Browsing Category

Politics

All politics-related news information will be uploaded here in daily besis

ଓଡ଼ିଶାରେ ପ୍ରବେଶ କରିବ କଂଗ୍ରେସର ଭାରତ ଯୋଡ଼ ନ୍ୟାୟ ଯାତ୍ରା

ଭୁବନେଶ୍ବର: ମଙ୍ଗଳବାର ଓଡ଼ିଶା ପ୍ରବେଶ କରିବ କଂଗ୍ରେସର ଭାରତ ଯୋଡ଼ ଯାତ୍ରା। ଝାଡ଼ଖଣ୍ଡର ବାସଜୋଲ ପରେ ସୁନ୍ଦରଗଡ଼ ବୀରମିତ୍ରପୁରରେ ଏହି ଅଭିଯାନ ପହଞ୍ଚିବ। ବୀରମିତ୍ରପୁରର ବିଜାବାହାଲରେ ଅଭିଯାତ୍ରୀ କରିବେ ରାତ୍ରୀଯାପନ। ୭ ତାରିଖ ସକାଳେ ରାଉରକେଲା ଉଦିତ ନଗରରୁ ଆରମ୍ଭ ହେବ ପଦଯାତ୍ରା।…

କଂଗ୍ରେସକୁ ଟାର୍ଗେଟ କଲେ ପୁଣି ପ୍ରଧାନମନ୍ତ୍ରୀ ମୋଦୀ

ନିର୍ବାଚନ ପାଖେଇ ଆସୁଥିବା ବେଳେ ଲୋକସଭାରେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେ କହିଛନ୍ତି ଯେ ବିରୋଧୀ ନେତାଙ୍କ କଥା ଶୁଣିବା ପରେ ଲାଗୁଛି ଯେ ସେମାନେ ଦୀର୍ଘ ଦିନ ଧରି ସେମାନେ ସେଠାରେ (ବିରୋଧୀ ଦଳ) ବସିବା ପାଇଁ ସଂକଳ୍ପ ନେଇଛନ୍ତି। ଏପରିକି ଅନେକ…

ଫ୍ଲୋର ଟେଷ୍ଟ ଝାଡ଼ଖଣ୍ଡରେ ସରକାରଙ୍କ ଭବିଷ୍ୟତ??

ଆଜି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନଙ୍କ ସାମ୍ନାରେ ବିଧାନସଭାରେ ବହୁମତ ପ୍ରମାଣ କରିବା ପାଇଁ ବଡ଼ ଚ୍ୟାଲେଞ୍ଜ ରହିଛି । ଏହି ଫ୍ଲୋର ଟେଷ୍ଟ ଝାଡ଼ଖଣ୍ଡ ସରକାରଙ୍କ ଭବିଷ୍ୟତ ନିଶ୍ଚିତ କରିବା । ଏହି ଫ୍ଲୋର ଟେଷ୍ଟରେ ସାମିଲ ହେବା ପାଇଁ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌)ଏବଂ…

ଆଜିଠୁ ବିଧାନସଭା

ଆଜିଠୁ ୧୩ ଯାଏଁ ଚାଲିବ ବିଧାନସଭା ବଜେଟ୍ ଅଧିବେଶନ। ଗୃହରେ ଅଭିଭାଷଣ ରଖିବେ ନୂଆ ରାଜ୍ୟପାଳ ରଘୁବର ଦାସ। ଅଧିବେଶନରେ ମୋଟ ୭ଟି କାର୍ଯ୍ୟ ଦିବସ। ୮ ତାରିଖରେ ଉପସ୍ଥାପିତ ହେବ କାମଚଳା ବଜେଟ୍। ଆଗକୁ ସାଧାରଣ ନିର୍ବାଚନ ଥିବାରୁ ଗୃହ ବେଶ୍ ସରଗରମ ହେବା ନେଇ ଆଶଙ୍କା କରାଯାଉଛି। ନୂଆ…

