Browsing Category

Politics

All politics-related news information will be uploaded here in daily besis

ବିଜେଡିରେ ସାମିଲ ହେଲେ ଅପରାଜିତାଙ୍କ ବିଶ୍ୱସ୍ତ ଅଖିଳ ପଟ୍ଟନାୟକ

ଳିତ ନିର୍ବାଚନକୁ ନେଇ ରାଜ୍ୟର ରାଜନୀତି ସରଗରମ ରହିଥିବା ବେଳେ ଦଳ ଡିଆଁ ଜାରି ରହିଛି। ଏହି କ୍ରମରେ ବୁଧବାର ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଏଥିରେ ଭାଜପା ନେତା ତଥା ଅଭିନେତା ଅଖିଳ ପଟ୍ଟନାୟକ ଶଙ୍ଖ ଫୁଙ୍କିଛନ୍ତି। ସେ ଭୁବନେଶ୍ୱରର ଏମ୍‌ପି ପ୍ରାର୍ଥୀ ଅପରାଜିତା…

ପଦ୍ମପୁରରେ ପାଣ୍ଡିଆନଙ୍କ ପ୍ରଚାର ,ବିଜେପିକୁ କଲେ ଟାର୍ଗେଟ

ପଦ୍ମପୁରରେ ବିଜେଡି ପ୍ରାର୍ଥୀଙ୍କ ଭିକେ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର । ଜନସଭାକୁ ସମ୍ବୋଧିତ କରି ପାଣ୍ଡିଆନ କହିଛନ୍ତି, ଏତେ ସଂଖ୍ୟାରେ ଜନସମାବେଶ ଦେଖି ବିରୋଧୀ ଦଳର ସାଂସଦ ପ୍ରାର୍ଥୀଙ୍କ ନିନ୍ଦ ଭାଙ୍ଗିଯାଇଛି । ପଦ୍ମପୁରରେ ବିକାଶ ମୂଳକ କାମର ହିସାବ ଦେବା ସହ ବିରୋଧୀଙ୍କୁ ଟାର୍ଗେଟ…

ପ୍ରେସ୍‌ମିଟ୍‌ ଡକାଇଲେ କାର୍ତ୍ତିକ ପାଣ୍ଡିଆନ୍‌

ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ଭାଜପାର ହେଭିଓ୍ବେଟ୍‌ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି ମଧ୍ୟ ତାର ଷ୍ଟାର କ୍ୟାମ୍ପେନର୍‌ଙ୍କ ସହ ପ୍ରଚାର ଜୋରଦାର କରିଛି। ବିଜେଡିର ପ୍ରଚାର ମଙ୍ଗ ଏଥର ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ…

ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ରାଜ୍ୟର ୬ ଲୋକସଭା ଆସନ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଭୋଟ୍ ଗ୍ରହଣ ହେବ । ଏହା ଅଧୀନରେ ଥିବା ସମସ୍ତ ୪୨ଟି ବିଧାନସଭା…

ବିଜେଡି ଛାଡିବେ ସମୀର ଦାଶ!

ବିଜେଡି ଛାଡିବେ କି ନିମାପଡା ବିଧାୟକ ସମୀର ଦାଶ! ଏନେଇ କଳ୍ପନାଜଳ୍ପନାର ଅନ୍ତ ଘଟୁ ନ ଥିବାବେଳେ ତାଙ୍କ ଟ୍ବିଟ ରାଜ୍ୟ ରାଜନୀତିକୁ ସରଗରମ କରିଛି। ଟିକେଟ୍‌ ନ ମିଳିବାରୁ ଅସନ୍ତୁଷ୍ଟ ସମୀରଙ୍କ ପରବର୍ତ୍ତୀ ପଦକ୍ଷେପ କ’ଣ ହେବ ତା’ ନେଇ ଗତ କିଛିଦିନ ଧରି ଚର୍ଚ୍ଚା ଲାଗି ରହିଛି। ଆଉ ଏଥିରେ…

କାଲି ଓଡ଼ିଶା ଆସୁଛନ୍ତି ମୋଦୀ

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାତି ସାଢ଼େ ୯ଟାରେ ଭୁବନେଶ୍ୱର ପହଞ୍ଚିବେ । ଏହା ସହ କାଲି ଭୁବନେଶ୍ୱରରେ ରାତ୍ରୀଯାପନ କରିବା ସହ ସୋମବାର ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ପ୍ରଧାନମନ୍ତ୍ରୀଙ୍କ ସଭା ଆୟୋଜିତ ହେବ । ଏନେଇ ବିଜେପି ରାଜ୍ୟ ଉପସଭାପତି ଗୋଲକ…

ଜୟପୁରରେ ପ୍ରଚାର ବେଳେ ବିରୋଧୀଙ୍କୁ ଟାର୍ଗେଟ କଲେ ନବୀନ ,କହିଲେ , କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବିରୋଧୀ ନେତା ।

କୋରାପୁଟରେ ଆଜି ମାରାଥନ୍ ପ୍ରଚାର କ୍ରମରେ ଜୟପୁରରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ରାଜ୍ୟରେ ଲାଗୁ ହୋଇଥିବା ସମସ୍ତ ସରକାରୀ ଯୋଜନା ସଫଳତା କଥା କହିବା ସହ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି ।ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ…

ଆଜି ଆସୁଛନ୍ତି ଜୟଶଙ୍କର, ୫ରେ ଆସିବେ ନଡ୍ଡା

୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଦଳର ଶକ୍ତି ବୃଦ୍ଧି ନିମନ୍ତେ ଭାଜପା କେନ୍ଦ୍ରୀୟ ନେତାମାନେ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି। ଶନିବାର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ସେ ଭୁବନେଶ୍ୱରଠାରେ ଏକ ଖବରଦାତା ସମ୍ମିଳନୀରେ ଯୋଗଦେବା ସହିତ ସାରେ…

ବିଜେଡିରେ ସାମିଲ ହେଲେ ଜିନା ସାମଲ

ଆଜି ଭାଜପାରୁ ଇସ୍ତଫା ଦେଇ ବିଜେଡିରେ ମିଶିଲେ ଅଭିନେତ୍ରୀ ଜିନା ସାମଲ । ଶଙ୍ଖଭବନରେ ପହଞ୍ଚି ବିଧିବଦ୍ଧ ଭାବେ ସେ ବିଜେଡିରେ ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଦଳରେ ସାମିଲ ହୋଇଥିବା ଜିନା କହିଛନ୍ତି। ଗତ ବର୍ଷ ଜିନା ଭାଜପାରେ ଯୋଗ ଦେଇଥିଲେ। ଏପରିକି…

ବଦଳିଲେ ମିଶନଶକ୍ତି ସଚିବ

ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ତଥା ମିଶନଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ୍‌ ପାଣ୍ଡିଆନ୍‌ଙ୍କୁ ଗୁରୁବାର ବଦଳି କରାଯାଇଛି। ଭାଜପା ଅଭିଯୋଗକ୍ରମେ ଭାରତର ନିର୍ବାଚନ କମିଶନ (ଇସିଆଇ) ଏହି ବଦଳି ନିର୍ଦ୍ଦେଶ ଦେଇଛନ୍ତି। ତେବେ ତାଙ୍କୁ କେଉଁଠିକୁ ବଦଳି କରାଯାଇଛି ସେ ସମ୍ପର୍କରେ କୌଣସି…