Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
Politics
All politics-related news information will be uploaded here in daily besis
ସରକାରଙ୍କୁ ଟାର୍ଗେଟ କଲେ ମଲ୍ଲିକାର୍ଜୁନ
ରାଜ୍ୟସଭାରେ ଆଜି ସାଧାରଣ ବଜେଟକୁ ନେଇ ଚାଲୁଥିବା ଚର୍ଚ୍ଚାରେ ସାମିଲ ହୋଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ କହିଛନ୍ତି ଯେ, ଏହି ବଜେଟରେ ଦୁଇଟି ରାଜ୍ୟକୁ ଛାଡି କୌଣସି ରାଜ୍ୟକୁ କିଛି ମିଳିନାହିଁ । ଏପରି ବଜେଟ ମୁଁ କେଉଁଠାରେ ବି ଦେଖିନାହିଁ । ମାତ୍ର ଦୁଇଟି ରାଜ୍ୟର ଥାଳିରେ ପକୁଡି…
ଆଜି ଉପବାଚସ୍ପତି ନିର୍ବାଚନ
ସରଗରମ ହେଉଛି ବିଧାନସଭା ବଜେଟ୍ ଅଧିବେଶନ। ଦୁଇ ଦିନ ଗୃହ ହୁଲସ୍ତୁଲ ହୋଇଛି। ସରକାରୀ ଦଳ ଓ ବିରୋଧୀ ଦଳ ମୁହାଁମୁହିଁ ହୋଇଛନ୍ତି। ଆଜି ତୃତୀୟ ଦିନରେ ବି ଗୃହ ସରଗରମ ହୋଇପାରେ। ରାଜ୍ୟପାଳଙ୍କ ପୁଅଙ୍କ ବିରୋଧରେ ଆସିଥିବା ଅଭିଯୋଗକୁ ନେଇ ବିରୋଧୀ ବିଜେଡି ଏବଂ କଂଗ୍ରେସ ସରକାରଙ୍କୁ ଘେରୁଛନ୍ତି।…
ଅରୁଣଙ୍କ ତ୍ରେଚ୍ଛାବାଣ
ରାଜ୍ୟପାଳଙ୍କ ପୁଅ ଏଏସ୍ଓଙ୍କୁ ମାଡ଼ ମାରିବା ଘଟଣାରେ ବିରୋଧୀ ସରକାରଙ୍କୁ ଘେରିଛନ୍ତି। ଏହି ପ୍ରସଙ୍ଗକୁ ନେଇ ମଙ୍ଗଳବାର ଉଭୟ ବିଜେଡି ଓ କଂଗ୍ରେସ ବିଧାନସଭାରେ ପ୍ରବଳ ହଟ୍ଟଗୋଳ କରିଥିବା ଦେଖାଯାଇଛି। ତେବେ ଏନେଇ ବିଜେଡି ବିଧାୟକ ଅରୁଣ ସାହୁ ପ୍ରତିକ୍ରିୟା ରଖି ଭାଜପା ସରକାର ଚଳାଇବାରେ…
ଏହା ଚୌକି ବଞ୍ଚାଅ ବଜେଟ୍ – ରାହୁଲ ଗାନ୍ଧୀ
ମୋଦୀ ୩.୦ର ପ୍ରଥମ ବଜେଟକୁ ନେଇ ବିଜେପି ନେତା ପ୍ରବଳ ପ୍ରଶଂସା କରିଛନ୍ତି । ସେହିପରି ଏହି ବଜେଟକୁ ନେଇ ବିରୋଧୀ ଏବେ ସମାଲୋଚନା ଆରମ୍ଭ କରିଛନ୍ତି । ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋସିଆଲମିଡିଆ ପୋଷ୍ଟ କରି ମୋଦୀ ସରକାରର ବଜେଟକୁ କଟାକ୍ଷ କରିଛନ୍ତି । ସେ ଏକ୍ସରେ ପୋଷ୍ଟ କରି…
ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ
ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି। ଅଧିବେଶନର ପ୍ରଥମ ଦିନରେ ଆଜି ନିଟ୍-ୟୁଜି ପେପର୍ ଲିକ୍ ମାମଲାକୁ ନେଇ ଲୋକସଭାରେ ଶାସକ ଏବଂ ବିରୋଧୀ ଦଳ ମୁହାଁମୁହିଁ ହୋଇଛନ୍ତି। କଂଗ୍ରେସ ସାଂସଦ ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଆଜି ନିଟ୍ ମାମଲାରେ କେନ୍ଦ୍ର…
