Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
Politics
All politics-related news information will be uploaded here in daily besis
ଶଙ୍ଖ ଭବନ’ର ହେବ ତଦନ୍ତ
ବିଜେଡିର ଶଙ୍ଖ ଭବନକୁ ନେଇ ଅନେକ ଦିନ ଧରି ଅଭିଯୋଗ ହୋଇ ଆସୁଥିବାବେଳେ ଏବେ ତଦନ୍ତ ନେଇ ପ୍ରତିଶ୍ରୁତି ଦେଇଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ। ଅଭିଯୋଗ ଅନୁସାରେ, ସଡ଼କ କିସମ ଜାଗାକୁ ଘରବାଡ଼ିରେ ପରିବର୍ତ୍ତନ କରି ନିର୍ମାଣ ହୋଇଛି ଶଙ୍ଖ ଭଵନ। ରାଜଧାନୀ ଛାତି ଉପରେ ବେଆଇନ ଭାବେ ନିର୍ମାଣ ହୋଇଛି…
ରାଜ୍ୟରେ ହଟିବ ଝୁମ୍ପୁଡ଼ି ଘର
୨୦୩୬ ସୁଦ୍ଧା ନୂଆ ଓଡ଼ିଶା ଦେଖିବ ସାରା ବିଶ୍ୱ । ଆଧୁନିକ ଓ ବିକଶିତ ଓଡ଼ିଶା ପାଇଁ ଶପଥ ନିଆଯାଇଛି । ଓଡ଼ିଶା ଅସ୍ମିତାକୁ ବିଶ୍ୱ ଦରବାରରେ ପହଞ୍ଚାଯିବ । ବିଜେପି ସରକାର ଲୋକଙ୍କ ସରକାର ହେବ । ରାଜ୍ୟ ମୁଖ୍ୟମନ୍ତ୍ରୀ ଲୋକଙ୍କ ମୁଖ୍ୟମନ୍ତ୍ରୀ ହେବେ । ସରକାର ଲୋକଙ୍କ ପାଖରେ ପହଞ୍ଚିବାକୁ ଗୁରୁତ୍ୱ…
ଓଡ଼ିଶାର ବିକାଶ ପାଇଁ ବିଜେପି ସବୁବେଳେ ଉଦ୍ୟମ ଜାରି ରଖିବ : ଜେପି ନଡ୍ଡା
ଓଡ଼ିଶାର ବିକାଶ ପାଇଁ ବିଜେପି ସବୁବେଳେ ଉଦ୍ୟମ ଜାରି ରଖିବ। ରାଜ୍ୟକୁ ବିକାଶ ପଥରେ ନେବାର କୌଣସି ସୁଯୋଗ ଛାଡ଼ିବ ନାହିଁ। ଲୋକସଭା ସିଟ୍ ଡବଲ କରିବାକୁ କହିଥିଲି। ଆପଣମାନେ ୨୦ ସିଟ୍ ଦେଇଛନ୍ତି। ସେହିପରି ବିଧାନସଭାରେ ୪୦.୭ ପ୍ରତିଶତ ଭୋଟ୍ ସହ ସରକାର ଗଠନ କରିବାର ସୁଯୋଗ ଦେଇଛନ୍ତି।…
ଅଳିଆ କିଏ?
ଭର୍ତ୍ତୃହରିଙ୍କ ଅଳିଆ ସଫା ଉପାଖ୍ୟାନ ନେଇ ଚିହିଁକିଲେ ଦେବାଶିଷ ସାମନ୍ତରାୟ। ଦେବାଶିଷ ଭତ୍ତୃହରିଙ୍କୁ ଟାର୍ଗେଟ କରି କହିଛନ୍ତି, ଭର୍ତ୍ତୃହରି ସ୍ପଷ୍ଟ କରନ୍ତୁ ଅଳିଆ କିଏ, କେଉଁ ଦଳରେ ଅଳିଆ ଅଛନ୍ତି।
ବିହାର ଓ ଆନ୍ଧ୍ରପ୍ରଦେଶକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି
କେନ୍ଦ୍ରରେ ଏନଡିଏ ସରକାର ଗଠନ ହେବା ପରେ ବିହାର ଓ ଆନ୍ଧ୍ରପ୍ରଦେଶକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବାକୁ ଦାବି ଜୋର ଧରିଛି । ବିହାରରେ ସରକାରରେ ଥିବା ଜେଡିୟୁ ଓ ଆନ୍ଧ୍ରପ୍ରଦେଶରେ ସରକାରରେ ଥିବା ଟିଡିପି ଏନଡିର ସହଯୋଗୀଦଳ ହୋଇଥିବାରୁ ଏହା ଉପରେ କେନ୍ଦ୍ର ସରକାର ବିଚାର କରୁଛନ୍ତି…
ବିଜେପି ବଦଳାଉଛି ରଣନୀତି?
