Trending
- ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟି ଆରମ୍ଭ
- ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ,କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଘଟିଛି ଘଟଣା।
- ଏସ୍ସିବି ମେଡିକାଲ ବିଲ୍ଡିଙ୍ଗରୁ ଖସିଲା ସିଲିଂ,କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛି ପୂର୍ତ୍ତ ବିଭାଗ
- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୩ଟା ଯାଏଁ ଜନଗଣନା କରିବେନି ଜନଗଣନା ଅଧିକାରୀ
- ପହଲଗାମ ନରସଂହାରକୁ ପୂରିଲା ବର୍ଷେ: ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ, ‘ଅପରେସନ ସିନ୍ଦୂର’ର ସେହି ସଂକଳ୍ପକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
- ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର
- ୨୮ ଫେବୃଆରୀରୁ ୯ ଏଲପିଜି ଓ ୧ ଅଶୋଧିତ ତୈଳ ଜାହାଜ ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରିଛି
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ,ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି
Browsing Category
Politics
All politics-related news information will be uploaded here in daily besis
ବିଜେପି ବଦଳାଉଛି ରଣନୀତି?
ଲୋକସଭା ନିର୍ବାଚନରେ ଯଦିଓ ବିଜେପି ନେତୃତ୍ୱରେ ଏନଡିଏ ସରକାର ଗଠନ କରିବାକୁ ସକ୍ଷମ ହୋଇଥିଲା, ତଥାପି ଭାଜପାକୁ ଲାଗିଥିଲା ଏକ ବଡ଼ ଝଟକା । ବହୁମତ ଠାରୁ ବହୁ ପଛରେ ରହିଯାଇଥିଲା ଭାଜପା । ବିଜେପି ଏକାକୀ ୨୪୦ଟି ଆସନରେ ଜିତିବା ସହ ଜେଡିୟୁ ଓ ଟିଡିପି ସହଯୋଗରେ କେନ୍ଦ୍ରରେ ସରକାର ଗଠନ କରିବାକୁ…
ବ୍ରିଟିଶ ମଡେଲର ଛାୟା କ୍ୟାବିନେଟ ବ୍ୟବସ୍ଥା
ପ୍ରଥମ ଥର ପାଇଁ ବିଜୁ ଜନତା ଦଳ ବିରୋଧୀ ଦଳ ବଡ଼ ରଣନୀତି ପ୍ରସ୍ତୁତ କରିଛି। ଏଥିଲାଗି ସରକାରଙ୍କ ପ୍ରତ୍ୟେକ ବିଭାଗ ଉପରେ ତୀକ୍ଷ୍ମ ନଜର ରଖିବାକୁ ଜଣେ ଲେଖାଏ ଏପରି କି ଗୋଟିଏ ଗୋଟିଏ ବିଭାଗର କାର୍ଯ୍ୟକଳାପ ଉପରେ ୨/୩ ଜଣ ବିଧାୟକଙ୍କୁ ମଧ୍ୟ ଦାୟିତ୍ୱ ଦିଆଯାଇଛି। ବିଜେଡି ସଭାପତି ତଥା ବିରୋଧୀ…
ଅଜିତ ପାୱାରଙ୍କୁ ଶକ୍ତ ଝଟ୍କା
ଆଜି ଏନ୍ସିପି ମୁଖ୍ୟ ଅଜିତ ପାୱାରଙ୍କୁ ବଡ଼ ଝଟ୍କା ଲାଗିଛି। ୪ ଜଣ ଶୀର୍ଷ ନେତାଙ୍କ ସମେତ ୨୫ ଜଣ ଦଳରୁ ଇସ୍ତଫା ଦେଇଛନ୍ତି ଏବଂ ସେମାନେ ଶରଦ ପାୱାରଙ୍କ ନେତୃତ୍ୱାଧୀନ ଏନ୍ସିପିରେ ଯୋଗଦେବା ସମ୍ଭାବନା ରହିଛି। ଦଳ ଛାଡ଼ିଥିବା ନେତାମାନଙ୍କ ମଧ୍ୟରେ ପିମ୍ପରି-ଚିଞ୍ଚୱାଡ଼ା ୟୁନିଟ୍ ମୁଖ୍ୟ…
ଅରିନ୍ଦମ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ
ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଏବଂ ଅତିରିକ୍ତ ସଚିବ ନିଯୁକ୍ତି ପାଇଛନ୍ତି । କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ମିଳିଛି । ସେହିପରି ଜଗତସିଂହପୁର ଜିଲ୍ଲାପାଳ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ…
ବିଧାୟକଙ୍କୁ ଦାୟିତ୍ୱ ବାଣ୍ଟିଛନ୍ତି ନବୀନ
ବିଧାନସଭାର ମୌସୁମୀ ଅଧିବେଶନରେ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବେ ବିରୋଧୀ । ସରକାରଙ୍କ ବିଭିନ୍ନ ବିଭାଗ ଉପରେ ନଜର ରଖିବାକୁ ଦାୟିତ୍ୱ ବାଣ୍ଟିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ବିଧାନସଭାରେ ଦୃଢ଼ ତଥା ସକ୍ରିୟ ବିରୋଧୀ ଦଳ ଭାବରେ ଦାୟିତ୍ୱ ନିର୍ବାହ ପାଇଁ ନବୀନ ପଟନାୟକଙ୍କ…
ଓଡିଶା ଆସିବେ ଜେପି ନଡ୍ଡା
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଓଡିଶା ଗସ୍ତରେ ଆସି ସେ ରାଜ୍ୟ ବିଜେପିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେବା ନେଇ ସୂଚନା ମିଳିଛି । ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟ ବିଜେପିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ବସିବାକୁ ଅଛି । ଏହି ବୈଠକରେ…
ନବୀନଙ୍କ ନାମରେ ଏତଲା
ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନାମରେ ନିଖିଳ ଓଡ଼ିଶା ଠିକାଦାର ମହାସଂଘ ଆସନ୍ତା ୧୮ ତାରିଖ ଦିନ ମଞ୍ଚେଶ୍ବର ଥାନାରେ ଏତଲା ଦେବ। କେବଳ ନବୀନ ନୁହନ୍ତି, ତତ୍କାଳୀନ ମନ୍ତ୍ରୀ ଓ ସଚିବଙ୍କୁ ମିଶାଇ ମୋଟ୍ ୮ ଜଣଙ୍କ ନାମରେ ମିଥ୍ୟା ପ୍ରତିଶ୍ରୁତି ଓ ପ୍ରତାରଣା…
ଆନ୍ଧ୍ରପ୍ରଦେଶରେ ମହିଳାଙ୍କ ପାଇଁ ମାଗଣା ବସ୍ ସେବା ଆରମ୍ଭ
ଆନ୍ଧ୍ରପ୍ରଦେଶରେ ମହିଳାଙ୍କ ପାଇଁ ମାଗଣା ବସ୍ ସେବା ଆରମ୍ଭ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଅଗଷ୍ଟ ୧୫ରୁ ମହିଳାଙ୍କ ପାଇଁ ରାଜ୍ୟ ଟ୍ରାନ୍ସପୋର୍ଟର ବସ୍ଗୁଡ଼ିକରେ ମାଗଣା ଯାତ୍ରା ଲାଗି ଘୋଷଣା କରିଛନ୍ତି।ରିପୋର୍ଟ ମୁତାବକ, ଏହି ଯୋଜନା ଆନ୍ଧ୍ରପ୍ରଦେଶ ରାଜ୍ୟ ସଡ଼କ…
ରାଜ୍ୟପାଳଙ୍କ ପୁଅକୁ ଗିରଫ ଦାବି
ରାଜଭବନ ସମ୍ମୁଖରେ କଂଗ୍ରେସ କର୍ମୀଙ୍କ ଧାରଣା ଓ ନାରାବାଜି । ଯୁବ ଓ ଛାତ୍ର କଂଗ୍ରେସର କର୍ମକର୍ତ୍ତାମାନେ ଆଜି ରାଜଭବନ ସମ୍ମୁଖରେ ରାଜ୍ୟପାଳଙ୍କ ପୁଅକୁ ଗିରଫ କରିବାକୁ ନାରାବାଜି କରିଛନ୍ତି । ରାଜ୍ୟପାଳଙ୍କ ପୁଅ ଲଳିତ କୁମାରଙ୍କ ନାଁରେ ଥାନାରେ ଏତଲା ଦେବା ପରେ କାହିଁକି ତାଙ୍କୁ ଗିରଫ…
ରାଗିଲେ ଲେଖାଶ୍ରୀ କହିଲେ!
ଏଏସ୍ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ଼ ମାରିବା ଘଟଣାରେ ବିଜେଡି ରାଜ୍ୟ ସରକାରଙ୍କୁ ଘେରିଛି। ମଙ୍ଗଳବାର ଲେଖାଶ୍ରୀ ସାମନ୍ତସିଂହାର ଖବରଦାତା ସମ୍ମିଳନୀ କରି ରାଜ୍ୟସରକାରଙ୍କୁ ଘେରିବା ସହିତ ସିଧାସଳଖ ଓଡ଼ିଆ ଅସ୍ମିତା ପ୍ରସଙ୍ଗ ଉଠାଇଛନ୍ତି। ସେ ରାଜ୍ୟପାଳଙ୍କ ପୁଅଙ୍କୁ ତୁରନ୍ତ ଗିରଫ…