ଶସ୍ତା ହେଲା ଏହି ସବୁ ଜିନିଷ
ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ୍ ଉପସ୍ଥାପନ କରିଛନ୍ତି। ବଜେଟରେ କଣ ଶସ୍ତା ହେଲା ତାକୁ ନେଇ ଅର୍ଥମନ୍ତ୍ରୀ କହିଛନ୍ତି । ନିର୍ମଳା ସୀତାରମଣ ତାଙ୍କ ବଜେଟ୍ ଅଭିଭାଷଣରେ ଗରିବ, ଯୁବପିଢ଼ି, ମହିଳା, କୃଷକ ଇତ୍ୟାଦିଙ୍କୁ ଗୁରୁତ୍ବ ଦେଇଥିବା ବେଳେ ସୁନା ଦର କମିଛି। ସୁନା ଓ ରୂପା…
ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ
ବିଧାନସଭା ଅଧିବେଶନ ଆରମ୍ଭରେ ରାଜ୍ୟପାଳଙ୍କ ଅଭିଭାଷଣ ପୂର୍ବରୁ ବିରୋଧୀ ବିଜେଡି କକ୍ଷତ୍ୟାଗ କରିଛି। ଏନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି, ମୁଁ ଓ ମୋ ଦଳ ଅତି ଦୁଃଖିତ, କାରଣ ବର୍ତ୍ତମାନର ରାଜ୍ୟ ସରକାର ରାଜ୍ୟପାଳଙ୍କ ପୁଅ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ନାହାନ୍ତି,…
ଅଧିବେଶନ ଆରମ୍ଭରୁ ହିଁ ଗୃହରେ ହଟ୍ଟଗୋଳ
ଆରମ୍ଭ ହେଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ । ଓଡିଶା ବିଧାନସଭାର ବଜେଟ୍ ଅଧିବେଶନ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଇଛି । ତେବେ ଅଧିବେଶନ ଆରମ୍ଭରୁ ହିଁ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିଛି । ଆଜି ଗୃହ ଆରମ୍ଭ ହେବା ପରେ ପରେ ଗୃହରେ ବିଧାୟକମାନଙ୍କ ଜୟ ଶ୍ରୀରାମ ଏବଂ ଜୟ ଜଗନ୍ନାଥ…
ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ମୋହନ
ଆସନ୍ତାକାଲିଠୁ ବିଧାନସଭା ଅଧିବେଶନ ହେବାକୁ ଯାଉଛି। ଏଥିପାଇଁ ସର୍ବଦଳୀୟ ବୈଠକ ରବିବାର ବାଚସ୍ପତି ସୁରମା ପାଢୀଙ୍କ ଅଧ୍ଯକ୍ଷତାରେ ବୈଠକ ବସିବ। ବିଧାନସଭା ଅଧିବେସନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ନିବାସରେ ଆସନ୍ତାକାଲିଠୁ ବିଧାନସଭା ଅଧିବେଶନ ହେବାକୁ ଯାଉଛି। ଏଥିପାଇଁ…
ରାଜ୍ୟ ସରକାରଙ୍କୁ ଘେରିବ ବିଜେଡି ଦଳ
ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜୁ ଜନତା ଦଳ ବିଧାୟକ ଦଳ ବୈଠକ ବସିଛି । ସୋମବାରଠାରୁ ଆରମ୍ଭ ହେଉଛି ବିଧାନସଭାର ବଜେଟ ଅଧିବେଶନ । ଏହାପୂର୍ବରୁ ବିଜେଡି ତାର ରଣନୀତି ପ୍ରସ୍ତୁତ କରି ସାରିଛି ।ବିଶେଷ ସୂତ୍ରରୁ ଜଣାପଡିଛି ଯେ, ବିଜେଡି ପକ୍ଷରୁ ଏସଓଙ୍କୁ ମାଡ ଘଟଣା ଓ…