Browsing Category

Politics

All politics-related news information will be uploaded here in daily besis

ରାଜ୍ୟସଭା ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି

ରାଜ୍ୟସଭା ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି । ଏହା ସହ ଆରମ୍ଭ ହେବ ନାମାଙ୍କନ ଦାଖଲ ପ୍ରକ୍ରିୟା । ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ କରାଯାଇପାରିବ । ୨୨ ତାରିଖରେ ପ୍ରାର୍ଥିପତ୍ର ଯାଂଚ ଓ ୨୭ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ଦିନ ଧାର୍ଯ୍ୟ ହୋଇଛି ।…

ପଞ୍ଚାୟତ ସମିତିରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା

୭ଟି ପଞ୍ଚାୟତ ସମିତିରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ । ଏଥିମଧ୍ୟରୁ ୬ଟି ପଞ୍ଚାୟତ ସମିତିରେ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ହେବାକୁ ଥିବାବେଳେ ବୌଦ୍ଧ ହରଭଙ୍ଗାରେ ଉପାଧ୍ୟକ୍ଷ ପଦ ପାଇଁ ଉପନିର୍ବାଚନ ହେବ । ଅଧ୍ୟକ୍ଷ ପାଇଁ ଉପନିର୍ବାଚନ ହେବାକୁ ପଞ୍ଚାୟତ…

ରାଜ୍ୟ ସଭାକୁ କିଏ ଯିବେ?

ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ଓଡ଼ିଶା ସମେତ ୯ଟି ରାଜ୍ୟରେ ରାଜ୍ୟ ସଭା ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ସଭା ଏମ୍‌ପି ପଦରୁ ମମତା ମହାନ୍ତ ଇସ୍ତଫା ଦେବା ପରେ ତାଙ୍କ ସ୍ଥାନରେ  ରାଜ୍ୟ ସଭାକୁ କିଏ ଯିବେ ସେନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି।…

ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଅସୁସ୍ଥ

ଆଜି ଦିନ ୧୧ଟାରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଅସୁସ୍ଥ ହୋଇଯାଇଥିଲେ। ବୁର୍ଲାରେ ତାଙ୍କ ସ୍ବାଗତ ନିମନ୍ତେ ଏକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ବୁର୍ଲା ଟିଣଘର ସଭାକକ୍ଷରେ ହେବାକୁ ଥିବା ସମ୍ବର୍ଦ୍ଧନା ସଭାକୁ ଶୋଭାଯାତ୍ରାରେ ଯିବା ସମୟରେ ସେ ଅଚାନକ ଅସୁସ୍ଥ ‌‌ହୋଇପଡ଼ିଥିଲେ।…

ପାଣ୍ଡିଆନଙ୍କ ହେଲିକପ୍ଟର ବୁଲାର ତଦନ୍ତ ହେବ

୨୦୨୪ ନିର୍ବାଚନ ପୂର୍ବରୁ ବିଜେଡି ନେତା ଭି. କେ ପାଣ୍ଡିଆନ ବିଭିନ୍ନ ଜିଲ୍ଲାକୁ ହେଲିକପ୍ଟରରେ ବୁଲୁଥିଲେ । କେବେ ସେ ଅଭିଯୋଗ ଶୁଣୁଥିଲେ ତ କେବେ ନିର୍ବାଚନ ପ୍ରଚାରରେ ଯାଉଥିଲେ । ତେବେ ଏହାକୁ ଏବେ ନୂଆ ସରକାର ତଦନ୍ତ ପରିସରକୁ ଆଣିଛନ୍ତି ।  ରାଜ୍ୟରେ ବିଜେପି ସରକାର ଆକ୍ସନ ମୋଡକୁ ଆସି…

ବିହାରରେ ଅଗଷ୍ଟ ୧୨ରୁ ରାଜ୍ୟବ୍ୟାପୀ ଆନ୍ଦୋଳନ

ପୁଣି ବିହାରକୁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ଦାବି ଜୋରଦାର୍ ହୋଇଛି।ବିହାର ପ୍ରଦେଶ କଂଗ୍ରେସ କମିଟି (ବିପିସିସି) ଅଗଷ୍ଟ ୧୨ ତାରିଖରୁ କେନ୍ଦ୍ର ସରକାରଙ୍କ ଦ୍ବାରା ରାଜ୍ୟକୁ ସ୍ୱତନ୍ତ୍ର ମାନ୍ୟତା ଦେବାକୁ ମନା କରିବା ବିରୋଧରେ ରାଜ୍ୟବ୍ୟାପୀ ଆନ୍ଦୋଳନ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛି।…

ଶୂନ ହୋଇଯିବ କି ବିଜେଡି ?

