Trending
- ଆଜି ଅନ୍ତର୍ଜାତୀୟ ମହିଳା ଦିବସ ,ଥିମ୍ ରହିଛି ‘ଗିଭ୍ ଟୁ ଗେନ୍’
- ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ
- କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ବୁଡ଼ିଗଲେ ତିନି ଛାତ୍ର
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
- ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
Browsing Category
Politics
All politics-related news information will be uploaded here in daily besis
ଆଜି ସ୍ପଷ୍ଟ ହୋଇଯିବ !
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ବିଧାୟକ ଦଳ ବୈଠକ ୪ଟା ୩୦ ମିନିଟ୍ରେ ଅନୁଷ୍ଠିତ ହେବ। ଏହି ବୈଠକରେ ପର୍ଯ୍ୟବେକ୍ଷକ ଭାବେ କେନ୍ଦ୍ରରୁ ଦାୟିତ୍ୱ ପାଇଥିବା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ ଉପସ୍ଥିତ ରହିବେ। ଏହାପରେ ରାଜ୍ୟପାଳଙ୍କୁ ଦାବି ଉପସ୍ଥାପନ ପାଇଁ…
ମୋଦୀଙ୍କ ମନ୍ତ୍ରୀମଣ୍ଡଳରେ ବିଭାଗ ବଣ୍ଟନ
ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦୀ ଶପଥ ନେବାର ୪୮ ଘଣ୍ଟା ମଧ୍ୟରେ ମନ୍ତ୍ରୀମଣ୍ଡଳର ବିଭାଗ ବଣ୍ଟନ ହୋଇଛି ।
ଅମିତ ଶାହା : ଗୃହମନ୍ତ୍ରୀ
ମନୋହରଲାଲା ଖଟ୍ଟର – ଶକ୍ତି, ଗୃହ ନିର୍ମାଣ, ନଗର ଉନ୍ନୟନ
ଶିବରାଜ ସିଂ ଚୌହାନ- କୃଷିମନ୍ତ୍ରୀ
ଜିତନ ରାମ ମାଞ୍ଝୀ- ଏମଏସଏମଇ…
୧୨ ତାରିଖରେ ଓଡିଶା ଆସିବେ ମୋଦୀ, କରିବେ ରୋଡ ଶୋ’
୧୨ ତାରିଖରେ ମୋଦୀଙ୍କ ଓଡ଼ିଶା ଗସ୍ତକୁ ନେଇ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇସାରିଛି । ପୋଲିସ କମିଶନରଙ୍କ ଅଧ୍ୟକ୍ଷତାରେ କଟକ ଓ ଭୁବନେଶ୍ୱର ଟ୍ରାଫିକ ଅଧିକାରୀଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ବ୍ରହ୍ମପୁର ଓ ଅନୁଗୁଳ ଏସପିଙ୍କୁ…
କଂଗ୍ରେସ ଛାଡ଼ିଲେ ଭକ୍ତ
ରାଜ୍ୟରେ ସଦ୍ୟ ସମାପ୍ତ ହୋଇଥିବା ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ଘଟିଛି। ଏହା ପରେ ସୋମବାର ପଦ ଛାଡ଼ିଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଭକ୍ତ ଚରଣ ଦାସ। ନିଜ ଉପରକୁ ନୈତିକ ଦାୟିତ୍ୱ ନେଇ ସେ ପ୍ରଦେଶ କଂଗ୍ରେସ କମିଟି ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ଇସ୍ତଫା…
ମୋଦୀ ସରକାର ୩.0 : ଶପଥ ନେଲେ ଶାହ, ରାଜନାଥ, ଗଡକରୀ,ଧର୍ମେନ୍ଦ୍ର ପ୍ରଧାନ କ୍ୟାବିନେଟରେ ସାମିଲ
