Trending
- ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ
- କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ବୁଡ଼ିଗଲେ ତିନି ଛାତ୍ର
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
- ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
Browsing Category
Politics
All politics-related news information will be uploaded here in daily besis
ମନୋଜ ଆହୁଜା ନୂଆ ଶାସନ ସଚିବ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ମନୋଜ ଆହୁଜାଙ୍କୁ ବଡ଼ ଦାୟିତ଼୍ବ ଦେଇଛନ୍ତି ରାଜ୍ୟ ସରକାର । ସେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।
ସୂଚନା ଥାଉକି, ରାଜ୍ୟର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ଆସନ୍ତା ଜୁନ୍ ୩୦ରେ ଶେଷ…
ଭାଙ୍ଗିଯିବ କି ରାହୁଲ-ଅଖିଳେଶଙ୍କ ବନ୍ଧୁତା?
କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ଏସପି ମୁଖ୍ୟ ଅଖିଳେଶ ଯାଦବଙ୍କ ମଧ୍ୟରେ ବନ୍ଧୁତା ଭାଙ୍ଗିଯିବ କି? ଏହି ମେଣ୍ଟ କେବଳ ଲୋକସଭା ନିର୍ବାଚନ ପାଇଁ ଥିଲା କି? ଏହି ପ୍ରଶ୍ନ ନେଇ ଏବେ ଚର୍ଚ୍ଚା ହେଉଛି। କାରଣ ଜଣେ ବରିଷ୍ଠ ଏସ୍ପି ନେତା ମୁମ୍ବାଇରେ ଏପରି ମନ୍ତବ୍ୟ ଦେଇଛନ୍ତି, ଯାହା ଏହା…
ଜନ ସେବାର ସୌଭାଗ୍ୟ ବହୁତ କମ ଲୋକଙ୍କୁ ମିଳିଥାଏ – ରାଷ୍ଟ୍ରପତି
ସଂସଦ ଭବନରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଥିଲେ ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ । ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରୁଛନ୍ତି ରାଷ୍ଟ୍ରପତି । ସମସ୍ତ ନିର୍ବାଚିତ ସାଂସଦମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଲୋକସଭା ବାଚସ୍ପତି ଭାବେ…
ଲୋକସଭାରେ ଶପଥନେଲେ ୧୮ ଓଡ଼ିଆ ସାଂସଦ
ଲୋକସଭାରେ ପ୍ରଥମଥର ପାଇଁ ଓଡ଼ିଶାର ସାଂସଦମାନେ ଶପଥ ଗ୍ରହଣ କରିବା ସମୟରେ ‘ଜୟ ଜଗନ୍ନାଥ’ ଧ୍ବନିରେ କମ୍ପିଥିଲା। ଆଜି ବରଗଡ଼ ସାଂସଦ ପ୍ରଦୀପ କୁମାର ପୁରୋହିତ, କେନ୍ଦୁଝର ସାଂସଦ ଅନନ୍ତ ନାୟକ, ଭଦ୍ରକ ସାଂସଦ ଅଭିମନ୍ୟୁ ସେଠି, ଯାଜପୁର ସାଂସଦ ଡ. ରବୀନ୍ଦ୍ର ନାରାୟଣ ବେହେରା, ଢେଙ୍କାନାଳ…
ରାହୁଲ ଗାନ୍ଧୀ ହେବେ ଲୋକସଭାରେ ବିରୋଧୀ ଦଳ ନେତା
