Trending
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
Browsing Category
Politics
All politics-related news information will be uploaded here in daily besis
ଓଡ଼ିଶାର ବିକାଶ ପାଇଁ ବିଜେପି ସବୁବେଳେ ଉଦ୍ୟମ ଜାରି ରଖିବ : ଜେପି ନଡ୍ଡା
ଓଡ଼ିଶାର ବିକାଶ ପାଇଁ ବିଜେପି ସବୁବେଳେ ଉଦ୍ୟମ ଜାରି ରଖିବ। ରାଜ୍ୟକୁ ବିକାଶ ପଥରେ ନେବାର କୌଣସି ସୁଯୋଗ ଛାଡ଼ିବ ନାହିଁ। ଲୋକସଭା ସିଟ୍ ଡବଲ କରିବାକୁ କହିଥିଲି। ଆପଣମାନେ ୨୦ ସିଟ୍ ଦେଇଛନ୍ତି। ସେହିପରି ବିଧାନସଭାରେ ୪୦.୭ ପ୍ରତିଶତ ଭୋଟ୍ ସହ ସରକାର ଗଠନ କରିବାର ସୁଯୋଗ ଦେଇଛନ୍ତି।…
ଅଳିଆ କିଏ?
ଭର୍ତ୍ତୃହରିଙ୍କ ଅଳିଆ ସଫା ଉପାଖ୍ୟାନ ନେଇ ଚିହିଁକିଲେ ଦେବାଶିଷ ସାମନ୍ତରାୟ। ଦେବାଶିଷ ଭତ୍ତୃହରିଙ୍କୁ ଟାର୍ଗେଟ କରି କହିଛନ୍ତି, ଭର୍ତ୍ତୃହରି ସ୍ପଷ୍ଟ କରନ୍ତୁ ଅଳିଆ କିଏ, କେଉଁ ଦଳରେ ଅଳିଆ ଅଛନ୍ତି।
ବିହାର ଓ ଆନ୍ଧ୍ରପ୍ରଦେଶକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି
କେନ୍ଦ୍ରରେ ଏନଡିଏ ସରକାର ଗଠନ ହେବା ପରେ ବିହାର ଓ ଆନ୍ଧ୍ରପ୍ରଦେଶକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବାକୁ ଦାବି ଜୋର ଧରିଛି । ବିହାରରେ ସରକାରରେ ଥିବା ଜେଡିୟୁ ଓ ଆନ୍ଧ୍ରପ୍ରଦେଶରେ ସରକାରରେ ଥିବା ଟିଡିପି ଏନଡିର ସହଯୋଗୀଦଳ ହୋଇଥିବାରୁ ଏହା ଉପରେ କେନ୍ଦ୍ର ସରକାର ବିଚାର କରୁଛନ୍ତି…
ବିଜେପି ବଦଳାଉଛି ରଣନୀତି?
ଲୋକସଭା ନିର୍ବାଚନରେ ଯଦିଓ ବିଜେପି ନେତୃତ୍ୱରେ ଏନଡିଏ ସରକାର ଗଠନ କରିବାକୁ ସକ୍ଷମ ହୋଇଥିଲା, ତଥାପି ଭାଜପାକୁ ଲାଗିଥିଲା ଏକ ବଡ଼ ଝଟକା । ବହୁମତ ଠାରୁ ବହୁ ପଛରେ ରହିଯାଇଥିଲା ଭାଜପା । ବିଜେପି ଏକାକୀ ୨୪୦ଟି ଆସନରେ ଜିତିବା ସହ ଜେଡିୟୁ ଓ ଟିଡିପି ସହଯୋଗରେ କେନ୍ଦ୍ରରେ ସରକାର ଗଠନ କରିବାକୁ…
ବ୍ରିଟିଶ ମଡେଲର ଛାୟା କ୍ୟାବିନେଟ ବ୍ୟବସ୍ଥା
ପ୍ରଥମ ଥର ପାଇଁ ବିଜୁ ଜନତା ଦଳ ବିରୋଧୀ ଦଳ ବଡ଼ ରଣନୀତି ପ୍ରସ୍ତୁତ କରିଛି। ଏଥିଲାଗି ସରକାରଙ୍କ ପ୍ରତ୍ୟେକ ବିଭାଗ ଉପରେ ତୀକ୍ଷ୍ମ ନଜର ରଖିବାକୁ ଜଣେ ଲେଖାଏ ଏପରି କି ଗୋଟିଏ ଗୋଟିଏ ବିଭାଗର କାର୍ଯ୍ୟକଳାପ ଉପରେ ୨/୩ ଜଣ ବିଧାୟକଙ୍କୁ ମଧ୍ୟ ଦାୟିତ୍ୱ ଦିଆଯାଇଛି। ବିଜେଡି ସଭାପତି ତଥା ବିରୋଧୀ…
