Trending
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
Browsing Category
Politics
All politics-related news information will be uploaded here in daily besis
ଅରୁଣଙ୍କ ତ୍ରେଚ୍ଛାବାଣ
ରାଜ୍ୟପାଳଙ୍କ ପୁଅ ଏଏସ୍ଓଙ୍କୁ ମାଡ଼ ମାରିବା ଘଟଣାରେ ବିରୋଧୀ ସରକାରଙ୍କୁ ଘେରିଛନ୍ତି। ଏହି ପ୍ରସଙ୍ଗକୁ ନେଇ ମଙ୍ଗଳବାର ଉଭୟ ବିଜେଡି ଓ କଂଗ୍ରେସ ବିଧାନସଭାରେ ପ୍ରବଳ ହଟ୍ଟଗୋଳ କରିଥିବା ଦେଖାଯାଇଛି। ତେବେ ଏନେଇ ବିଜେଡି ବିଧାୟକ ଅରୁଣ ସାହୁ ପ୍ରତିକ୍ରିୟା ରଖି ଭାଜପା ସରକାର ଚଳାଇବାରେ…
ଏହା ଚୌକି ବଞ୍ଚାଅ ବଜେଟ୍ – ରାହୁଲ ଗାନ୍ଧୀ
ମୋଦୀ ୩.୦ର ପ୍ରଥମ ବଜେଟକୁ ନେଇ ବିଜେପି ନେତା ପ୍ରବଳ ପ୍ରଶଂସା କରିଛନ୍ତି । ସେହିପରି ଏହି ବଜେଟକୁ ନେଇ ବିରୋଧୀ ଏବେ ସମାଲୋଚନା ଆରମ୍ଭ କରିଛନ୍ତି । ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋସିଆଲମିଡିଆ ପୋଷ୍ଟ କରି ମୋଦୀ ସରକାରର ବଜେଟକୁ କଟାକ୍ଷ କରିଛନ୍ତି । ସେ ଏକ୍ସରେ ପୋଷ୍ଟ କରି…
ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ
ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି। ଅଧିବେଶନର ପ୍ରଥମ ଦିନରେ ଆଜି ନିଟ୍-ୟୁଜି ପେପର୍ ଲିକ୍ ମାମଲାକୁ ନେଇ ଲୋକସଭାରେ ଶାସକ ଏବଂ ବିରୋଧୀ ଦଳ ମୁହାଁମୁହିଁ ହୋଇଛନ୍ତି। କଂଗ୍ରେସ ସାଂସଦ ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଆଜି ନିଟ୍ ମାମଲାରେ କେନ୍ଦ୍ର…
ଶସ୍ତା ହେଲା ଏହି ସବୁ ଜିନିଷ
ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ୍ ଉପସ୍ଥାପନ କରିଛନ୍ତି। ବଜେଟରେ କଣ ଶସ୍ତା ହେଲା ତାକୁ ନେଇ ଅର୍ଥମନ୍ତ୍ରୀ କହିଛନ୍ତି । ନିର୍ମଳା ସୀତାରମଣ ତାଙ୍କ ବଜେଟ୍ ଅଭିଭାଷଣରେ ଗରିବ, ଯୁବପିଢ଼ି, ମହିଳା, କୃଷକ ଇତ୍ୟାଦିଙ୍କୁ ଗୁରୁତ୍ବ ଦେଇଥିବା ବେଳେ ସୁନା ଦର କମିଛି। ସୁନା ଓ ରୂପା…
ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ
ବିଧାନସଭା ଅଧିବେଶନ ଆରମ୍ଭରେ ରାଜ୍ୟପାଳଙ୍କ ଅଭିଭାଷଣ ପୂର୍ବରୁ ବିରୋଧୀ ବିଜେଡି କକ୍ଷତ୍ୟାଗ କରିଛି। ଏନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି, ମୁଁ ଓ ମୋ ଦଳ ଅତି ଦୁଃଖିତ, କାରଣ ବର୍ତ୍ତମାନର ରାଜ୍ୟ ସରକାର ରାଜ୍ୟପାଳଙ୍କ ପୁଅ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ନାହାନ୍ତି,…
