Trending
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
Browsing Category
Politics
All politics-related news information will be uploaded here in daily besis
ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାୟକଙ୍କର ପରଲୋକ, ରାଜନୈତିକ ମହଲରେ ଶୋକ
କାକଟପୁରର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାୟକଙ୍କର ପରଲୋକ ହୋଇଛି। ଭୁବନେଶ୍ବର ବାସଭବନରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ବୟସ ହୋଇଥିଲା। ସେ କାକଟପୁର ନିର୍ବାଚନ ମଣ୍ଡଳୀରୁ ୭ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। …
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ
ପୁଣି ମଇଦାନକୁ ଫେରିଛନ୍ତି ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ଏହାପରେ ଆସନ୍ତା ଜୁଲାଇ ୭ରେ ସେ ଶପଥ ଗ୍ରହଣ କରିବେ। ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ସହ ସାରା ରାଜ୍ୟ ଏବେ ତାଙ୍କର ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ହେମନ୍ତଙ୍କ ସହ…
ଆଜି ତୃତୀୟ ମହଲାରେ ପାଦ ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଆଜି ତୃତୀୟ ମହଲାରେ ପ୍ରବେଶ କରିବେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସକାଳ ୯ଟା ୩୦ ଏଥିପାଇଁ ଶୁଭ ସମୟ ନିର୍ଘଣ୍ଟ କରାଯାଇଛି । ଜୁନ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ମୋହନ । ତେବେ ସେ ଲୋକସେବା ଭବନର ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟକୁ ଆସି ନଥିଲେ । ରାଜ୍ୟ ଅତିଥି…
ମୋ ବସ୍ ହବ ଆମ ବସ୍
‘ମୋ’ ବସର ନାମ ବଦଳି ହୋଇପାରେ ଆମ ବସ୍ । ଆବଶ୍ୟକ ପଡିଲେ ଏହା ଉପରେ ଆଲୋଚନା ହେବ ବୋଲି କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସେ କହିଛନ୍ତି, ‘ମୋ’ର ଅର୍ଥ ହେଉଛି ଅହଂ ଭାବ, ତେଣୁ ଆମେ ହେଲେ ଭଲ ହେବ । ‘ମୋ’ ବସ ସେବା ଲୋକ ମାନଙ୍କୁ ସୁବିଧା ଯୋଗାଉଥିବା ବେଳେ ଏହା…
ଧନ୍କର-ଖାର୍ଗେ ମୁହାଁମୁହିଁ
ରାଜ୍ୟ ସଭାରେ ଅଧ୍ୟକ୍ଷତା କରୁଥିବା ଉପରାଷ୍ଟ୍ରପତି ଜଗଦୀପ ଧନ୍କର ଏବଂ ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖାର୍ଗେଙ୍କ ମଧ୍ୟରେ ମଙ୍ଗଳବାର ଜୋର୍ଦାର ବାକ୍ଯୁଦ୍ଧ ଦେଖିବାକୁ ମିଳିଥିଲା। ଏପରିକି ଧନ୍କର କ୍ଷୁବ୍ଧ ହୋଇ ଖାର୍ଗେଙ୍କ ସ୍ଥାନରେ କଂଗ୍ରେସ ନେତା ଜୟରାମ ରମେଶ ବିରୋଧୀ ଦଳ ନେତା ହେବା…
