Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Politics
All politics-related news information will be uploaded here in daily besis
ଖଲ୍ଲିକୋଟରେ ବାଜି ମାରିଲା ବିଜେପି,କେନ୍ଦ୍ରାପଡ଼ାରେ ବିଜେଡି
ଭୁବନେଶ୍ବର: ପୁଣି ଦେଖାଗଲା ବିଜେପି ବିଜେଡ଼ି ଟକ୍କର | ବିଜେଡ଼ି ହାତରୁ ଆସନ ଛଡାଇନେଲା ବିଜେପି | ବିଜେଡି କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦ ସଭାପତି ପଦବି ବଜାୟ ରଖିବାରେ ସଫଳ ହୋଇଥିଲେ କିନ୍ତୁ ଖଲ୍ଲିକୋଟ ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ଛଡାଇନେଇଛି ବିଜେପି। ତେବେ ବିଜେଡି ସମର୍ଥିତ…
ମୈଦାନରେ ବିଜେପି-ବିଜେଡି ମୁହାଁମୁହିଁ
ପୁଣି ନିର୍ବାଚନ ମୈଦାନରେ ବିଜେପି-ବିଜେଡି ମୁହାଁମୁହିଁ ହେଉଛନ୍ତି । ଉପନିର୍ବାଚନ ହେବାକୁ ଥିବା ସମସ୍ତ ୬ ବ୍ଲକ୍ ବିଜେଡି ପାଖରେ ଥିଲା । କିନ୍ତୁ ଏବେ ସ୍ଥିତି ବଦଳିଛି। ତେଣୁ ଉଭୟ ବିଜେପି ଏବଂ ବିଜେଡି ପାଇଁ ଉପନିର୍ବାଚନ ସମ୍ମାନର ପ୍ରଶ୍ନ ପାଲଟିଛି। ସବୁଠି ଛକାପଞ୍ଝା ସ୍ଥିତି ଲାଗି…
ବିଧାନସଭା ଆରମ୍ଭରୁ ହଟ୍ଟଗୋଳ
ଆଜି ବିଧାନସଭା ଆରମ୍ଭରୁ ହଟ୍ଟଗୋଳ ହେବାରୁ ବାଚସ୍ପତି ସୁରମା ପାଢ଼ୀ ସାଢ଼େ ୧୧ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ଗଞ୍ଜାମର ଚିକିଟି ମଦ ମୃତ୍ୟୁ ପ୍ରସଙ୍ଗରେ ବିଜେଡି ହୋ-ହଲ୍ଲା କରିଥିବା ବେଳେ ଇଡି ପ୍ରସଙ୍ଗରେ ବିରୋଧୀ କଂଗ୍ରେସ ମଧ୍ୟ ହଟ୍ଟଗୋଳ କରିଥିଲା। ଉଭୟ ଦଳ ବାଚସ୍ପତିଙ୍କ…
ଆଜି ୩ ପଞ୍ଚାୟତ ସମିତି ଅଧ୍ୟକ୍ଷ ଏବଂ ଗୋଟିଏ ପଞ୍ଚାୟତ ସମିତି ଉପାଧ୍ୟକ୍ଷଙ୍କ ପାଇଁ ହେବ ଭୋଟିଂ
ସାଧାରଣ ନିର୍ବାଚନ ପରେ ପୁଣି ଉଷ୍ମ ହୋଇଛି ଗାଁ ରାଜନୀତି। ଆଜି ୩ ପଞ୍ଚାୟତ ସମିତି ଅଧ୍ୟକ୍ଷ ଏବଂ ଗୋଟିଏ ପଞ୍ଚାୟତ ସମିତି ଉପାଧ୍ୟକ୍ଷଙ୍କ ପାଇଁ ହେବ ଭୋଟିଂ। ଖଲ୍ଲିକୋଟ, ରାଇଘର ଓ ଭାପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ପାଇଁ ଆଜି ନିର୍ବାଚନ ହେବ । ସେହିପରି ହରଭଙ୍ଗା ପଞ୍ଚାୟତ ସମିତି ଉପାଧ୍ୟକ୍ଷ…
ତେଜିଲା ରାଜନୀତି
ପୁଣିଥରେ ଯିବେ ରାଜ୍ୟସଭା। ଏଥର କିନ୍ତୁ ବିଜେଡି ନୁହଁ, ବିଜେପିରୁ ଯିବେ। ମମତା ମହାନ୍ତ ଆଜି ଦିନ ପ୍ରାୟ ସାଢ଼େ ୧୧ଟା ବେଳେ ବିଧାନସଭାରେ ପହଂଚି ନାମାଙ୍କନ ଦାଖଲ କରିଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟ ପାଲ ସିଂହ…
