Trending
- ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
Browsing Category
Politics
All politics-related news information will be uploaded here in daily besis
ପୁରୀ ବାଣ ବିସ୍ଫୋରଣ ଘଟଣା: ଦୁଃଖ ପ୍ରକାଶ ପ୍ରକାଶ କରିବା ସହ ସମବେଦନା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ପୁରୀ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ବାଣ ବିସ୍ଫୋରଣ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଘଟଣା ସମ୍ପର୍କରେ ପୋଷ୍ଟ କରିବା ସହ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ରାଷ୍ଟ୍ରପତି । ମହାମହିମ କହିଛନ୍ତି, ପୁରୀରେ…
ମୋ ଉତ୍ତରାଧିକାରୀ ଓଡ଼ିଶାବାସୀ ସ୍ଥିର କରିବେ
ବିଜେଡିରେ କିଏ ତାଙ୍କ ଉତ୍ତରାଧିକାରୀ ହେବ, ଏହାଙ୍କ ନେଇ ଆଲୋଚନା ଚାଲିଥିବା ବେଳେ ବଡ ବୟାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖବର ସରବରାହ ସଂସ୍ଥାକୁ ସାକ୍ଷାତକାର ଦେଇ ନବୀନ କହିଛନ୍ତି ”ମୋ ଉତ୍ତରାଧିକାରୀ ଭିକେ ପାଣ୍ଡିଆନ ନୁହନ୍ତି, ପାଣ୍ଡିଆନ ନିର୍ବାଚନରେ ମଧ୍ୟ ଛିଡ଼ା ହୋଇ…
ଆଜି ସରୁଛି ପ୍ରଚାର ,ପ୍ରାର୍ଥୀଙ୍କ ପାଇଁ ମାରାଥନ ପ୍ରଚାର କରିବେ ନବୀନ ପଟ୍ଟନାୟକ
ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଚାରର ଶେଷ ଦିନରେ ମାରାଥନ ପ୍ରଚାର କରିବେ । ଭଦ୍ରକ ଚାନ୍ଦବାଲିରେ ଆଜି ପ୍ରଚାର ସଭାକୁ ସମ୍ବୋଧନ କରି ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ଅପରାହ୍ଣରେ ୩ଟା ୫୫ ମିନିଟରେ ଭୁବନେଶ୍ୱରର ବିମାନ ବନ୍ଦରରୁ ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ…
ନବୀନ ବାବୁଙ୍କ ସ୍ୱାସ୍ଥ୍ୟାବସ୍ଥା ଏତେ ଖରାପ କେମିତି ହେଲା? ଯାଞ୍ଚ କରିବାକୁ କମିଟି ଗଠନ କରିବୁ – ମୋଦୀ
ନବୀନଙ୍କ ସ୍ୱାସ୍ଥ୍ୟବସ୍ଥା ପଛରେ ଷଡଯନ୍ତ୍ର ହେଉନି ତ? ଏହା ପଛରେ ସେହି କୋଟରୀ କାମ କରୁନି ତ, ଯେଉଁମାନେ ପରଦା ପଛରେ ରହି ଓଡ଼ିଶାର ଶାସନ କରୁଛନ୍ତି । ଏହା ଉପରୁ ପରଦା ହଟିବା ଆବଶ୍ୟକ । ଏହାର ଯାଞ୍ଚ ହେବା ଆବଶ୍ୟକ । ବିଜେପି ସରକାର ଆସିଲେ, ନବୀନଙ୍କ ସ୍ୱାସ୍ଥ୍ୟବସ୍ଥା ଅଚାନକ କାହିଁକି ଖରାପ…
କେଜ୍ରିୱାଲଙ୍କ ଜାମିନ ମିଆଦ ବୃଦ୍ଧି ଆବେଦନ: ଜରୁରୀ ଶୁଣାଣି ପାଇଁ ମନା କଲେ ସୁପ୍ରିମ୍କୋର୍ଟ
ନିର୍ବାଚନ ପ୍ରଚାର ପାଇଁ ଜାମିନରେ ଜେଲ୍ରୁ ବାହାରକୁ ଆସିଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ତାଙ୍କ ଜାମିନ ମିଆଦକୁ ଆଉ ସପ୍ତାହେ ବୃଦ୍ଧି କରିବାପାଇଁ ସୁପ୍ରିମକୋର୍ଟରେ ଏକ ଆବେଦନ କରିଥିଲେ। ଏହି ଆବେଦନର ସେ ଜରୁରୀ ଶୁଣାଣି କରିବାପାଇଁ ନିବେଦନ…
