Trending
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
- ରାଜ୍ୟରେ ମହିଳା, ଦଳିତ ମାନଙ୍କ ଉପରେ ଆକ୍ରମଣ, ମହିଳାଙ୍କ ପ୍ରତି ଘଟିଥିବା ହିଂସା ସ୍ଥିର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ
- ଜେଡିୟୁରେ ଯୋଗ ଦେଲେ ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର
- ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା
- ରାଜଧାନୀରୁ ନିଖୋଜ ,ମୈତ୍ରୀବିହାର ଥାନା ଅଞ୍ଚଳରୁ ଉଦ୍ଧାର
- ଯୁଦ୍ଧ ଭିତରେ ୫୨,୩୬୦ ଜଣ ଭାରତୀୟ ଘରକୁ ଫେରିଛନ୍ତି
- ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି,ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ
Browsing Category
Politics
All politics-related news information will be uploaded here in daily besis
ଆଜି ଶେଷ ହେଉଛି ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ପ୍ରଚାର
ସୋମବାର ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଆଜି ଶେଷ ହେଉଛି ପ୍ରଚାର । ତିନି ପ୍ରମୁଖ ରାଜନୈତିକ ଦଳ ନିଜ ନିଜ ଷ୍ଟାର ନେତାଙ୍କୁ ଆଣି ୫ ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ୩୫ ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରାଉଛନ୍ତି । ଯାହା ଆଜି ସଂଧ୍ୟାରେ ଶେଷ ହୋଇଯିବ ।ଆସ୍କା,…
ବିଜେପି ଛାଡିଲେ ବିଜୟ
ନିର୍ବାଚନ ପାଇଁ ସାରା ଓଡ଼ିଶା କମ୍ପୁଥିବା ବେଳେ ବିଜେପି ନେଇଛି ଏକ ବଡ଼ ନିଷ୍ପତ୍ତି । ଦଳର ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କୁ ପାର୍ଟିରୁ ବହିଷ୍କୃତ କରିଛି ବିଜେପି । ବିଜୟଙ୍କ ବିରୋଧରେ ଦଳବିରୋଧୀ କାର୍ଯ୍ୟ କରୁଥିବାର ଅଭିଯୋଗ ପରେ ତାଙ୍କୁ ଦଳରୁ ବହିଷ୍କୃତ କରିଛି ଭାରତୀୟ ଜନତା ପାର୍ଟି ।…
ନିର୍ବାଚନୀ ଇସ୍ତାହାରକୁ ନେଇ ବିଜେଡିର ସାମ୍ବାଦିକ ସମ୍ମିଳନୀ
ବିଜେଡି ନିର୍ବାଚନୀ ଇସ୍ତାହାରକୁ ନେଇ ସାମ୍ବାଦିକ ସମ୍ମିଳନୀ । ନବୀନ ପଟ୍ଟନାୟକଙ୍କ ନିର୍ବାଚନୀ ଘୋଷଣା ପତ୍ରରେ ଚାଷୀଙ୍କ ପାଇଁ ସ୍ୱତନ୍ତ୍ର କୃଷି ବଜେଟ୍ ବ୍ୟବସ୍ଥା କରାଯାଇଛି । ବିଗତ ବର୍ଷ ମାନଙ୍କରେ ଚାଷୀ ଓ ଚାଷ ପାଇଁ କଣ କଣ କରାଯାଇଛି, ଏବଂ ୨୪ରେ ପୁଣି ଥରେ ସରକାର ଆସିଲେ କଣ କଣ…
ବିଜେଡି କାର୍ଯ୍ୟାଳୟ ଉପରେ ବୋମାମାଡ
ବିଳମ୍ବିତ ରାତିରେ ନୂଆପଲ୍ଲୀରେ ରାଜନୈତିକ ହିଂସା । ନୂଆପଲ୍ଲୀ ଗଡ଼ସାହିସ୍ଥିତ ବିଜେଡି ପାର୍ଟି ଅଫିସ୍ ସମ୍ମୁଖରେ ବୋମାମାଡ ହୋଇଛି । ଏହାପରେ ଦୁର୍ବୃତ୍ତ ଫେରାର୍ ହୋଇଯାଇଛନ୍ତି । ତେବେ କେହି ମୃତାହତ ହୋଇନାହାନ୍ତି । କିନ୍ତୁ ଗୋଟିଏ ବାଇକ୍ ସମ୍ପୂର୍ଣ୍ଣ ଜଳିଯାଇଛି ।୩ ଜଣ ବ୍ୟକ୍ତି ଶିବ…