ଅଧିବେଶନ ଆରମ୍ଭରୁ ହିଁ ଗୃହରେ ହଟ୍ଟଗୋଳ
ଆରମ୍ଭ ହେଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ । ଓଡିଶା ବିଧାନସଭାର ବଜେଟ୍ ଅଧିବେଶନ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଇଛି । ତେବେ ଅଧିବେଶନ ଆରମ୍ଭରୁ ହିଁ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିଛି । ଆଜି ଗୃହ ଆରମ୍ଭ ହେବା ପରେ ପରେ ଗୃହରେ ବିଧାୟକମାନଙ୍କ ଜୟ ଶ୍ରୀରାମ ଏବଂ ଜୟ ଜଗନ୍ନାଥ…
ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ମୋହନ
ଆସନ୍ତାକାଲିଠୁ ବିଧାନସଭା ଅଧିବେଶନ ହେବାକୁ ଯାଉଛି। ଏଥିପାଇଁ ସର୍ବଦଳୀୟ ବୈଠକ ରବିବାର ବାଚସ୍ପତି ସୁରମା ପାଢୀଙ୍କ ଅଧ୍ଯକ୍ଷତାରେ ବୈଠକ ବସିବ। ବିଧାନସଭା ଅଧିବେସନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ନିବାସରେ ଆସନ୍ତାକାଲିଠୁ ବିଧାନସଭା ଅଧିବେଶନ ହେବାକୁ ଯାଉଛି। ଏଥିପାଇଁ…
ରାଜ୍ୟ ସରକାରଙ୍କୁ ଘେରିବ ବିଜେଡି ଦଳ
ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜୁ ଜନତା ଦଳ ବିଧାୟକ ଦଳ ବୈଠକ ବସିଛି । ସୋମବାରଠାରୁ ଆରମ୍ଭ ହେଉଛି ବିଧାନସଭାର ବଜେଟ ଅଧିବେଶନ । ଏହାପୂର୍ବରୁ ବିଜେଡି ତାର ରଣନୀତି ପ୍ରସ୍ତୁତ କରି ସାରିଛି ।ବିଶେଷ ସୂତ୍ରରୁ ଜଣାପଡିଛି ଯେ, ବିଜେଡି ପକ୍ଷରୁ ଏସଓଙ୍କୁ ମାଡ ଘଟଣା ଓ…
ଶଙ୍ଖ ଭବନ’ର ହେବ ତଦନ୍ତ
ବିଜେଡିର ଶଙ୍ଖ ଭବନକୁ ନେଇ ଅନେକ ଦିନ ଧରି ଅଭିଯୋଗ ହୋଇ ଆସୁଥିବାବେଳେ ଏବେ ତଦନ୍ତ ନେଇ ପ୍ରତିଶ୍ରୁତି ଦେଇଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ। ଅଭିଯୋଗ ଅନୁସାରେ, ସଡ଼କ କିସମ ଜାଗାକୁ ଘରବାଡ଼ିରେ ପରିବର୍ତ୍ତନ କରି ନିର୍ମାଣ ହୋଇଛି ଶଙ୍ଖ ଭଵନ। ରାଜଧାନୀ ଛାତି ଉପରେ ବେଆଇନ ଭାବେ ନିର୍ମାଣ ହୋଇଛି…
ରାଜ୍ୟରେ ହଟିବ ଝୁମ୍ପୁଡ଼ି ଘର
୨୦୩୬ ସୁଦ୍ଧା ନୂଆ ଓଡ଼ିଶା ଦେଖିବ ସାରା ବିଶ୍ୱ । ଆଧୁନିକ ଓ ବିକଶିତ ଓଡ଼ିଶା ପାଇଁ ଶପଥ ନିଆଯାଇଛି । ଓଡ଼ିଶା ଅସ୍ମିତାକୁ ବିଶ୍ୱ ଦରବାରରେ ପହଞ୍ଚାଯିବ । ବିଜେପି ସରକାର ଲୋକଙ୍କ ସରକାର ହେବ । ରାଜ୍ୟ ମୁଖ୍ୟମନ୍ତ୍ରୀ ଲୋକଙ୍କ ମୁଖ୍ୟମନ୍ତ୍ରୀ ହେବେ । ସରକାର ଲୋକଙ୍କ ପାଖରେ ପହଞ୍ଚିବାକୁ ଗୁରୁତ୍ୱ…