Trending
- ଦୁର୍ଗାପୁରରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା, ପୀଡିତାଙ୍କ ପୁରୁଷ ବନ୍ଧୁଙ୍କୁ ବାନ୍ଧିଲା ପୋଲିସ
- EPFO ସଦସ୍ୟମାନେ ୧୦୦% ଟଙ୍କା ଉଠାଣ କରିପାରିବେ
- ଇକେୱାଇସି କରିନାହାଁନ୍ତି କି ? ଆସନ୍ତା ମାସରୁ ନେଇପାରିବେନି ଚାଉଳ
- ଏଥର କେବଳ ୭ରୁ ୯ଟା ଭିତରେ ସୀମିତ ରହିବ ବାଣଫୁଟା
- ନୂଆପଡ଼ା ନିର୍ବାଚନରେ କିଏ ଜିତିବ ?
- ମହିଳାଙ୍କୁ କାର୍ ଦେବେ ମୋହନ ସରକାର
- କେନ୍ଦ୍ର ସରକାର କର୍ମଚାରୀମାନଙ୍କୁ ମିଳିଲା ଦୀପାବଳି ବୋନସ
- ନୂଆପଡ଼ା ଉପ-ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଲା
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
Browsing Category
Politics
All politics-related news information will be uploaded here in daily besis
ଓଡ଼ିଶାରେ ସରକାର ଗଢ଼ିଲେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ: ବିଜେପି
ଆଗାମୀ ସାଧାରଣ ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ବିଜେପି) ଜୋରଦାର ଲଢ଼ାଇ କରିବ। ଓଡ଼ିଶାର ୨୧ଟି ଲୋକସଭା ଓ ୧୪୭ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେପି ପ୍ରାର୍ଥୀ ଅବତୀର୍ଣ୍ଣ କରାଇବ। ଆମେ ଭଲ ଭାବରେ ନିର୍ବାଚନ ଲଢ଼ିବୁ। ନୂଆଦିଲ୍ଲୀରେ ଅନୁଷ୍ଠିତ ବିଜେପିର ବୈଠକରେ ସାମିଲ ହୋଇ…
ଧର୍ମେନ୍ଦ୍ର ପ୍ରଣବ ମହାଲଢେଇ
ବିଜେଡି-ବିଜେପି ମଧ୍ୟ ମେଣ୍ଟ ହେବାକୁ ନେଇ ଚର୍ଚ୍ଚାରେ ଏବେ ବିରାମ ଲାଗିଛି । ନିର୍ବାଚନରେ ଉଭୟ ଦଳ ଏକାକୀ ଲଢିବେ ବୋଲି ସ୍ଥିର ହୋଇଛି । ଏହାପରେ ଖୁବଶୀଘ୍ର ଓଡ଼ିଶା ଆସନ ପାଇଁ ଉଭୟ ଦଳ ନିଜର ପ୍ରାର୍ଥି ଘୋଷଣା କରିପାରନ୍ତି । ତେବେ ବର୍ତ୍ତମାନ ସବୁଠୁ ଚର୍ଚ୍ଚାରେ ରହିଛି ଓଡ଼ିଶାର ସମ୍ବଲପୁର…
ଅଜୟ ରାୟ କିଏ ?
୧୯୬୯ ଅକ୍ଟୋବର ୭ରେ ବାରାଣାସୀରେ ଜନ୍ମଗ୍ରହଣ କରିଥିଲେ କଂଗ୍ରେସ ନେତା ଅଜୟ ରାୟ । ବିଜେପି ଛାତ୍ର ଶାଖା ABVP ରୁ ସେ ତାଙ୍କ କ୍ୟାରିୟର ଆରମ୍ଭ କରିଥିଲେ । ୧୯୯୬ରେ ପ୍ରଥମ ଥର ପାଇଁ ବିଜେପି ଟିକେଟରେ କୋଲକାତା ଅସନରୁ ଲୋକସଭା ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ୯ ଥର CPI ବିଧାୟକ…
ବିଜେପିରେ ମିଶିପାରନ୍ତି ସାଂସଦ ଭର୍ତ୍ତୃହରି ମହତାବ
ସାମ୍ବାଦିକତା ଓ ରାଜନୀତିରେ ଭଲ ଦକ୍ଷତା ରଖିଥିବା ୬୭ ବର୍ଷୀୟ ଭର୍ତ୍ତୃହରି ମହତାବ ଏଥରକୁ ମିଶାଇଲେ ୬ ଥର ସାଂସଦ ଭାବେ ନିର୍ବାଚିତ ହୋଇଛନ୍ତି। ପ୍ରଥମ ଥର ପାଇଁ ୧୯୯୮ରେ ସେ କଟକରୁ ସାଂସଦ ହୋଇଥିଲେ। ୨୦୧୭ ମସିହାରେ ସେ ଆଉଟ୍ଷ୍ଟାଣ୍ଡିଂ ପାର୍ଲାମେଣ୍ଟାରି ଆୱାର୍ଡ ଗ୍ରହଣ କରିଥିଲେ। ସେହିପରି…
ମେଣ୍ଟରେ ପଡିଲା ପୂର୍ଣ୍ଣଚ୍ଛେଦ
ଦୁଇ ଦଳ ଭିତରେ ଆସନ ବୁଝାମଣା ହୋଇପାରିଲାନି। ତେବେ କ’ଣ ସତରେ ଆସନ ଭାଗବଣ୍ଟା ହୋଇପାରିଲାନି ନା ମେଣ୍ଟ ନ ହେବା ପଛରେ ରହିଛି ଅନ୍ୟ କେଉଁ କାରଣ । ତେବେ ମେଣ୍ଟ ହେବା ନେଇ ଦିଲ୍ଲୀରୁ ପଲ୍ଲୀ ହେଉ କି, ଗାଁ ଖଟିରୁ ଚା’ ଖଟି ଯାଏଁ ଯେଉଁ ଚର୍ଚ୍ଚା ହେଉଥିଲା ସେଥିରେ ବିରାମ ଲାଗିଛି। ଏବେ ପ୍ରସଙ୍ଗ…
ଦିଲ୍ଲୀରେ ଜାରି ହୋଇପାରେ ରାଷ୍ଟ୍ରପତି ଶାସନ!