ଆଜିଠୁ ଆରମ୍ଭ ହେବ ବିଧାନସଭା ଅଧିବେଶନ
ପୁଣି ଆରମ୍ଭ ହେବାକୁ ଯାଉଛି ବିଧାନସଭା ଅଧିବେଶନ । ଚଳିତ ବିଧାନସଭାର ଏହା ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ହେବ । ଆଜିଠୁ ଆରମ୍ଭ ହୋଇ ଏହି ଅଧିବେଶନ ସେପ୍ଟେମ୍ବର ୧୩ ତାରିଖ ଯାଏଁ ଚାଲିବ । ସେପଟେ ସେପ୍ଟେମ୍ବର ୧୦ ତାରିଖରେ ଆଗତ ହେବାକୁ ଯାଉଛି ବ୍ୟୟମଞ୍ଜୁର ବିଲ ।ଏହାବାଦ ବିଧାନସଭାର ଦ୍ୱିତୀୟ…
ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ବିରୋଧରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନଙ୍କ
ଝାଡ଼ଖଣ୍ଡ: ଝାଡ଼ଖଣ୍ଡ ରାଜନୀତିରେ ବଡ଼ ହଲଚଲ। ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନଙ୍କ ଦିଲ୍ଲୀ ଗସ୍ତ ଏହି ରାଜନୈତିକ ହଲଚଲକୁ ଅଧିକ ତୀବ୍ର କରିଛି। ଚର୍ଚ୍ଚା ହେଉଛି, ଜେଏମଏମ୍ ଛାଡ଼ି ଆଜି ବିଜେପିରେ ଯୋଗ ଦେଇପାରନ୍ତି ଚମ୍ପାଇ ସୋରେନ୍। ନିଜ ସମସ୍ତ ସୋସିଆଲ ମିଡ଼ିଆ ପ୍ଲାଟଫର୍ମରୁ ଜେଏମଏମକୁ…
ବିଜେପିରେ ମିଶିପାରନ୍ତି ଚମ୍ପେଇ ସୋରେନ୍
ଝାଡ଼ଖଣ୍ଡରେ କିଛି ଦିନ ପରେ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ ଦିଲ୍ଲୀରେ ସୋରେନଙ୍କ ଉପସ୍ଥିତି ହଟଚମଟ ବଢାଇଛି।ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଏମ୍ଏମ୍ ନେତା ଚମ୍ପାଇ ସୋରେନ୍ ବିଜେପିରେ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଛି । ଏୟାର ଇଣ୍ଡିଆ ବିମାନଯୋଗେ କୋଲକାତା ଦେଇ ଦିଲ୍ଲୀ…
ଚାଉଳ ସହ ମିଳିବ ଗହମ
ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସିଖବର । ଏଣିକି ରାସନକାର୍ଡରେ ପୂର୍ବଭଳି ମିଳୁଥିବା ଗହମ ପୁଣିଥରେ ଚଉଳ ସହ ମିଳିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରିଛନ୍ତି । ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ ମନ୍ତ୍ରୀ…
ଆଜିଠାରୁ ବିଧାୟକଙ୍କ ପାଇଁ ୨ଦିନିଆ ପ୍ରଶିକ୍ଷଣ ଶିବିର ଆରମ୍ଭ
ଆଜିଠାରୁ ବିଧାୟକଙ୍କ ପାଇଁ ୨ଦିନିଆ ପ୍ରଶିକ୍ଷଣ ଶିବିର ଆରମ୍ଭ ହେବ। ପ୍ରଶିକ୍ଷଣ ଶିବିରକୁ ନେଇ ଶାସକ ବିଜେପି ଓ ବିରୋଧୀ ଦଳ ମଧ୍ୟରେ ବିବାଦ ତୀବ୍ର ହୋଇଛି। ପ୍ରଶିକ୍ଷଣ ଶିବିରକୁ ମୁଖ୍ୟମନ୍ତ୍ରୀ କିମ୍ବା ବାଚସ୍ପତି ଉଦ୍ଘାଟନ କରିବା ପରମ୍ପରା ରହିଥିବାବେଳେ ଗୃହର ସଦସ୍ୟ ନଥିବା…