Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Browsing Category
Politics
All politics-related news information will be uploaded here in daily besis
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ
ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ତଥା ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ ଶନିବାର ଶପଥ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ଅରବିନ୍ଦ କେଜରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆତିଶୀଙ୍କ ନାମରେ ମୁଖ୍ୟମନ୍ତ୍ରୀ ହେବାର ମୋହର ବାଜିଥିଲା।
ସୂଚନାଯୋଗ୍ୟ, ଆମ ଆଦମୀ ପାର୍ଟି…
ଆଜି ଶପଥ ନେବେ ଆତିଶୀ
ଆଜି ଦିଲ୍ଲୀ ପାଇବ ନୂଆ ମୁଖ୍ୟମନ୍ତ୍ରୀ । ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ହେବେ ଆତିଶୀ ମର୍ଲେନା । ଦିଲ୍ଲୀର ମନୋନିତ ମୁଖ୍ୟମନ୍ତ୍ରୀ ଆଜି ସନ୍ଧ୍ୟା 4ଟା 30ରେ ଶପଥ ନେବେ । ଏହାସହିତ ଆଜି 5ଜଣ କ୍ୟାବିନେଟ ମନ୍ତ୍ରୀ ମଧ୍ୟ ଶପଥ ନେବେ । ସୌରଭ ଭରଦ୍ବାଜ, ଗୋପାଳ ରାୟ, କୈଳାସ ଗେହଲଟ,…
୧୦ ବର୍ଷରେ ଓଡ଼ିଶାକୁ ଅବହେଳା କରିଛି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ଶାସନ କାଳରେ ଓଡ଼ିଶାର ବିକାଶକୁ ଅଗ୍ରାଧିକାର ଦେଇଥିବା ନେଇ ଆଜି କହିଥିଲେ। ଏହାକୁ ଖଣ୍ଡନ କରିଛି ବିଜେଡି। ଦଳର ବରିଷ୍ଠ ନେତା ସଞ୍ଜୟ ଦାସବର୍ମା ଏକ ସାମ୍ବାଦିକ ସମ୍ମିଳନୀରେ କହିଥିଲେ, ଦୀର୍ଘ ଦୁଇ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଧରି ଆମ ଦଳ ଓଡ଼ିଶାକୁ…
ନିର୍ବାଚନୀ ସଂକଳ୍ପକୁ ବାସ୍ତବ ରୂପ ଦେବା କାର୍ଯ୍ୟ ଆରମ୍ଭ ହୋଇସାରିଛି : ମନମୋହନ ସାମଲ
ଦୀର୍ଘ ୬୦ ବର୍ଷ ପରେ ଯଶ୍ୱସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ମାତ୍ର ନେତା ଯିଏକି ଲଗାତାର ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି । ଏକ ଅକିଂଚନ ଓ କ୍ଷୁଦ୍ର ଗ୍ରାମରେ ଜନ୍ମ ନେଇ ବିଶ୍ୱର ସବୁଠୁ ବଡ ଗଣତାନ୍ତ୍ରୀକ ରାଷ୍ଟ୍ର ଭାରତବର୍ଷର ନେତୃତ୍ୱ…
ବଢିଲା ପୁଲିସ ଡିଜି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ
ପୋଲିସ ଡିଜି ଯୋଗେଶ ବାହାଦୂର (ଓ୍ବାଇବି) ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ିଛି। ରାଜ୍ୟ ସରକାର ୨୦୨୬ ପର୍ଯ୍ୟନ୍ତ ତାଙ୍କର କାର୍ଯ୍ୟକାଳ ବଢ଼ାଇଛନ୍ତି। ତେବେ ଏହି କାର୍ଯ୍ୟକାଳକୁ ସରକାର ୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ବଢ଼ାଇଛନ୍ତି। ଖୁରାନିଆ ଅଗଷ୍ଟ ୧୬ରେ ରାଜ୍ୟ ପୋଲିସ ମୁଖ୍ୟାଳୟରେ ନୂତନ ପୋଲିସ…