ବିଜେଡିରେ କମ୍ପନ। ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଜିଲ୍ଲା ବିଜେଡିର ବ୍ଲକ ଓ ପଞ୍ଚାୟତ ପ୍ରତିନିଧି। ମୋହନ ମାଝୀଙ୍କ ନିଜ ନିର୍ବାଚନ ମଣ୍ଡଳୀ କେନ୍ଦୁଝର ସଦରର ୧୮ ଜଣ ବିଜେଡି ସମର୍ଥିତ ସମିତି ସଭ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିବା ବେଳେ ବାଂଶପାଳ ବ୍ଲକର ୧୪ ବିଜେଡି ସମର୍ଥିତ ବିଜେଡି ସରପଞ୍ଚ ଓ…

ବିଜେଡି ପରାଜୟ ପାଇଁ ୩ ନେତା ଦାୟୀ

ନିର୍ବାଚନରେ ବିଜେଡିର ପରାଜୟର ପ୍ରାୟ ୨ମାସ ପରେ ଦଳୀୟ କାର୍ଯ୍ୟକ୍ରମର ତଦାରଖ ପାଇଁ ଦେବୀ ମିଶ୍ରଙ୍କ ନେତୃତ୍ୱରେ ବରିଷ୍ଠ ନେତାମାନଙ୍କୁ ନେଇ ୧୫ ଜଣିଆ ସମନ୍ବୟ କମିଟି ଗଠନ କରାଯାଇଛି। ଗୁରୁବାର ଶଙ୍ଖଭବନଠାରେ ଦେବୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏହି କମିଟିର ପ୍ରଥମ ବୈଠକ ବସିଥିଲା। ଏଥିରେ…

ନଭେମ୍ବରରୁ ସାର ରାଜ୍ୟ ଗସ୍ତ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ନଭେମ୍ବରରୁ ସାର ରାଜ୍ୟ ଗସ୍ତ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳର କର୍ମୀ ଓ ତୃଣମୁଳ ସ୍ତରର ନେତାମାନଙ୍କୁ ଭେଟିବା ପାଇଁ ନବୀନ ପଟ୍ଟନାୟକ ନଭେମ୍ୱର ମାସରୁ ସାରା ରାଜ୍ୟ ଗସ୍ତ କରିବେ । ବିଜେଡି କାର୍ଯ୍ୟାଳୟରେ ଅନୁଷ୍ଠିତ ରାଜ୍ୟସ୍ତରିୟ ସମନ୍ୱୟ କମିଟିରେ ଏହି ନିଷ୍ପତ୍ତି…

ଚିନ୍ତାରେ ମମତା

ବାଂଲାଦେଶରେ ଯେତେବେଳେ ବି ବଡ଼ ରାଜନୈତିକ ସଙ୍କଟ କିମ୍ବା ବିଦ୍ରୋହ ଦେଖାଦେଇଛି, ସେତେବେଳେ ପଶ୍ଚିମବଙ୍ଗ ସରକାର ବିପର୍ଯ୍ୟୟରେ ପଡ଼ିଛନ୍ତି। ବାଂଲାଦେଶର ସଙ୍କଟ ପଶ୍ଚିମବଙ୍ଗର ୨ ମୁଖ୍ୟମନ୍ତ୍ରୀଙ୍କ ଚୌକି ନେଇଯାଇଥିଲା । ସେଠାରେ ସୃଷ୍ଟି ହୋଇଥିବା ସଙ୍କଟ ଯୋଗୁଁ ରାଜ୍ୟକୁ ଜ୍ୟୋତି ବସୁଙ୍କ ଭଳି…