Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Politics
All politics-related news information will be uploaded here in daily besis
ଆସନ୍ତା ୧୬ ତାରିଖରେ ୭୮ ପୁରି ୭୯ ବର୍ଷ ବୟସରେ ପାଦ ଦେବେ ନବୀନ
ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପୂରିବ ୭୮ ବର୍ଷ । ଆସନ୍ତା ୧୬ ତାରିଖରେ ୭୮ ପୁରି ୭୯ ବର୍ଷ ବୟସରେ ପାଦ ଦେବେ ନବୀନ। ରକ୍ତ ଅଭାବରୁ ଯେପରି କୌଣସି ଜୀବନ ନ ଯାଏ, ସେଥିପାଇଁ ବ୍ୟାପକ ଭାବେ ରକ୍ତଦାନ ଶିବିର ଅନୁଷ୍ଠିତ କରିବାକୁ ବିଜେଡି ନେତା ଓ କର୍ମୀଙ୍କୁ ନିର୍ଦ୍ଦେଶ…
ସ୍ମାର୍ଟ ସିଟି ହେବ ସିଲଭର ସିଟି
କଟକ ସହର ସ୍ମାର୍ଟ ସିଟି ଭାବେ ପରିଚିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି କଟକକୁ ନୂଆ ରୂପ ଦିଆଯିବ । କଟକ ପୂଜା ମଣ୍ଡପରେ ମାଆଙ୍କୁ ଦର୍ଶନ କରିବା ବେଳେ ମୁଖ୍ୟମନ୍ତ୍ରୀ କହିଛନ୍ତି କଟକକୁ ସ୍ମାର୍ଟ ସିଟି କରିବା ଦିଗରେ ସରକାର ସଚେତନ ଅଛନ୍ତି। ଆଗାମୀ ଦିନରେ କେନ୍ଦ୍ର…
କେବେ ହରିୟାଣାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନାଏବ ସିଂ ସାଇନି ?
ହରିୟାଣାର ରାଜନୀତିକୁ ନେଇ ସାରା ଦେଶରେ ଚର୍ଚ୍ଚା ଲାଗି ରହିଛି । ଏହାକୁ ନେଇ କଂଗ୍ରେସକୁ ଟ୍ରୋଲ କରୁଛନ୍ତି ସାଧାରଣ ଜନତା । ଜିତୁ ଜିତୁ କିପରି ହାରିଲା କଂଗ୍ରେସ ତାକୁ ନେଇ ଚର୍ଚ୍ଚା ହେଉଛି । ତେବେ ମୁଖ୍ୟମନ୍ତ୍ରୀ ନାଏବ ସିଂ ସାଇନି ପୁଣିଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଏହା…
କଂଗ୍ରେସକୁ କଡ଼ା ଟାର୍ଗେଟ୍ କଲେ ଓଓ୍ବାଇସି
ହରିୟାଣା ବିଧାନସଭା ନିର୍ବାଚନର ଫଳାଫଳ ଆସିଛି। ହରିୟାଣାର ଲୋକମାନେ ବିଶ୍ୱାସ କରୁଥିଲେ ଯେ, ହରିୟାଣାରେ କଂଗ୍ରେସ ସରକାର ଗଠନ ହେବ, କିନ୍ତୁ ତାହା ହୋଇ ନ ଥିଲା। ଏହି ଫଳାଫଳଗୁଡିକ ସାମ୍ନାରେ, ସମସ୍ତ ଏକ୍ଜିଟ୍ ପୋଲ ଏକ ବିଫଳତା ବୋଲି ପ୍ରମାଣିତ ହୋଇଛି। ଏହି ସମୟରେ ନିର୍ବାଚନ ଫଳାଫଳକୁ ନେଇ…
ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ପରଲୋକ
ଗଞ୍ଜାମ ଜିଲ୍ଲା ପୋଲସରା ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ଆଜି ରାତିରେ ପରଲୋକ ଘଟିଛି। ଦୀର୍ଘଦିନ ଧରି ଅସୁସ୍ଥତା ହେତୁ ସେ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ତାଙ୍କ ମୃତ୍ୟୁ ଖବର ହେବା ପ୍ରଚାର ହେବା କ୍ଷଣି ପୋଲସରାରେ…
ବିଜେଡିରେ ସବୁ ଠିକ ଚାଲିନି, କାର୍ଯ୍ୟକ୍ରମରୁ କାହିଁକି ଦୂରେଇ ରହିଲେ ଅମର-ଅଶୋକ-ସୁନନ୍ଦା ?