କଶ୍ମୀରରେ ପ୍ରଥମ ପର୍ଯ୍ୟାୟ ମତଦାନ
ଦୀର୍ଘ ୧୦ ବର୍ଷ ପରେ ଜମ୍ମୁ-କଶ୍ମୀରରେ ପ୍ରଥମ ଥର ପାଇଁ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ବୁଧବାର ପ୍ରଥମ ପର୍ଯ୍ୟାୟରେ ୭ ଜିଲାର ୨୪ ଆସନରେ ଭୋଟଗ୍ରହଣ କରାଯିବ। ଏହି ପର୍ଯ୍ୟାୟରେ ୨୩ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର ୨୧୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ସେମାନଙ୍କ ମଧ୍ୟରୁ…
ଆଜି ପ୍ରଥମଥର ଓଡ଼ିଶାରେ ଜନ୍ମଦିନ ପାଳିବେ ପ୍ରଧାନମନ୍ତ୍ରୀ
ନିର୍ବାଚନ ପ୍ରଚାରବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିଶ୍ରୁତି ଦେଇଥିଲେ ଓଡ଼ିଶାରେ ବିଜେପି ସରକାର ହେଲେ ‘ସୁଭଦ୍ରା’ ଯୋଜନା ଆରମ୍ଭ ହେବ। ମହିଳାଙ୍କୁ ୫୦ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ। ଆସନ୍ତାକାଲି (ମଙ୍ଗଳବାର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜର ଜନ୍ମଦିନ ଅବସରରେ…
ଆଜି ଉପରାଜ୍ୟପାଳଙ୍କୁ ଭେଟିବେ କେଜ୍ରିଓ୍ବାଲ୍
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଆଜି (ମଙ୍ଗଳବାର) ଉପରାଜ୍ୟପାଳ ଭି.କେ.ସାକ୍ସେନାଙ୍କୁ ଭେଟିବେ ବୋଲି ଜଣାପଡିଛି। ଅପରାହ୍ଣ ୪ଟା ୩୦ରେ ଭେଟିବା ପାଇଁ କେଜ୍ରିଓ୍ବାଲ ଉପରାଜ୍ୟପାଳଙ୍କ ଅନୁମତି ଲୋଡିଛନ୍ତି। ସୂଚନାଯୋଗ୍ୟ ଅବକାରୀ ଦୁର୍ନୀତି ମାମଲାରେ ସୁପ୍ରିମକୋର୍ଟଙ୍କ ତରଫରୁ ଜାମିନ…
ଇତିହାସର ପୁନରାବୃତ୍ତି
୨୬ ବର୍ଷ ପୁରୁଣା ଇତିହାସର ପୁଣିଥରେ ଦିଲ୍ଲୀରେ ପୁନରାବୃତ୍ତି ହେବାକୁ ଯାଉଛି। ୧୯୯୮ରେ ଦୁର୍ନୀତି ଅଭିଯୋଗରେ ସାହିବ ସିଂ ବର୍ମାଙ୍କ ଇସ୍ତଫା ପରେ ସୁଷମା ସ୍ୱରାଜଙ୍କୁ ମୁଖ୍ୟମନ୍ତ୍ରୀ କରାଯାଇଥିଲା। ବର୍ତ୍ତମାନ କେଜ୍ରିୱାଲଙ୍କ ଇସ୍ତଫା ଘୋଷଣା ପରେ ରାଜଧାନୀରେ ପୁଣିଥରେ ଏଭଳି ଘଟଣା ଘଟିବାକୁ…
ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଘୋଷଣା କଲେ ଅରବିନ୍ଦ କେଜରିୱାଲ
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଘୋଷଣା କରିଛନ୍ତି। AAP କର୍ମୀଙ୍କୁ ସମ୍ବୋଧିତ କରିବାବେଳେ ସେ ଏହି ଘୋଷଣା କରିଛନ୍ତି। ତାଙ୍କ ସମ୍ବୋଧନରେ ସେ କହିଛନ୍ତି ଯେ, ଜନସାଧାରଣଙ୍କ ଆଶୀର୍ବାଦରେ ଭାଜପାର ସମସ୍ତ ଷଡଯନ୍ତ୍ରକୁ ପ୍ରତିହତ କରିବାର ଶକ୍ତି ଆମର…