Trending
- ରାହୁଲ, ସୋନିଆଙ୍କ ସହ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ
- ଗୋଟିଏ ଦିନରେ ବିଜେଡି ସମର୍ଥିତ ୩ ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଲେ
- ଲକ୍ଷ୍ନୌରେ ମେଜର ଜେନେରାଲ ସୈୟଦ ତକି ଆବ୍ବାସ ରିଜଭୀଙ୍କ ଦେହାନ୍ତ
- ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼, ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା
- ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଆଡକୁ ଗତି କରୁଛି ବାତ୍ୟା ‘ଦିତ୍ୱାହ’
- ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ
- ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିବସ: ମନ୍ଦିର ଅନୁଦାନ ବୃଦ୍ଧି ସହ ଅଙ୍ଗନବାଡ଼ି ଗୃହ ପ୍ରସଙ୍ଗରେ ଆଲୋଚନା
- ବିଧାନସଭାରେ ବଙ୍ଗାଳି କଟାକ୍ଷ: ‘ଓଡ଼ିଆ ଅସ୍ମିତା’ ପ୍ରଶ୍ନ ଘେରରେ ଗୃହ
- ଆଜି ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିନ
- ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
Browsing Category
Politics
All politics-related news information will be uploaded here in daily besis
ବଦଳିଲେ ମିଶନଶକ୍ତି ସଚିବ
ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସର ତଥା ମିଶନଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ୍ ପାଣ୍ଡିଆନ୍ଙ୍କୁ ଗୁରୁବାର ବଦଳି କରାଯାଇଛି। ଭାଜପା ଅଭିଯୋଗକ୍ରମେ ଭାରତର ନିର୍ବାଚନ କମିଶନ (ଇସିଆଇ) ଏହି ବଦଳି ନିର୍ଦ୍ଦେଶ ଦେଇଛନ୍ତି। ତେବେ ତାଙ୍କୁ କେଉଁଠିକୁ ବଦଳି କରାଯାଇଛି ସେ ସମ୍ପର୍କରେ କୌଣସି…
୬ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି
୬ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ଘଷିପୁରା, ଭୋଗରାଇ, ଭଣ୍ଡାରୀପୋଖରୀ, ବରୀ, ବାରବାଟୀ-କଟକ ଓ ବେଗୁନିଆ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ଘଷିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ ଉମେଶ ଚନ୍ଦ୍ର ଜେନା.…
ଭୁବନେଶ୍ୱର ଲୋକସଭା ଆସନରୁ ପ୍ରାର୍ଥିପତ୍ର ଭରିଲେ ଅପରାଜିତା ଷଡଙ୍ଗୀ
ଭୁବନେଶ୍ୱର ଲୋକସଭା ଆସନରୁ ପ୍ରାର୍ଥିପତ୍ର ଭରିଲେ ଅପରାଜିତା ଷଡଙ୍ଗୀ । ଖୋର୍ଦ୍ଧା ଜିଲ୍ଲାପାଳ ଅଫିସରେ ନାମାଙ୍କନ ଭରିଛନ୍ତି ଅପରାଜିତା । ସମର୍ଥକଙ୍କ ଗହଣରେ ଶୋଭାଯାତ୍ରାରେ ଯାଇ ପ୍ରଥମେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଫିସରେ ପହଞ୍ଚିଥିଲେ ଅପରାଜିତା । ଏହାପରେ ସେ ନାମାଙ୍କନ ଦାଖଲ କରିଥିଲେ ।…
ରାଜ୍ୟ ସରକାରଙ୍କ କୃଷକ ମାରଣ ନୀତିକୁ ବର୍ଷିଲା ବିଜେପି
ରାଜ୍ୟ ସରକାରଙ୍କ କୃଷକ ମାରଣ ନୀତିକୁ ବର୍ଷିଲା ବିଜେପି । ଓଡ଼ିଶାର ଚାଷୀ ୫ ହଜାର ଟଙ୍କା ରୋଜଗାର କରୁଥିବା ବେଳେ ପଞ୍ଜାବର ଚାଷୀ ଦେଢ଼ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି । ରାଜ୍ୟର ମାତ୍ର ୧୭ ଭାଗ ଜମିରେ ଜଳସେଚନ ହୋଇଛି । ୩ ଥର ନିର୍ବାଚନୀ ଇସ୍ତାହାରରେ ବିଜେଡ଼ି ଜଳସେଚନ ନେଇ ବଡ ବଡ଼…
କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କଲେ ନବୀନ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଟିଟିଲାଗଡ଼ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ନବୀନ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଦ୍ୱିତୀୟ ନିର୍ବାଚନ କ୍ଷେତ୍ର ଭାବରେ ସେ ଆଜି ତାଙ୍କର ନାମାଙ୍କନ ଦାଖଲ…
ଖୋର୍ଦ୍ଧା ପର୍ଯ୍ୟନ୍ତ କାହିଁକି ଦୌଡିଲେ ମନ୍ମଥ ରାଉତରାୟ ?
