷ୍ଟି ରଖିବା ସହ ହିଂସା ଉପରେ ଜିରୋ ଟଲେରେନ୍ସ ନୀତି ଅବଲମ୍ବନ କରାଯାଇଥିବା ଡିଜି ସୂଚନା ଦେଇଛନ୍ତି ।…