ରାହୁଲଙ୍କୁ ବିରୋଧୀ ଦଳ ନେତା କରିବାକୁ କଂଗ୍ରେସ ବରିଷ୍ଠ ନେତା ଓ ସାଂସଦ ଅନୁରୋଧ କରିଥିଲେ । କଂଗ୍ରେସ ପକ୍ଷରୁ ଏ ନେଇ ଘୋଷଣା କରାଯାଇଛି । ରାହୁଲଙ୍କ ନାଁକୁ କାମଚଳା ବାଚସ୍ପତିଙ୍କୁ ପଠାଇଦିଆଯାଇଛି ।୨୦୧୪ ଓ ୨୦୧୯ରେ କଂଗ୍ରେସ ଶୋଚନୀୟ ପରାଜୟ ବରଣ କରିଥିଲା । ସଂଖ୍ୟା କମ ଥିବାରୁ କାହାକୁ…
ଓଡ଼ିଶା ଫେରିବେ ଆଇଏଏସ ମନୋଜ ଆହୁଜା
୧୯୯୦ ବ୍ୟାଚ୍ର ବରିଷ୍ଠ ଆଇଏଏସ୍ ହେଉଛନ୍ତି ମନୋଜ ଆହୁଜା । ଏବେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ସଚିବ ଅଛନ୍ତି ମନୋଜ ଆହୁଜା । ମନୋଜଙ୍କୁ ଓଡ଼ିଶା ଫେରାଇବା ନେଇ କ୍ୟାବିନେଟ କମିଟିର ମଂଜୁରୀ ହୋଇଛି । ରାଜ୍ୟ ସରକାରଙ୍କ ଆବେଦନ ଆଧାରରେ ମଂଜୁରୀ ଦେଲା କ୍ୟାବିନେଟ ।ତେବେ ଆଗକୁ ସେ ତାଙ୍କର…
ସଂସଦରେ ଶପଥ ଗ୍ରହଣ:ଆଜି ଦ୍ୱିତୀୟ ଦିନରେ ବାକି ଥିବା ଓଡିଆ ସାଂସଦ ଶପଥ ଗ୍ରହଣ କରିଛନ୍ତି
ଓଡିଶାର ସାଂସଦମାନେ ଆଜି ସଂସଦରେ ଶପଥ ଗ୍ରହଣ କରିଛନ୍ତି । ଗତକାଲି କାମଚଳା ବାଚସ୍ପତି ଭାବେ ପ୍ରଥମେ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ଶପଥ ପାଠ କରାଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାପରେ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଜୁଏଲ୍ ଓରାମ ଲୋକସଭାରେ ପ୍ରଥମେ ଶପଥ…
ମୋଦି ସରକାରଙ୍କୁ କଠିନ ପ୍ରଶ୍ନ କରିବ ବିଜେଡି
ଆଉ ନରମ ନୁହେଁ କଠୋର ଆଭିମୁଖ୍ୟ ପ୍ରଦର୍ଶନ କରିବ ବିଜୁ ଜନତା ଦଳ। ସୋମବାର ନବୀନ ନିବାସରେ ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଦଳର ରାଜ୍ୟସଭା ଏମପି ମାନଙ୍କ ସହିତ ଆଲୋଚନା କରି ଚଳିତ ଅଧିବେଶନରେ ଦଳର ଆଭିମୁଖ୍ୟ କିପରି ରହିବ ତାହା ସ୍ଥିର କରିଛି ବିଜେଡି।ଏଥର ଲଢେଇ ଆର ପାର ହେବ,…
ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି
ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥପାଠ କରାଇଛନ୍ତି। ଲଗାତର ୬ ଥର ବିଜେଡିର ଏମ୍ପି ହୋଇଥିବା ବେଳେ ଭର୍ତ୍ତୃହରି ଗତ ନିର୍ବାଚନରେ ଭାଜପାରେ ମିଶି ମଧ୍ୟ ବିଜୟ ଲାଭ କରିଥିଲେ। ଲଗାତର ୭ ଥରର ଏମ୍ପି ଭର୍ତ୍ତୃହରି ନବନିର୍ବାଚିତ ଏମ୍ପିଙ୍କୁ ଶପଥ ପାଠ…
ନବୀନଙ୍କ ଫିଜିଓଥେରାପିଷ୍ଟ ଶ୍ରଦ୍ଧା ଏବେ କେଉଁଠି , କାହିଁକି ଛାଡ଼ିଲେ ନବୀନ ନିବାସ
ବିଜୁ ଜନତା ଦଳ ତିଷ୍ଠିବ ତ? ନା ଭୁଶୁଡ଼ି ପଡ଼ିବ? ନିର୍ବାଚନୀ ବିପର୍ଯ୍ୟୟର ଏପର୍ଯ୍ୟନ୍ତ ସମୀକ୍ଷା ହେଲାନି କି ଦଳୀୟ କର୍ମୀ ଓ ନେତାଙ୍କ ମନୋବଳ ବଢ଼ାଇବାକୁ ପଦକ୍ଷେପ ବି ନିଆଗଲାନି । ପାଣ୍ଡିଆନକୁ ନେଇ ବିଜେଡ଼ି କର୍ମୀ ମାନେ ଅସନ୍ତୁଷ୍ଟ ଥିବା ବେଳେ ନବୀନ କିନ୍ତୁ ତାଙ୍କ ସପକ୍ଷରେ ଯୁକ୍ତି…