ଧର୍ମେନ୍ଦ୍ରଙ୍କ ଘରକୁ ଘେରାଉ କଲେ ଛାତ୍ର
ନିଟ ଅନିୟମିତତା ନେଇ ଜାତୀୟ ରାଜନୀତିରୁ ରାଜ୍ୟ ରାଜନୀତି ସରଗରମ ରହିଛି। ଏହାରି ଭିତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପରୀକ୍ଷା ତ୍ରୁଟି ନେଇ ସମାଲୋଚନା କରାଯାଉଛି। ତେବେ ମଙ୍ଗଳବାର ଛାତ୍ର କଂଗ୍ରେସ ଧର୍ମେନ୍ଦ୍ରଙ୍କ ଭୁବନେଶ୍ୱର ବାସଭବନକୁ ଘେରାଉ କରିଛି।ଛାତ୍ର…
ରାହୁଲଙ୍କ ପୋଷ୍ଟର ବିବାଦ: ମାଷ୍ଟରକ୍ୟାଣ୍ଟିନ ଠାରେ ହଙ୍ଗାମା
ରାହୁଲଙ୍କ ପୋଷ୍ଟରରେ ଗୋବର ମାଡ଼ କଲେ ବିଜେପି ଯୁବମୋର୍ଚ୍ଚା କର୍ମୀ, ପ୍ରତିବାଦରେ ତାତିଲା ଯୁବ ଓ ଛାତ୍ର କଂଗ୍ରେସ, ମାଷ୍ଟରକ୍ୟାଣ୍ଟିନ ଠାରେ ହଙ୍ଗାମା କଲା । ସ୍ଥିତି ଏପରି ହୋଇଛି ଯେ, ସ୍ପରସ୍ପରକୁ ପଥର ଫିଙ୍ଗାଫିଙ୍ଗି ମଧ୍ୟ କରିବାକୁ ପଛାଇନାହାନ୍ତି । ମାଷ୍ଟରକ୍ୟାଣ୍ଟିନ୍ ଛକରେ…
କେନ୍ଦ୍ର ସରକାରଙ୍କୁ ଘେରିଲେ ବିଜେଡି ଏମ୍ପି
ବିଜେଡି ରାଜ୍ୟ ସଭା ସଦସ୍ୟ ଶୁଭାଶିଷ ଖୁଣ୍ଟିଆ ରାଜ୍ୟ ସଭାରେ ଓଡ଼ିଶା ପ୍ରତି କେନ୍ଦ୍ର ଅବହେଳା ପ୍ରସଙ୍ଗ ଉଠାଇଛନ୍ତି। ସୋମବାର ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ଭାଗ ନେଇ ସେ କହିଛନ୍ତି, ସ୍ବାଧୀନତା ପରଠାରୁ ଓଡ଼ିଶା କେନ୍ଦ୍ର ଉଦାସୀନତାର ଫଳ ଭୋଗୁଛି।…
ରାହୁଲ-ମୋଦୀ ମୁହାଁମୁହିଁ
ଲୋକସଭାରେ ଆଜି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟକୁ ନେଇ ପ୍ରବଳ ହଟ୍ଟଗୋଳ ହୋଇଛି। ରାହୁଲ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁହାଁମୁହିଁ ହୋଇଛନ୍ତି। ଧର୍ମ ଓ ସମ୍ବିଧାନ ସଂପର୍କରେ ମନ୍ତବ୍ୟକୁ ନେଇ ରାହୁଲଙ୍କ ମୁକାବିଲା ଲାଗି ପ୍ରଧାନମନ୍ତ୍ରୀ ମୋଦୀ, ସ୍ବରାଷ୍ଟ୍ର…
ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଆଜିଠୁ ଦିନ ୧୧ଟାରୁ ଆରମ୍ଭ ହେବ ଅଭିଯୋଗର ଶୁଣାଣି
ଆଜିଠୁ ବସିବ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଜନତା ଦରବାର, ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ନିୟମିତ ଚାଲିବ ଅଭିଯୋଗର ଶୁଣାଣି । ସମସ୍ୟା ଶୁଣିବା ସହ ସମାଧାନ ଦିଗରେ ପଦକ୍ଷେପ ନେବେ ରାଜ୍ୟ ସରକାର । ଭୁବନେଶ୍ୱର ୟୁନିଟ୍-୫ରେ ଥିବା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଆଜିଠୁ ଜନଶୁଣାଣି…