Browsing Category

Politics

All politics-related news information will be uploaded here in daily besis

ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ

ରାଜ୍ୟସଭା ଉପନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ। ସେ ବିଜେପି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି। ଏକାଧିକ ବିଧାୟକ ମଧ୍ୟ…

ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି

ରାଜ୍ୟସଭା ନିର୍ବାଚନକୁ ନେଇ ଗୁରୁବାର ପ୍ରାର୍ଥୀକୁ ଘୋଷଣା କରିଛି ବିଜେପି। ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କରିଛି ବିଜେପି। ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ବିଧିବଦ୍ଧ ଭାବେ ତାଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଛି। ଦେବାଶିଷ…

ଦୁଇବର୍ଷ ତଳେ ଠିକ୍ ଏହିଦିନ ହିଁ ଓଡ଼ିଶାରୁ କ୍ଷମତାଚ୍ୟୁତ ହୋଇଥିଲା ବିଜେଡି ,ଏକାକୀ ସଂଖ୍ୟାଗରିଷ୍ଠ ହୋଇ ବିଜୟବାନା…

ଦୁଇବର୍ଷ ତଳେ ଠିକ୍ ଏହିଦିନ ହିଁ ଓଡ଼ିଶାରୁ କ୍ଷମତାଚ୍ୟୁତ ହୋଇଥିଲା ବିଜେଡି ।  ଏକାକୀ ସଂଖ୍ୟାଗରିଷ୍ଠ ହୋଇ ବିଜୟବାନା ଉଡ଼ାଇଥିଲା ବିଜେପି। ଆଉ ଏହାର କିଛି ଦିନ ପରେ, ଜୁନ୍ ୧୨ ତାରିଖରେ ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ମୋହନ ଚରଣ ମାଝୀ । ତେଣୁ ଏହି ଜୁନ୍ ୪ ତାରିଖକୁ…

କର୍ଣ୍ଣାଟକରେ ବୁଧବାରଠୁ ଆରମ୍ଭ ହୋଇଛି ଡିକେ ଶିବକୁମାରଙ୍କ ଯୁଗ,୨୫ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି…

କର୍ଣ୍ଣାଟକ ରାଜନୀତିରେ ଆରମ୍ଭ ହୋଇଛି ଏକ ନୂଆ ଅଧ୍ୟାୟ। ବହୁ ଚର୍ଚ୍ଚା ଓ କଳ୍ପନାଜଳ୍ପନାର ଅନ୍ତ ଘଟାଇ ସିଦ୍ଦରମୈୟାଙ୍କ ଇସ୍ତଫା ପରେ କର୍ଣ୍ଣାଟକରେ ବୁଧବାରଠୁ ଆରମ୍ଭ ହୋଇଛି ଡିକେ ଶିବକୁମାରଙ୍କ ଯୁଗ। ଶିବକୁମାର ଆଜି ଲୋକଭବନ ସ୍ଥିତ ଗ୍ଲାସ୍ ହାଉସଠାରେ ଆୟୋଜିତ ଏକ ଭବ୍ୟ ସମାରୋହରେ ରାଜ୍ୟର…

ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ,…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁନ୍ ୯ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହାରଲାଲ୍ ନେହରୁଙ୍କ ରେକର୍ଡ ଭାଙ୍ଗିବେ । ପିଏମ୍ ମୋଦୀ ଦେଶର ଏପରି ପ୍ରଧାନମନ୍ତ୍ରୀ ହୋଇଯିବେ, ଯିଏ ନିର୍ବାଚିତ ହେବା ପରେ ସବୁଠୁ ଅଧିକ ସମୟ ଯାଏଁ ଏହି ପଦରେ ରହିବେ । ଅର୍ଥାତ୍ ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ…

ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ରାଜ୍ୟ ସରକାରଙ୍କ ପକ୍ଷରୁ ଜୁନ୍‌ ୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୬ଟା ୩୦ରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୮ଟି ବିଭାଗର ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ…

ଦିଲ୍ଲୀ ଗଲେ ନବୀନ

ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ୭ଦିନିଆ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ନବୀନ ନିର୍ଦ୍ଦିଷ୍ଟ ଭାବେ କେଉଁ ଉଦ୍ଦେଶ୍ୟ ନେଇ ଦିଲ୍ଲୀ ଯାଇଛନ୍ତି ସେନେଇ ମୁହଁ ଖୋଲିନାହାନ୍ତି। ମାତ୍ର ତାଙ୍କ ଗସ୍ତ ପରେ ବରିଷ୍ଠ ନେତା ଦେବୀ ମିଶ୍ର କହିଛନ୍ତି, ପ୍ରାୟ ସପ୍ତାହବ୍ୟାପୀ…

ରାଜ୍ୟସଭା ଉପ-ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ,ଜୁନ୍ ୧୮ରେ ଭୋଟ ଗ୍ରହଣ

ରାଜ୍ୟସଭା ଉପ-ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଧାନସଭା ସଚ୍ଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଲା । ସୋମବାର ଠାରୁ ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେଉଥିବା ବେଳେ ଏହା ଜୁନ୍ ୮ ତାରିଖ ପର୍ଯ୍ୟନ୍ତ ଚାଲିବ । ଜୁନ୍ ୯ ତାରିଖରେ…

ଜୁନ୍ ୨ ତାରିଖରୁ ମନ୍ତ୍ରୀଙ୍କ ରିପୋର୍ଟ କାର୍ଡର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଜୁନ୍ ୨ ତାରିଖରୁ ମନ୍ତ୍ରୀଙ୍କ ରିପୋର୍ଟ କାର୍ଡର ସମୀକ୍ଷା ହେବ । ମନ୍ତ୍ରୀଙ୍କ ରିପୋର୍ଟ କାର୍ଡର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରଥମ ଦିନରେ ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓଙ୍କ ବିଭାଗର ସମୀକ୍ଷା କରାଯିବ। ବିଭାଗର ପ୍ରଦର୍ଶନ ନେଇ…

ଓଡ଼ିଶାକୁ ଏକ ନମ୍ବର କରିବାକୁ ଚାହାନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି: ମନମୋହନ ସାମଲ

ଓଡ଼ିଶାକୁ ଏକ ନମ୍ବର କରିବାକୁ ଚାହାନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।  ରାଜ୍ୟରେ ବିଜେପି ସରକାରକୁ ଦୁଇ ବର୍ଷ ପୂରିବାକୁ ଯାଉଛି ।  ଏହି ଅବସରରେ ହେବାକୁ ଥିବା ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେବେ ମୋଦି ।  ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ ବିଜେପି ସରକାର ଓ ବିଜେପି ସଂଗଠନକୁ…