Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
Politics
All politics-related news information will be uploaded here in daily besis
ଜମ୍ମୁ ଓ କାଶ୍ମୀରର ତୃତୀୟ ତଥା ଶେଷ ପର୍ଯ୍ୟାୟ ଭୋଟ : ୪୦ଟି ଆସନରେ ଭୋଟିଂ
ଆଜି ଜମ୍ମୁ ଓ କାଶ୍ମୀରର ତୃତୀୟ ତଥା ଶେଷ ପର୍ଯ୍ୟାୟ ଭୋଟ । ୪୦ଟି ଆସନରେ ଭୋଟିଂ ହେଉଛି । ମଇଦାନରେ ଅଛନ୍ତି ୪୪୯ ପ୍ରାର୍ଥୀ । ଏହା ଆଗରୁ ସେପଟେମ୍ବର ୧୮ରେ ପ୍ରଥମ ପର୍ଯ୍ୟାୟ ଭୋଟ ହୋଇଥିଲା। ଏଥିରେ ମତଦାନ ହାର ଥିଲା ୫୯ ପ୍ରତିଶତ। ସେହିପରି ସେପଟେମ୍ଵର ୨୫ରେ ହୋଇଥିବା ଦ୍ଵିତୀୟ ପର୍ଯ୍ୟାୟରେ…
ଜମ୍ମୁ-କଶ୍ମୀରରେ ଶେଷ ପର୍ଯ୍ୟାୟ ମତଦାନ
ଜମ୍ମୁ-କଶ୍ମୀରର ୪୦ ଟି ନିର୍ବାଚନମଣ୍ଡଳୀରେ ମତଦାତାମାନେ କଡ଼ା ସୁରକ୍ଷା ମଧ୍ୟରେ ଆଜି ବିଧାନସଭା ନିର୍ବାଚନର ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟରେ ମତଦାନ କରୁଛନ୍ତି।୪୦ଟି ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ୨୪ଟି ଜମ୍ମୁ ବିଭାଗରେ ଏବଂ ୧୬ଟି କଶ୍ମୀର ବିଭାଗରେ ରହିିଛି। ମତଦାନ ସକାଳ ୭ ଟାରୁ…
ବିଧାନସଭା ନିର୍ବାଚନ ପୂର୍ବରୁ ଦଳ ନେଲା ବଡ଼ କାର୍ଯ୍ୟାନୁଷ୍ଠାନ
ହରିୟାଣା ବିଧାନସଭା ନିର୍ବାଚନ ପୂର୍ବରୁ ୮ ଜଣ ନେତାଙ୍କୁ ବିଜେପି ଦଳରୁ ସସପେଣ୍ଡ କରିଛି । ଦଳ ବିରୋଧୀ କାର୍ଯ୍ୟରେ ସମ୍ପୃକ୍ତି ନେଇ ଅଭିଯୋଗ ଆସିବା ପରେ ଏହି ସମସ୍ତ ନେତାମାନଙ୍କ ବିରୋଧରେ ଦଳ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଦଳରୁ ସସପେଣ୍ଡ ହୋଇଥିବା ନେତାଙ୍କ ମଧ୍ୟରେ ପୂର୍ବତନ ମନ୍ତ୍ରୀ…
ଅପମାନଜନକ ମନ୍ତବ୍ୟ ଦେଇଥିବାରୁ କଂଗ୍ରେସର ନେତା ଖର୍ଗେଙ୍କୁ ନିନ୍ଦା କରିଛନ୍ତି ଅମିତ ଶାହା
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସଂପର୍କରେ ଅପମାନଜନକ ମନ୍ତବ୍ୟ ଦେଇଥିବାରୁ କଂଗ୍ରେସର ବରିଷ୍ଠ ନେତା ମଲ୍ଳିକାର୍ଜୁନ ଖର୍ଗେଙ୍କୁ ନିନ୍ଦା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା।ମଲ୍ଳିକାର୍ଜୁନ ଖର୍ଗେ ତାଙ୍କ ଅଭିଭାଷଣରେ କହିଥିଲେ ଯେ, ‘‘ମୋଦୀ କ୍ଷମତାରୁ ହଟିବା ଦେଖିବା ପାଇଁ…
ଶାହଙ୍କୁ ଟାର୍ଗେଟ କଲେ କେଜ୍ରିୱାଲ
