Trending
- ଆଜି ମହିଳାଙ୍କ ଖାତାକୁ ଯିବ ସୁଭଦ୍ରା କିସ୍ତି
- ଆଜି ଅନ୍ତର୍ଜାତୀୟ ମହିଳା ଦିବସ ,ଥିମ୍ ରହିଛି ‘ଗିଭ୍ ଟୁ ଗେନ୍’
- ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ
- କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ବୁଡ଼ିଗଲେ ତିନି ଛାତ୍ର
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
- ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
Browsing Category
Politics
All politics-related news information will be uploaded here in daily besis
ମୁଖ୍ୟମନ୍ତ୍ରୀ କିଏ ହେବେ ସଂସଦୀୟ ବୋର୍ଡ ନିଷ୍ପତ୍ତି ନେବ
ସୋମବାର ସଂଧ୍ୟାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶପଥ ନେବେ । ତେବେ କିଏ ମୁଖ୍ୟମନ୍ତ୍ରୀ ହେବ ତାଙ୍କ ନାମ ଘୋଷଣା କରିନି ବିଜେପି । ବିଜେପି ସରକାରର ଶପଥ ଗ୍ରହଣ ଉତ୍ସବ ଜନତା ମଇଦାନରେ ଅନୁଷ୍ଠିତ ହେବ । ଏହି ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀମାନେ ଶପଥ ନେବେ। ଓଡ଼ିଶାର…
ମୋଦୀଙ୍କ ଶପଥ ଆଜି
ନରେନ୍ଦ୍ର ମୋଦୀ ପୁଣି ହେବେ ପ୍ରଧାନମନ୍ତ୍ରୀ । ଆଜି ନେବେ ଶପଥ । ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ତାଙ୍କ ସହିତ ୩୦ ଜଣିଆ କ୍ୟାବିନେଟ ମଧ୍ୟ ଶପଥ ନେବ ବୋଲି ଜଣାପଡ଼ିଛି। କାହାକୁ ମନ୍ତ୍ରୀ କରାଯିବ, ଏନେଇ…
ବିଜେପିରେ ସାମିଲ ହେଲେ ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣୀ
ବିଜେଡିକୁ ଲାଗିଛି ଆଉ ଏକ ଶକ୍ତ ଝଟକା । ନିର୍ବାଚନ ହାରିବା ପରେ ଦଳର ଜଣେ ବରିଷ୍ଠ ନେତା ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଛନ୍ତି । ଭୁବନେଶ୍ୱର ଲୋକସଭା ଆସନର ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ ଆଜି ଦଳ ଛାଡ଼ି ପଦ୍ମ ଧରିଛନ୍ତି ପ୍ରସନ୍ନ ପାଟ୍ଟଶାଣୀ । ୨୦୨୪ ନିର୍ବାଚନରେ ବିଜେଡିର…
ନବୀନ ନିବାସରେ ବିଜେଡି ନେତାଙ୍କ ଭିଡ
ନିର୍ବାଚନରେ ପରାଜୟ ପରେ ବିଜେଡିର ବରିଷ୍ଠ ନେତାଙ୍କୁ ନବୀନ ନିବାସକୁ ଡକାଯାଇଛି। କିଛି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇପାରେ। ଏଥିପାଇଁ ନବୀନ ନିବାସରେ ପହଞ୍ଚିସାରିଛନ୍ତି ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଅତନୁ ସବ୍ୟସାଚ୍ଚୀ ନାୟକ, ପ୍ରତାପ ଦେବ, କଳିକେଶ ସିଂହଦେଓ…
ଇସ୍ତଫା ଦେଲେ ଲେନିନ୍