ଲୋକସଭା ନିର୍ବାଚନରେ ଯଦିଓ ବିଜେପି ନେତୃତ୍ୱରେ ଏନଡିଏ ସରକାର ଗଠନ କରିବାକୁ ସକ୍ଷମ ହୋଇଥିଲା, ତଥାପି ଭାଜପାକୁ ଲାଗିଥିଲା ଏକ ବଡ଼ ଝଟକା । ବହୁମତ ଠାରୁ ବହୁ ପଛରେ ରହିଯାଇଥିଲା ଭାଜପା । ବିଜେପି ଏକାକୀ ୨୪୦ଟି ଆସନରେ ଜିତିବା ସହ ଜେଡିୟୁ ଓ ଟିଡିପି ସହଯୋଗରେ କେନ୍ଦ୍ରରେ ସରକାର ଗଠନ କରିବାକୁ…
ବ୍ରିଟିଶ ମଡେଲର ଛାୟା କ୍ୟାବିନେଟ ବ୍ୟବସ୍ଥା
ପ୍ରଥମ ଥର ପାଇଁ ବିଜୁ ଜନତା ଦଳ ବିରୋଧୀ ଦଳ ବଡ଼ ରଣନୀତି ପ୍ରସ୍ତୁତ କରିଛି। ଏଥିଲାଗି ସରକାରଙ୍କ ପ୍ରତ୍ୟେକ ବିଭାଗ ଉପରେ ତୀକ୍ଷ୍ମ ନଜର ରଖିବାକୁ ଜଣେ ଲେଖାଏ ଏପରି କି ଗୋଟିଏ ଗୋଟିଏ ବିଭାଗର କାର୍ଯ୍ୟକଳାପ ଉପରେ ୨/୩ ଜଣ ବିଧାୟକଙ୍କୁ ମଧ୍ୟ ଦାୟିତ୍ୱ ଦିଆଯାଇଛି। ବିଜେଡି ସଭାପତି ତଥା ବିରୋଧୀ…
ଅଜିତ ପାୱାରଙ୍କୁ ଶକ୍ତ ଝଟ୍କା
ଆଜି ଏନ୍ସିପି ମୁଖ୍ୟ ଅଜିତ ପାୱାରଙ୍କୁ ବଡ଼ ଝଟ୍କା ଲାଗିଛି। ୪ ଜଣ ଶୀର୍ଷ ନେତାଙ୍କ ସମେତ ୨୫ ଜଣ ଦଳରୁ ଇସ୍ତଫା ଦେଇଛନ୍ତି ଏବଂ ସେମାନେ ଶରଦ ପାୱାରଙ୍କ ନେତୃତ୍ୱାଧୀନ ଏନ୍ସିପିରେ ଯୋଗଦେବା ସମ୍ଭାବନା ରହିଛି। ଦଳ ଛାଡ଼ିଥିବା ନେତାମାନଙ୍କ ମଧ୍ୟରେ ପିମ୍ପରି-ଚିଞ୍ଚୱାଡ଼ା ୟୁନିଟ୍ ମୁଖ୍ୟ…
ଅରିନ୍ଦମ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ
ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଏବଂ ଅତିରିକ୍ତ ସଚିବ ନିଯୁକ୍ତି ପାଇଛନ୍ତି । କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ମିଳିଛି । ସେହିପରି ଜଗତସିଂହପୁର ଜିଲ୍ଲାପାଳ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ…
ବିଧାୟକଙ୍କୁ ଦାୟିତ୍ୱ ବାଣ୍ଟିଛନ୍ତି ନବୀନ
ବିଧାନସଭାର ମୌସୁମୀ ଅଧିବେଶନରେ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବେ ବିରୋଧୀ । ସରକାରଙ୍କ ବିଭିନ୍ନ ବିଭାଗ ଉପରେ ନଜର ରଖିବାକୁ ଦାୟିତ୍ୱ ବାଣ୍ଟିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ବିଧାନସଭାରେ ଦୃଢ଼ ତଥା ସକ୍ରିୟ ବିରୋଧୀ ଦଳ ଭାବରେ ଦାୟିତ୍ୱ ନିର୍ବାହ ପାଇଁ ନବୀନ ପଟନାୟକଙ୍କ…