ଦିଲ୍ଲୀରେ ବଢୁଥିବା ଅପରାଧ ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। କେଜ୍ରିୱାଲ ସିଧାସଳଖ କେନ୍ଦ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ଦିଲ୍ଲୀରେ ଲୋକମାନେ ନିଜକୁ ଅସୁରକ୍ଷିତ ମନେ କରୁଛନ୍ତି।ଆଇନ ଏବଂ…
ମହାରାଷ୍ଟ୍ର ବିଧାନସଭା ନିର୍ବାଚନ
ମୁଖ୍ୟ ନିର୍ବାଚନ କମିସନର (ସିଇସି) ରାଜୀବ କୁମାର ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ନେଇ ଏକ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି। ନଭେମ୍ବର ୨୬ ତାରିଖରେ ମହାରାଷ୍ଟ୍ର ବିଧାନସଭା କାର୍ଯ୍ୟକାଳ ଶେଷ ହେଉଛି। ତେଣୁ ଏହା ପୂର୍ବରୁ ନିର୍ବାଚନ ଶେଷ କରିବାକୁ…
କ୍ୟାବିନେଟରେ ୭ ପ୍ରସ୍ତାବକୁ ମଞ୍ଜୁରୀ
ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍ ବୈଠକରେ ୭ ପ୍ରସ୍ତାବକୁ ମିଳିଛି ମଞ୍ଜୁରୀ । ଏଥିମଧ୍ୟରେ ରହିଛି ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ୮ଟି ବିଭିନ୍ନ ଦିଗ, ଗୋପାଳନ, ସୁରକ୍ଷା, ଦୁଗ୍ଧ ଉପାଦାନକୁ ଜାତୀୟ ସ୍ତରରେ ପହଞ୍ଚାଇବା, ମଇଁଷି ପାଳନ, ଗୋ ସମ୍ପଦ ବୀମା, ବାଛୁରୀଙ୍କୁ ଖାଦ୍ୟ ଯୋଗାଣ,…
ଝାଡ଼ଖଣ୍ଡ ଗସ୍ତରେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ। ସେପ୍ଟେମ୍ବର ୩୦ ଏବଂ ଅକ୍ଟୋବର ୧ରେ ମୁଖ୍ୟମନ୍ତ୍ରୀ ଏହି ଗସ୍ତରେ ଯିବେ। ୩୦ ତାରିଖରେ ସେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ ଏବଂ ୧ ତାରିଖରେ ଚାଇଁବାସାର କୋଲ୍ହାନ ଯିବେ। ସେଠାରେ ଭାଜପାର ପରିବର୍ତ୍ତନ ଯାତ୍ରାରେ…
ଅଡୁଆରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ
ଜମି ଦୁର୍ନୀତି ମାମଲାକୁ ନେଇ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କ ବିରୁଦ୍ଧରେ ମାମଲା ରୁଜୁ ହୋଇଛି ।ଏଫାଇଆରରେ ସିଦ୍ଦରମୈୟାଙ୍କୁ ମୁଖ୍ୟ ଅଭିଯୁକ୍ତ ଭାବେ ନାମିତ କରାଯାଇ ଥିବାବେଳେ ତାଙ୍କ ପତ୍ନୀ ପାର୍ବତୀ, ଶଳା ମଲ୍ଲିକାର୍ଜୁନ ସ୍ୱାମୀ ଏବଂ ଜଣେ ଜମି ମାଲିକଙ୍କ ନାଁ ରହିଛି । ପ୍ରକାଶ…
ଭର୍ତ୍ତୃହରି ଙ୍କୁ ବଡ଼ ଦାୟିତ୍ୱ
ସଂସଦର ବିଭାଗୀୟ ସ୍ଥାୟୀ କମିଟି ଗଠନ କରାଯାଇଛି। ବିଜେପି ସାଂସଦ ଭର୍ତ୍ତୃହରି ମହତାବ ବିତ୍ତ କମିଟିର ମୁଖ୍ୟ ଥିବା ବେଳେ କଂଗ୍ରେସର ଶଶି ଥରୁର ବୈଦେଶିକ ବ୍ୟାପାର କମିଟିର ମୁଖ୍ୟ ରହିବେ। ପୂର୍ବତନ କେନ୍ଦ୍ରମନ୍ତ୍ରୀ ରାଧାମୋହନ ସିଂହଙ୍କୁ ପ୍ରତିରକ୍ଷା କମିଟିର ଅଧ୍ୟକ୍ଷ କରାଯାଇଛି। ବିଜେପିର…