ଆରମ୍ଭ ହୋଇଛି ମୋଦୀ ସରକାରଙ୍କ ତୃତୀୟ ଇନିଂସ । ଆଜି ସଂଧ୍ୟା ୭ଟା ୧୫ ମିନିଟରେ ରାଷ୍ଟ୍ରପତି ଭବନ ପ୍ରାଙ୍ଗଣରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନରେନ୍ଦ୍ର ମୋଦୀଙ୍କୁ ପ୍ରଧାନମନ୍ତ୍ରୀଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।…
ନରେନ୍ଦ୍ର ମୋଦି କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ
ନରେନ୍ଦ୍ର ମୋଦି କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ମୋଦି ପୁଣିଥରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇ ଏକ ବିରଳ ରେକର୍ଡ ହାସଲ କରଛନ୍ତି। ୧୯୬୨ ପରଠାରୁ ପ୍ରଥମ ଥର ଜଣେ ନେତା କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହୋଇଛନ୍ତି। ସେ ଦେଶର ପ୍ରଥମ…
କିଛି ସମୟ ପରେ ତୃତୀୟ ପାଳି ପାଇଁ ଶପଥନେବେ ମୋଦୀ
କିଛି ସମୟ ପରେ ଆରମ୍ଭ ପ୍ରଧାନମନ୍ତ୍ରୀଙ୍କ ଶପଥଗ୍ରହଣ ସମାରୋହ । ୭.୧୫ରେ ତୃତୀୟ ପାଳି ପାଇଁ ଶପଥନେବେ ମୋଦୀ । ଏହାକୁ ନେଇ ବଡ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଛି । ଶପଥଗ୍ରହଣ କାର୍ଯ୍ୟକ୍ରମ ପାଇଁ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କୁ ନିମନ୍ତ୍ରଣ ମିଳିଛି । ତେବେ ସେ ଏଥିରେ ସାମିଲ…
ସନ୍ୟାସ ନେଲେ ଭି କେ ପାଣ୍ଡିଆନ୍
ସନ୍ୟାସ ନେଲେ ଭି କେ ପାଣ୍ଡିଆନ୍ । ରାଜ୍ୟ ରାଜନୀତିରୁ ସନ୍ୟାସ ନେଲେ । କିଛି ମାସ ପୂର୍ବରୁ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଚାକିରିରୁ ସ୍ବେଚ୍ଛାକୃତ ଅବସର ନେଇଥିବା ଭୈରବ କାର୍ତ୍ତିକ ପାଣ୍ଡିଆନ୍ ଆଜି ରାଜନୀତି ଛାଡ଼ିଛନ୍ତି। ସେ ରାଜନୀତିରୁ ସନ୍ୟାସ ନେଇଥିବା ଭିଡିଓ ବାର୍ତ୍ତା…
ରାଜନୀତିରୁ ଅବସର ନେଲେ ଅଚ୍ୟୁତ ସାମନ୍ତ
ରାଜନୀତିରୁ ଅବସର ନେଲେ ଅଚ୍ୟୁତ ସାମନ୍ତ । ଏନେଇ ପ୍ରେସମିଟରେ ଘୋଷଣା କରିଛନ୍ତି ପୂର୍ବତନ ସାଂସଦ ଅଚ୍ୟୁତ ସାମନ୍ତ । ସେ ଗତକାଲି ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ । ଲୋକସଭା ଓ ରାଜ୍ୟସଭା ପାଇଁ ସୁଯୋଗ ଦେଇଥିବାରୁ ସେ ଧନ୍ୟବାଦ ଜଣାଇଛନ୍ତି । ରାଜନୀତିରୁ…
ଆସିଲା ଫୋନ୍ କଲ୍
ନରେନ୍ଦ୍ର ମୋଦୀଙ୍କ ଶପଥ ଗ୍ରହଣ ପୂର୍ବରୁ ଓଡ଼ିଶାର ଜୁଏଲ ଓରାମଙ୍କ ପାଖକୁ ଫୋନ୍ କଲ୍ ଆସିଛି। ସେହିପରି ଅଶ୍ବିନୀ ବୈଷ୍ଣବଙ୍କ ପାଖକୁ ମଧ୍ୟ ଫୋନ୍ କଲ୍ ଆସିଛି। ଉଭୟ ଜୁଏଲ୍ ଏବଂ ଅଶ୍ବିନୀ ମୋଦୀଙ୍କ ବାସଭବନକୁ ଯାଇଛନ୍ତି। ଆଜି ମୋଦୀଙ୍କ ସହ ୩୦ ଜଣ ମନ୍ତ୍ରୀ ଶପଥ ନେଇପାରନ୍ତି । ସମ୍ଭାବିତ…