Trending
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
Browsing Category
Politics
All politics-related news information will be uploaded here in daily besis
ମୁଖ୍ୟମନ୍ତ୍ରୀଙ୍କୁ ଜଗନ୍ନାଥ’ଙ୍କ ସହ ତୁଳନା କଲେ ଧର୍ମେନ୍ଦ୍ର
ଓଡ଼ିଶାରେ ଭାରତୀୟ ଜନତା ପାର୍ଟି ଦ୍ୱାରା ଆୟୋଜିତ ଏକ ସମାରୋହରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ବିବାଦୀୟ ବିବୃତ୍ତି ଦେଇଛନ୍ତି। ସେ ଓଡିଶା ମୁଖ୍ୟମନ୍ତ୍ରୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କୁ ଭଗବାନ ଜଗନ୍ନାଥ, ଭଗବାନ ବଳଭଦ୍ର ଏବଂ ଦେବୀ ସୁଭଦ୍ରାଙ୍କ ସହ ତୁଳନା…
୩ ଦିନିଆ ଦିଲ୍ଲୀ ଗସ୍ତ ସାରି ଭୁବନେଶ୍ଵରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଦିଲ୍ଲୀ ଗସ୍ତ ସାରି ଭୁବନେଶ୍ଵରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏଥିସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡା ମଧ୍ୟ ଭୁବନେଶ୍ଵରରେ ପହଞ୍ଚିଛନ୍ତି। ୩ ଦିନିଆ ଦିଲ୍ଲୀ ଗସ୍ତ ବେଳେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ ବିଭିନ୍ନ କେନ୍ଦ୍ରମନ୍ତ୍ରୀଙ୍କୁ…
ରାଜ୍ୟବାସୀଙ୍କୁ ଡବଲ୍ ଇଂଜିନ୍ ସରକାରର ପ୍ରଥମ ଭେଟି: ଦାସବର୍ମା
ଆନ୍ତର୍ଜାତିକ ବିମାନବନ୍ଦରର ଘରୋଇକରଣକୁ ବିରୋଧ କରିଛି ବିଜେଡି। ଦଳର ମୁଖପାତ୍ର ତଥା ସାଧାରଣ ସମ୍ପାଦକ ସଞ୍ଜୟ କୁମାର ଦାସବର୍ମା କହିଛନ୍ତି, ବିମାନବନ୍ଦରର ଘରୋଇକରଣ ଖବର ରାଜ୍ୟବାସୀଙ୍କୁ ଆଶ୍ଚର୍ଯ୍ୟ କରିଛି। କାରଣ ଦ୍ୱିତୀୟ ପର୍ଯ୍ୟାୟରେ ଘରୋଇକରଣ ହେବାକୁ ଥିବା ବିଜୁ ପଟ୍ଟନାୟକ…
ଟ୍ରିପଲ୍ ଇଞ୍ଜିନ ସରକାରରେ ମହାନଦୀ ସମସ୍ୟା ସମାଧାନ ହେଉ
ଆଜି ଶଙ୍ଖ ଭବନରେ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର କହିଲେ, ମହାନଦୀ ଓଡିଶାର ୧୬ ଜିଲ୍ଲାର ଲୋକଙ୍କ ଜୀବନଧାରା। ହେଲେ ଏହା ଉପରେ ଛତିଶଗଡ଼ ମନମାନି କରିଆସୁଛି। ହୀରାକୁଦର ଉପମୁଣ୍ଡରେ ଛତିଶଗଡ଼ ସରକାର ଓ ତଳମୁଣ୍ଡରେ ଓଡ଼ିଶା କେତେ ପାଣି ବ୍ୟବହାର କରିବ,…
ମନୋଜ ଆହୁଜା ନୂଆ ଶାସନ ସଚିବ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ମନୋଜ ଆହୁଜାଙ୍କୁ ବଡ଼ ଦାୟିତ଼୍ବ ଦେଇଛନ୍ତି ରାଜ୍ୟ ସରକାର । ସେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।
ସୂଚନା ଥାଉକି, ରାଜ୍ୟର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ଆସନ୍ତା ଜୁନ୍ ୩୦ରେ ଶେଷ…
ଭାଙ୍ଗିଯିବ କି ରାହୁଲ-ଅଖିଳେଶଙ୍କ ବନ୍ଧୁତା?
କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ଏସପି ମୁଖ୍ୟ ଅଖିଳେଶ ଯାଦବଙ୍କ ମଧ୍ୟରେ ବନ୍ଧୁତା ଭାଙ୍ଗିଯିବ କି? ଏହି ମେଣ୍ଟ କେବଳ ଲୋକସଭା ନିର୍ବାଚନ ପାଇଁ ଥିଲା କି? ଏହି ପ୍ରଶ୍ନ ନେଇ ଏବେ ଚର୍ଚ୍ଚା ହେଉଛି। କାରଣ ଜଣେ ବରିଷ୍ଠ ଏସ୍ପି ନେତା ମୁମ୍ବାଇରେ ଏପରି ମନ୍ତବ୍ୟ ଦେଇଛନ୍ତି, ଯାହା ଏହା…
ଜନ ସେବାର ସୌଭାଗ୍ୟ ବହୁତ କମ ଲୋକଙ୍କୁ ମିଳିଥାଏ – ରାଷ୍ଟ୍ରପତି
ସଂସଦ ଭବନରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଥିଲେ ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ । ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରୁଛନ୍ତି ରାଷ୍ଟ୍ରପତି । ସମସ୍ତ ନିର୍ବାଚିତ ସାଂସଦମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଲୋକସଭା ବାଚସ୍ପତି ଭାବେ…
ଲୋକସଭାରେ ଶପଥନେଲେ ୧୮ ଓଡ଼ିଆ ସାଂସଦ
ଲୋକସଭାରେ ପ୍ରଥମଥର ପାଇଁ ଓଡ଼ିଶାର ସାଂସଦମାନେ ଶପଥ ଗ୍ରହଣ କରିବା ସମୟରେ ‘ଜୟ ଜଗନ୍ନାଥ’ ଧ୍ବନିରେ କମ୍ପିଥିଲା। ଆଜି ବରଗଡ଼ ସାଂସଦ ପ୍ରଦୀପ କୁମାର ପୁରୋହିତ, କେନ୍ଦୁଝର ସାଂସଦ ଅନନ୍ତ ନାୟକ, ଭଦ୍ରକ ସାଂସଦ ଅଭିମନ୍ୟୁ ସେଠି, ଯାଜପୁର ସାଂସଦ ଡ. ରବୀନ୍ଦ୍ର ନାରାୟଣ ବେହେରା, ଢେଙ୍କାନାଳ…
ରାହୁଲ ଗାନ୍ଧୀ ହେବେ ଲୋକସଭାରେ ବିରୋଧୀ ଦଳ ନେତା
ରାହୁଲଙ୍କୁ ବିରୋଧୀ ଦଳ ନେତା କରିବାକୁ କଂଗ୍ରେସ ବରିଷ୍ଠ ନେତା ଓ ସାଂସଦ ଅନୁରୋଧ କରିଥିଲେ । କଂଗ୍ରେସ ପକ୍ଷରୁ ଏ ନେଇ ଘୋଷଣା କରାଯାଇଛି । ରାହୁଲଙ୍କ ନାଁକୁ କାମଚଳା ବାଚସ୍ପତିଙ୍କୁ ପଠାଇଦିଆଯାଇଛି ।୨୦୧୪ ଓ ୨୦୧୯ରେ କଂଗ୍ରେସ ଶୋଚନୀୟ ପରାଜୟ ବରଣ କରିଥିଲା । ସଂଖ୍ୟା କମ ଥିବାରୁ କାହାକୁ…
ଓଡ଼ିଶା ଫେରିବେ ଆଇଏଏସ ମନୋଜ ଆହୁଜା
୧୯୯୦ ବ୍ୟାଚ୍ର ବରିଷ୍ଠ ଆଇଏଏସ୍ ହେଉଛନ୍ତି ମନୋଜ ଆହୁଜା । ଏବେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ସଚିବ ଅଛନ୍ତି ମନୋଜ ଆହୁଜା । ମନୋଜଙ୍କୁ ଓଡ଼ିଶା ଫେରାଇବା ନେଇ କ୍ୟାବିନେଟ କମିଟିର ମଂଜୁରୀ ହୋଇଛି । ରାଜ୍ୟ ସରକାରଙ୍କ ଆବେଦନ ଆଧାରରେ ମଂଜୁରୀ ଦେଲା କ୍ୟାବିନେଟ ।ତେବେ ଆଗକୁ ସେ ତାଙ୍କର…