Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Browsing Category
Politics
All politics-related news information will be uploaded here in daily besis
ସ୍ମୃତି ଇରାନୀଙ୍କୁ ବିଜେପିର ନୂଆ ଦାୟିତ୍ୱ
ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ହେବାକୁ ଯାଉଛି । ଏହାରି ମଧ୍ୟରେ ବିଜେପିର କାର୍ଯ୍ୟକଳାପରେ ଆମେଥିର ପୂର୍ବତନ ସାଂସଦ ସ୍ମୃତି ଇରାନୀ ଅଂଶଗ୍ରହଣ କରୁଛନ୍ତି । ସେ ଜାତୀୟ ରାଜଧାନୀରେ ଦଳୀୟ ସଦସ୍ୟତା ଅଭିଯାନ ସହ ଜଡିତ କାର୍ଯ୍ୟକ୍ରମରେ ସକ୍ରିୟ ଭାବେ ଅଂଶଗ୍ରଜଣ କରୁଥିବା ଦେଖିବାକୁ ମିଳିଛି…
ମମତା ଙ୍କ ମଧ୍ୟରେ ବିବାଦ ତୀବ୍ର
କୋଲକାତାର ଆର୍ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ବିରୋଧ କରି ଆନ୍ଦୋଳନରେ ବସିଥିବା କନିଷ୍ଠ ଡାକ୍ତର ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମଧ୍ୟରେ ବିବାଦ ତୀବ୍ର ହୋଇଛି। ଆଜି ୩୨ ସଦସ୍ୟ ବିଶିଷ୍ଟ ଏକ ଡାକ୍ତର…
ଲୋକଙ୍କ ପାଇଁ ମୁଁ ଇସ୍ତଫା ଦେବାକୁ ପ୍ରସ୍ତୁତ ଅଛି – ମମତା ବାନାର୍ଜୀ
ଆରଜି କର ମେଡିକାଲ କଲେଜ ମାମଲାରେ ଚାପରେ ଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି ଯେ ଏହି ପଦ ପାଇଁ ତାଙ୍କର କୌଣସି ଇଚ୍ଛା ନାହିଁ। ଲୋକଙ୍କ ପାଇଁ ସେ ଇସ୍ତଫା ଦେବାକୁ ପ୍ରସ୍ତୁତ ଅଛନ୍ତି।
ମମତା ବାନାର୍ଜୀ କହିଛନ୍ତି ଯେ ଏହି ପଦ ପାଇଁ ତାଙ୍କର କୌଣସି ଇଚ୍ଛା ନାହିଁ।…
ସିପିଏମର ସାଧାରଣ ସମ୍ପାଦକ ତଥା ବରିଷ୍ଠ ରାଜନେତା ସୀତାରାମ ୟେଚୁରୀ ଆଉ ନାହାନ୍ତି
ସିପିଏମର ସାଧାରଣ ସମ୍ପାଦକ ତଥା ବରିଷ୍ଠ ରାଜନେତା ସୀତାରାମ ୟେଚୁରୀ ଆଉ ନାହାନ୍ତି। ଆଜି ଦିଲ୍ଲୀ ଏମ୍ସରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା।
ଶ୍ୱାସନଳୀ ସଂକ୍ରମଣ ଯୋଗୁ ସେ ଅଗଷ୍ଟ ୧୯ରୁ ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିଲେ। ସେଠାରେ ଡାକ୍ତରଙ୍କ…
ରାହୁଲଙ୍କୁ ଜୋର୍ଦାର୍ ବିରୋଧ
କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଶିଖ୍ ସଂପ୍ରଦାୟ ଟିପ୍ପଣୀ ପାଇଁ ଆଜି ଦିଲ୍ଲୀ ବିଜେପି ପକ୍ଷରୁ ହଜାର ହଜାର ଶିଖ୍ ସଦସ୍ୟ ରାହୁଲଙ୍କ ବିରୋଧରେ ବିକ୍ଷୋଭ ଶୋଭାଯାତ୍ରା କରିଛନ୍ତି। ଶିଖ୍ ଗୋଷ୍ଠୀ ଆଜି ରାହୁଲ ଗାନ୍ଧୀଙ୍କ ବାସଭବନ ଅଭିମୁଖେ ଆନ୍ଦୋଳନ ଯାତ୍ରା କରିଥିଲେ। ସେମାନେ…
ଆଜି ବିଧାନସଭାରେ ପାରିତ ହେବ ବ୍ୟୟ ମଞ୍ଜୁରୀ ବିଲ୍
ଆଜି ବିଧାନସଭାରେ ପାରିତ ହେବ ବ୍ୟୟ ମଞ୍ଜୁରୀ ବିଲ୍। ସବୁ ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା ହେବା ପରେ ବ୍ୟୟ ମଞ୍ଜୁରୀ ବିଲ୍ କୁ ଗୃହରେ ପାରିତ କରାଯିବ। ଆଜି ପଞ୍ଚାୟତିରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଗ୍ରାମ୍ୟ ଉନ୍ନୟନ ,…
ଏକା ଲଢ଼ିବାକୁ ପ୍ରସ୍ତୁତ ହେଉଛି ଆପ୍
ଆମ ଆଦମୀ ପାର୍ଟି(ଆପ) ଏକ ଜାତୀୟ ଦଳ। ତେଣୁ ହରିୟାଣା ବିଧାନସଭା ନିର୍ବାଚନରେ ଆପ୍ ଏକା ଲଢ଼ିବାକୁ ପ୍ରସ୍ତୁତି ଚଳାଇଥିବା କହିଛନ୍ତି ଦଳର ବରିଷ୍ଠ ନେତା ସଞ୍ଜୟ ସିଂହ। ସଞ୍ଜୟ କହିଛନ୍ତି, ଆମ ପାଖରେ ଅଧିକ ସମୟ ନାହିଁ। ଆପ୍ ଏକ ଜାତୀୟ ରାଜନୈତିକ ଦଳ। ହରିୟାଣାରେ ଆମ ସଂଗଠନ ସୁଦୃଢ଼ ରହିଛି।…
ପଦ୍ମ ଧରିଲେ ସୁଜିତ କୁମାର
ଅବଶେଷରେ ସୁଜିତ କୁମାର ବିଜେପିରେ ଦେଇଛନ୍ତି। ନୂଆଦିଲ୍ଲୀ ବିଜେପି ମୁଖ୍ୟାଳୟରେ ସୁଜିତ କୁମାର ପଦ୍ମ ଧରିଛନ୍ତି। ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କଟକ ସାଂସଦ ଭର୍ତ୍ତୃହରି ମହତାବ, ଦଳର ସାଧାରଣ ସଂପାଦକ ଅରୁଣ ସିଂ ଓ ଓଡ଼ିଶା ବିଜେପି ପ୍ରଭାରୀ…
ମହାରାଷ୍ଟ୍ର ରାଜନୀତି
ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସୁପ୍ରିୟା ସୁଲେ ଏନସିପି ଶରଦ ପାୱାର ଦଳର ମୁଖପାତ୍ରଙ୍କ ସହ ମିଳିତ ବୈଠକ କରିଛନ୍ତି। ଏହି ବୈଠକରେ ମୁଖପାତ୍ରଙ୍କୁ ସୁପ୍ରିୟା ସୁଲେ ଦେଇଥିବା ଆଦେଶକୁ ନେଇ ଶରଦ ପାୱାରଙ୍କ ପାର୍ଟି ଏନସିପି ମନରେ କ’ଣ ଅଛି। ଏ ବାବଦରେ ଆଲୋଚନା ଆରମ୍ଭ…
ବିଧାନସଭାରେ ରେଭେନ୍ସା ଝଡ଼
ଆଜି ବିଧାନସଭାରେ ପୁଣି ରେଭେନ୍ସା ପ୍ରସଙ୍ଗ ଉଠିଛି। ବିରୋଧୀ ବିଜେଡି ଓ କଂଗ୍ରେସ ସଭ୍ୟମାନେ ରେଭେନ୍ସା ନାମ ବଦଳାଇବା ପ୍ରସ୍ତାବକୁ ବିରୋଧ କରିଥିଲେ। ବିଜେପି ସଭ୍ୟମାନେ ସପକ୍ଷରେ ଯୁକ୍ତି ବାଢ଼ିଥିଲେ। ଶୂନ୍ୟକାଳରେ ବିଜେଡି ସଭ୍ୟ ବ୍ୟୋମକେଶ ରାୟ କହିଥିଲେ, କେନ୍ଦ୍ର ମନ୍ତ୍ରୀ…