ଦୀର୍ଘ ୨୫ ଧରି ଓଡ଼ିଶାରେ କ୍ଷମତାସୀନ ରହିବା ପରେ ବିଜେଡି ଅଚାନକ କ୍ଷମତାଚ୍ୟୁତ ହେବା ଘଟଣାକୁ ନେଇ ଏବେ ସାରା ରାଜ୍ୟରେ ଚର୍ଚ୍ଚା ଜାରି ରହିଛି । ଆସନ୍ତା ୧୦ ତାରିଖରେ ନୂଆ ବିଜେପି ସରକାରର ନୂଆ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବେ । ତେବେ ଏହା ମଧ୍ୟରେ ଆସିଛି ଏକ ବଡ଼ ଖବର । ଓଡ଼ିଶା ପର୍ଯ୍ୟଟନ…
ଆଜି ବସିବ ବିଜେପି ବିଧାୟକ ଦଳ ବୈଠକ,ହୋଇପାରେ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା
ଆଜି (ଶନିବାର) ନବନିର୍ବାଚିତ ବିଜେପି ବିଧାୟକ ଦଳ ବୈଠକ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଧାର୍ଯ୍ୟ ହୋଇଛି। ଏହି ବୈଠକରେ ଯୋଗଦେବା ପାଇଁ ନିର୍ବାଚିତ ସମସ୍ତ ବିଜେପି ବିଧାୟକଙ୍କୁ ଅବଗତ କରାଯାଇଛି। ବୈଠକରେ ବିଧାୟକ ଦଳ ନେତା ନିର୍ବାଚିତ ହେବ ବୋଲି ଜଣାପଡ଼ିଛି। ବିଧାୟକ ଦଳ ନେତା ୧୦ତାରିଖରେ…
ସରକାର ବଦଳିଛି, କିନ୍ତୁ ବିରୋଧୀ ମଧ୍ୟ ସେହି ତୁଳନାରେ ବେଶ୍ ସଶକ୍ତ
ଏଥର ସରକାର ବଦଳିଛି, କିନ୍ତୁ ବିରୋଧୀ ମଧ୍ୟ ସେହି ତୁଳନାରେ ବେଶ୍ ସଶକ୍ତ । ୨୦୧୪ ଓ ୨୦୧୯ରେ ବିଜେଡି ୧୦୦ରୁ ଅଧିକ ଆସନ ଜିତି ମଜଭୁତ ସରକାର ଗଢ଼ିଥିଲା । କିନ୍ତୁ ସେହି ତୁଳନାରେ ଦୁର୍ବଳ ଥିଲା ବିରୋଧୀ ବିଜେପି ଓ କଂଗ୍ରେସ । ୨୦୧୪ରେ ଯେଉଁଠି କଂଗ୍ରେସ ୧୬ ଆସନ ଥିବା ବେଳେ ବିଜେପି ୧୦ ଆସନ…
ରବିବାର ସନ୍ଧ୍ୟାରେ ଶପଥ ନେବେ ମୋଦୀ
ଲଗାତାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଜବାହରଲାଲ ନେହରୁଙ୍କ ପରେ ଦ୍ୱିତୀୟ ଭାରତୀୟ ପ୍ରଧାନମନ୍ତ୍ରୀ ଭାବେ ମୋଦୀ କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାପାଇଁ ମଞ୍ଚ ପ୍ରସ୍ତୁତ କରାଯାଉଛି। ଶପଥ ଗ୍ରହଣ ସମାରୋହରେ ଅନେକ ଦକ୍ଷିଣ ଏସୀୟ…
ନବୀନ ନିବାସରେ ପରାଜିତ ପ୍ରାର୍ଥୀଙ୍କୁ ନେଇ ସମୀକ୍ଷା ବୈଠକ
ନିର୍ବାଚନ-୨୦୨୪ରେ ବିଜୁ ଜନତା ଦଳ (ବିଜେଡି)ର ବିପର୍ଯ୍ୟୟ ପରେ ଗୁରୁବାର ପରାଜିତ ପ୍ରାର୍ଥିମାନଂଙ୍କୁ ନେଇ ନବୀନ ନିବାସରେ ସମୀକ୍ଷା ବୈଠକ ହୋଇଛି। ଏହି ବୈଠକରେ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଫୁଲବାଣୀ ବିଧାନସଭା ଆସନରୁ ପ୍ରାର୍ଥୀ ଜୟଶ୍ରୀ କହଁରଙ୍କ ସହିତ ଅନ୍ୟ ପରାଜିତ ବିଧାୟକ…
ମଧ୍ୟପ୍ରଦେଶ କଂଗ୍ରେସରେ ଘୋର ନୈରାଶ୍ୟ
ବିଜେପି ୟୁପି, ମହାରାଷ୍ଟ୍ର ଓ ରାଜସ୍ଥାନରେ ଝଟକା ପାଇଥାଇପାରେ, କିନ୍ତୁ ମୂଳ ଗୈରିକ ହାର୍ଟଲ୍ୟାଣ୍ଡ ମଧ୍ୟପ୍ରଦେଶରେ ଉତ୍ସବ ପାଳନ କରିବା ପାଇଁ ଦଳ ପାଖରେ ‘୨୯’ କାରଣ ଅଛି। ବିଜେପିର ‘୪୦୦ ପାର’ ସ୍ଲୋଗାନ ବିଫଳ ହୋଇଥିଲା, କିନ୍ତୁ ମଧ୍ୟପ୍ରଦେଶରେ ୨୯ରୁ ୨୯ ଆସନରେ ଜିତିଛି ବିଜେପି। ଏପରିକି…