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଇଡି ୨୧ ମାର୍ଚ୍ଚ ୨୦୨୪ ରାତିରେ ଗିରଫ କରିଛି । ତେବେ ତାଙ୍କ ଗିରଫଦାରୀ ପୂର୍ବରୁ ଦିଲ୍ଲୀ ଶିକ୍ଷା ମନ୍ତ୍ରୀ ଆତିଶୀ କହିଥିଲେ ଯଦି କେଜ୍ରିୱାଲଙ୍କୁ ଗିରଫ କରାଯାଏ ତେବେ ସେ ଜେଲ୍ରୁ ହିଁ ସରକାର ଚଳାଇବେ । ଗିରଫ ହେବା ପରେ…
ତେଜିଲା ପାଟ୍ଟଶାଣୀ ବିରୋଧୀ ମେଳି
ଚିଲିକା ନିର୍ବାଚନ ମଣ୍ଡଳୀରୁ ପ୍ରସନ୍ନ ପାଟ୍ଟଶାଣୀ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା ଜୋର ଧରିବା ପରେ ତୀବ୍ର ହୋଇଛି ବିବାଦ । ପ୍ରସନ୍ନଙ୍କୁ ବିରୋଧ କରିବା ପାଇଁ ଚିଲିକାର ଶତାଧିକ କର୍ମୀ ଶଙ୍ଖ ଭବନ ବାହାରେ ଏକଜୁଟ୍ ହୋଇଛନ୍ତି । ପ୍ରସନ୍ନ ପାଟ୍ଟଶାଣୀଙ୍କୁ ବିରୋଧ କରିବା ସହ ପ୍ରତିବାଦ…
କେଜ୍ରିୱାଲଙ୍କ ଅବସ୍ଥା ପାଇଁ ମୋର ଦୁଃଖ ନାହିଁ’: ଆନ୍ନା ହଜାରେ
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଇଡି ଗିରଫ କରିବା ପରେ ବଡ ବୟାନ ଦେଇଛନ୍ତି ସମାଜସେବୀ ଆନ୍ନା ହଜାରେ । ସେ କହିଛନ୍ତି, ‘ ମୋତେ ଏବେ ଖରାପ ଲାଗୁଛି ଯେ , ସେ ମୋ କଥା ମାନିଲେନି । କେଜ୍ରିୱାଲ ମୁଖ୍ୟମନ୍ତ୍ରୀ ହେବା ପରେ ନୂଆ ଅବକାରୀ ନୀତିକୁ ନେଇ ମୁଁ ତାଙ୍କୁ ୨ ଥର ଚିଠି…
ଦାମଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ପାର୍ଥିବ ଶରୀର ଶଙ୍ଖଭବନରେ ପହଞ୍ଚିଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶଙ୍ଖଭବନରେ ପହଞ୍ଚି ଦାମଙ୍କ ଶେଷ ଦର୍ଶନ କରିିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ବିୟୋଗରେ…
ବରିଷ୍ଠ ରାଜନେତା ଡା. ଦାମୋଦର ରାଉତଙ୍କ ପରଲୋକ
ଭୁବନେଶ୍ବର: ବରିଷ୍ଠ ରାଜନେତା ଡା. ଦାମୋଦର ରାଉତଙ୍କ ପରଲୋକ । ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଡା. ଦାମୋଦର ରାଉତ କିମ୍ସ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଏହି ଖବର ପରେ ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ । ବିଜୁ ଜନତା…