ଅଜିତ ପାୱାରଙ୍କୁ ଶକ୍ତ ଝଟ୍କା
ଆଜି ଏନ୍ସିପି ମୁଖ୍ୟ ଅଜିତ ପାୱାରଙ୍କୁ ବଡ଼ ଝଟ୍କା ଲାଗିଛି। ୪ ଜଣ ଶୀର୍ଷ ନେତାଙ୍କ ସମେତ ୨୫ ଜଣ ଦଳରୁ ଇସ୍ତଫା ଦେଇଛନ୍ତି ଏବଂ ସେମାନେ ଶରଦ ପାୱାରଙ୍କ ନେତୃତ୍ୱାଧୀନ ଏନ୍ସିପିରେ ଯୋଗଦେବା ସମ୍ଭାବନା ରହିଛି। ଦଳ ଛାଡ଼ିଥିବା ନେତାମାନଙ୍କ ମଧ୍ୟରେ ପିମ୍ପରି-ଚିଞ୍ଚୱାଡ଼ା ୟୁନିଟ୍ ମୁଖ୍ୟ…
ଅରିନ୍ଦମ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ
ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଏବଂ ଅତିରିକ୍ତ ସଚିବ ନିଯୁକ୍ତି ପାଇଛନ୍ତି । କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ମିଳିଛି । ସେହିପରି ଜଗତସିଂହପୁର ଜିଲ୍ଲାପାଳ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ…
ବିଧାୟକଙ୍କୁ ଦାୟିତ୍ୱ ବାଣ୍ଟିଛନ୍ତି ନବୀନ
ବିଧାନସଭାର ମୌସୁମୀ ଅଧିବେଶନରେ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବେ ବିରୋଧୀ । ସରକାରଙ୍କ ବିଭିନ୍ନ ବିଭାଗ ଉପରେ ନଜର ରଖିବାକୁ ଦାୟିତ୍ୱ ବାଣ୍ଟିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ବିଧାନସଭାରେ ଦୃଢ଼ ତଥା ସକ୍ରିୟ ବିରୋଧୀ ଦଳ ଭାବରେ ଦାୟିତ୍ୱ ନିର୍ବାହ ପାଇଁ ନବୀନ ପଟନାୟକଙ୍କ…
ଓଡିଶା ଆସିବେ ଜେପି ନଡ୍ଡା
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଓଡିଶା ଗସ୍ତରେ ଆସି ସେ ରାଜ୍ୟ ବିଜେପିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେବା ନେଇ ସୂଚନା ମିଳିଛି । ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟ ବିଜେପିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ବସିବାକୁ ଅଛି । ଏହି ବୈଠକରେ…
ନବୀନଙ୍କ ନାମରେ ଏତଲା
ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନାମରେ ନିଖିଳ ଓଡ଼ିଶା ଠିକାଦାର ମହାସଂଘ ଆସନ୍ତା ୧୮ ତାରିଖ ଦିନ ମଞ୍ଚେଶ୍ବର ଥାନାରେ ଏତଲା ଦେବ। କେବଳ ନବୀନ ନୁହନ୍ତି, ତତ୍କାଳୀନ ମନ୍ତ୍ରୀ ଓ ସଚିବଙ୍କୁ ମିଶାଇ ମୋଟ୍ ୮ ଜଣଙ୍କ ନାମରେ ମିଥ୍ୟା ପ୍ରତିଶ୍ରୁତି ଓ ପ୍ରତାରଣା…