ଯାଜପୁର:ଯାଜପୁର ନେତା କହୁଛନ୍ତି ଆମେ ଏକାଠି, ବବି କହିଲେ ଆମେ ଏକାଠି । କିନ୍ତୁ ବିଜେଡିର ଯାଜପୁର ଜିଲ୍ଲାସ୍ତରୀୟ ସଦସ୍ୟ ସଂଗ୍ରହ କାର୍ଯ୍ୟକ୍ରମରେ କିଛି ଠିକ୍ ଠାକ ନଥିବା ଦେଖାଯାଇଛି । କାରଣ ହେଉଛି ବିଜେଡିର କିଛି ତୁଙ୍ଗ ନେତାଙ୍କ କାର୍ଯ୍ୟକ୍ରମରେ ଅନୁପସ୍ଥିତିକୁ ନେଇ ଆଲୋଚନା ଦାଣ୍ଡରେ…
ନିର୍ବାଚନ ପୂର୍ବରୁ ଦିଲ୍ଲୀ ସରକାରଙ୍କ ନିଷ୍ପତ୍ତି
ଦିଲ୍ଲୀ ସରକାରଙ୍କ କ୍ୟାବିନେଟ ଆଜି ଏକ ବଡ ନିଷ୍ପତ୍ତି ନେଇଛି। ଆଉ ନୂଆ ନିଷ୍ପତ୍ତି ମୁତାବକ ବିଧାୟକ ପାଣ୍ଠି ୧୫ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି | ଏହା ପୂର୍ବରୁ ବିଧାୟକ ପାଣ୍ଠି ବାର୍ଷିକ ୧୦ କୋଟି ଟଙ୍କା ଥିଲା। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅତିଶି ଏହି ସୂଚନା ଦେଇଛନ୍ତି। ଏହି ନିଷ୍ପତ୍ତି…
କାଶ୍ମୀରରେ ବିଜେପି ଜିତିଲା କି ହାରିଲା?
ନୂଆଦିଲ୍ଲୀ: ବିଜେପି ନେତା କହୁଛନ୍ତି କାଶ୍ମୀରରେ ସେମାନେ ଜିତିଛନ୍ତି । କାରଣ ସେମାନେ ସବୁଠୁ ଅଧିକ ପ୍ରତିଶତ ଭୋଟ ପାଇଛନ୍ତି । ଗତ ନିର୍ବାଚନଠୁ ଅଧିକ ଆସନ ପାଇଛନ୍ତି । କାଶ୍ମୀରବାସୀ ବିଜେପିକୁ ଭୋଟ ଦେଇନାହାଁନ୍ତି ସତ କିନ୍ତୁ ସେମାନେ ସୁରକ୍ଷାକୁ ନେଇ ବିଜେପିକୁ ପ୍ରଶଂସା କରିଛନ୍ତି ।…
ପଛରେ ରହିଗଲା କଂଗ୍ରେସ
ହରିୟାଣା ଓ କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀରରେ ସଦ୍ୟ ଅନୁଷ୍ଠିତ ନିର୍ବାଚନର ବହୁପ୍ରତୀକ୍ଷିତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ୯୦ ଆସନ ବିଶିଷ୍ଟ ହରିୟାଣା ବିଧାନସଭାର ୪୮ ଆସନରେ ସଫଳତା ସହ ଶାସକ ଭାଜପା ହ୍ୟାଟ୍ରିକ୍ ବିଜୟ ଲାଭ କରିଛି। ଏଠାରେ ଭାଜପାକୁ ଗାଦିଚ୍ୟୁତ କରିବା ପାଇଁ…
ରାଜନୀତିରେ ଜିତିଲେ କୁସ୍ତିଯୋଦ୍ଧା
ହରିୟାଣାର ଜୁଲାନା ବିଧାନସଭା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସର ବିନେଶ ଫୋଗତ ବିଜୟୀ ହୋଇଛନ୍ତି। ୬୦୧୫ ଭୋଟରେ ଜିତିଛନ୍ତି ପୂର୍ବତନ ତାରକା କୁସ୍ତିଯୋଦ୍ଧା ବିନେଶ। ସେ ମୋଟ୍ ୬୫୦୮୦ ଭୋଟ୍ ପାଇଥିବାବେଳେ ବିଜେପିର କ୍ୟାପ୍ଟେନ ଯୋଗେଶ ବୈରାଗୀଙ୍କୁ ମିଳିଛି ୫୯୦୬୫ ଭୋଟ୍। ବିନେଶ ଫୋଗତଙ୍କ ଏହି…