ଭୁବନେଶ୍ୱର ଲୋକସଭା ଆସନରୁ ବିଜେଡିର ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ଗୁରୁବାର ନାମାଙ୍କନ ପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ଏହା ପୂର୍ବରୁ ଗୁରୁବାର ସକାଳୁ ମନ୍ମଥଙ୍କୁ ନେଇ ରାଜନୈତିକ ମହଲ ତଥା ସୋସିଆଲ ମିଡ଼ିଆରେ ଚର୍ଚ୍ଚା ଆରମ୍ଭ ହୋଇଛି।ନାମାଙ୍କନ ପତ୍ର ଦାଖଲ କରିବା…
ବିଜେପିକୁ ଟାର୍ଗେଟ କଲେ ଭୁବନେଶ୍ୱର ବିଜେଡି ଲୋକସଭା ପ୍ରାର୍ଥୀ ମନ୍ମଥ ରାଉତରାୟ
ପ୍ରେସମିଟ କରି ବିଜେପିକୁ ଟାର୍ଗେଟ କଲେ ଭୁବନେଶ୍ୱର ବିଜେଡି ଲୋକସଭା ପ୍ରାର୍ଥୀ ମନ୍ମଥ ରାଉତରାୟ । କହିଲେ, ବୟୋଜ୍ୟେଷ୍ଠ ସତ୍ତ୍ୱେ ମୁଖ୍ୟମନ୍ତ୍ରୀ ଲୋକଙ୍କ ପାଇଁ କାମ କରୁଛନ୍ତି। କିନ୍ତୁ ତାଙ୍କୁ ସାଂସଦ କହୁଛନ୍ତି ବୟସ ଅଧିକ ହେଇଗଲାଣି ଘରେ ବସନ୍ତୁ। ଏ ହେଉଛି ତାଙ୍କ ସଂସ୍କାର। ଜିଡିପି ଆଜି…
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୧ କୋଟିର ମାଲିକ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ସତ୍ୟପାଠରେ ନିଜର ସମ୍ପତ୍ତିର ତଥ୍ୟ ଦେଇଛନ୍ତି। ସେ ହେଉଛନ୍ତି ୭୧ କୋଟି ଟଙ୍କା ସମ୍ପତ୍ତିର ମାଲିକ। ତାଙ୍କ ପାଖରେ ନଗଦ ୩୦ ହଜାର ଟଙ୍କା ଥିବା ବେଳେ ବିଭିନ୍ନ ବ୍ୟାଙ୍କରେ ଡିପୋଜିଟ୍ ଏବଂ ଫିକ୍ସ ଆକାରରେ ଟଙ୍କା ରହିଛି। ଏହାଛଡ଼ା…
ବିଜେପି ଛାଡିବା ପରେ ଅପରାଜିତାଙ୍କ ଉପରେ ବର୍ଷିଲେ କାଳୁ ଖଣ୍ଡାୟତରାୟ
ବିଜେପି ଛାଡିଲେ କାଳୁ ଖଣ୍ଡାୟତରାୟ । ସ୍ୱାଧୀନ ଭାବରେ ଲଢିବାକୁ କଲେ ଘୋଷଣା । ଖୋର୍ଦ୍ଧାରୁ ଟିକେଟ ନପାଇ ଅସନ୍ତୁଷ୍ଟ ଥିଲେ କାଳୁ ଖଣ୍ଡାୟତରାୟ । ଏପରିକି ଭୁବନେଶ୍ୱର ସାଂସଦ ୨ କୋଟି ଟଙ୍କା ନେଇ ପ୍ରଶାନ୍ତଙ୍କୁ ଟିକେଟ ଦେଇଥିବା ଅଭିଯୋଗ ଆଣିଥିଲେ କାଳୁ । ଟିକେଟ ନ ମିଳିବାରୁ ମଳିପଡାରେ…
ହିଞ୍ଜିଳି ଆସନରୁ ନାମାଙ୍କନପତ୍ର ଦାଖଲ କଲେ ନବୀନ ପଟ୍ଟନାୟକ
ହିଞ୍ଜିଳି ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେଡି ପ୍ରାର୍ଥୀ ବିକ୍ରମ ଆରୁଖ, ବିଜେଡି ନେତା ଭି.କେ ପାଣ୍ଡିଆନ, ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର, ଆସ୍କା ସାଂସଦ ପ୍ରାର୍ଥୀ ରଞ୍ଜିତା ସାହୁ ଏବଂ ଗଞ୍ଜାମ ଜିଲ୍ଲାର ଅନ୍ୟ ବିଜେଡି…