ମେଡିକାଲରେ ଭର୍ତ୍ତି ହେଲେ ପ୍ରଶାନ୍ତ ଜଗଦେବ
ଇଭିଏମ ଭାଙ୍ଗିବା ଘଟଣାରେ ଗିରଫ ହୋଇଥିବା ପ୍ରଶାନ୍ତ ଜଗଦେବ ଅସୁସ୍ଥ ହେବାରୁ ତାଙ୍କୁ ମେଡିକାଳରେ ଭର୍ତ୍ତି କରାଯାଇଛି । ଜେଲରେ ଥିବା ବେଳେ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ କଟକ ଏସସିବି ମେଡିକାଲକୁ ଚିକିତ୍ସା ପାଇଁ ଅଣାଯାଇଛି । ଗତକାଲି ବିଳମ୍ବିତ ରାତିରେ ଖୋର୍ଦ୍ଧା ଜେଲରୁ ଏସସିବି…
ବିଜେଡି ପାଇଁ କାମ କରୁଥିବାରୁ ଡିଏସ କୁଟ୍ଟେ ନିଲମ୍ବିତ ଓ ଆଶିଷ ସିଂଙ୍କ ଛୁଟି ଉପରେ ତଦନ୍ତ ନିର୍ଦ୍ଦେଶ: ପୀତାମ୍ବର…
ନିର୍ବାଚନ କମିଶନଙ୍କ ଦ୍ୱାରା ଆଜି ଜାରୀ ହୋଇଥିବା ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ଭାରତୀୟ ଗଣତନ୍ତ୍ରକୁ ସୁଦୃଢ଼ କରିବ । ନିର୍ବାଚନ କମିଶନଙ୍କ ଏହି ନିଷ୍ପତି ସ୍ୱାଗତଯୋଗ୍ୟ । ଶାସକ ବିଜେଡି ପାଇଁ କାମ କରୁଥିବା କାରଣରୁ ବରିଷ୍ଠ ଆଇପିଏସ ଶ୍ରୀ ଡି.ଏସ.କୁଟ୍ଟେଙ୍କୁ ନିଲମ୍ବନ ଓ ଆଶିଷ ସିଂଙ୍କୁ…
ନିର୍ବାଚନରେ ହସ୍ତକ୍ଷେପ ଅଭିଯୋଗ ପ୍ରସଙ୍ଗରେ ବରିଷ୍ଠ ଆଇପିଏସ୍ ଡିଏସ୍ କୁଟ୍ଟେଙ୍କୁ ନିଲମ୍ବନ କଲେ ନିର୍ବାଚନ କମିସନ
ଭୁବନେଶ୍ବର: ଆଇପିଏସ୍ ଡିଏସ୍ କୁଟ୍ଟେ ଚାକିରିରୁ ନିଲମ୍ବିତ ହୋଇଛନ୍ତି । ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ଭାରତୀୟ ନିର୍ବାଚନ କମିସନ । ନିର୍ବାଚନ ପ୍ରକ୍ରିୟାରେ ଅନୈତିକ ହସ୍ତକ୍ଷେପ ଅଭିଯୋଗରେ ସେ ଚାକିରିରୁ ନିଲମ୍ବିତ ହୋଇଛନ୍ତି। ସେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ…
ସୁପ୍ରିମକୋର୍ଟରୁ କେଜ୍ରିୱାଲ ନିରାଶ
ନିକଟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ ତାଙ୍କ ଅନ୍ତରୀଣ ଜାମିନ ଅବଧିକୁ ୭ ଦିନ ବଢ଼ାଇବାକୁ ସୁପ୍ରିମ୍କୋର୍ଟରେ ଆବେଦନ କରିଥିଲେ। ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ଏକ ଖଣ୍ଡପୀଠ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଜାମିନ ଆବେଦନ ଆବେଦନ ନେଇ ତୁରନ୍ତ ଶୁଣାଣି କରିବାକୁ ମନା…
ବିଜେପି ଓଡିଶାବାସୀଙ୍କ ପାଇଁ କ’ଣ କରିଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ଭିକେ ପାଣ୍ଡିଆନ୍
୨୦୧୯ରେ ଭୋଗରାଇବାସୀ ଯାହା ଦାବି ରଖିଥିଲେ ସେସବୁ ବିଜେଡି ସରକାର ପୂରଣ କରିଛି ।ଭୁଷଣ୍ଡେଶ୍ୱର ମନ୍ଦିରର ରୂପାନ୍ତରିକରଣ ପାଇଁ ଆର୍ଥିକ ସହଯୋଗ ଦିଆଯାଇଛି । ଭୋଗରାଇର ଡ୍ରେନେଜ୍ କାମ କରିବାକୁ ଭୋଗରାଇ ସଂସ୍କାର ପ୍ରୋଜେକ୍ଟ ପାଇଁ ୧୦୦ କୋଟି ଟଙ୍କା ମଂଜୁର ହୋଇଛି । ଏହାସହ କୋଷ୍ଟ କେନାଲ କାମ…