Trending
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
- ରାଜ୍ୟରେ ମହିଳା, ଦଳିତ ମାନଙ୍କ ଉପରେ ଆକ୍ରମଣ, ମହିଳାଙ୍କ ପ୍ରତି ଘଟିଥିବା ହିଂସା ସ୍ଥିର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ
- ଜେଡିୟୁରେ ଯୋଗ ଦେଲେ ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର
- ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା
- ରାଜଧାନୀରୁ ନିଖୋଜ ,ମୈତ୍ରୀବିହାର ଥାନା ଅଞ୍ଚଳରୁ ଉଦ୍ଧାର
- ଯୁଦ୍ଧ ଭିତରେ ୫୨,୩୬୦ ଜଣ ଭାରତୀୟ ଘରକୁ ଫେରିଛନ୍ତି
- ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି,ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ
- ଆଜି ମହିଳାଙ୍କ ଖାତାକୁ ଯିବ ସୁଭଦ୍ରା କିସ୍ତି
Browsing Category
Politics
All politics-related news information will be uploaded here in daily besis
ତୃତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରସ୍ତୁତି ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସାମ୍ବାଦିକ ସମ୍ମିଳନୀ
ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ସନ୍ଧ୍ୟାରେ ପ୍ରଚାର ସରୁଛି । ସନ୍ଧ୍ୟା ୬ଟାରେ ପ୍ରଚାର ଶେଷ ହେବ। ତୃତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରସ୍ତୁତି ପାଇଁ ସିଇଓ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ବୁଥ ଗୁଡିକ ସନ୍ଧ୍ୟା ପର୍ଯ୍ୟନ୍ତ ଖୋଲା ରହିବା ସହ ଶାନ୍ତିଶୃଙ୍ଖଳାରେ ମତଦାନ…
ବିଜେପି ବାହାରୁ ବଡ ବଡ ନେତାଙ୍କୁ ଆଣି ମୁଖ୍ୟମନ୍ତ୍ରୀଙ୍କୁ ଅସମ୍ମାନ କରୁଛନ୍ତି – ଭି.କେ ପାଣ୍ଡିଆନ୍
ନିମାପଡାପେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ବିଜେଡିର ଷ୍ଟାର୍ ପ୍ରଚାରକ ଭି.କେ ପାଣ୍ଡିଆନ୍ । ସଭାମଞ୍ଚରୁ ବିରୋଧୀଙ୍କୁ କଲେ ଟାର୍ଗେଟ୍ । କହିଲେ, ଏତେ ବଡ ଜନ ସମୁଦ୍ର ଦେଖି ବିରୋଧୀଙ୍କ ନିଦ ହଜିଯାଇଥିବ । ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତା ଦେଖି ବିରୋଧୀଙ୍କ ମୁଣ୍ଡ କାମ କରୁନି ।…
ବାଣପୁରରୁ ବିଜେଡିକୁ ବାଣ ମାରିଲେ ଯୋଗୀ ଆଦିତ୍ୟନାଥ
ବାଣପୁରରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପ୍ରଚାର । ବିଶାଳ ଜନସଭାକୁ ସମ୍ବୋଧିତ କରି ଯୋଗୀ ଆଦିତ୍ୟନାଥ କହିଛନ୍ତି, ପୁରୀ ବିନା ଭାରତର ସନାତନ ପରମ୍ପରାର କଳ୍ପନା କରାଯାଇପାରିବ ନାହିଁ । ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଆଣି ଜମି ମାଫିଆ, ବାଲି ମାଫିଆ, ଜଙ୍ଗଲ ମାଫିଆଙ୍କୁ…
୩ୟ ପର୍ଯ୍ୟାୟ ମତଦାନ ପାଇଁ ଆଜି ସରିବ ପ୍ରଚାର