ଭୁବନେଶ୍ୱରରେ ପ୍ରଚାର କରିବେ ହେମାମାଳିନୀ
ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ମୁହାଁ ହୋଇଛନ୍ତି ଭାରତୀୟ ଜନତା ପାର୍ଟି (ଭାଜପା)ର କେନ୍ଦ୍ରୀୟ ନେତୃବୃନ୍ଦ। ଏମ୍ପି ହେମାମାଳିନୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଓ…
ଆଜି ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାରାଥନ କାର୍ଯ୍ଯକ୍ରମ । ସମ୍ବଲପୁର, ଅନୁଗୁଳ ଓ ଢେଙ୍କାନାଳରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର । ପ୍ରଥମେ ସମ୍ୱଲପୁରରେ ପହଞ୍ଚି ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ନବୀନ । ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ହୋଇଛି । ଆଜି…
ହସ୍ପିଟାଲରେ ଥାଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ପ୍ରଦୀପ
ବ୍ରହ୍ମପୁରର ଭାଜପା ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ସେ ସୁରକ୍ଷା ଦାବି କରିଛନ୍ତି। ପ୍ରଦୀପ ଲେଖିଛନ୍ତି, ମୋ ଜୀବନ ପ୍ରତି ବିପଦ ରହିଛି। ମୁଁ ନିଜକୁ ଅସୁରକ୍ଷିତ ମନେ କରଛି। ତେଣୁ ମତେ ସୁରକ୍ଷା ଯୋଗାଇ ଦିଅନ୍ତୁ।…
ନିର୍ବାଚନୀ ହିଂସା:କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲାପାଳ-ଏସପିଙ୍କୁ ନିର୍ଦ୍ଦେଶ
ଖଲ୍ଲିକୋଟରେ ନିର୍ବାଚନୀ ହିଂସାକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଉଦ୍ବେଗ ପ୍ରକାଶ କରିଛନ୍ତି । ଗଞ୍ଜାମରେ ପ୍ରାକ୍ ନିର୍ବାଚନୀ ହିଂସା ରୋକିବାକୁ ଗଞ୍ଜାମ ଜିଲ୍ଲାପାଳ ଏବଂ ଏସପିଙ୍କୁ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ…
ରାହୁଲଙ୍କ ବଡ଼ ଘୋଷଣା
ବଲାଙ୍ଗୀରରେ କଂଗ୍ରେସ କରିଛି ତଗଡା ପ୍ରଚାର। କୋଶଳ କଳାମଣ୍ଡଳ ସମାବେଶରେ ଯୋଗ ଦେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ରାହୁଲ ଗାନ୍ଧୀ । ଜନସଭାକୁ ସମ୍ବୋଧିତ କରି ରାହୁଲ କହିଛନ୍ତି, ଏ ଯେଉଁ ଲଢେଇ ଚାଲିଛି ତାହା ୨ ବିଚାରଧାରା ମଧ୍ୟରେ ରହୁଛି । କିନ୍ତୁ ପ୍ରଥମଥର କୌଣସି ରାଜନୈତିକ ଦଳ…
ବିଜେଡ଼ି ସରକାର ବିଜୁଳି ମାଗଣା ବେଦେ, ଆାପଣ ମାନେ ଖୁସି ତ – ନବୀନ
ରାଉରକେଲାରେ ବିଜେଡ଼ି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏତେ ଖରାରେ ଆସିଥିବାରୁ ସମସ୍ତଙ୍କୁ ଧନ୍ୟବଦ ଜଣାଇଲେ ମୁଖ୍ୟମନ୍ତ୍ର । ଏହାସହ ଜନସଭାକୁ ସେମ୍ବାଧୀତ କରି ନବୀନ କହିଛନ୍ତି, ଜୁଲାଇରୁ ବିଜୁଳି ବିଲ ଆସିବ ନାହିଁ । ବିଜେଡ଼ି ସରକାର ବିଜୁଳି ମାଗଣା ବେଦେ,…