ଓଡ଼ିଶାରେ ପ୍ରାର୍ଥୀ ଚୟନ ପାଇଁ କଂଗ୍ରେସ ଆରମ୍ଭ କଲା ଅନଲାଇନ ଆବେଦନ, ପ୍ରଗମନ୍ ଡଟ୍ ଇନ୍

କଂଗ୍ରେସ ଟିକେଟ ଆଶାୟୀଙ୍କ ପାଇଁ ଆରମ୍ଭ ହେଲା ଅନଲାଇନ୍‌ ଆବେଦନ  । ଓଡ଼ିଶାରେ ଆରମ୍ଭ ହେଲା ପ୍ରଗମନ୍ ଅଭିଯାନ। ସାମ୍ବାଦିକ ସମ୍ମିଳନୀରେ ୱେବସାଇଟକୁ ଲଞ୍ଚ କରିଛନ୍ତି କଂଗ୍ରେସର ଓଡ଼ିଶା ପ୍ରଭାରୀ ଅଜୟ କୁମାର। ଆଜିଠାରୁ ୧୧ ଫେବ୍ରୁଆରୀ ଯାଏ ଆଶାୟୀମାନେ www.pragaman.in ରେ ଅନଲାଇନ୍‌ ଯୋଗେ…

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭାରତ ଯୋଡ଼ୋ ନ୍ୟାୟ ଯାତ୍ରାରେ ଓଡ଼ିଶା ଆସି ନିର୍ବାଚନୀ ବିଗୁଲ ବଜାଇବେ ରାହୁଲ ଗାନ୍ଧୀ । ଏଥିପାଇଁ ରାଜ୍ୟ କଂଗ୍ରେସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଏହି ଗସ୍ତ ଅବସରରେ ୩ଟି ସାଙ୍ଗଠାନିକ ଜିଲ୍ଲା ଯଥା ରାଉଲକେଲା, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ରାହୁଲଙ୍କ ନ୍ୟାୟ ଯାତ୍ରାର କାର୍ଯ୍ୟକ୍ରମ…

ଫେବୃଆରୀ ୨୭ରେ ରାଜ୍ୟସଭା ନିର୍ବାଚନ

ଫେବୃଆରୀ ୨୭ରେ ଅନୁଷ୍ଠିତ ହେବ ରାଜ୍ୟସଭା ନିର୍ବାଚନ । ୧୫ଟି ରାଜ୍ୟର ୫୬ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବା ନେଇ ମୁଖ୍ୟନିର୍ବାଚନ କମିଶନରଙ୍କ ଦ୍ୱାରା ତାରିଖ ଘୋଷଣା କରାଯାଇଛି । ଆସନ୍ତା ଏପ୍ରିଲ ୩ ତାରିଖରେ ପ୍ରଶାନ୍ତ ନନ୍ଦ, ଅଶ୍ୱିନୀ ବୈଷ୍ଣବ ଓ ଅମର ପଟ୍ଟନାୟକଙ୍କ ରାଜ୍ୟସଭା…

ଭାରତ ରତ୍ନ ଘୋଷଣା

ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତର ସର୍ବୋଚ୍ଚ ନାଗରିକ ପୁରସ୍କାର ଭାରତ ରତ୍ନରେ ସମ୍ମାନୀତ କରାଯିବ । କେନ୍ଦ୍ରର ମୋଦୀ ସରକାର ବିଜେପିର ବରିଷ୍ଠ ନେତା ତଥା ପୂର୍ବ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନରେ ସମ୍ମାନିତ କରାଯିବା ନେଇ ଘୋଷଣା କରିଛନ୍ତି । ଯେତେବେଳେ ଲାଲକୃଷ୍ଣ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସମ୍ବଲପୁର IIMର ନୂଆ କ୍ୟାମ୍ପସର ଉଦ୍‌ଘାଟନ କରିଛନ୍ତି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସମ୍ବଲପୁର IIMର ନୂଆ କ୍ୟାମ୍ପସର ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ସ୍ଥାନୀୟ ସାଂସଦ, ବିଧାୟକ ଓ ଅନ୍ୟମାନେ…

ସୋରେନଙ୍କୁ ଝଟକା, ଗିରଫଦାରୀ ବିରୁଦ୍ଧରେ ଶୁଣାଣି କରିବାକୁ ମନାକଲେ ସୁପ୍ରିମକୋର୍ଟ

ରାଞ୍ଚି:ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଝଟକା। ଇଡିର ଗିରଫଦାରୀ ବିରୁଦ୍ଧରେ କରିଥିବା ଆବେଦନକୁ ଖାରଜ କରିଦେଲେ ସୁପ୍ରିମକୋର୍ଟ। ଏ ମାମଲା ଉପରେ ସର୍ବୋଚ୍ଚ ନ୍ୟାୟାଳୟରେ ଶୁଣାଣି ହୋଇପାରିବ ନାହିଁ, ହାଇକୋର୍ଟ ଯିବାକୁ ପରାମର୍ଶ ଦେଇଛନ୍ତି ସୁପ୍ରିମକୋର୍ଟ। ଜମି…