ଓଡ଼ିଶାର ତୃତୀୟ ପର୍ଯ୍ୟାୟ ଏବଂ ସାମଗ୍ରିକ ଭାବେ ଦେଶର ଷଷ୍ଠ ପର୍ଯ୍ୟାୟ ମତଦାନ ମେ’ ୨୫ରେ ଅନୁଷ୍ଠିତ ହେବ। ପ୍ରାର୍ଥୀମାନେ ଜୋରଦାର ପ୍ରଚାର କରୁଥିବା ବେଳେ ଆଜି (ଗୁରୁବାର) ସନ୍ଧ୍ୟା ୫ଟାରେ ପ୍ରଚାର ସରିବ। ଏହି ପର୍ଯ୍ୟାୟରେ ପୁରୀ, ଭୁବନେଶ୍ବର, କଟକ, କେନ୍ଦୁଝର, ସମ୍ବଲପୁର ଏବଂ ଢେଙ୍କାନାଳ…
ଆଜି ପୁଣିଥରେ ରାଜଧାନୀରେ ରୋଡ ସୋ’କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ରାଜ୍ୟରେ ଆଉ ଦୁଇଟି ପର୍ଯ୍ୟାୟ ମତଦାନ ବାକି ରହିଛି । ଚତୁର୍ଥ ପର୍ଯ୍ୟାୟ ମତଦାନ ୨୫ ତାରିଖ ଶନିବାର ଅନୁଷ୍ଠିତ ହେବ । ଏହାରି ଭିତରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣିଥରେ ରାଜଧାନୀରେ ରୋଡ ସୋ’ କରିଛନ୍ତି । ରେଣ୍ଟାଲ କଲୋନୀ ଓମଫେଡ୍ ଛଳରୁ ଏହି ରୋଡ ସୋ’ ଆରମ୍ଭ ହୋଇଛି । ଏହି ରୋଡ…
୨୯ରେ ବାଲେଶ୍ୱର ଓ କେନ୍ଦ୍ରାପଡାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ମୋଦୀ
ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପୁଣିଥରେ କର୍ମୀଙ୍କ ମନରେ ଜୋଶ ଭରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ । ଆସନ୍ତା ୨୯ ତାରିଖରେ ପ୍ରଧାନମନ୍ତ୍ରୀ ମୋଦୀ ଓଡ଼ିଶା ଆସିବେ । ପ୍ରଥମେ ବାଲେଶ୍ୱର ଓ ପରେ କେନ୍ଦ୍ରାପଡା ସଂସଦୀୟ କ୍ଷେତ୍ରରେ ସମାବେଶ କରିବେ । ଚଳିତ…
୨୩ରେ ଓଡ଼ିଶା ଆସିବେ ଯୋଗୀ
୨୦୨୪ ନିର୍ବାଚନ ଲାଗି ଭାଜପାର ବହୁ କେନ୍ଦ୍ରୀୟ ନେତା ଘନ ଘନ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ଜାରି କରିଛନ୍ତି। ବିଭିନ୍ନ ଭାଜପା ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକାଧିକ ଥର ଓଡ଼ିଶା ଗସ୍ତରେ…
ଅପରାଜିତାଙ୍କୁ ଟାର୍ଗେଟ କରିଛନ୍ତି ଦଳର ସୁପ୍ରିମୋ ନବୀନ
ଖୋର୍ଦ୍ଧାରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ଜନସଭାରେ ବିକାଶମୂଳକ କାମର ହିସାବ ଦେବା ସହ ବିଜେଡି ପ୍ରାର୍ଥୀଙ୍କୁ ଆଶୀର୍ବାଦ କରିବାକୁ ଅପିଲ କରିଛନ୍ତି ନବୀନ ପଟ୍ଟନାୟକ । ଆସନ୍ତା ଜୁଲାଇ ମାସରୁ ମାଗଣା ବିଜୁଳି ମିଳିବ ବୋଲି ମୁଖ୍ୟମନ୍ତ୍ରୀ…
ବିଜେଡିରୁ ଇସ୍ତଫା ଦେଲେ ସିମୁଳିଆ ବିଧାୟକ
ବାଲେଶ୍ବର ଜିଲ୍ଲା ବିଜେଡିକୁ ଶକ୍ତ ଧକ୍କା। ପୁଣି ଦଳ ଛାଡ଼ିଲେ ଆଉଜଣେ ବିଧାୟକ। ସିମୁଳିଆ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଆଜି ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫାପତ୍ର ଦଳ ସଭାପତିଙ୍କ ନିକଟକୁ ପଠାଇଛନ୍ତି। ଏନେଇ ସେ ଏକ…
ଓଡ଼ିଶାରେ ଓଡ଼ିଆ ଲୋକର ସରକାର ଦରକାର – ଧର୍ମେନ୍ଦ୍ର ପ୍ରଧାନ
ଛେଣ୍ଡିପଦାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିଜେପିର ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇ ଧର୍ମେନ୍ଦ୍ର କହିଛନ୍ତି, ୨୫ ତାରିଖରେ ଏ ଅଞ୍ଚଳରେ ପରିବର୍ତ୍ତନ ନିଶ୍ଚୟ ହେବ । ୨୪ ବର୍ଷର ଅପାରଗ ସରକାର ବଦଳିବ, ଆଗାମୀ ଦିନରେ ଓଡ଼ିଶାରେ…